ଜାତୀୟ

ମୋଦି-ଶାହ ଯୋଡ଼ି ପୁଣି ସଫଳ: ବାଉନ୍ସରରେ ପ୍ରତିପକ୍ଷ ବୋଲ୍ଡ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପୁଣିଥରେ ପ୍ରଧାନମନ୍ତୀ ନରେନ୍ଦ୍ର ମୋଦି ଏବଂ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଯୋଡି ସଫଳ ହୋଇଛି। ମୋଦି ଏବଂ ଶାହଙ୍କ କୂଟନୀତି ବାଉନ୍ସର ବଲ ଆଗରେ ପ୍ରତିପକ୍ଷ ବୋଲ୍ଡ ହୋଇଯାଇଛନ୍ତି। କଂଗ୍ରେସ ବହୁ...

ମେ ୨୬ରେ ମୋଦି ନିର୍ବାଚିତ ହେବେ ଭାଜପା ସଂସଦୀୟ ଦଳ ନେତା

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନ ଭୋଟ ଗଣତିରେ ଭାଜପା ୩ ଶହରୁ ଅଧିକ ଆସନରେ ଆଗୁଆ ରହିଛି। ଏହା ଦ୍ୱାରା ଭାଜପା ନେତୃତ୍ୱାଧୀନ ଏନଡିଏ କେନ୍ଦ୍ରରେ ସରକାର ଗଠନ କରିବା ନିଶ୍ଚିତ ହୋଇଛି। ଆସନ୍ତା ମେ ୨୬ରେ ଭାଜପା ସଂସଦୀୟ...

ଆସନ୍ତା ୩୦ରେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଜଗନମୋହନ ରେଡ୍ଡି: ଭେଙ୍କଟେଶ୍ୱରେଲୁ

ହାଇଦ୍ରାବାଦ,୨୩।୫: ଆନ୍ଧ୍ର ପ୍ରଦେଶ ବିଧାନସଭା ଲାଗି ଚାଲିଥିବା ଭୋଟ ଗଣତିରେ ଏବେ ସୁଦ୍ଧା ଓ୍ବାଇଏସ୍‌ଆର୍‌ କଂଗ୍ରେସ ଦଳ ପାଖାପାଖି ୧୪୯ ଆସନରେ ଆଗୁଆ ଥିବା ବେଳେ ବହୁମତ ହାସଲ କରିବା ଲକ୍ଷ୍ୟରେ ରହିଛି ଦଳ। ଏହି ସମୟରେ ଆସନ୍ତା ୩୦...

ଉତ୍ତରପ୍ରଦେଶରେ ଗାନ୍ଧୀ ପରିବାରର ୪ ସଦସ୍ୟ: ୩ ଆଗୁଆ ଜଣେ ପଛୁଆ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଉତ୍ତରପ୍ରଦେଶରେ ଗାନ୍ଧୀ ପରିବାରର ୪ ସଦସ୍ୟ ନିର୍ବାଚନ ଲଢୁଛନ୍ତି। ସେମାନଙ୍କ ମଧ୍ୟରେ ଅମେଠି ଲୋକ ସଭା ଆସନରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ନିର୍ବାଚନ ଲଢୁଥିବାବେଳେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ରାୟବରେଲୀରୁ...

ଆଜି ଇସ୍ତଫା ଦେଇପାରନ୍ତି ଚନ୍ଦ୍ରାବାବୁ

ହାଇଦ୍ରାବାଦ,୨୩।୫: ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରାବାବୁ ନାଇଡୁ ଗୁରୁବାର ସୁଦ୍ଧା ନିଜ ପଦରୁ ଇସ୍ତଫା ଦେଇ ପାରନ୍ତି ବୋଲି ଅନୁମାନ କରାଯାଉଛି। କାରଣ ବିଧାନସଭା ଆସନ ପାଇଁ ଚାଲିଥିବା ଭୋଟ ଗଣତି ପ୍ରକ୍ରିୟାରେ ଏବେ ସୁଦ୍ଧା ଓ୍ବାଇଏସ୍‌ଆର୍‌ କଂଗ୍ରେସ...

ପଶ୍ଚିମବଙ୍ଗରେ ଦିଦିଙ୍କୁ ଝଟକା

କୋଲକାତା,୨୩।୫: ପଶ୍ଚିମ ବଙ୍ଗରେ ଭାଜପା ପାଖାପାଖି ୧୭ ଆସନରେ ଆଗୁଆ ଥିବା ବେଳେ ତ୍ରୁଣମୂଳ କଂଗ୍ରେସକୁ ଲାଗିଛି ଝଟ୍‌କା। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଦଳ ସେଠାରେ ହିଂସା ପରିସ୍ଥିତି ସୃଷ୍ଟିକରି ଭୋଟ ହାତେଇବା ଲକ୍ଷ୍ୟରେ ଥିବା ଭାଜପା ଅଭିଯୋଗ ଆଣିଥିଲା।...

ମଧ୍ୟ ପ୍ରଦେଶର ୨୮ ଆସନରେ ଭାଜପା ଆଗରେ ୨୮ହଜାରରେ ସିନ୍ଧିଆ ପଛରେ

ଭୋପାଳ,୨୩।୫: ମଧ୍ୟପ୍ରଦେଶର ପ୍ରାୟ ୨୮ ଆସନରେ ଭାଜପା ଆଗରେ ଥିବା ବେଳେ ଏଠାକାର କଂଗ୍ରେସର ହେଭିଓ୍ବେଟ ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ ୨୮ ହଜାର ଭୋଟରେ ପଛରେ ଥିବା ଜଣାପଡିଛି। ଜ୍ୟୋତିରାଦିତ୍ୟ ଗୁନା ଆସନରୁ ନିର୍ବାଚନ ଲଢୁଥିଲେ।

ଆଗେଇଛନ୍ତି ଥରୁର

ଥିରୁଭାନନ୍ତପୁରମ,୨୩।୫: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁର କେରଳର ଥିରୁଭାନନ୍ତପୁରମ ଆସନରୁ ପାଖାପାଖି ୧୩ ହଜାର ଭୋଟରେ ଆଗୁଆ ଥିବା ଜଣାପଡିଛି। ସାରା ଦେଶରେ ଦେଖିବାକୁ ଗଲେ ଭାଜପା ଆଗରେ ଚାଲିଥିବା ବେଳେ କଂଗ୍ରେସ ୫୦ରୁ ଊର୍ଦ୍ଧ୍ୱ ଆସନରେ ଆଗରେ...

ମୋଦି ସୁନାମୀରେ ଭାସିଗଲା ବିପକ୍ଷ ଦୁର୍ଗ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ଭାଜପା ରେକର୍ଡ ସଂଖ୍ୟକ ଆସନରେ ବିଜୟ ଲାଭ କରିବାର ସମ୍ଭାବନା ସୃଷ୍ଟି ହୋଇଛି। ପ୍ରଧାନମନ୍ତ୍ରୀ ମୋଦିଙ୍କ ରେକର୍ଡ ସଂଖ୍ୟକ ଆସନରେ ବିଜୟ ହେବା ସୁନାମୀରେ ବିପକ୍ଷଙ୍କ ଦୁର୍ଗ ଭାସି ଯାଇଥିବା କୁହାଯାଉଛି। ଭାଜପା ୩ଶହ...

ଗଣ ମାଧ୍ୟମକୁ ଶୁଭେଚ୍ଛା ଜଣାଇଲେ ହିରାବେନ୍‌ ମୋଦି

ଗାନ୍ଧିନଗର,୨୩।୫: ଗୋଟିଏ ପଟେ ଭାଜପା ପ୍ରାୟ ୨୯୫ ଆସନରେ ଆଗୁଆ ଥିବା ବେଳେ ବିଭିନ୍ନ ସ୍ଥାନରେ ଭାଜପା ପକ୍ଷରୁ ଉତ୍ସବ ପାଳନ ଆରମ୍ଭ ହୋଇଯାଇଛି। ଏତିକି ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦଙ୍କ ମା’ ହିରାବେନ୍‌ ମୋଦି ଗୁଜରାଟର ଗାନ୍ଧିନଗରରେ ଥିବା...

ମୋଦିଙ୍କ ହାତରେ ପୁଣି ଶାସନ ଡୋର: ସେନସେକ୍ସ୍‌ ଛୁଇଁଲା ୪୦ ହଜାର ଅଙ୍କ

ନୂଆଦିଲ୍ଲୀ,୨୩।୫: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଶାସନ ଡୋର ଧରିବା ନିଶ୍ଚିତ ଥିବା ଭୋଟଗଣତିରୁ ଆକଳନ କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ସେନସେକ୍ସ୍‌ ୪୦ ହଜାର ଅଙ୍କ ଛୁଇଁଛି। ଏହା ୩୯,୯୦୧.୫୯ ଅଙ୍କରେ ପହଞ୍ଚିଛି।...

ଭାଜପା କାର୍ଯ୍ୟାଳୟ ସମ୍ମୁଖରେ କଡା ସୁରକ୍ଷା ବ୍ୟବସ୍ଥା

ନୂଆଦିଲ୍ଲୀ,୨୩।୫: ଗୋଟିଏ ପଟେ ଲୋକ ସଭା ନିର୍ବାଚନକୁ ନେଇ ବିଭିନ୍ନ ଦଳ ଆଶା ଆଶଙ୍କାରେ ରହିଥିବା ବେଳେ ଅନ୍ୟପଟେ ଦିଲ୍ଲୀର ଭାଜପା କାର୍ଯ୍ୟାଳୟରେ କଡା ସୁରକ୍ଷା ବ୍ୟବସ୍ଥା ଦେଖିବାକୁ ମିଳିଛି। ଏପର୍ଯ୍ୟନ୍ତ ସାରା ଦେଶରେ ଭାଜପା ପାଖାପାଖି ୨୯୫ ଆସନରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri