ଜାତୀୟ

ମିଗ୍‌-୨୧ ବିମାନ ଉଡାଇ କାରଗିଲ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ବାୟୁସେନାର ମୁଖ୍ୟ

ଚଣ୍ଡିଗଡ଼,୨୭।୫: ଭାରତୀୟ ବାୟୁସେନାର ମୁଖ୍ୟ ବିଏସ୍‌ ଧନଓ୍ବା କାରଗିଲ ଶହୀଦଙ୍କୁ ନିଆରା ଢ଼ଙ୍ଗରେ ଶ୍ରଦ୍ଧାଞ୍ଜଳୀ ଦେଇଛନ୍ତି। ୩ ଦିନିଆ ଗ୍ରସ୍ତରେ କାରଗିଲ ଯାଇଥିବା ବିଏସ୍‌ ଧନଓ୍ବା ଏୟାରଫୋର୍ସ ଯବାନଙ୍କ ପାଇଁ ଏକ ମିଶାଲ ତିଆରି କରିଛନ୍ତି। ସେ ମିଗ୍‌-୨୧ ଯୁଦ୍ଧ...

ଗୋଟିଏ ଦିନରେ ହଜାରେ ଲୋକଙ୍କୁ ଖାଦ୍ୟ ଖୁଆଇ ରେକର୍ଡ କଲେ ଯୁବକ

ହାଇଦ୍ରାବାଦ,୨୭।୫: ‘ସର୍ଭ ନିଡି’ ନାମକ ଏନ୍‌ଜିଓ ବା ସ୍ବେଚ୍ଛାସେବୀ ସଙ୍ଗଠନର ପ୍ରତିଷ୍ଠାତା ଗୌତମ କୁମାର ଗୋଟିଏ ଦିନରେ ପ୍ରାୟ ହଜାରେ ଗରିବ ଲୋକଙ୍କୁ ନିଜ ହାତରେ ଖାଦ୍ୟ ଖୁଆଇ ‘ୟୁନିଭର୍ସାଲ ବୁକ୍‌ ଅଫ୍‌ ରେକର୍ଡ’ରେ ନିଜର ନାଁକୁ ସ୍ଥାନିତ କରିପାରିଛନ୍ତି।...

ରମଜାନ୍‌ରେ ସେହରୀ ଏବଂ ଇଫତାର ସମୟ ଜଣାଇବା ପାଇଁ ରାୟସେନ୍‌ରେ ଫୁଟୁଛି ତୋପ

ଭୋପାଳ, ୨୭।୫: ମଧ୍ୟପ୍ରଦେଶ ରାୟସେନ ଦୁର୍ଗରେ ଏବେ ରମଜାନ୍‌ ମାସରେ ପ୍ରତିଦିନ ଭୋର୍‌ ଏବଂ ସନ୍ଧ୍ୟା ସମୟରେ ତୋପ ଫୁଟୁଛି। ସ୍ଥାନୀୟ ରାୟସେନ୍‌ ଦୁର୍ଗରେ ୨ ଶହ ବର୍ଷ ଧରି ଏହି ପରମ୍ପରା ଏପର୍ଯ୍ୟନ୍ତ ପାଳିତ ହେଉଛି। ମୁସଲମାନ୍‌ ସମ୍ପ୍ରଦାୟଙ୍କୁ...

ସତ ହେଲା ବାଜପେୟୀଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୭।୫: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତଃ ଅଟଳ ବିହାରୀ ବାଜପେୟୀଙ୍କ ଭବିଷ୍ୟବାଣୀ ଏବେ ସତ ହୋଇଥିବା ଆଲୋଚନା ହେଉଛି। ପାଖାପାଖି ଦୁଇ ଦଶକ ପରେ ଏହା ସତ ହୋଇଥିବା କୁହାଯାଉଛି। ସୂଚନାଯୋଗ୍ୟ, ୧୯୯୯ରେ ଯେତେବେଳେ ବାଜପେୟୀ ସରକାର ଖଣ୍ଡେ ଭୋଟରେ...

‘ଜୟ ଶ୍ରୀରାମ’ ନ କହିବାରୁ ମୁସଲମାନ ଯୁବକଙ୍କୁ ପିଟିିଲେ

ଗୁଡଗାଁଓ, ୨୭।୫: ଦିଲ୍ଲୀର ଗୁଡଗାଁଓରେ ଘଟିଛି ଏକ ଅଭାବନୀୟ ଘଟଣା। ‘ଜୟ ଶ୍ରୀରାମ’ ନ କହିବାରୁ ଜଣେ ମୁସଲମାନ ଯୁବକଙ୍କୁ ପିଟିବା ସହ ତାଙ୍କ ଟୋପି କାଢି ଫୋପାଡି ଦେଇଛନ୍ତି କିଛି ଅଜ୍ଞାତ ଯୁବକ। ରବିବାର ବିଳମ୍ବିତ ରାତିରେ ମହମ୍ମଦ...

ଜମ୍ମୁ-ପୁଞ୍ଚ ଜାତୀୟ ରାଜପଥରେ ଆଇଇଡି ନିଷ୍କ୍ରିୟ କଲା ସେନା

ରାଜୌରୀ,୨୭।୫: ଜମ୍ମୁ-ପୁଞ୍ଚ ଜାତୀୟ ରାଜପଥର କାଲାର ଅଞ୍ଚଳରେ ସୋମବାର ଏକ ଆଇଇଡି ମିଳିବା ଖବର ପାଇବା ପରେ ଭାରତୀୟ ସେନା ପକ୍ଷରୁ ଏହାକୁ ନିଷ୍କ୍ରିୟ କରାଯାଇଥିବା ସୂଚନା ମିଳିଛି। ପ୍ରଥମେ ସେନା ଦ୍ୱାରା ଉକ୍ତ ଅଞ୍ଚଳକୁ ସିଲ୍‌ କରାଯାଇଥିବା ବେଳେ...

ମଲା ମୂଷାକୁ ୧୦ ଘଣ୍ଟା ଧରି ଜଗି ବସିଲା ପୋଲିସ

ନୂଆଦିଲ୍ଲୀ, ୨୭।୫: ରାଜଧାନୀ ଦିଲ୍ଲୀରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଗୋଟିଏ ମଲା ମୂଷା ପାଇଁ ପୋଲିସ ୧୦ ଘଣ୍ଟା କାଳ ପ୍ରହରା ଦେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ଗୋବିନ୍ଦପୁର ଇଲାକାରେ ଥିବା ଏକ ବନ୍ଦ ଘରୁ...

‘ହର ହର ମହାଦେବ’ ଧ୍ୱନୀରେ ମୋଦିଙ୍କୁ ସ୍ବାଗତ କଲା ବାରଣାସୀ

ବାରଣାସୀ,୨୭।୫: ଲୋକ ସଭା ନିର୍ବାଚନରେ ଅଭୁତ ପୂର୍ବ ସଫଳତା ପରେ ପ୍ରଥମ ଥର ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ବାରଣାସୀ ଗସ୍ତ କରିଛନ୍ତି। ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ତାଙ୍କୁ ଭାଜପା ଅଧ୍ୟକ୍ଷ ଅମିତ ଶାହ, ଉତ୍ତର...

ଲୋକ ସଭାର ସ୍ପେଶାଲ ୧୧ ଏମ୍‌ପି: ଓପନିଂ ବ୍ୟାଟିଂରେ ମାରିିଛନ୍ତି ଛକା; ଚନ୍ଦ୍ରାଣୀ ମୁର୍ମୁ ସର୍ବକନିଷ୍ଠ

ନୂଆଦିଲ୍ଲୀ, ୨୭।୫: ଚଳିତ ଲୋକ ସଭାରେ ପ୍ରଥମ ଥର ପାଇଁ ନିର୍ବାଚନରେ ବିଜୟ ଲାଭ କରିଛନ୍ତି ୧୧ ଜଣ ଏମ୍‌ପି। ଓପନିଂ ବ୍ୟାଟିଂରେ ସେମାନେ ଛକାମାରି ସିଧା ପାର୍ଲାମେଣ୍ଟରେ ପହଞ୍ଚିଛନ୍ତି। ସେମାନଙ୍କ ମଧ୍ୟରେ ଅଛନ୍ତି ସନି ଦେଓଲ, ତେଜସ୍ବୀ ସୂର୍ଯ୍ୟା,...

ସ୍ମୃତି ଇରାନୀଙ୍କ ଘନିଷ୍ଠ ସହଯୋଗୀଙ୍କୁ ହତ୍ୟା ଘଟଣା: ୩ ଗିରଫ, ୨ ଫେରାର

ଲକ୍ଷ୍ନୌ, ୨୭।୫: ଆମେଠିର ନବନିର୍ବାଚିତ ଭାଜପା ଏମ୍‌ପି ସ୍ମୃତି ଇରାନୀଙ୍କର ଘନିଷ୍ଠ ସହଯୋଗୀ ସୁରେନ୍ଦ୍ର ସିଂହଙ୍କୁ ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କ ଗିରଫ କରିଛି। ଆଉ ଦୁଇଜଣ ଅଭିଯୁକ୍ତ ଖସି ପଳେଇଛନ୍ତି ବୋଲି ପୋଲିସ ସୂଚନା ଦେଇଛି। ଏହି...

୧୭ତମ ଲୋକ ସଭାର ସୁନ୍ଦରୀ ଏମ୍‌ପି

ନୂଆଦିଲ୍ଲୀ,୨୭।୫: ଦେଶର ୧୭ତମ ଲୋକ ସଭାକୁ ନବନିର୍ବାଚିତ ହୋଇ ଆସିଛନ୍ତି ପଶ୍ଚିମବଙ୍ଗର ମିମି ଚକ୍ରବର୍ତ୍ତୀ। ୩୦ ବର୍ଷ ବୟସ୍କା ମିମି ତୃଣମୂଳ କଂଗ୍ରେସ ପ୍ରାର୍ଥୀ ଭାବେ ଯାଦବପୁର ଲୋକ ସଭା ଆସନରୁ ନିର୍ବାଚିତ ହୋଇଛନ୍ତି। ୨୦୦୮ରେ ସେ ଫିଲ୍ମ ଦୁନିଆରେ...

ଶାନ୍ତିବନରେ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ସୋନିଆ

ନୂଆଦିଲ୍ଲୀ,୨୭।୫: ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜବାହରଲାଲ୍‌ ନେହେରୁଙ୍କ ୫୫ ତମ ଶ୍ରାଦ୍ଧ ବାର୍ଷିକୀରେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ସୋନିଆ ଶାନ୍ତିବନରେ କଂଗ୍ରେସ ରାଷ୍ଟ୍ରୀୟ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ସହିତ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି। ପୂର୍ବତନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri