ଜାତୀୟ

ଡି କମ୍ପାନୀ ବିଛାଇଛି ଜାଲ୍‌ନୋଟ ଜାଲ

ନୂଆଦିଲ୍ଲୀ,୨ା୬(ଆଇଏଏନ୍‌ଏସ୍‌): କିଛିଦିନର ବ୍ୟବଧାନ ପରେ ଭାରତକୁ ପୁଣି ଆସିବାରେ ଲାଗିଛି ଉଚ୍ଚ ମୂଲ୍ୟର ଭାରତୀୟ ଜାଲ ନୋଟ (ଏଫ୍‌ଆଇସିଏନ୍‌) ଆସିବାରେ ଲାଗିଛି। ଦେଶର ପୂର୍ବାଞ୍ଚଳ ସୀମାରେ ଏହା ଛପାଯାଉଛି। ପାକିସ୍ତାନରେ ଆମତ୍ଗୋପନ କରିଥିବା ଅଣ୍ଡରଓ୍ବାଲର୍‌ଡ ଡନ୍‌ ଦାଉଦ୍‌ ଇବ୍ରାହିମ୍‌ଙ୍କ ଡି...

୫ ଜୀବନ ବଞ୍ଚାଇ ଭାସିଗଲେ ଗାଇଡ୍‌

ଶ୍ରୀନଗର,୨ା୬(ପି.ଟି.): ଦୁଇ ବିଦେଶୀଙ୍କ ସମେତ ୫ ପର୍ଯ୍ୟଟକଙ୍କ ଜୀବନ ବଞ୍ଚାଇବା ପରେ ଜଣେ ଟୁରିଷ୍ଟ ଗାଇଡ୍‌ ନଦୀରେ ଭାସିଯାଇ ପ୍ରାଣ ହରାଇଛନ୍ତି। ଏଭଳି ଦୁଃଖଦ ଘଟଣା ଘଟିଛି ଜମ୍ମୁ-କଶ୍ମୀରସ୍ଥିତ ଅନ୍ତନନାଗ ଜିଲା ପହଲ୍‌ଗାମର ଏକ ରିସର୍ଟରେ। ଦକ୍ଷିଣ କଶ୍ମୀରର ମାଓ୍ବୁରା...

ମୁଖ୍ୟସ୍ରୋତକୁ ଫେରିଲେ ୫ ଆତଙ୍କବାଦୀ

ଶ୍ରୀନଗର୨ା୬(ପି.ଟି.): ଆତଙ୍କବାଦରେ ଜର୍ଜରିତ ଜମ୍ମୁ-କଶ୍ମୀରରୁ ଶନିବାର ଏକ ଭଲ ଖବର ଆସିଛି। କୁଲଗାମ ଜିଲାର ୫ ଆତଙ୍କବାଦୀ ଅସ୍ତ୍ରତ୍ୟାଗ କରି ସମାଜର ମୁଖ୍ୟସ୍ରୋତକୁ ଫେରିଛନ୍ତି। ବିଭିନ୍ନ ଆତଙ୍କବାଦୀ ସଙ୍ଗଠନରେ ସାମିଲ ହୋଇଥିବା ୫ ଯୁବକଙ୍କୁ ମୁଖ୍ୟସ୍ରୋତକୁ ଫେରାଇ ଆଣିବା ଲାଗି...

ପ୍ରତିଭାଙ୍କୁ ମେକ୍ସିକୋର ସର୍ବୋଚ୍ଚ ସମ୍ମାନ

ପୁଣେ,୨ା୬(ଆଇଏଏନ୍‌ଏସ୍‌): ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରତିଭା ପାଟିଲଙ୍କୁ ଶନିବାର ମେକ୍ସିକୋର ସର୍ବୋଚ୍ଚ ବେସାମରିକ ସମ୍ମାନ ‘ଅର୍ଡନ୍‌ ମେକ୍ସିକାନା ଡେଲ୍‌ ଆଗୁଇଲା ଆଜ୍‌ଟେକା’ରେ ସମ୍ମାନିତ କରାଯାଇଛି। ବିଦେଶୀମାନଙ୍କୁ ମେକ୍ସିକୋ ସରକାର ଏହି ପୁରସ୍କାର ପ୍ରଦାନ କରିଥାନ୍ତି। ପୁଣେର ଏମ୍‌ସିସିଆଇଏ ଭବନରେ ଅନୁଷ୍ଠିତ...

କଂଗ୍ରେସ ପାଇଁ ଆତ୍ମସମୀକ୍ଷାର ବେଳ

ନୂଆଦିଲ୍ଲୀ,୨ା୬: ୨୦୦୪ରୁ ୨୦୧୪ ଉପା ସରକାରର ମଙ୍ଗ ଧରିଥିବା କଂଗ୍ରେସ ଏବେ ବିପର୍ଯ୍ୟସ୍ତ। ଦୀର୍ଘଦିନ କ୍ଷମତାରୁ ଦୂରେଇ ରହି ସତେ ଯେପରି ଏହି ସର୍ବପୁରାତନ ଦଳ ସ୍ଥାଣୁ ପାଲଟିଯାଇଛି। କଂଗ୍ରେସ ପାଖରେ ନା ଅସଲ ପ୍ରସଙ୍ଗ ଅଛି ନା ନିର୍ଣ୍ଣାୟକ...

ଉଦ୍ୟୋଗପତି ବି.ଏମ୍‌. ଖୈତାନଙ୍କ ପରଲୋକ

କୋଲକାତା,୨ା୬: ବିଶିଷ୍ଟ ଉଦ୍ୟୋଗପତି ତଥା ଡ୍ରାଇସେଲ୍‌ ବ୍ୟାଟେରି ନିର୍ମାତା ଏଭରେଡି ଇଣ୍ଡଷ୍ଟ୍ରିଜ ଗ୍ରୁପ୍‌ର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ମୋହନ ଖୈତାନଙ୍କ ଶନିବାର ୯୨ ବର୍ଷରେ ପରଲୋକ ହୋଇଯାଇଛି। ବାର୍ଦ୍ଧକ୍ୟଜନିତ ରୋଗରେ ପୀଡିତ ଥାଇ ସେ ଶନିବାର ନିଜ ବାସଭବନରେ ଶେଷନିଃଶ୍ୱାସ...

ଭାରତ-ପାକ୍‌ ସୀମାରୁ ମିଳିଲା ୨୦ ବର୍ଷ ତଳର ଲ୍ୟାଣ୍ଡମାଇନ୍‌

ଜୟପୁର : ରାଜସ୍ଥାନର ଶ୍ରୀଗଙ୍ଗାନଗର ଜିଲାସ୍ଥିତ ଭାରତ-ପାକ୍‌ ସୀମାରେ ୨୦ ବର୍ଷ ତଳର ପୁରୁଣା ଲ୍ୟାଣ୍ଡମାଇନ ଦେଖିବାକୁ ମିଳିଛି। ଏ ସମ୍ପର୍କରେ ଖବର ମିଳିବା ପରେ ସାଧାରଣରେ ଆତଙ୍କ ଖେଳିଯାଇଛି। ପୋଲିସ ଏହି ଲ୍ୟାଣ୍ଡମାଇନକୁ ସୁରକ୍ଷିତ ରଖିଛି। ଲ୍ୟାଣ୍ଡମାଇନକୁ ନିଷ୍କ୍ରିୟ...

ରାଜ୍ୟପାଳଙ୍କୁ ଭେଟିଲେ ନୀତୀଶ

ପାଟନା,୧।୬: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଶନିବାର ରାଜ୍ୟପାଳ ଲାଲ ଜି ଟଣ୍ଡନଙ୍କୁ ଭେଟିଛନ୍ତି। ବିହାର କ୍ୟାବିନେଟର ସମ୍ପ୍ରସାରଣ ଲାଗି ନୀତୀଶ ରାଜ୍ୟପାଳଙ୍କୁ ଭେଟିଥିବା ପ୍ରକାଶ। କାରଣ ନୀତୀଶଙ୍କ ମନ୍ତ୍ରିମଣ୍ଡଳର ଆଉ ୪ ନୂଆ ମନ୍ତ୍ରୀ ଶପଥ ଗ୍ରହଣ କରିବାକୁ...

ଶ୍ରଦ୍ଧାଳୁଙ୍କ ପାଇଁ ଖୋଲିଲା ହେମକୁଣ୍ଡ ସାହିବ ଗୁରୁଦ୍ୱାର

ଡେରାଡୁନ,୧।୬: ଉତ୍ତରାଖଣ୍ଡର ଚାମୋଲି ଜିଲାରେ ଥିବା ହେମକୁଣ୍ଡ ସାହିବ ଗୁରୁଦ୍ୱାରକୁ ଶନିବାର ଶ୍ରଦ୍ଧାଳୁଙ୍କ ଉଦ୍ଦେଶ୍ୟରେ ଖୋଲି ଦିଆଯାଇଛି। ଦୀର୍ଘ ୬ ମାସ ହେବ ଶୀତ ପାଇଁ ଏହାକୁ ବନ୍ଦ କରି ଦିଆଯାଇଥିବା ବେଳେ ଏବେ ଏହାକୁ ଦର୍ଶନ ଲାଗି ଖୋଲାଯାଇଛି।...

ତାମିଲନାଡୁ ସ୍କୁଲରେ ହିନ୍ଦୀ ଭାଷା ପ୍ରଚଳନକୁ ବିରୋଧ କଲେ କମଲ

ଚେନ୍ନାଇ,୧।୬: ତାମିଲନାଡୁ ସ୍କୁଲରେ ୩ଟି ଭାଷା ପ୍ରଚଳନକୁ ନେଇ କେନ୍ଦ୍ର ଦେଇଥିବା ପ୍ରସ୍ତାବକୁ ବିରୋଧ କରାଯାଇଛି। ଏହି ପ୍ରସ୍ତାବ ଉପରେ ଡିଏମ୍‌କେ ଓ ମକ୍କଲ ନିଧି ମୟମ ବିରୋଧ ପ୍ରକାଶ କରିଛି। ଡିଏମ୍‌କେର ରାଜ୍ୟ ସଭା ସଦସ୍ୟ ତିରୁଚି ଶିବା...

କ୍ୟାବିନେଟ ବୈଠକରେ ମୋବାଇଲ ଫୋନ୍‌ ବାରଣ କଲେ ଉତ୍ତର ପ୍ରଦେଶ ସରକାର

ଲକ୍ଷ୍ନୌ,୧।୬: ଏଥର ଅଫିସିଆଲ୍‌ ମିଟିଙ୍ଗ ସହ କ୍ୟାବିନେଟ ବୈଠକରେ କୌଣସି ମନ୍ତ୍ରୀ ମୋବାଇଲ ଫୋନ୍‌ ବ୍ୟବହାର କରିପାରିବେ ନାହିଁ ବୋଲି ଶନିବାର ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସୂଚନା ଦେଇଛନ୍ତି। ଗୁରୁତ୍ୱପୂର୍ଣ୍ଣ ବୈଠକ ସମୟରେ ମନ୍ତ୍ରୀମାନେ ମୋବାଇଲର ହ୍ବାଟସ୍‌...

ଈଶ୍ୱରଙ୍କ ନିକଟତର ହେବାକୁ ନିଜର ସମାଧି ଖୋଳିଲେ ବୃଦ୍ଧ

ଗୁଣ୍ଟୁର,୧।୬: ଆନ୍ଧ୍ର ପ୍ରଦେଶ ଗୁଣ୍ଟୁରରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଏଠାରେ ଜଣେ ୭୦ ବର୍ଷରୁ ଊର୍ଦ୍ଧ୍ୱ ବୟସର ବ୍ୟକ୍ତି ଈଶ୍ୱରଙ୍କ ନିକଟତର ହେବାକୁ ନିଜ କ୍ଷେତରେ ଏକ ସମାଧି ତିଆରି କରିଥିଲେ। ସେଥିମଧ୍ୟରେ ସେ ଈଶ୍ୱରଙ୍କୁ ଆରାଧନା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri