ଜାତୀୟ

ପାକିସ୍ତାନ ଜେଲ୍‌ରେ ଏବେ ବି ୩ ଶହ ୫୫ ଭାରତୀୟ ଧୀବର

ଅମୃତସର,୨୩।୪: ପାକିସ୍ତାନର ବିଭିନ୍ନ ଜେଲ୍‌ରେ ଏବେ ବି ୩ ଶହ ୫୫ ଜଣ ବନ୍ଦୀ ଅଛନ୍ତି। ସେମାନଙ୍କ ମଧ୍ୟରେ ୫ ସାଧାରଣ ନାଗରିକ ରହିଛନ୍ତି। ଅନ୍ୟମାନେ ଧୀବର ବୋଲି କୁହାଯାଉଛି। ଧୀବରମାନେ ଭାରତୀୟ ସାମୁଦ୍ରିକ ସୀମା ବାହାରେ ମାଛ ଧରୁଥିବାବେଳେ...

ଲୋକ ସଭା ନିର୍ବାଚନ: ପ୍ରଥମ ୨ଘଣ୍ଟାରେ ଆସାମ, ବିହାରରେ ସର୍ବାଧିକ ମତଦାନ

ନୂଆଦିଲ୍ଲୀ,୨୩।୪: ଆରମ୍ଭ ହୋଇଛି ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ମତଦାନ। ସକାଳ ୭ଟାରୁ ଆରମ୍ଭ ହୋଇଥିବା ଏହି ମତଦାନ କାର୍ଯ୍ୟକ୍ରମରେ ପ୍ରଥମ ୨ ଘଣ୍ଟାରେ ବିହାରରେ ସର୍ବାଧିକ ୧୨.୬୦ ପ୍ରତିଶତ ଭୋଟ ଗ୍ରହଣ ହୋଇଥିବା ବେଳେ ଆସାମରେ ମଧ୍ୟ...

ପ୍ରତି ମାସରେ ୨୬ ପ୍ରତିଶତ ହ୍ରାସ ପାଉଛି ନିଯୁକ୍ତି ସୁଯୋଗ

ନୂଆଦିଲ୍ଲୀ,୨୩।୪: ସମ୍ପ୍ରତି ଦେଶରେ ନିଯୁକ୍ତି ସୁଯୋଗ କ୍ଷେତ୍ରରେ ଅଭିବୃଦ୍ଧି ହାର ନୈରାଶ୍ୟ ଜନକ ରହିଛି। ପ୍ରତି ମାସରେ ୨୬ ପ୍ରତିଶତ ନିଯୁକ୍ତି ସୁଯୋଗ ହ୍ରାସ ପାଇବାରେ ଲାଗିଛି। କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା ସତ୍ତ୍ୱେ ସଂଗଠିତ କ୍ଷେତ୍ରରେ ଆଶାଜନକ ଫଳାଫଳ...

ଗାନ୍ଧୀନଗରରେ ଭୋଟ ଦେଲେ ପ୍ରଧାନମନ୍ତ୍ରୀ

ଗାନ୍ଧୀନଗର,୨୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟରେ ଗୁଜରାଟ ଗାନ୍ଧୀନଗରରେ ମତଦାନ ଅଧିକାର ସାବ୍ୟସ୍ତ କରିଛନ୍ତି। ମଙ୍ଗଳବାର ସକାଳେ ପ୍ରଧାନମନ୍ତ୍ରୀ ସ୍ଥାନୀୟ ରାନିପ୍‌ ପୋଲିଂ ବୁଥ୍‌ରେ ଭୋଟ ଦେଇଛନ୍ତି। ମା’ ହିରାବେନ୍‌ଙ୍କୁ ଭେଟିବା ପରେ ପ୍ରଧାନମନ୍ତ୍ରୀ...

ଜେଇଏମ୍‌ ଆତଙ୍କୀ ମୃତ

ଶ୍ରୀନଗର ୨୩।୪: ଜମ୍ମୁ-କଶ୍ମୀରର ପୁଲଓ୍ବାମାଠାରେ ଗତ ଫେବୃଆରୀ ୧୪ ତାରିଖରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୪୦ରୁ ଅଧିକ ସିଆରପିଏଫ ଯବାନ ଶହୀଦ ହୋଇଥିଲୋ। ଏଥିରେ ସମ୍ପୃକ୍ତ ସମସ୍ତ ଜୈଶ-ଇ-ମହମ୍ମଦ (ଜେଇଏମ) ଆତଙ୍କବାଦୀ ନିହତ ହୋଇଥିବା ଜଣାପଡିଛି। ଚଳିତ ବର୍ଷ ରାଜ୍ୟରେ...

ହୋଟେଲ ହେବ ଲୋକପାଳଙ୍କ କାର୍ଯ୍ୟାଳୟ

ନୂଆଦିଲ୍ଲୀ,୨୩ା୪: ଭାରତର ପ୍ରଥମ ଲୋକପାଳଙ୍କ କାର୍ଯ୍ୟାଳୟ ଦିଲ୍ଲୀର ଏକ ବିଳାସପୂର୍ଣ୍ଣ ପଞ୍ଚତାରକା ହୋଟେଲରେ ଆରମ୍ଭ ହେବ। ଏହି ହୋଟେଲ ପରିସରରେ ଲୋକପାଳ ଅଧ୍ୟକ୍ଷ ଓ ତାଙ୍କର ୮ଜଣିଆ ସଦସ୍ୟ ଓ ସହଯୋଗୀମାନଙ୍କୁ ରହିବା ଲାଗି ସୁବିଧା ଯୋଗାଇ ଦିଆଯିବ ବୋଲି...

ମୋଦିଙ୍କୁ ମେହବୁବାଙ୍କ ଭର୍ତ୍ସନା: ପାକିସ୍ତାନ ଇଦ୍‌ ଲାଗି ଅଣୁଅସ୍ତ୍ର ରଖିନି

ଶ୍ରୀନଗର,୨୩ା୪: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ନେତ୍ରୀ ମେହବୁବା ମୁଫ୍‌ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଟିପ୍ପଣୀକୁ ନେଇ ଭର୍ସନା କରିଛନ୍ତି। ରବିବାର ରାଜସ୍ଥାନର ବାର୍ମେରଠାରେ ମୋଦି ଏକ ନିର୍ବାଚନୀ ସଭାରେ ଭାରତ ପରମାଣୁ ବୋମା ଦୀପାବଳିରେ ଫୁଟାଇବା ଲାଗି...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୩।୪: ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମଙ୍ଗଳବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ୧୫ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର ୧୧୬ଟି ଆସନ ପାଇଁ ମତଦାନ ଜାରି ରହିଛି। ଭୋଟର ମୋଟ୍‌ ୧୬୧୨ ପ୍ରାର୍ଥୀଙ୍କ...

ସ୍ପାଇଡରମ୍ୟାନ ଭଳିି ୨୦ ଫୁଟ ଛାତରୁ ଡେଇଁଲେ ବାଳକ: ଷ୍ଟଣ୍ଟ ପରିବର୍ତ୍ତେ ମୁଣ୍ଡରୁ ଗୋଡ ଯାଏଁ ଭାଙ୍ଗିଲା ହାଡ଼

ଚଣ୍ଡିଗଡ଼,୨୨।୪: ଆଧୁନିକ ଯୁଗରେ ପିଲାଙ୍କ ମଧ୍ୟରେ ଅନଲାଇନ୍‌ ଗେମ୍‌ର ନିଶା ବୃଦ୍ଧି ପାଇବାରେ ଲାଗିଛି। ଫଳରେ ଖେଳ ପାଇଁ ନିଜ ଜୀବନକୁ ବାଜି ଲଗାଇବାକୁ ମଧ୍ୟ ପଛଉ ନାହାନ୍ତି। ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ପଞ୍ଜାବର ତରନତାରନର ...

ଅକ୍ଷୟ କୁମାର କାନାଡାର ନାଗରିକ: ଲଢି ପାରିବେନି ନିର୍ବାଚନ!

ନୂଆଦିଲ୍ଲୀ,୨୨।୪: ବଲିଉଡ୍‌ ଖିଲାଡି ବୟ ଅକ୍ଷୟ କୁମାର ଏବେ ଲୋକ ସଭା ନିର୍ବାଚନ ଲଢିବେ ବୋଲି ଚର୍ଚ୍ଚା ଚାଲିଛି। ହେବେ ସୋସିଆଲ ମିଡିଆରେ ଏବେ ଆଉ ଏକ ଚର୍ଚ୍ଚା ଯୋର ଧରିଛି। ଯେ ଅକ୍ଷୟ ନିର୍ବାଚନ ଲଢିବା ପାଇଁ ଯୋଗ୍ୟ...

ଅବୈଧ ସମ୍ପର୍କର କୁପରିଣତି: ମଦ ପିଆଇ ମହିଳାଙ୍କୁ ନଦୀରେ ବୁଡ଼ାଇ ହତ୍ୟା କଲେ ପ୍ରେମିକ; ଭିଡ଼ିଓ ଭାଇରାଲ

ଭୋପାଳ,୨୨।୪: ମଧ୍ୟପ୍ରଦେଶ ଦେବାସରେ ଘଟିଛି ଏକ ଅଭାବନୀୟ ଘଟଣା। ଏଠାରେ ଶିପ୍ରା ନଦୀରେ ଜଣେ ମହିଳାଙ୍କୁ ମଦ ପିଆଇ ବୁଡ଼ାଇ ହତ୍ୟା କରାଯାଇଛି। ଏହାର ଭିଡ଼ିଓ ଭାଇରାଲ ହେବା ପରେ ପୋଲିସ ଆରମ୍ଭ କରିଥିଲା ଖୋଳତାଡ଼। କିଛି ଦିନ ତଳେ...

ଭାରତ ଉପରେ ଆକ୍ରମଣ କଲେ ପାତାଳରୁ ବି ଆତଙ୍କବାଦୀଙ୍କୁ ଖୋଜି ଆଣି ଦଣ୍ଡ ଦେବୁ: ମୋଦି

ଡିଣ୍ଡୋରି,୨୨।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ମହାରାଷ୍ଟ୍ରର ଡିଣ୍ଡୋରି ଗସ୍ତ କରିଛନ୍ତି। ଲୋକ ସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ଥିବା ବେଳେ ବହୁ ହେଭିଓ୍ବେଟ ନେତା ଏବେ ପ୍ରଚାର ମଇଦାନରେ ଅଛନ୍ତି। ଏହି କ୍ରମରେ ମୋଦି ଡିଣ୍ଡୋରିରେ ଏକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri