ଜାତୀୟ

ଜନାଦେଶକୁ ଅପେକ୍ଷା

ନୂଆଦିଲ୍ଲୀ,୨୩ା୫(ପି.ଟି./ଆଇଏଏନ୍‌ଏସ୍‌) : ଆଉ ମାତ୍ର କେଇଘଣ୍ଟାର ଅପେକ୍ଷା। ଆସିବ ସର୍ବବୃହତ୍‌ ଗଣତନ୍ତ୍ରର ଭୋଟ ମହାପର୍ବର ବହୁପ୍ରତୀକ୍ଷିତ ପରିଣାମ। ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌)ରେ ବନ୍ଦ ଥିବା ଜନାଦେଶ ନିର୍ଦ୍ଧାରଣ କରିବ ଭାରତର ଆଗାମୀ ୫ ବର୍ଷର ଭାଗ୍ୟ। ଦେଶର ୫୪୨...

ଆଜି ଭାଗ୍ୟ ନିର୍ଣ୍ଣୟ

ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଦୀର୍ଘ ପ୍ରତୀକ୍ଷାର ଘଟିବ ଅନ୍ତ। ମାସାଧିକ କାଳ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ(ଇଭିଏମ୍‌)ରେ ବନ୍ଦ ହୋଇ ରହିଥିବା ପ୍ରାର୍ଥୀଙ୍କ ଭାଗ୍ୟ ଗୁରୁବାର ଫିଟିବ। ୨୦୧୯ ନିର୍ବାଚନ ମହାସମର ଫଳାଫଳ ପ୍ରକାଶ ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି । ସକାଳ...

ଜିତେନ୍ଦ୍ରଙ୍କ ନଁ।ରେ ଅସଦାଚରଣ ଅଭିଯୋଗ ଆଣିଥିଲେ ସମ୍ପର୍କୀୟା: ମାମଲା ଖାରଜ କଲେ କୋର୍ଟ

ମୁମ୍ବାଇ,୨୨।୫ : ଗତବର୍ଷ ୯୦ ଦଶକର ଲୋକପ୍ରିୟ ବଲିଉଡ୍‌ ଅଭିନେତା ଜିତେନ୍ଦ୍ରଙ୍କ ନଁ।ରେ ହୋଇଥିବା ଅସଦାଚରଣ ଅଭିଯୋଗକୁ ହିମାଚଳ ପ୍ରଦେଶ ହାଇକୋର୍ଟ ବୁଧବାର ଖାରଜ କରିଦେଇଛନ୍ତି। ସୂଚନାଯୋଗ୍ୟ, ଜିତେନ୍ଦ୍ରଙ୍କ ଜଣେ ସମ୍ପର୍କୀୟା ‘#ମିଠୁ’ ଅଭିଯାନ ମାଧ୍ୟମରେ ତାଙ୍କ ବିରୁଦ୍ଧରେ ଅସଦାଚରଣ...

ତୃତୀୟଥର ମାଉଣ୍ଟ ଏଭରେଷ୍ଟ ଆରୋହଣ କଲେ ଏହି ପର୍ବତାରୋହୀ

ହିସାର,୨୨।୫: ଆଧୁନିକ ଯୁଗରେ ଝିଅମାନେ ସବୁକ୍ଷେତ୍ରରେ ନିଜର ପାରିଦର୍ଶିତା ଦେଖାଇଛନ୍ତି। ଏହି କ୍ରମରେ ଯେଉଁଠାରେ ନିଃଶ୍ୱାସ ନେବା କଷ୍ଟକର ହୋଇପଡ଼ିଥାଏ, ସେହି ସ୍ଥାନ ଅର୍ଥାତ୍‌ ବିଶ୍ୱର ସବୁଠାରୁ ଉଚ୍ଚତମ ଗିରିଶୃଙ୍ଗରେ ପହଞ୍ଚିବାରେ ସଫଳ ହୋଇଛନ୍ତି ଦେଶର ଏହି ସାହସୀ ଝିଅ।...

ଭାରତର ନିର୍ବାଚନ ଫଳାଫଳକୁ ନେଇ ପାକିସ୍ତାନର ବଢୁଛି ଚିନ୍ତା

ନୂଆଦିଲ୍ଲୀ, ୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ମେ ୨୩ ଘୋଷଣା ହେବ। ଏହାକୁ ଦେଶରେ ଯେତିକି ଚର୍ଚ୍ଚା, ପଡୋଶୀ ଦେଶ ପାକିସ୍ତାନରେ ମଧ୍ୟ ଚାଲିଛି ତର୍କ ବିତକର୍କ। କିଏ ହେବ ଭାରତର ପ୍ରଧାନମନ୍ତ୍ରୀ ଏନେଇ ପାକିସ୍ତାନ ଗଣମାଧ୍ୟମରେ ଚାଲିଛି...

ମହଙ୍ଗା ପଡ଼ିଲା କିନ୍ନରଙ୍କ ସହ ବନ୍ଧୁତା: ଯୁବକଙ୍କୁ ହରାଇବାକୁ ପଡ଼ିଲା ନିଜର ଗୁପ୍ତାଙ୍ଗ

ସାହଜାହଁ।ପୁର,୨୨।୫: ଉତ୍ତରପ୍ରଦେଶ ସାହଜହଁ।ପୁରରେ ଜଣେ ଯୁବକଙ୍କୁ ମହଙ୍ଗା ପଡ଼ିଲା କିନ୍ନରଙ୍କ ସହ ବନ୍ଧୁତା କରିବା। କିନ୍ନରମାନେ ତାଙ୍କର ଗୁପ୍ତାଙ୍ଗ କାଟି ଦେଇଥିବା ଜଣାପଡ଼ିଛି। ଯୁବକଙ୍କୁ ଗୁରୁତର ଅବସ୍ଥାରେ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଉକ୍ତ ସହରର ୨୦ ବର୍ଷୀୟ...

୭ ଗାଈଙ୍କୁ ବଳାତ୍କାର କରି ଜେଲରେ ଅଭିଯୁକ୍ତ

ଅଯୋଧ୍ୟା, ୨୨।୫: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଏକ ଲଜ୍ଜାଜନକ ଘଟଣା ଘଟିଛି। ଏଠାରେ ଥିବା ଏକ ଗୋଶାଳାରେ ୭ ଗାଈଙ୍କୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଯୁବକ। ସୂଚନାଯୋଗ୍ୟ, କରତାଲିଆ ଗୋଶାଳାରେ ରାଜ କୁମାର ନାମକ ଜଣେ...

କଂଗ୍ରେସକର୍ମୀଙ୍କୁ ୨୪ ଘଣ୍ଟା ସତର୍କ ରହିବାକୁ ପରାମର୍ଶ ଦେଲେ ରାହୁଲ

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନ ଫଳାଫଳ ଗୁରୁବାର ପ୍ରକାଶ ପାଇବ। ଏନେଇ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ କର୍ମୀଙ୍କୁ ଆଗାମୀ ୨୪ ଘଣ୍ଟା ସତର୍କ ରହିବାକୁ କହିଛନ୍ତି। ଏକ୍‌ଜିଟ୍‌ ପୋଲ୍‌ ଉପରେ ବିଶ୍ୱାସ ନ କରି ନିଜ ଉପରେ...

ଘରେ ୨୨ଟି ସିସିଟିଭି ଲଗାଇଲେ ସ୍ବାମୀ: ଏକଥା ଜାଣିବାରୁ ସ୍ତ୍ରୀ କଲେ ଏମିତି..

ବେଙ୍ଗାଲୁରୁ, ୨୨।୫: କର୍ନାଟକ ବେଙ୍ଗାଲୁରୁରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ସ୍ତ୍ରୀଙ୍କ ଉପରେ ନଜର ରଖିବା ପାଇଁ ଘରେ ୨୨ଟି ସିସିଟିଭି କ୍ୟାମେରା ଲଗାଇଛନ୍ତି ସ୍ବାମୀ। ଏକଥା ଜାଣିବା ପରେ ସ୍ତ୍ରୀ ରାଗିଯାଇ ସ୍ବାମୀଙ୍କ ମୁଣ୍ଡକୁ କ୍ରିକେଟ ବ୍ୟାଟରେ...

କଂଗ୍ରେସ ଏକ୍‌ଜିଟ୍‌ ପୋଲ୍‌: ଏନ୍‌ଡିଏ ଆଗରେ

ନୂଆଦିଲ୍ଲୀ,୨୨।୫: ବିଭିନ୍ନ ସର୍ଭେ ସଂସ୍ଥା ପକ୍ଷରୁ ଏକ୍‌ଜିଟ୍‌ ପୋଲ୍‌ କରାଯାଇଥିବାବେଳେ ଏଥିରେ ଏନଡିଏ ପୁଣିଥରେ କ୍ଷମତା ଦଖଲ କରିବ ବୋଲି ଅନୁମାନ କରାଯାଇଛି। ତେବେ ଖୋଦ୍‌ କଂଗ୍ରେଦ ଦଳ ପକ୍ଷରୁ କରାଯାଇଥିବା ଏକ୍‌ଜିଟ୍‌ ପୋଲ୍‌ରେ  ୟୁପିଏ ମେଣ୍ଟ ୧୯୫ ଆସନ...

୭୮ଟି ଲୋକ ସଭା ଆସନ ହାର୍‌ଜିତ୍‌ରେ ଗ୍ରହଣ କରିବ ନିର୍ଣ୍ଣାୟକ ଭୂମିକା

ନୂଆଦିଲ୍ଲୀ,୨୨।୫: ଲୋକ ସଭା ନିର୍ବାଚନର ଫଳାଫଳ ଗୁରୁବାର ପ୍ରକାଶ ପାଇବ। ତେବେ ଫଳ ପ୍ରକାଶ ପୂର୍ବରୁ ହାର୍‌ଜିତ୍‌ ନେଇ ଅଙ୍କକଷା ଜୋର୍‌ ଧରିଛି। ଚଳିତ ନିର୍ବାଚନରେ ୭୮ଟି ଲୋକ ସଭା ଆସନ ଏନଡିଏ ଏବଂ ୟୁପିଏ ହାର୍‌ଜିତ୍‌ରେ ନିର୍ଣ୍ଣାୟକ ଭୂମିକା...

ବିପକ୍ଷଙ୍କୁ ନିର୍ବାଚନ କମିଶନଙ୍କ ଝଟ୍‌କା: ଭିଭିପାଟ୍‌ ଭୋଟ ଗଣତିରେ ହେବନି ପରିବର୍ତ୍ତନ

ନୂଆଦିଲ୍ଲୀ,୨୨।୫: ନିର୍ବାଚନ କମିଶନଙ୍କ ନିଷ୍ପତ୍ତି ଯୋଗୁ ବିପକ୍ଷ ଦଳଙ୍କୁ ବୁଧବାର ଝଟ୍‌କା ଲାଗିଛି। ବିପକ୍ଷନେତା ମାନେ ଭିଭିପାଟ୍‌ ଏବଂ ଭୋଟର ତାଲିକା କାଗଜ ଟୁକୁଡା ମିଳାଇବା କାର୍ଯ୍ୟ ୫୦ ପ୍ରତିଶତ ହେବ ବୋଲି ଦାବି କରିଥିଲେ। ତେବେ ନିର୍ବାଚନ କମିଶନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri