ଜାତୀୟ

ଜାଲିଆତି ଅଭିଯୋଗ ଚିନ୍ତାଜନକ: ପ୍ରଣବ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଇଭିଏମ୍‌କୁ ନେଇ ବିବାଦ ଲାଗି ରହିଥିବାବେଳେ ଭୋଟରଙ୍କ ରାୟରେ ଜାଲିଆତି ଅଭିଯୋଗ ଚିନ୍ତାଜନକ ବୋଲି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କହିଛନ୍ତି। ସଂସ୍ଥାଗତ ସାଧୁତା ସୁନିଶ୍ଚିତ କରିବା ନିର୍ବାଚନ କମିଶନଙ୍କ ଦାୟିତ୍ୱ। ଏହା ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇବା...

ଶାହଙ୍କ ଡିନର୍‌ ପାର୍ଟି

ନୂଆଦିଲ୍ଲୀ,୨୨ା୫: ସାଧାରଣ ନିର୍ବାଚନର ଫଳାଫଳକୁ ନେଇ ଭବିଷ୍ୟବାଣୀ କରିଥିବା ୧୪ ଏକ୍‌ଜିଟ୍‌ ପୋଲ ମଧ୍ୟରୁ ୧୨ଟି ଏନ୍‌ଡିଏ ସପକ୍ଷରେ ଜନମତ ରହିଥିବା କହିଛନ୍ତି। ଏଭଳି ସମୟରେ ସରକାର ଗଠନ ପାଇଁ ମେଣ୍ଟ ରଣନୀତି ସ୍ଥିର କରିବା ଲାଗି ଭାଜପା ରାଷ୍ଟ୍ରୀୟ...

୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭାଜପା ଭରସା

ନୂଆଦିଲ୍ଲୀ,୨୨ା୫(ପି.ଟି.): ଏକ୍‌ଜିଟ୍‌ ପୋଲ୍‌ଗୁଡ଼ିକ ଭାଜପା ସପକ୍ଷରେ ଜନମତ ରହିଥିବା ଭବିଷ୍ୟବାଣୀ କରିଥିବାବେଳେ ୫ ହିନ୍ଦୀଭାଷୀ ରାଜ୍ୟ ଉପରେ ଭରସା କରିଛି ଗୈରିକ ଦଳ। ୨୦୧୪ ସାଧାରଣ ନିର୍ବାଚନରେ ଉତ୍ତରପ୍ରଦେଶ, ବିହାର, ମଧ୍ୟପ୍ରଦେଶ, ରାଜସ୍ଥାନ ଓ ଛତିଶଗଡ଼ର ୧୮୫ ଆସନ ମଧ୍ୟରୁ...

୧୦୦% ଭିଭିପିଏଟି ସ୍ଲିପ୍‌ ଯାଞ୍ଚ ଆବେଦନ ଖାରଜ

ନୂଆଦିଲ୍ଲୀ,୨୨ା୫(ପି.ଟି.): ଭୋଟ ଗଣତି ଦିନ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌(ଇଭିଏମ୍‌) ସହ ୧୦୦ ପ୍ରତିଶତ ଭୋଟର ଭେରିଫାଏବ୍ଲ ପେପର ଅଡିଟ ଟ୍ରେଲ୍‌ (ଭିଭିପିଏଟି) ସ୍ଲିପ୍‌ ମେଳ କରାଇବା ପାଇଁ ଦାଏର ଜନସ୍ବାର୍ଥ ମାମଲା (ପିଆଇଏଲ୍‌)କୁ ସୁପ୍ରିମକୋର୍ଟ ମଙ୍ଗଳବାର ଖାରଜ କରିଦେଇଛନ୍ତି। ପ୍ରଧାନ...

କମଲନାଥଙ୍କ ଗୋଡ଼ ଟାଣିବାକୁ ଉଦ୍ୟମ

ଭୋପାଳ,୨୨ା୫(ପି.ଟି.): ସାଧାରଣ ନିର୍ବାଚନ ଶେଷହେବା ପରେ ମଧ୍ୟପ୍ରଦେଶର କଂଗ୍ରେସ ନେତୃତ୍ୱାଧୀନ କମଲନାଥ ସରକାର ଉପରେ ଅସ୍ଥିରତାର କଳାବାଦଲ ଘନେଇବାରେ ଲାଗିଛି। କଂଗ୍ରେସ ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କ ଗୋଡ଼ ଟାଣିବାକୁ ଭାଜପା ଉଦ୍ୟମ କରୁଛି। ଏଥିଲାଗି ଗୈରିକ ଦଳ କଂଗ୍ରେସ ବିଧାୟକମାନଙ୍କୁ...

ଅରୁଣାଚଳରେ ଉଗ୍ରପନ୍ଥୀ ଆକ୍ରମଣ: ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା

ଇଟାନଗର,୨୨ା୫(ପି.ଟି./ଆଇଏନ୍‌ଏସ୍‌): ଅରୁଣାଚଳ ପ୍ରଦେଶରେ ନାଗା ଉଗ୍ରପନ୍ଥୀମାନେ ମଙ୍ଗଳବାର ଜଣେ ବିଧାୟକଙ୍କ ସମେତ ୧୧ ଜଣଙ୍କୁ ହତ୍ୟା କରିଛନ୍ତି। ବିଧାୟକ ତଥା ନ୍ୟାଶନାଲ ପିପୁଲ୍ସ ପାର୍ଟି (ଏନ୍‌ପିପି) ପ୍ରାର୍ଥୀ ତିରୋଙ୍ଗ ଓ ଅନ୍ୟମାନେ ୩ଟି କାର୍‌ରେ ଆବୋହ ଆସାମରୁ ଫେରୁଥିବାବେଳେ ଅରୁଣାଚଳର...

ଏବେ ପୁରା ଦେଶରେ ଚାଲିବ ଗୋଟିଏ ସମୟ, ଶୀଘ୍ର ଆସିବ ନିୟମ

ନୂଆଦିଲ୍ଲୀ,୨୧।୫: ଯେଉଁଭଳି ଭାବେ ଜର୍ମାନୀରେ ଜର୍ମାନ ସମୟ ନିର୍ଦ୍ଧାରିତ ହୋଇଛି, ସେହିଭଳି ଭାରତରେ ମଧ୍ୟ ନିର୍ଦ୍ଧାରିତ ସମୟର ବ୍ୟବହାର କରାଯିବ। ଦେଶରେ ଭାରତୀୟ ସମୟକୁ ବ୍ୟବହାର କରିବାକୁ ଏକ ଆଇନ ପ୍ରସ୍ତୃତ କରାଯିବ। ଏହାପରେ ଦେଶର ଏକ ସ୍ବତନ୍ତ୍ର ସମୟ...

ଲୋକ ସଭା ନିର୍ବାଚନ ସରିବା ପରେ ଅଫ୍‌ ଏୟାର ହେଲା ‘ନମୋ ଟିଭି’

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନର ଫଳାଫଳ ଆସିବା ପୂର୍ବରୁ ଅଫ୍‌ ଏୟାର ହୋଇଯାଇଛି ‘ନମୋ ଟିଭି’। ମାର୍ଚ୍ଚ ୩୧ରୁ ଅନ୍‌ ଏୟାର ହୋଇଥିବା ଏହି ଚ୍ୟାନେଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପୁରୁଣା ଭାଷଣ ଓ ଭାଜପା ସହ ସମ୍ପର୍କିତ ସାମଗ୍ରୀକୁ...

ଇଂଲଣ୍ଡ ଯିବା ପୂର୍ବରୁ ଶିରିଡି ସାଇ ଦର୍ଶନ କଲେ କୋଚ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ, ୨୧।୫: ମେ ୩୦ରୁ ଇଂଲଣ୍ଡରେ ଆରମ୍ଭ ହେଉଛି ବିଶ୍ୱକପ୍‌ ମହାସମର। ଏଥିପାଇଁ ଭାରତୀୟ କ୍ରିକେଟ ଦଳ ମଙ୍ଗଳବାର ଇଂଲଣ୍ଡ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି। ଏହାପୂର୍ବରୁ କୋଚ୍‌ ରବି ଶାସ୍ତ୍ରୀ ଏବଂ ଫିଲ୍ଡିଂ କୋଚ୍‌ ଆର୍‌.ଶ୍ରୀଧର ଶିରିଡି...

ଏକ୍‌ଜିଟ୍‌ ପୋଲ୍‌କୁ ଦେଖି ବିଚଳିତ ନ ହୋଇ ଫଳାଫଳକୁ ଅପେକ୍ଷା ରଖନ୍ତୁ: ପ୍ରିୟଙ୍କା

ନୂଆଦିଲ୍ଲୀ,୨୧।୫: ଲୋକ ସଭା ନିର୍ବାଚନ ସରିଥିବା ବେଳେ ଫଳଫଳ ଘୋଷଣା ହେବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଛି। ଏପଟେ ଗଣମାଧ୍ୟମର ଏକ୍‌ଜିଟ୍‌ ପୋଲ୍‌ ପ୍ରମୁଖ ଦଳ ଗୁଡିକର ମୁଣ୍ଡ ବିଗାଡିଛି। ଏହି ସମୟରେ କଂଗ୍ରେସ ମହାସଚିବ ପ୍ରିୟଙ୍କା...

ଅରୁଣାଚଳ ପ୍ରଦେଶରେ ଉଗ୍ରବାଦୀଙ୍କ ପକ୍ଷରୁ ବିସ୍ଫୋରଣ: ବିଧାୟକଙ୍କ ସମେତ ୧୧ ମୃତ

ଇଟ୍ଟାନଗର, ୨୧।୫: ଅରୁଣାଚଳ ପ୍ରଦେଶର ବିଧାୟକ ତିରୋଙ୍ଗ ଅବୋଙ୍କ ରାଲିରେ ଭୟାନକ ବିସ୍ଫୋରଣ ଘଟିଛି। ଏଥିରେ ବିଧାୟକଙ୍କ ସମେତ ୧୧ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ପ୍ରାଥମିକ ତଦନ୍ତରୁ ଏହା ଆତଙ୍କବାଦୀ ଆକ୍ରମଣ ହୋଇଥାଇପାରେ ବୋଲି ପୋଲିସ ଅନୁମାନ କରୁଛି।...

ମୋବାଇଲ୍‌ ଚାର୍ଜର ପାଟିରେ ପୁରାଇ ଦେବାରୁ ୨ବର୍ଷର ଶିଶୁର ଜୀବନ ଗଲା

ଲକ୍ଷ୍ନୌ, ୨୧।୫: ଉତ୍ତର ପ୍ରଦେଶର ବୁଲନ୍ଦସହରରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ମୋବାଇଲ ଚାର୍ଜର ପାଟିରେ ପୂରେଇ ଦେବାରୁ ବିଦ୍ୟୁତ ଆଘାତ ଲାଗି ଜଣେ ଦୁଇବର୍ଷ ଶିଶୁର ମୃତ୍ୟୁ ଘଟିଛି। ଦିଲ୍ଲୀର ମୁସ୍ତଫାବାଦରେ ନିଜ ସ୍ବାମୀଙ୍କ ସହ ରହୁଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri