ଜାତୀୟ

ଅହମଦାବାଦ ବିମାନ ବନ୍ଦରରେ ବଡ ଆକ୍ସନ, ଧରାହେଲେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ

ଅହମଦାବାଦ,୨୦।୫: ଗୁଜୁରାଟର ଅହମଦାବାଦରେ ଇସଲାମିକ ଷ୍ଟେଟର ୪ ଆତଙ୍କବାଦୀ ଧରାପଡିଛନ୍ତି। ଗୁଜୁରାଟ ଏଟିଏସ ଅହମଦାବାଦ ବିମାନବନ୍ଦରରୁ ସମସ୍ତ ୪ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏହି ଆତଙ୍କବାଦୀଙ୍କ ପରିଚୟ ଏପର୍ଯ୍ୟନ୍ତ ଜଣାପଡିନାହିଁ। ତେବେ ସୂତ୍ରରୁ ପ୍ରକାଶ ଯେ ଏହି ୪ଆତଙ୍କବାଦୀ ଇସଲାମିକ...

ଯଦି ଆପଣ କୋଭାକ୍ସିନ ନେଇଛନ୍ତି, ତେବେ ଭୟ କରିବାର ଆବଶ୍ୟକତା ନାହିଁ

ନୂଆଦିଲ୍ଲୀ,୨୦।୫: ନିକଟରେ କରୋନା ଟିକା ସମ୍ବନ୍ଧରେ ଅନେକ ଭୟାନକ ଦାବି ସାମ୍ନାକୁ ଆସିଛି। ବର୍ତ୍ତମାନ ଆଇସିଏମଆର ଏହି ଦାବିକୁ ଭୁଲ ବୋଲି କହିଛି। କୋଭାକ୍ସିନର ପାର୍ଶ୍ୱ ପ୍ରତିକ୍ରିୟା ଉପରେ ବିଏଚୟୁ ଅଧ୍ୟୟନକୁ ଆଇସିଏମଆର ଆପତ୍ତି କରିଛି। ଆଇସିଏମଆର କହିଛି ଯେ...

ଏଥର ଭବିଷ୍ୟବାଣୀ ପୂରଣ ନ ହେଲେ ମୁହଁରେ ଗୋବର ବୋଳିବାକୁ ପ୍ରସ୍ତୁତ ପ୍ରଶାନ୍ତ କିଶୋର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ୨୦୨୪ ଏବଂ ଆନ୍ଧ୍ରପ୍ରଦେଶ ବିଧାନସଭା ନିର୍ବାଚନର ଫଳାଫଳକୁ ନେଇ ରାଜନୈତିକ ରଣନୀତିଜ୍ଞ ବା ରାଜନୀତିର ଚାଣକ୍ୟ କୁହାଯାଉଥିବା ପ୍ରଶାନ୍ତ କିଶୋର ବଡ଼ ଭବିଷ୍ୟବାଣୀ କରିଛନ୍ତି। ଏହି ନିର୍ବାଚନରେ ନରେନ୍ଦ୍ର ମୋଦି ଏବଂ ଭାରତୀୟ ଜନତା...

ମୋଦି କେବେ ଓ କାହିଁକି ଚୁପ ହୋଇ ଯାଆନ୍ତି, ନିଜେ କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୦।୫:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କରି କହିଛନ୍ତି ଯେ ଭାଜପାକୁ ସୁଯୋଗ ଦିଅନ୍ତୁ। ଏହି ସମୟ ମଧ୍ୟରେ ସେ ଲୋକମାନଙ୍କୁ କହିଥିଲେ ଯେ ଆପଣମାନେ ମୋତେ ଏତେ ଭଲପାଇବା ଦେଇଛନ୍ତି ଯେ ମୋ କହିବା...

ଯେ କୌଣସି ସ୍ତରକୁ ଯାଇ ପାରନ୍ତି ମୋଦି: ସଞ୍ଜୟ ସିଂଙ୍କ ଗମ୍ଭୀର ଅଭିଯୋଗ

ନୂଆଦିଲ୍ଲୀ,୨୦।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସଞ୍ଜୟ ସିଂ ଭାରତୀୟ ଜନତା ପାର୍ଟି ଏବଂ ନରେନ୍ଦ୍ର ମୋଦି ସରକାରଙ୍କ ବିରୋଧରେ ଅନେକ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ସୋମବାର ଏକ ଖବରଦାତା ସମ୍ମିଳନୀରେ ସଞ୍ଜୟ ସିଂ କହିଛନ୍ତି ଯେ...

ଏ ଦୁଃଖଦ ସମୟରେ ଇରାନ ସହ ଅଛି ଭାରତ: ଶୋକପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୨୦।୫: ଇରାନର ରାଷ୍ଟ୍ରପତି ଇବ୍ରାହିମ ରାଇସିଙ୍କ ଦେହାନ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଃଖ ପ୍ରକାଶ କରିଛନ୍ତି। ଇବ୍ରାହିମଙ୍କ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ସେ ଏଥିରେ ମୃତ୍ୟୁବରଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ସୋସିଆଲ ମିଡିଆ ପୋଷ୍ଟରେ ଲେଖିଛନ୍ତି ଭାରତ-ଇରାନ ଦ୍ୱିପାକ୍ଷିକ ସମ୍ପର୍କକୁ...

ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି, ସେମାନେ ନିଶ୍ଚିତ ଭାବରେ ଭୋଟ ଦେବେ। ସୋସିଆଲ ମିଡିଆ ପ୍ଲାଟଫର୍ମରେ ମୋଦି ଲେଖିଛନ୍ତି,...

ଶ୍ରୀମନ୍ଦିରରେ ମୋଦି

ପୁରୀ,୨୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଶ୍ରୀମନ୍ଦିରରେ ପହଞ୍ଚିଛନ୍ତି।  ପ୍ରଧାନମନ୍ତ୍ରୀ ପ୍ରଥମେ ଗରୁଡ଼ ସ୍ତମ୍ଭ ନିକଟରେ ଦୀପ ଦାନ କରି ଭିତରକୁ ପ୍ରବେଶ କରିଛନ୍ତି। ଏହି ସମୟରେ ତାଙ୍କ ସହ ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ ଓ ବିଜେପିର ପୁରୀ...

ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ଘୋଷାଡ଼ିଲେ ନେଲେ, ଆଉ ତାପରେ…

ଗରହ୍ବା,୧୯ା୫: ଝାଡ଼ଖଣ୍ଡର ଗରହ୍ବା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋରୁ ଚୋରାଚାଲାଣ ସନ୍ଦେହରେ ଜଣେ ୬୦ ବର୍ଷୀୟ ବୃଦ୍ଧଙ୍କୁ ଉଲଗ୍ନ କରି ବାଇକ୍‌ରେ ବାନ୍ଧି ଘୋଷାଡ଼ିବା ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ୩ ଅଭିଯୁକ୍ତ ବୃଦ୍ଧଙ୍କୁ କିଛିବାଟ...

ଜୟରାମ ଠାକୁରଙ୍କ ତୃତୀୟ ଫିଲ୍ମ ‘କଙ୍ଗନା ମଣ୍ଡି କେ ଅଙ୍ଗନା’ ବି ହେବ ଫ୍ଲପ: ମୁଖ୍ୟମନ୍ତ୍ରୀ ସୁଖୁ

ଶିମଲା,୧୯୧।୫: ମୁଖ୍ୟମନ୍ତ୍ରୀ ସୁଖବିନ୍ଦର ସିଂ ସୁଖୁ ବିଲାସପୁରର ଜଗତଖାନା ଠାରେ ନିର୍ବାଚନ ପ୍ରଚାର କରିଥିଲେ। ସେ ହମିରପୁର ଆସନରୁ ଲୋକ ସଭା ପ୍ରାର୍ଥୀ ସତ୍ୟପାଲ ସିଂ ରାୟଜାଦାଙ୍କ ସମର୍ଥନରେ ଭୋଟ ମାଗିଥିଲେ। ଏବେ ବିରୋଧୀଦଳର ନେତା ଜୟରାମ ଠାକୁରଙ୍କୁ ମୁଖ୍ୟମନ୍ତ୍ରୀ...

ମୁଁ କେବେ ଏତେ ମୁଛୁଆ ଲୋକ ଦେଖି ନାହିଁ: ମୋଦିଙ୍କୁ ଟାର୍ଗେଟ କଲେ ଦିଗବିଜୟ

ନୂଆଦିଲ୍ଲୀ,୧୯।୫: ମଧ୍ୟପ୍ରଦେଶରେ ହେବାକୁ ଥିବା ଲୋକ ସଭା ନିର୍ବାଚନ ପାଇଁ ମତଦାନ ସମସ୍ତ ୨୯ ଟି ଆସନରେ ଚାରିଟି ପର୍ଯ୍ୟାୟରେ ଶେଷ ହୋଇଛି। ସେପଟେ ପୂର୍ବତନ ଏମପି ତଥା କଂଗ୍ରେସର ବରିଷ୍ଠ ନେତା ଦିଗବିଜୟ ସିଂ ଭାଜପା ଏବଂ ପ୍ରଧାନମନ୍ତ୍ରୀ...

ମୁମ୍ବାଇ ନିର୍ବାଚନ ପୂର୍ବରୁ ଶାହାରୁଖଙ୍କ ବିଶେଷ ଅପିଲ

ମୁମ୍ବାଇ,୧୯।୫: ୨୦୨୪ ଲୋକ ସଭା ନିର୍ବାଚନର ପର୍ଯ୍ୟାୟ ଚାଲିଛି। ୨୦ ମେ’ ୨୦୨୪ରେ ମୁମ୍ବାଇରେ ଭୋଟିଂ ଅନୁଷ୍ଠିତ ହେବ। ଏହାପୂର୍ବରୁ ଅନେକ ସେଲିବ୍ରିଟି ଯେମିତିକି ବଲିଉଡର କିଙ୍ଗ ଅର୍ଥାତ୍‌ ଶାହାରୁଖ ଖାନ ମଧ୍ୟ ଏହି ତାରକାମାନଙ୍କ ମଧ୍ୟରେ ଅନ୍ତର୍ଭୁକ୍ତ ହୋଇଥିଲେ,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri