ଜାତୀୟ

ଅନୁପ୍ରବେଶକାରୀଙ୍କୁ ରୋକିବ ରୋବ: ସୀମାରେ ହେବ ମୁତୟନ

ବେଙ୍ଗାଲୁର୍‌,୨।୫: ସୀମାରେ ଅନୁପ୍ରବେଶକାରୀଙ୍କୁ ରୋକିବା ପାଇଁ ମୁତୟନ କରାଯିବ ରୋବ। ଏନେଇ ଭାରତୀୟ ବୈଜ୍ଞାନିକମାନେ ୨୦୧୮ ଡିସେମ୍ବରରୁ ଉଦ୍ୟମ ଜାରି ରଖିଛନ୍ତି। ପରୀକ୍ଷାମୂଳକ ଭାବେ ୨୦୧୯ ଡିସେମ୍ବରରେ ଏହାର ପ୍ରଯୋଗ କରାଯିବ। ଭାରତ ଇଲୋକ୍ଟ୍ରନିକ୍ସ ଲିମିଟେଡ୍‌ ପକ୍ଷରୁ ଏହାର ନିର୍ମାଣ...

ଗୁଜରାଟ ସୀମାରୁ ପାକିସ୍ତାନ ନାଗରିକ ଗିରଫ

କଚ୍ଛ,୨।୫: ଗୁଜରାଟର କଚ୍ଛରେ ଥିବା ଅନ୍ତରାଷ୍ଟ୍ରୀୟ ସୀମା ନିକଟରୁ ଗୁରୁବାର ଜଣେ ପାକିସ୍ତାନୀ ନାଗରିକଙ୍କୁ ବିଏସ୍‌ଏଫ୍‌ ଯବାନ ଗିରଫ କରିଛନ୍ତି। ୭୯ ବାଟାଲିୟନର ୧୧୨୩ ନମ୍ବର ପୋଷ୍ଟ ନିକଟରୁ ୩୫-୪୦ ବର୍ଷୀୟ ଉକ୍ତ ପାକିସ୍ତାନୀ ନାଗରିକଙ୍କୁ ଗିରଫ କରିବା ପରେ...

ନାଗରିକତା ବିବାଦ: ରାହୁଲଙ୍କ ନିର୍ବାଚନ ଲଢ଼ିବା ଉପରେ ଲାଗିପାରେ ରୋକ !

ନୂଆଦିଲ୍ଲୀ,୨।୫: କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ଏବେ ନାଗରିକତା ବିବାଦ ଯୋଗୁ ରାହୁଲଙ୍କ ନିର୍ବାଚନ ଲଢ଼ିବା ଉପରେ ରୋକ ଲଗାଯିବାର ଆଶଙ୍କା ସୃଷ୍ଟି ହୋଇଛି। ଏହାର ଣୁଣାଣି ଆସନ୍ତା ସପ୍ତାହରେ ହେବ ବୋଲି କୁହାଯାଉଛି।...

ତାମିଲନାଡୁରେ ଆରମ୍ଭ ହେଲା ‘ଫନୀ’ର ପ୍ରଭାବ

ଚେନ୍ନାଇ,୨।୫: ବତ୍ୟା ‘ଫନୀ’ ଏବେ ଉଗ୍ରରୂପ ନେଇ ଉପକୂଳ ମୁହାଁ। ଗୁରୁବାର ସକାଳେ ଏହାର ସାମନ୍ୟ ପ୍ରଭାବ ଆନ୍ଧ୍ର ପ୍ରଦେଶରେ ଦେଖିବାକୁ ମିଳିଛି। ଫଳରେ ନ୍ୟାଶନାଲ ଡିଜାଷ୍ଟର ରେସପନ୍ସ ଫୋର୍ସ(ଏନ୍‌ଡିଆର୍‌ ଏଫ୍‌) ର ଏକ ଦଳ ଶ୍ରୀକାକୁଲମର ଇଚ୍ଛାପୁରରେ ପହଞ୍ଚି...

ବାୟୁ ପ୍ରଦୂଷଣ ଯୋଗୁ ବଢୁଛି ମାସ୍କ୍‌ର ଚାହିଦା: ୨୦୨୩ ସୁଦ୍ଧା ବଜାର ଛୁଇଁବ ଶହେ ୧୮ କୋଟି

ନୂଆଦିଲ୍ଲୀ,୨।୫: ଭାରତରେ ବାୟୁ ପ୍ରଦୂଷଣ ବଢ଼ିବାରେ ଲାଗିଛି। ଏଥିରୁ ମୁକ୍ତି ପାଇବା ଲାଗି ଲୋକଙ୍କ ମଧ୍ୟରେ ମାସ୍କ୍‌ର ଚାହିଦା ମଧ୍ୟ ବୃଦ୍ଧି ପାଇ ଚାଲିଛି। ତେବେ ଆସନ୍ତା ୨୦୨୩ ସୁଦ୍ଧା ଦେଶର ମାସ୍କ୍‌ ବଜାର  ଶହେ ୧୮ କୋଟି ଟଙ୍କା...

ନାରାୟଣ ସାଇଙ୍କ ନୂଆ ଠିକଣା: ବାରାକ୍‌ ନମ୍ବର-୬;କଏଦୀ ନମ୍ବର ୧୭୫୦

ସୁରଟ,୨।୫: ସୁରଟ ସେସନ୍‌ କୋର୍ଟଙ୍କ ଦଣ୍ଡାଦେଶ ପରେ ନାରାୟଣ ସାଇଙ୍କ ଠିକଣା ଏବେ ବଦଳି ଯାଇଛି। ୨ ଭଉଣୀଙ୍କୁ ବଳାତ୍କାର ଅଭିଯୋଗରେ ସେସନ କୋର୍ଟ ନାରାୟଣଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ୨୦୦୨ରୁ ୨୦୦୫ ମଧ୍ୟରେ ବାରମ୍ବାର ବଳାତ୍କାର କରାଯାଇଥିବା...

ଭାଜପା ଉପରେ ବର୍ଷିଲେ ବାଘେଲା

ଅହମ୍ମଦାବାଦ,୨।୫: ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ ଶଙ୍କର ସିଂ ବାଘେଲା ଭାଜପା ଉପରେ ବର୍ଷିଛନ୍ତି। ସେ କହିଛନ୍ତି ପୁଲଓ୍ବାମା ଆକ୍ରମଣ ଭାଜପାର ଏକ ଷଡଯନ୍ତ୍ର। ଗୋଧ୍ରା ଦଙ୍ଗା ପରି ପୁଲଓ୍ବାମା ମଧ୍ୟ ଭାଜପାର ଏକ ପୂର୍ବ ପ୍ରସ୍ତୁତ କାର୍ଯ୍ୟକ୍ରମ ବୋଲି ସେ...

୪୩ ବର୍ଷ ପରେ ମେ ମାସରେ ବାତ୍ୟା: ୫ ରାଜ୍ୟର ୯୦ ଜିଲା ପ୍ରଭାବିତ ହେବା ଆଶଙ୍କା

ନୂଆଦିଲ୍ଲୀ,୨।୫: ମାଡ଼ିଆସୁଛି ବାତ୍ୟା ଫନୀ। ଦୀର୍ଘ ୪୩ ବର୍ଷ ପରେ ପୁଣି ମେ ମାସରେ ବଙ୍ଗୋପ ସାଗରରେ ସୃଷ୍ଟି ହୋଇଛି ଏଭଳି ଏକ ବାତ୍ୟା। ଏହାଦ୍ୱାରା ଓଡ଼ିଶା, ତାମିଲନାଡୁ, କେରଳ, ଆନ୍ଧ୍ରପ୍ରଦେଶ ତଥା ପଶ୍ଚିମବଙ୍ଗ ଆଦି ୫ଟି ରାଜ୍ୟର ୯୦...

ଭାଙ୍ଗିଲା ଚାରମିନାରର କିଛି ଅଂଶ

ହାଇଦ୍ରାବାଦ,୨।୫: ଆନ୍ଧ୍ର ପ୍ରଦେଶରେ ଥିବା ୪ଶହ ବର୍ଷ ପୁରୁଣା ଚାରମିନାରର କିଛି ଅଂଶ ଭାଙ୍ଗି ଯାଇଥିବା ଜଣାପଡିଛି। ବୁଧବାର ରାତିରେ ଏହାର ଏକ ଖମ୍ବର କିଛି ଅଂଶ ଭାଙ୍ଗି ଯାଇଛି। ହେଲେ ଏଥିରେ କେହି ମୃତାହତ ହୋଇ ନାହାଁନ୍ତି। ସୂଚନାଯୋଗ୍ୟ,...

ସେପ୍ଟେମ୍ବର ୬ରେ ଚନ୍ଦ୍ରରେ ପାଦ ଥାପିବ ଭାରତ

ନୂଆଦିଲ୍ଲୀ,୨।୫: ଆସନ୍ତା ସେପ୍ଟେମ୍ବର ୬ରେ ଭାରତ ଚନ୍ଦ୍ରରେ ପାଦ ଥାପିବ। ଏନେଇ ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ)ପକ୍ଷରୁ ସୂଚନା ଦିଆଯାଇଛି। ଚନ୍ଦ୍ରାୟାନ-୨ ଚଳିତ ବର୍ଷ ଜୁଲାଇ ୯ରୁ ଜୁଲାଇ ୧୬ ମଧ୍ୟରେ ଚନ୍ଦ୍ର ଅଭିମୁଖେ ଯାତ୍ରା ଆରମ୍ଭ କରିବ। ଏହା...

ପୂର୍ବତନ ଫୁଟବଲରଙ୍କ ମରଶରୀରକୁ ନେବାକୁ ୨ ପତ୍ନୀଙ୍କ ମଧ୍ୟରେ ଲାଗିଲା ଝଗଡ଼ା

ନୂଆଦିଲ୍ଲୀ,୨।୫: ଭାରତର ପୂର୍ବତନ ଫୁଟବଲର ପି. କନ୍ନନଙ୍କ ମୃତ୍ୟୁ ପରେ ମୃତ ଶରୀରକୁ ନେବାକୁ ତାଙ୍କ ପୂର୍ବତନ ପତ୍ନୀ ଓ ଏବେକାର ପତ୍ନୀଙ୍କ ମଧ୍ୟରେ ବିବାଦ ଦେଖାଦେଇଛି। ଏଭଳି ପରିସ୍ଥିତି ଯୋଗୁ କନ୍ନନଙ୍କ ମୃତଦେହ ଶବଦାହ ଗୃହରେ ୩ ଦିନ...

ରିଲିଜ ହେବ ନାହିଁ ମମତାଙ୍କ ବାୟୋପିକ୍‌: ନିର୍ବାଚନ ଆୟୋଗ ଲଗାଇଲେ କଟକଣା

ମୁମ୍ବାଇ,୨।୫: ପଶ୍ଚିମ ବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜିଙ୍କ ଜୀବନି ଉପରେ ଆଧାରିତ ହୋଇଥିବା ଫିଲ୍ମ ‘ବାଘିନି’ର ରିଲିଜ ଉପରେ କଟକଣା ଲଗାଇଛନ୍ତି ନିର୍ବାଚନ ଆୟୋଗ। ନିର୍ବାଚନ ଆଚାର ସଂହିତା ଲାଗୁ ରହିଥିବା ପର୍ଯ୍ୟନ୍ତ ଫିଲ୍ମକୁ ରିଲିଜ କରାଯିବ ନାହିଁ ବୋଲି...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri