ଜାତୀୟ

ରାହୁଲଙ୍କ ନାଗରିକତ୍ୱକୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୨୧ା୪(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଗରିକତା ଏବଂ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠିଛି। ଏହି ପ୍ରସଙ୍ଗରେ ରାହୁଲ ନିଜକୁ ସ୍ବଚ୍ଛ ପ୍ରମାଣିତ କରନ୍ତୁ ବୋଲି ଶନିବାର ଭାଜପା ପକ୍ଷରୁ ଦାବି କରାଯାଇଛି। ରାହୁଲଙ୍କ ନାଗରିକତ୍ୱ ଓ ଶିକ୍ଷାଗତ...

ମୋଦିଙ୍କ ଓ୍ବେବ୍‌ ସିରିଜ୍‌ ଉପରେ ଇସି କଟକଣା

ନୂଆଦିଲ୍ଲୀ,୨୧ା୪(ପି.ଟି.): ଲୋକ ସଭା ନିର୍ବାଚନ ନିମନ୍ତେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଓ୍ବେବ୍‌ ସିରିଜ ପ୍ରସାରଣ ତୁରନ୍ତ ବନ୍ଦ କରିବାକୁ ନିର୍ବାଚନ କମିଶନ (ଇସି) ଏରୋସ୍‌ ନାଓକୁ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ‘ମୋଦି-...

ଦୁର୍ଗ ଭେଦିବାକୁ ଭାଜପାର କସରତ

ପରଜଙ୍ଗ, ୨୧।୪(ଡି.ଏନ.ଏ.) ରାଜ୍ୟ ରାଜନୀତିର ଅନ୍ୟତମ ଚର୍ଚ୍ଚିତ ଲୋକ ସଭା କ୍ଷେତ୍ର ଢେଙ୍କାନାଳରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ ୨୩ରେ ଅନୁଷ୍ଠିତ ହେଉଛି। ପ୍ରଚାର ସରିବାକୁ ପ୍ରାର୍ଥୀଙ୍କ ହାତରେ ମାତ୍ର କେଇଘଣ୍ଟା ଥିବାବେଳେ ଭୋଟରଙ୍କ ମୁଡ୍‌ ପରଖୁଛନ୍ତି ରାଜନୈତିକ ଦଳ।...

ଜେଟ୍‌ ଅଂଶଧନ ଉପରେ ରିଲାଏନ୍ସର ନଜର

ନୂଆଦିଲ୍ଲୀ,୨୧ା୪: ଟେକ୍ସଟାଇଲରୁ ଆରମ୍ଭ କରି ଟେଲିକମ୍‌ ପର୍ଯ୍ୟନ୍ତ ସବୁ କ୍ଷେତ୍ରରେ ନିଜର ପ୍ରଭୁତ୍ୱ ବିସ୍ତାର କରିଥିବା ମୁକେଶ ଅମ୍ବାନୀଙ୍କ କମ୍ପାନୀ ରିଲାଏନ୍ସ ଇଣ୍ଡଷ୍ଟ୍ରିଜ ଏବେ ବନ୍ଦ ହୋଇଯାଇଥିବା ଜେଟ୍‌ ଏୟାରଓ୍ବେଜର ଅଂଶଧନ କିଣିବାକୁ ଆଗ୍ରହୀ ଥିବା ଜଣାପଡିଛି। ଅନ୍ୟପକ୍ଷରେ ରାଷ୍ଟ୍ରାୟତ୍ତ ବିମାନ...

ଭାଜପାରୁ ନିର୍ବାଚନ ଲଢ଼ିବେ ସନ୍ନି ଦେଓଲ !

ନୂଆଦିଲ୍ଲୀ, ୨୦ା୪ : ବଲିଉଡ୍‌ର ଆକ୍ସନ ହିରୋ ସନ୍ନି ଦେଓଲ ଭାଜପାରେ ମିଶିବା ନେଇ  ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି। ପଞ୍ଜାବର ଅମୃତସରରୁ ସନ୍ନି ପ୍ରାର୍ଥୀ ହେବା ନେଇ ମଧ୍ୟ ଆଲୋଚନା ହେଉଛି। ଏନେଇ ଶନିବାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ...

ମୋଦିଙ୍କ ପ୍ରେରଣା: ୨୨ଥର ହାରି ପୁଣିଥରେ ନିର୍ବାଚନ ଲଢୁଛନ୍ତି ଏହି ଚା’ ଦୋକାନୀ

ଗ୍ବାଲିୟର,୨୦।୪: ଚା’ବାଲା ହୋଇ ଯଦି ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ହୋଇ ପାରିଲେ ତେବେ ସେ ବି ଦିନେ ନିର୍ବାଚନରେ ବିଜୟ ଲାଭ କରିବେ ବୋଲି ଆଶା ରଖିଛନ୍ତି ଗ୍ବାଲିୟର ଜଣେ ଚା’ ଦୋକାନୀ। ମଧ୍ୟ ପ୍ରଦେଶ ଗ୍ବାଲିୟରରେ ଚା’...

ପୁରୁଷଙ୍କ ବିନା ହଜ୍‌କୁ ଯାଉଥିବା ମହିଳାଙ୍କ ଭିତରେ ୮୬ ପ୍ରତିଶତ କେରଳବାସିନ୍ଦା: ରିପୋର୍ଟ

ଥିରୁଭାନନ୍ତପୁରମ୍‌,୨୦।୪: ନିକଟରେ ହଜ୍‌ ଯାଉଥିବା ମହିଳା ଓ ପୁରୁଷଙ୍କ ଭିତରେ କିଏ ଅଧିକ ସଂଖ୍ୟକ ରହିଛନ୍ତି ସେନେଇ ଏକ ସରକାରୀ ସର୍ଭେ କରାଯାଇଥିଲା। ରିପୋର୍ଟ ଅନୁସାରେ, ଭାରତରୁ ସାଉଦିଆରବ ହଜ୍‌ଯାତ୍ରାରେ ଅଧିକାଂଶ ମହିଳା, ପୁରୁଷଙ୍କ ବିନା ସେଠାକୁ ଯାଇଥାନ୍ତି। ସେଥିମଧ୍ୟରୁ...

ବିବାହ ଉତ୍ସବରେ ୬ଶହ ଅତିଥି ନେତ୍ରଦାନର ଶପଥ ନେଲେ

ଭିଲାଇ,୨୦।୪: ଅଙ୍ଗ ଦାନ ମହାପୂଣ୍ୟ। ତେବେ ଏନେଇ ଲୋକଙ୍କ ମଧ୍ୟରେ ସଚେତନତାର ଅଭାବ ରହିଛି। ଏହି ମର୍ମରେ ଛତିଶଗଡ଼ ଭିଲାଇରେ ଏକ ବିବାହ ଉତ୍ସବରେ ଯୋଗଦେଇଥିବା ୬ ଶହ ଅତିଥି ନେତ୍ରଦାନ ପାଇଁ ଶପଥ ନେଇଛନ୍ତି। ସ୍ଥାନୀୟ ସେକ୍ଟର-୭ ବାସିନ୍ଦା...

କଂଗ୍ରେସ ସହ ମେଣ୍ଟ କରିବନି ଏଏପି

ନୂଆଦିଲ୍ଲୀ,୨୦।୪: ଦିଲ୍ଲୀରେ କଂଗ୍ରେସ ସହ ଆମ ଆଦମୀ ପାର୍ଟି(ଏଏପି)ର ମେଣ୍ଟ ସମ୍ଭବ ନୁହେଁ ବୋଲି ଶନିବାର ଏଏପି ସୂଚନା ଦେଇଛି। ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନିଶ ସିସୋଡିଆ କହିଛନ୍ତି, ଦିଲ୍ଲୀରେ କଂଗ୍ରେସକୁ ୩ଟି ଆସନ ଦେବା ଅର୍ଥ ହେଉଛି ଭାଜପାକୁ ୩ଟି...

ସାଧାରଣ ଜାଳେଣି ବ୍ୟବହାର ବନ୍ଦ ହେଲେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିବ: ଆଇଆଇଟି ସର୍ଭେ ରିପୋର୍ଟ

ନୂଆଦିଲ୍ଲୀ,୨୦।୪: ଭାରତରେ ରୋଷେଇ ପାଇଁ ବ୍ୟବହୃତ ହେଉଥିବା ସାଧାରଣ ଜାଳେଣି ବନ୍ଦ କରାଗଲେ ବର୍ଷରେ ୨ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ବଞ୍ଚିପାରିବ। ଜାଳେଣି କାଠ, କୋଇଲା, ଗୋବର ଏବଂ କିରୋସିନ ବ୍ୟବହାର ଦ୍ୱାରା ବାୟୁ ପ୍ରଦୂଷଣ ଯୋଗୁ ପ୍ରତିବର୍ଷ...

ଯୌନ ଶୋଷଣ ଅଭିଯୋଗକୁ ଖଣ୍ଡନ କଲେ ପ୍ରଧାନ ବିଚାରପତି

ନୂଆଦିଲ୍ଲୀ,୨୦।୪: ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନାଁରେ ଜଣେ ମହିଳା ଆଣିଥିବା ଯୌନ ଉତ୍ପୀଡନ ମାମଲକୁ ସେ ନିଜେ ଖାରଜ କରି ଦେଇଛନ୍ତି। ୩ଜଣ ବିଚାରପତିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହାର ଶୁଣାଣି କରିଥିଲେ। ନ୍ୟାୟପାଳିକା ବର୍ତ୍ତମାନ ଚିନ୍ତାଜନକ...

ଜମ୍‌ଶେଦ୍‌ପୁର ଲୋକ ସଭା ଆସନ: ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦ ମାଓବାଦୀ ଗଡ଼ରେ

ଜମ୍‌ଶେଦ୍‌ପୁର,୨୦।୪: ଝାଡ଼ଖଣ୍ଡ ଜମ୍‌ଶେଦ୍‌ପୁର ଲୋକ ସଭା ଆସନରେ ୬ଷ୍ଠ ପର୍ଯ୍ୟାୟରେ ମେ ୧୨ରେ ମତଦାନ କରାଯିବ। ଏଠାରେ ଥିବା ୧୮୮୫ ପୋଲିଂ ବୁଥ୍‌ ମଧ୍ୟରୁ ୩୫୦ ମାଓବାଦୀଙ୍କ ଗଡ଼ରେ ରହିଛି। ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଏଥିପାଇଁ ୮୦ କମ୍ପାନୀ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri