ଜାତୀୟ

ଉର୍ମିଳାଙ୍କୁ ଆପତ୍ତିଜନକ ଟିପ୍ପଣୀ ଦେଇ ଅଡ଼ୁଆରେ ୫୭ ବର୍ଷୀୟ ବୃଦ୍ଧ

ମୁମ୍ବାଇ,୨୮।୫: ମହଙ୍ଗା ପଡ଼ିଲା ବଲିଉଡ୍‌ ଅଭିନେତ୍ରୀ ତଥା କଂଗ୍ରେସ ନେତ୍ରୀ ଉର୍ମିଳା ମାତୋଣ୍ଡକରଙ୍କୁ ସୋସିଆଲ ମିଡିଆରେ ଆପତ୍ତିଜନକ ଟିପ୍ପଣୀ ଦେବା। ବୃଦ୍ଧ ଜଣଙ୍କ ଉର୍ମିଳାଙ୍କ ସୋସିଆଲ ଆକାଉଣ୍ଟରେ ଅଶ୍ଳୀଳ ପୋଷ୍ଟ ଓ କମେଣ୍ଟ କରୁଥିବା ଜଣାପଡ଼ିଛି। ଏନେଇ ପୁଣେର ବିଶ୍ରାମ...

କଂଗ୍ରେସରେ ଇସ୍ତଫା ନାଟକ: ସଙ୍କଟରେ ୩ ରାଜ୍ୟ ସରକାର

ନୂଆଦିଲ୍ଲୀ,୨୮।୫: ଲୋକ ସଭା ନିର୍ବାଚନରେ ବିଫଳତା ପରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଇସ୍ତଫା ଦେବା ପାଇଁ ଅଡି ବସିଥିଲେ। ଏହାକୁ ନେଇ ରାଜସ୍ଥାନ, ମଧ୍ୟପ୍ରଦେଶ ତଥା ଛତିଶଗଡ଼ ଆଦି ୩ ରାଜ୍ୟ ସରକାରଙ୍କ ଲାଗି ସଙ୍କଟ ସୃଷ୍ଟି...

ନେହେରୁ-ରାଜୀବଙ୍କ ଭଳି ମୋଦି ଜଣେ ଆକର୍ଷଣୀୟ ନେତା: ରଜନୀକାନ୍ତ

ଚେନ୍ନାଇ,୨୮।୫: ସାଉଥ୍‌ ସୁପରଷ୍ଟାର ରଜନୀକାନ୍ତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେବେ ବୋଲି ସ୍ପଷ୍ଟ କରିଛନ୍ତି। ଏହାସହ ସେ ମୋଦିଙ୍କୁ ଜବାହରଲାଲ ନେହେରୁ ଓ ରାଜୀବ ଗାନ୍ଧୀଙ୍କ ପରି ଜଣେ ଆକର୍ଷଣୀୟ ନେତା ବୋଲି ମଧ୍ୟ...

କୋକେରନାଗ୍‌ରେ ସର୍ଚ୍ଚ ଅପରେଶନ୍‌

ଶ୍ରୀନଗର,୨୮।୫: ଜମ୍ମୁ-କଶ୍ମୀର ଅନନ୍ତନାଗ ଜିଲା କୋକେରନାଗ୍‌ରେ ମିଳିତ ସୁରକ୍ଷାକର୍ମୀଙ୍କ ଦ୍ୱାରା ସର୍ଚ୍ଚ ଅପରେଶନ୍‌ ଆରମ୍ଭ ହୋଇଛି। ସ୍ଥାନୀୟ କଚଓ୍ବାନ୍‌ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚିଥିବା ଖବର ପାଇ ୯ ଆର୍‌ଆର୍‌, ସିଆର୍‌ପିଏଫ୍‌ ୧୬୪ ବାଟାଲିୟନ୍‌ ଏବଂ ଏସ୍‌ଓଜି ଯବାନ ଘେରାବନ୍ଦୀ...

ଖାଲି ପାଦରେ ୧୪ କିଲୋମିଟର ଚାଲିଲେ ସ୍ମୃତି

ମୁମ୍ବାଇ,୨୮।୫: ଉତ୍ତରପ୍ରଦେଶ ଅମେଠୀର ଲୋକ ସଭା ଆସନରେ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଜିତି ସ୍ମୃତି ଇରାନୀ ବଡ଼ ରେକର୍ଡ କରିଛନ୍ତି। ଏହି ବିଜୟ ପରେ ସ୍ମୃତି ୧୪ କିଲୋମିଟର ଖାଲି ପାଦରେ ଚାଲି ସିଦ୍ଧିବିନାୟକ ମନ୍ଦିର...

ଏମ୍‌ପି ହେବା ପରେ ମଧ୍ୟ ଡିଏସ୍‌ପିଙ୍କୁ ସାଲ୍ୟୁଟ କଲେ : ଫଟୋ ଭାଇରଲ

ହାଇଦ୍ରାବାଦ,୨୮।୫: ଗତ ନିର୍ବାଚନରେ ଆନ୍ଧ୍ର ପ୍ରଦେଶରେ ଓ୍ବାଇଏସ୍‌ଆର୍‌ସିପି ଟିଡିପିକୁ ଉଭୟ ଲୋକ ସଭା ଓ ବିଧାନସଭାରେ ଶୋଚନୀୟ ଭାବେ ପରାସ୍ତ କରିଛି। ଏହି ନିର୍ବାଚନରେ  ହିନ୍ଦୁପୁର ଆସନରୁ ଓ୍ବାଇଏସ୍‌ଆର୍‌ସିପି ପ୍ରାର୍ଥୀ ଗୋରଂତା ମାଧବ ନିର୍ବାଚନ ଲଢିଥିଲେ। ଆଉ ବିଜୟ ମଧ୍ୟ...

ପ୍ରଣବ ମୁଖାର୍ଜୀଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୨୮।୫: ବିପୁଳ ବିଜୟ ପରେ ନରେନ୍ଦ୍ର ମୋଦି ମେ ୩୦ରେ ନୂଆ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏହି ମର୍ମରେ ସେ ଆଶୀର୍ବାଦ ନେବା ପାଇଁ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ ଭେଟିଥିବା ଫଟୋ ଟୁଇଟରରେ ଶେୟାର କରିଛନ୍ତି।...

ଜିତିବା ପରେ ମଧ୍ୟ ସଂସଦରେ ଏକାଠି ବସିବେନି ହେମାମାଳିନୀ-ସନ୍ନି ଦେଓଲ

ନୂଆଦିଲ୍ଲୀ,୨୮।୫: ଭାଜପା ଟିକେଟରୁ ଏଥର ଲୋକ ସଭାକୁ ନିର୍ବାଚିତ ହୋଇଛନ୍ତି ବଲିଉଡ୍‌ ଅଭିନେତ୍ରୀ ହେମାମାଳିନୀ ଓ ଅଭିନେତା ସନ୍ନି ଦେଓଲ। ଏମାନେ ସମ୍ପର୍କରେ ମା’ପୁଅ। ହେଲେ ସଂସଦ ଗଲେ ଏମାନେ ଏକାଠି ବସିବେନି ବୋଲି ଜଣାପଡିଛି। ଯଦିଓ ହେମା ସନ୍ନିଙ୍କ...

ଡାକ୍ତରଖାନା ଆଗରେ ଥିଲା ୩ ଆମ୍ବୁଲାନ୍ସ, କେହି ଶୁଣିଲେନି: ପୁଅକୁ ମା’ କାଖେଇ ଆଣୁ ଆଣୁ ବାଟରେ ଚାଲିଗଲା ଜୀବନ

ଲକ୍ଷ୍ନୌ, ୨୮।୫: ଉତ୍ତରପ୍ରଦେଶର ଶାହାଜାହାଁପୁରରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଆମ୍ବୁଲାନ୍ସ ସହାୟତା ନ ପାଇଁ ଜଣେ ଶିଶୁର ପ୍ରାଣ ଚାଲିଯାଇଛି ବୋଲି ଅଭିଯୋଗ ହୋଇଛି। ଭୀଷଣ ଜ୍ୱରରେ ପୀଡିତ ଥିବା ଶିଶୁକୁ ଆମ୍ବୁଲାନ୍ସରେ ନେବାକୁ ମେଡିକାଲ କର୍ତ୍ତୃପକ୍ଷ...

ଲୈଲା ମଜନୁର ଅଭିନେତ୍ରୀଙ୍କ ଉପରେ ସଙ୍ଗୀନ ଅଭିଯୋଗ

ମୁମ୍ବାଇ,୨୮।୫: ୮0 ଦଶକର ଲୈଲା ମଜନୁ ଫେମ୍‌ ରଞ୍ଜିତା କୌରଙ୍କ ନାଁରେ ସଙ୍ଗୀନ ଅଭିଯୋଗ ହୋଇଛି। ସେ ନିଜର ସ୍ବାମୀଙ୍କୁ ମାରପିଟ୍‌ କରିବା ସହ ୪ମହଲାରୁ ଠେଲି ଦେବାକୁ ଉଦ୍ୟମ କରୁଥିଲେ। ଏନେଇ ତାଙ୍କ ସ୍ବାମୀ ରାଜ ମସନ୍ଦ ସିନିୟର...

ନିର୍ବାଚନ ପରେ ମମତାଙ୍କୁ ଆଉ ଏକ ଝଟ୍‌କା: ଭାଜପା ହାତ ଧରିବେ ୩ଟିଏମ୍‌ସି ବିଧାୟକ

କୋଲକାତା,୨୮।୫: ଲୋକ ସଭା ନିର୍ବାଚନରେ ପଶ୍ଚିମ ବଙ୍ଗରେ ଭାଜପାର ଭଲ ପ୍ରଦର୍ଶନ ଓ ବହୁଳ ମତଦାନ ପରେ ଟିଏମ୍‌ସିର ମୁଖ୍ୟ ମମତା ବାନାର୍ଜୀଙ୍କୁ ଶକ୍ତ ଝଟ୍‌କା ଲାଗିଛି। ପୁଣି ଏବେ ଟିଏମ୍‌ସିର ୩ ବିଧାୟକ ଭାଜପାରେ ସାମିଲ ହେବା ନେଇ...

ମୋଦିଙ୍କୁ ମନିଅର୍ଡର କରିଥିବା କୃଷକ ଏବେ ଗଡକରୀଙ୍କୁ କୃଷିମନ୍ତ୍ରୀ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି

ନୂଆଦିଲ୍ଲୀ,୨୮।୫: ଗତବର୍ଷ ନିଜର ଫସଲ ବିକ୍ରିକରି ଆୟ କରିଥିବା ଅର୍ଥକୁ ରାଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମନିଅର୍ଡର କରିଥିବା କୃଷକ ଏବେ ପୁଣି ଥରେ ଆସିଛନ୍ତି ଚର୍ଚ୍ଚାକୁ। ଏଥର ସେ ପ୍ରଧାନମନ୍ତ୍ରୀଙ୍କ ନିକଟକୁ ଏକ ପାର୍ସଲ ପଠାଇଛନ୍ତି। ଯେଉଁଥିରେ ଗୋଟିଏ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri