ଜାତୀୟ

ଭାଜପା-ଜେଡିୟୁ ମଧ୍ୟରେ ଫାଟ: ଭବିଷ୍ୟତରେ ଏନଡିଏ ମନ୍ତ୍ରିମଣ୍ଡଳରେ ଜେଡିୟୁ ସାମିଲ ହେବନି

ପାଟନା, ୨।୬:କେନ୍ଦ୍ର ମନ୍ତ୍ରିମଣ୍ଡଳରେ ଜେଡିୟୁ ଦାବି କରୁଥିବା ଆବଶ୍ୟକ ସଂଖ୍ୟକ ମନ୍ତ୍ରୀ ନ ଦେବା ପରେ ଭାଜପା ଏବଂ ଜେଡିୟୁ ମଧ୍ୟରେ ମତଭେଦ ସୃଷ୍ଟି ହୋଇଛି। ଏହାର ଫଳସ୍ବରୂପ ଆଗାମୀ ଦିନରେ ଏନଡିଏ ମନ୍ତ୍ରିମଣ୍ଡଳରେ ଜେଡିୟୁ ସାମିଲ ହେବନି କହିଛନ୍ତି...

ମୋଦିଙ୍କ ପାଇଁ ନିଆରା ଉପହାର

ନୂଆଦିଲ୍ଲୀ, ୨।୬: ୨୦୧୪ ଲୋକ ସଭା ନିର୍ବାଚନଠାରୁ ଚା’ରେ ଚର୍ଚ୍ଚା ଏତେ ମାତ୍ରାରେ ବ୍ୟାପିଛି ଯେ, ଯାହା ଆଜି ପର୍ଯ୍ୟନ୍ତ ଥମିନି। ଚା’କୁ ନେଇ ଚର୍ଚ୍ଚା, ଚା’କୁ ନେଇ କବିତା, ଚା’କୁ ନେଇ ସାୟରୀ ପରେ ଏବେ ଚା’ରେ ପ୍ରସ୍ତୁତ...

ମମତା ହିରଣ୍ୟକଶ୍ୟପଙ୍କ ବଂଶଜ: ସାକ୍ଷୀ ମହାରାଜ

ହରିଦ୍ୱାର, ୨।୬: ଉତ୍ତର ପ୍ରଦେଶର ଉନ୍ନାଓ ସାଂସଦ ସାକ୍ଷୀ ମହାରାଜ ଏକ ବିବାଦୀୟ ବୟାନ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ ତୃଣମୂଳ କଂଗ୍ରେସ(ଟିଏମସି) ନେତ୍ରୀ ତଥା ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ତ୍ରେତୟା ଯୁଗର ରାକ୍ଷାସ ହିରଣ୍ୟକଶ୍ୟପଙ୍କ ବଂଶଜ ବୋଲି...

୪ ପର୍ବତାରୋହୀଙ୍କୁ ସୁରକ୍ଷିତ ଉଦ୍ଧାର କଲା ବାୟୁସେନା

ପିଥୌରାଗଡ଼,୨।୬: ନନ୍ଦାଦେବୀ ଯାତ୍ରା ସମୟରେ ୪ ବିଦେଶୀ ପର୍ବତାରୋହୀ ଫସି ରହିଥିବା ବେଳେ ହେଲିକପ୍ଟର ଯୋଗେ ଭାରତୀୟ ବାୟୁ ସେନା ରବିବାର ସେମାନଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଏମାନଙ୍କ ମଧ୍ୟରେ ଜଣେ ମହିଳା ରହିଛନ୍ତି। ଏମାନେ ସମସ୍ତେ ଇଂଲଣ୍ଡର...

କୋର୍ଟଙ୍କ ସମୟ ନଷ୍ଟ କରିଥିବା ୭୫ବର୍ଷୀୟ ମହିଳାଙ୍କ ଉପରେ ୧୦ଲକ୍ଷ ଟଙ୍କା ଜରିମାନା

ମୁମ୍ବାଇ, ୨।୬:ଅଦାଲତଙ୍କ ସମୟ ନଷ୍ଟ କରିଥିବା ଜଣେ ୭୫ବର୍ଷୀୟ ମହିଳାଙ୍କ ଉପରେ ୧୦ ଲକ୍ଷ ଟଙ୍କା ଜରିମାନା ଲଗାଇଛନ୍ତି ବମ୍ବେ ହାଇକୋର୍ଟ। ଦକ୍ଷିଣ ମୁମ୍ବାଇ ନିବାସୀ ରେଣୁକା ବାଟଲୀଓ୍ବାଲା ନାମକ ଜଣେ ମହିଳା ଜମି ହଡପ ଘଟଣାରେ ବିଏମସି(ବମ୍ବେ ମହାନଗର...

ପ୍ରବଳ ତାତି: ତେଲେଙ୍ଗାନାରେ ଅଂଶୁଘାତ ମୃତ୍ୟୁ ସଂଖ୍ୟା ୮୮ରେ ପହଞ୍ଚିଲା

ହାଇଦ୍ରାବାଦ୍‌, ୨।୬:ପ୍ରଚଣ୍ଡ ରୌଦ୍ରତାପ ସାଙ୍ଗକୁ ଦିନକୁ ଦିନ ତାପମାତ୍ରା ବୃଦ୍ଧିଯୋଗୁ ଦେଶରେ ଅଂଶୁଘାତ ଜନିତ ମୃତ୍ୟୁସଂଖ୍ୟା ବଢିବାରେ ଲାଗିଛି। ଏଯାବତ୍‌ ତେଲେଙ୍ଗାନାରେ ଅଂଶୁଘାତ ମୃତ୍ୟୁସଂଖ୍ୟା ସର୍ବାଧିକ ୮୮ରେ ପହଞ୍ଚିଥିବାବେଳେ ଆନ୍ଧ୍ରପ୍ରଦେଶରେ ୬୭, କେରଳରେ ୧୫ ଏବଂ ମହାରାଷ୍ଟ୍ର ୭ଜଣଙ୍କ ମୃତ୍ୟୁ...

ବିବାହ ବେଦୀରେ ବିଷ ପିଇଲେ କନ୍ୟା

କନୌଜ,୨।୬: ଉତ୍ତର ପ୍ରଦେଶର କନୌଜରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବିବାହ ବେଦୀରେ କନ୍ୟା ବିଷ ପିଇବା ଓ ବର ପକ୍ଷ ଲୋକଙ୍କୁ ପୋଲିସ ବାନ୍ଧିନେବା ଭଳି ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। କନୌଜ ଧିରପୁର ଗାଁର ବିପିନ...

ଦେବୀ ସରସ୍ବତୀଙ୍କୁ ଅପମାନ କରି ପ୍ରିନ୍ସପାଲ୍‌ ଗିରଫ

ଭୋପାଳ, ୨।୬: ମଧ୍ୟ ପ୍ରଦେଶର ଭୋପାଳରେ ଦେବୀ ସରସ୍ବତୀଙ୍କୁ ଅପମାନ କରିବା ଅଭିଯୋଗରେ ଏକ ସରକାରୀ କଲେଜର ପ୍ରିନ୍ସପାଲ୍‌ଙ୍କୁ ଗିରଫ କରିଛି ପୋଲିସ। ପ୍ରିନ୍ସପାଲ୍‌ ଏସଏସ ଗୌତମ କଲେଜ କ୍ୟାମ୍ପସ କିମ୍ବା ଶ୍ରେଣୀ ଗୃହରେ ସରସ୍ବତୀଙ୍କ ଫଟୋ ଲଗାଇବା ଉପରେ...

ବିଳମ୍ବିତ ପ୍ରାକ୍‌ ମୌସୁମୀ: ୬୫ ବର୍ଷରେ ଦ୍ୱିତୀୟ ଥର ପାଇଁ ଭାରତରେ ଏଭଳି ସ୍ଥିତି

ନୂଆଦିଲ୍ଲୀ,୨।୬: ଭାରତ ଭଳି କୃଷି ପ୍ରଧାନ ଦେଶ ପ୍ରାକ୍‌ ମୌସୁମୀ ବର୍ଷା ଉପରେ ନିର୍ଭର କରିଥାଏ। ପ୍ରାକ୍‌ ମୌସୁମୀ ବିଳମ୍ବିତ ହେଲେ ଚାଷ କାମ ଉପରେ ନାକାରାତ୍ମକ ପ୍ରଭାବ ପଡ଼ିଥାଏ। ପ୍ରାକ୍‌ ମୌସୁମୀ ଚାଷ କାମ ସହିତ ଭୂତଳ ଜଳସ୍ତର...

ନାଥୁରାମ ଗଡ୍‌ସେଙ୍କୁ ପ୍ରଶଂସା କରିଥିବା ଆଇଏଏସ୍‌ ଅଧିକାରୀଙ୍କ ଉପରେ ଖପ୍ପା ହେଲା କଂଗ୍ରେସ

ନୂଆଦିଲ୍ଲୀ,୨।୬: କଂଗ୍ରେସ ପ୍ରବକ୍ତା ରଣଦୀପ ସିଂ ସୁରଜଓ୍ବୋଲା ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିଶଙ୍କୁ ଆଇଏଏସ୍‌ ଅଧିକାରୀ ନିଧି ଚୌଧୁରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ନୀଧିଙ୍କ ଭୁଲ୍‌ ହେଲା ସେ ମହାତ୍ମା ଗାନ୍ଧୀଙ୍କ ହତ୍ୟାକାରୀ ନାଥୁରାମ ଗଡସେଙ୍କର ପ୍ରଶଂସା...

୨୦୨୦ ସୁଦ୍ଧା ଦେଶର ୮୪ ବିମାନ ବନ୍ଦରରେ ଲାଗିବ ବଡ଼ି ସ୍କାନର

ନୂଆଦିଲ୍ଲୀ,୨।୬: ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥାକୁ ସୁଦୃଢ଼ କରିବା ଲାଗି ଖୁବ୍‌ ଶୀଘ୍ର ବଡ଼ିସ୍କାନର ଲଗାଯିବାର ଯୋଜନା କରାଯାଇଛି। ୨୦୨୦ ସୁଦ୍ଧା ଦେଶର ୮୪ ବିମାନ ବନ୍ଦରରେ ଏହି ସୁବିଧା ଉପଲବ୍ଧ ହେବ। ସମ୍ପ୍ରତି ବିମାନ ବନ୍ଦରରେ ଥିବା ମେଟାଲିକ୍‌...

ଭାରତରେ ୫-ଜି ସୁବିଧା ମିଳିବାରେ ହେବ ବିଳମ୍ବ !

ନୂଆଦିଲ୍ଲୀ,୨।୬: ଭାରତରେ ୫-ଜି ସୁବିଧା ମିଳିବାରେ ବିଳମ୍ବ ହେବାର ସମ୍ଭାବନା ରହିଛି। ଦେଶରେ ମୋବାଇଲ୍‌ ଇନଫ୍ରାଷ୍ଟକଚର କାର୍ଯ୍ୟ ଧୀରେ ଧୀରେ ହେଉଥିବାରୁ ୨୦୨୦ ସୁଦ୍ଧା ମଧ୍ୟ ଭାରତରେ ୫-ଜି ସୁବିଧା ମିଳି ପାରିବ ନାହିଁ ବୋଲି କୁହାଯାଉଛି। ମୋଦି ସରକାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri