ଜାତୀୟ

ପରବର୍ତ୍ତି ନିର୍ବାଚନ ରାହୁଲ ପଡୋଶୀ ଦେଶରୁ ଲଢିବେ: ପିୟୁଷ ଗୋଏଲ

ନୂଆଦିଲ୍ଲୀ,୨୧।୪: କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଏଥର ଲୋକ ସଭା ନିର୍ବାଚନ ପାଇଁ ୨ଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ତେବେ ସେ ୨ଟି ଯାକ ଆସନରେ ହାରିବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ତଥା ଭାଜପା ନେତା ପିୟୁଷ ଗୋଏଲ। ସେ...

ହାର୍ଦ୍ଦିକ ପଟେଲଙ୍କ ସଭାସ୍ଥଳରେ ହେଲା ଚୌକି ବର୍ଷା

ଅହମ୍ମଦାବାଦ,୨୧।୪: କଂଗ୍ରେସ ନେତା ହାର୍ଦ୍ଦିକ ପଟେଲଙ୍କୁ ମାଡ ମାରିବା ଘଟଣାକୁ ୨ଦିନ ନ ପୁରୁଣୁ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ଅହମ୍ମଦାବାଦରେ ହାର୍ଦ୍ଦିକ ଶନିବାର ଏକ ଜନସଭାକୁ ଉଦ୍‌ବୋଧନ ଦେବା ସମୟରେ କର୍ମୀଙ୍କ ମଧ୍ୟରେ ହୋଇଛି ମାରପିଟ। ଏଥିରେ...

ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ: ଟାୟାର ଭିତରୁ ମିଳିଲା ୨କୋଟି ୪୦ ଲକ୍ଷର ବଣ୍ଡଲ

ବେଙ୍ଗାଲୁର୍‌,୨୧।୪: ଲୋକ ସଭା ନିର୍ବାଚନ ପାଇଁ ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ପକ୍ଷରୁ ଚଢ଼ାଉ ଜାରି ରହିଛି। କର୍ନାଟକ ଶିମୋଗା ଜିଲାରେ ଏକ ଟାୟାର ଭିତରୁ ୨ କୋଟି ୪୦ ଲକ୍ଷ ଟଙ୍କାର ୨ହଜାର ଟଙ୍କିଆ ବଣ୍ଡଲ ଜବତ ହୋଇଛି। ଏହି ମାମଲାରେ...

ଏହି ଗାଁରେ ହୁଏନାହିଁ ନିର୍ବାଚନ ପ୍ରଚାର: ମତଦାନ ୯୬ ପ୍ରତିଶତ

ରାଜକୋଟ,୨୧।୪: ଗୁଜରାଟ ରାଜକୋଟ ଜିଲା ଅନ୍ତର୍ଗତ ରାଜସମଦିୟାଲ ଗାଁ ସବୁଠାରୁ ନିଆରା। ନିର୍ବାଚନ ସମୟରେ ସବୁଠି ପ୍ରଚାର ଗାଡି ବୁଲୁଥିବା ବେଳେ ଏହି ଗାଁରେ କିନ୍ତୁ ପ୍ରଚାର କରାଯାଇ ନ ଥାଏ। ଗାଁ ଲୋକଙ୍କ ମତରେ ଗାଁରେ ପ୍ରଚାର କରାଗଲେ...

ବାବରି ମସଜିଦ୍‌ ପ୍ରସଙ୍ଗରେ ପ୍ରଜ୍ଞା ଦେଲେ ବିବାଦୀୟ ମନ୍ତବ୍ୟ: ପୁଣି ଇସି ଜାରି କଲେ ନୋଟିସ୍‌

ଭୋପାଳ, ୨୧।୪: ମାଲେଗାଓଁ ବିସ୍ଫୋରଣ ଅଭିଯୁକ୍ତ ତଥା ଭୋପାଳରୁ ଭାଜପାର ଲୋକ ସଭା ପ୍ରାର୍ଥୀ ହୋଇଥିବା ସ୍ବାଧୀ ପ୍ରଜ୍ଞା ସିଂ ଠାକୁର ବାବରି ମସଜିଦ୍‌ ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ଏହାକୁ ନେଇ ଚର୍ଚ୍ଚା ଆରମ୍ଭ ହୋଇଥିବାବେଳେ ନିର୍ବାଚନ କମିଶନ(ଇସି)ପୁଣି...

କଂଗ୍ରେସ ସହ ମେଣ୍ଟ କରିବନି ଏଏପି

ନୂଆଦିଲ୍ଲୀ,୨୧ା୪(ପି.ଟି.): କଂଗ୍ରେସ ସହ ଦିଲ୍ଲୀରେ ଆମ୍‌ ଆଦ୍‌ମୀ ପାର୍ଟି (ଏଏପି)ର ମେଣ୍ଟ ସମ୍ଭବ ନୁହେଁ ବୋଲି ଉପମୁଖ୍ୟମନ୍ତ୍ରୀ ମନିଷ ସିସୋଦିଆ କହିଛନ୍ତି। ଅନ୍ୟ ରାଜ୍ୟରେ ମଧ୍ୟ କଂଗ୍ରେସ ମେଣ୍ଟ କରିବାକୁ ଚାହୁଁନାହିଁ ବୋଲି ସେ କହିଛନ୍ତି। ଦିଲ୍ଲୀରେ ପ୍ରସ୍ତାବିତ ୪:୩...

ଦିଦିଙ୍କ ନିଦ ହଜିଯାଇଛି: ମୋଦି

ବୁନିଆଦପୁର,୨୧ା୪(ପି.ଟି.): ଲୋକ ସଭା ନିର୍ବାଚନର ଦୁଇଟି ପର୍ଯ୍ୟାୟ ଶେଷ ହୋଇଥିବାବେଳେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ତଥା ତୃଣମୂଳ କଂଗ୍ରେସ ନେତ୍ରୀ ମମତା ବାନାର୍ଜୀ (ସ୍ପିଡ୍‌ ବ୍ରେକର ଦିଦି)ଙ୍କ ନିଦ ହଜିଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇ...

ସିଦ୍ଧୁଙ୍କୁ ଇସି ନୋଟିସ

ନୂଆଦିଲ୍ଲୀ,୨୧ା୪: ସାମ୍ପ୍ରଦାୟିକ ମନ୍ତବ୍ୟ ଲାଗି କଂଗ୍ରେସ ନେତା ନବଜ୍ୟୋତ୍‌ ସିଂ ସିଦ୍ଧୁଙ୍କୁ ନିର୍ବାଚନ କମିଶନ (ଇସି) କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ୨୪ ଘଣ୍ଟା ମଧ୍ୟରେ ଜବାବ ଦାଖଲ କରିବାକୁ ତାଙ୍କୁ କୁହାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପରାଜିତ...

ଲାଲୁଙ୍କ ଜୀବନ ବିପଦରେ: ରାବ୍ରୀ

ପାଟନା,୨୧ା୪(ପି.ଟି.): ରାଷ୍ଟ୍ରୀୟ ଜନତା ଦଳ ଅଧ୍ୟକ୍ଷ ଲାଲୁପ୍ରସାଦ ଯାଦବଙ୍କ ଜୀବନ ବିପଦରେ ବୋଲି ତାଙ୍କ ସ୍ତ୍ରୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରୀ ଦେବୀ ଅଭିଯୋଗ କରିଛନ୍ତି। ଜେଲ୍‌ରେ ଥିବା ଲାଲୁଙ୍କୁ ଭେଟିବା ଲାଗି ପୁଅ ତେଜସ୍ବୀଙ୍କୁ ଛଡ଼ାଯାଉ ନାହିଁ।...

ରାହୁଲଙ୍କ ନାଗରିକତ୍ୱକୁ ନେଇ ପ୍ରଶ୍ନ

ନୂଆଦିଲ୍ଲୀ,୨୧ା୪(ପି.ଟି.): କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କ ନାଗରିକତା ଏବଂ ଶିକ୍ଷାଗତ ଯୋଗ୍ୟତାକୁ ନେଇ ପ୍ରଶ୍ନ ଉଠିଛି। ଏହି ପ୍ରସଙ୍ଗରେ ରାହୁଲ ନିଜକୁ ସ୍ବଚ୍ଛ ପ୍ରମାଣିତ କରନ୍ତୁ ବୋଲି ଶନିବାର ଭାଜପା ପକ୍ଷରୁ ଦାବି କରାଯାଇଛି। ରାହୁଲଙ୍କ ନାଗରିକତ୍ୱ ଓ ଶିକ୍ଷାଗତ...

ମୋଦିଙ୍କ ଓ୍ବେବ୍‌ ସିରିଜ୍‌ ଉପରେ ଇସି କଟକଣା

ନୂଆଦିଲ୍ଲୀ,୨୧ା୪(ପି.ଟି.): ଲୋକ ସଭା ନିର୍ବାଚନ ନିମନ୍ତେ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ଓ୍ବେବ୍‌ ସିରିଜ ପ୍ରସାରଣ ତୁରନ୍ତ ବନ୍ଦ କରିବାକୁ ନିର୍ବାଚନ କମିଶନ (ଇସି) ଏରୋସ୍‌ ନାଓକୁ ଶନିବାର ନିର୍ଦ୍ଦେଶ ଦେଇଛନ୍ତି। ‘ମୋଦି-...

ଦୁର୍ଗ ଭେଦିବାକୁ ଭାଜପାର କସରତ

ପରଜଙ୍ଗ, ୨୧।୪(ଡି.ଏନ.ଏ.) ରାଜ୍ୟ ରାଜନୀତିର ଅନ୍ୟତମ ଚର୍ଚ୍ଚିତ ଲୋକ ସଭା କ୍ଷେତ୍ର ଢେଙ୍କାନାଳରେ ତୃତୀୟ ପର୍ଯ୍ୟାୟ ନିର୍ବାଚନ ଏପ୍ରିଲ ୨୩ରେ ଅନୁଷ୍ଠିତ ହେଉଛି। ପ୍ରଚାର ସରିବାକୁ ପ୍ରାର୍ଥୀଙ୍କ ହାତରେ ମାତ୍ର କେଇଘଣ୍ଟା ଥିବାବେଳେ ଭୋଟରଙ୍କ ମୁଡ୍‌ ପରଖୁଛନ୍ତି ରାଜନୈତିକ ଦଳ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri