ଜାତୀୟ

ଦିଲ୍ଲୀରେ ମତଦାନ ପୂର୍ବରୁ ଭୋଟ ଦେଲେ ହମିଦ ଅଂସାରୀ, ମୁରଲି ମନୋହର ଯୋଶୀ, ମନମୋହନ ସିଂ

ନୂଆଦିଲ୍ଲୀ,୧୮।୫: ଦିଲ୍ଲୀର ୭ଟି ଲୋକ ସଭା ଆସନ ପାଇଁ ଭୋଟ ଆସନ୍ତା ୨୫ରେ ଅନୁଷ୍ଠିତ ହେବ। ଏଥିରେ ସାଧାରଣ ଲୋକଙ୍କ ଅଂଶଗ୍ରହଣ ବୃଦ୍ଧି ପାଇଁ ନିର୍ବାଚନ ଆୟୋଗ ନିରନ୍ତର ଉଦ୍ୟମ କରୁଛି। ଏହି ସମୟରେ ଦେଶର ବହୁ ବରିଷ୍ଠ ନେତା...

ମହାରାଷ୍ଟ୍ରରେ ଇଣ୍ଡିଆ ମେଣ୍ଟ କେତେ ଆସନରେ ଜିତିବ ଭବିଷ୍ୟବାଣୀ କଲେ ଖାର୍ଗେ

ମୁମ୍ବାଇ,୧୮।୫: ଲୋକ ସଭା ନିର୍ବାଚନ ୨୦୨୪ପାଇଁ ପଞ୍ଚମ ପର୍ଯ୍ୟାୟ ଭୋଟ ପୂର୍ବରୁ I.N.D.I.A ସହଯୋଗୀ ଦଳର ନେତାମାନେ ଶନିବାର (୧୮ ମେ ୨୦୨୪) ମୁମ୍ବାଇରେ ମିଳିତ ଖବରଦାତା ସମ୍ମିଳନୀ ଆୟୋଜନ କରିଥିଲେ। ଏହି ସମ୍ମିଳନୀ ଆରମ୍ଭରେ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ...

ଭୋଟ ଗଣତି ପୂର୍ବରୁ ଉପ ନିର୍ବାଚନକୁ ନେଇ ହେଲାଣି ଚର୍ଚ୍ଚା

ଭୋପାଳ,୧୮।୫: ମଧ୍ୟପ୍ରଦେଶର ୨୯ ଟି ଲୋକ ସଭା ଆସନ ପାଇଁ ଶେଷ ପର୍ଯ୍ୟାୟ ଭୋଟ ମେ ୧୩ ରେ ଅନୁଷ୍ଠିତ ହୋଇଥିଲା। ୪ ଟି ପର୍ଯ୍ୟାୟରେ ରାଜ୍ୟର ୨୯ଟି ଆସନରେ ମତଦାନ ହୋଇଥିଲା। ଭୋଟ ଦେବା ପରେ ବର୍ତ୍ତମାନ ରାଜନୈତିକ...

ଲୋକ ସଭା ନିର୍ବାଚନରେ ମୋଦିଙ୍କୁ କିଏ ଦେଉଛନ୍ତି ଚ୍ୟାଲେଞ୍ଜ, ପ୍ରଶାନ୍ତ କିଶୋର କଲେ ଖୁଲାସା

ନୂଆଦିଲ୍ଲୀ,୧୮।୫: ୨୦୨୪ ଲୋକ ସଭା ନିର୍ବାଚନ ସମ୍ପର୍କରେ ରାଜନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ସରକାରଙ୍କ ବିରୋଧରେ ହୋଇଥିବା ବିରୋଧକୁ ଦୃଢ ବୋଲି ବର୍ଣ୍ଣନା କରିଛନ୍ତି। ଏକ ସାକ୍ଷାତକାର ସମୟରେ ପ୍ରଶାନ୍ତ କହିଛନ୍ତି ଯେ ମୋଦି ବ୍ରାଣ୍ଡକୁ ପରାସ୍ତ କରାଯାଇପାରିବ ନାହିଁ।...

ସ୍ବାତୀ ମାଲିଓ୍ବାଲଙ୍କୁ ମାଡ ମାରିବା ଘଟଣା: ବୈଭବ କୁମାରଙ୍କୁ ଗିରଫ କଲା ପୋଲିସ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ବିବାଦ ଦିନକୁ ଦିନ ଅଡୁଆ ସୂତାରେ ଛନ୍ଦି ହେବାରେ ଲାଗିଛି। ଯେଉଁଥିରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସମେତ ଏଏପି ଦଳର ମୁଣ୍ଡବିନ୍ଧାର କାରଣ ସାଜିଛି। ତେବେ ଏହାରି ଭିତରେ ଏକ ବଡ଼ ଖବର ସାମ୍ନାକୁ...

ରାଜ ଠାକରେ ମୋଦିଙ୍କ ଚରଣରେ ବିଲିନ ହୋଇଯାଇଛନ୍ତି: ସଞ୍ଜୟ ରାଉତ

ମୁମ୍ବାଇ,୧୮।୫: ସଞ୍ଜୟ ରାଉତ ମୁମ୍ବାଇରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ରୋଡ ଶୋ’କୁ ସମାଲୋଚନା କରିଛନ୍ତି। ରାଉତ ଅଭିଯୋଗ କରିଛନ୍ତି ଯେ ଭାଜପାର ରୋଡ ଶୋ’ର ଖର୍ଚ୍ଚ ମୁମ୍ବାଇ ମ୍ୟୁନିସିପାଲିଟି ବହନ କରିଛି। ଏହି ଖର୍ଚ୍ଚ ଭାଜପାଠାରୁ ଆଦାୟ କରାଯାଉ। ରାଉତ କହିଛନ୍ତି,...

ଏନକାଉଣ୍ଟରରେ ନକ୍ସଲ ନିହତ

ମାଲକାନଗିରି,୧୮।୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ପୋଲିସକୁ ମିଳିଛି ପୁଣି ସଫଳତା। ପୋଲିସ ଏନକାଉଣ୍ଟରରେ ଜଣେ ନକ୍ସଲ ନିହତ ହୋଇଛି। ସୁକମା ଏସପି କିରଣ ଚୌହାନଙ୍କ ସୂଚନା ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇ ଜିଲା ପୋଲିସ ଓ...

ମହାରାଷ୍ଟ୍ରରେ ନିର୍ବାଚନ ମଧ୍ୟରେ ଚର୍ଚ୍ଚାରେ ରାଜ ଠାକରେଙ୍କ ଭାଷଣ

ମୁମ୍ବାଇ,୧୮।୫: ରାଜ ଠାକରେ ପ୍ରଥମ ଥର ପାଇଁ ଶିବାଜୀ ପାର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ମଞ୍ଚ ଶେୟାର କରିଛନ୍ତି। ଏହି ସମୟରେ ସେ ଅନେକ ପ୍ରସଙ୍ଗରେ ନିଜର ମତ ରଖିଥିଲେ। ଠାକରେ କହିଛନ୍ତି, ପଣ୍ଡିତ ଜବାହରଲାଲ ନେହେରୁଙ୍କ ପରେ ତୃତୀୟ...

‘କହ୍ନେୟା କୁମାରଙ୍କୁ ମାଡ଼ ମାରି ଉଚିତ ଶିକ୍ଷା ଦେଇଛୁ’, କଂଗ୍ରେସ ନେତାଙ୍କୁ ଆକ୍ରମଣ କରିଥିବା ଅଭିଯୁକ୍ତଙ୍କ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୫: ‘ଆମେ ତାଙ୍କୁ ଉଚିତ ଶିକ୍ଷା ଦେଇଛୁ । ସେ ସ୍ଲୋଗାନ ଦେଇଥିଲେ, ‘ଭାରତ ତେରେ ଟୁକଡ ଟୁକଡେ ହୋଙ୍ଗେ’। ଅଫଜାଲ ମୋତେ କ୍ଷମା କରିବୁ। କାରଣ ତୁମ ହତ୍ୟାକାରୀ ଏବେ ବି ଜୀବିତ ଅଛନ୍ତି। କେହି ବି ଦେଶକୁ...

Video: ସ୍ବାତୀ ମାଲିଓ୍ବାଲଙ୍କୁ ଧକ୍କା ଦେଇଥିଲେ ମହିଳା ସିକ୍ୟୁରିଟି ଗାର୍ଡ, ଆଉ ଏକ ନୂଆ ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିଓ୍ବାଲଙ୍କ ଆଉ ଏକ ଭିଡିଓ ସାମ୍ନାକୁ ଆସିଛି। ଏହି ଭିଡିଓରେ ସ୍ବାତୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ବାସଭବନରୁ ବାହାରୁଥିବା ଦେଖାଯାଇଛି। ଏହାରି ଭିତରେ ମହିଳା ସିକ୍ୟୁରିଟି ଗାର୍ଡ ଜଣକ...

ଭାଜପାକୁ ଭୋଟ ନ ଦେବାକୁ ଶପଥ ନେଲେ ରାଜପୁତ, ସ୍ମୃତିଙ୍କୁ ଗ୍ରହଣ କରୁ ନାହାଁନ୍ତି ଆମେଠିବାସୀ

ନୂଆଦିଲ୍ଲୀ,୧୮।୫: ଆମେଠିରେ, କ୍ଷତ୍ରିୟ ବା ରାଜପୁତ ସମ୍ପ୍ରଦାୟର ଲୋକମାନେ ସ୍ମୃତି ଇରାନୀଙ୍କ ବିରୋଧରେ ବିଭିନ୍ନ ସ୍ଥାନରେ ବିରୋଧ କରୁଛନ୍ତି। ସେମାନେ ଶପଥ କରୁଛନ୍ତି ଏବଂ ଲୋକଙ୍କୁ ଶପଥ କରାଉଛନ୍ତି ଯେ ସେମାନେ ଏଥର ଭାଜପାକୁ ଭୋଟ ଦେବେ ନାହିଁ। ଶେଷରେ...

କେଜ୍‌ରିଓ୍ବାଲ୍‌ଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧୮।୫: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ପୁଣି ଥରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ୍‌ଙ୍କୁ ଟାର୍ଗେଟ୍‌ କରିଛନ୍ତି। ଏକ ସାକ୍ଷାତକାରରେ ଅମିତ ଶାହାଙ୍କୁ ପଚରାଯାଇଥିଲା ଯେ, କେଜ୍‌ରିଓ୍ବାଲ୍‌ଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ମିଳିବା ଦ୍ୱାରା ଇଣ୍ଡିଆ ମିଳିତ ମେଣ୍ଟ ଉପକୃତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri