ଜାତୀୟ

ମା’ କହିଥିବା ପ୍ରତିଟି କଥାକୁ ଅକ୍ଷରେ ଅକ୍ଷରେ ପାଳନ କରିବି; ଭାବବିହ୍ବଳ ହୋଇ ଏଭଳି କହିଲେ ରାହୁଲ…

ରାଏବରେଲି,୧୭।୫: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ ଶୁକ୍ରବାର ରାଏବରେଲିରେ ଏକ ନିର୍ବାଚନୀ ସଭାକୁ ସମ୍ବୋଧିତ କରି ପୁଅ ରାହୁଲଙ୍କୁ ଆପଣମାନଙ୍କୁ ଦେଉଛି, ତାଙ୍କ କଥା ବୁଝିବେ ବୋଲି ନିବେଦନ କରିଥିଲେ। ଏହାକୁ ନେଇ ଭାବବିହ୍ବଳ ହୋଇଛନ୍ତି ରାହୁଲ ଗାନ୍ଧୀ। ସେ...

ଫୁଲମାଳ ପକେଇବା ବାହାନାରେ କହ୍ନେୟା କୁମାରଙ୍କୁ ମାଡ଼, ଭିଡ଼ିଓ ଭାଇରାଲ

ନୂଆଦିଲ୍ଲୀ,୧୭।୫: କଂଗ୍ରେସର ଲୋକ ସଭା ପ୍ରାର୍ଥୀ କହ୍ନେୟା କୁମାରଙ୍କ ଉପରେ ହୋଇଛି ଆକ୍ରମଣ। ଉତ୍ତର ପୂର୍ବ ଦିଲ୍ଲୀରେ କହ୍ନେୟା ପ୍ରଚାର କରୁଥିବା ବେଳେ କିଛି ଯୁବକ ତାଙ୍କୁ ମାଡ଼ ମାରିଛନ୍ତି। ସେମାନେ କହ୍ନେୟା କୁମାରଙ୍କୁ ଫୁଲ ମାଳ ପିନ୍ଧାଇବା ନାଁରେ...

ନିର୍ବାଚିତ ହେଲେ ଅମେଠି, ରାଏବରେଲିକୁ ସମାନ ଭାବେ ଦେଖିବି: ରାହୁଲ

ଅମେଠି,୧୭ା୫: ରାଏବରେଲିରୁ ନିର୍ବାଚିତ ହେଲେ ଉଭୟ ଅମେଠି ଓ ରାଏବରେଲିର ବିକାଶ ପାଇଁ ସମାନ ଧ୍ୟାନ ଦେବେ ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି। ଅମେଠିରୁ ରାହୁଲ ୩ ଥର ଲୋକ ସଭାକୁ ନିର୍ବାଚିତ ହୋଇଥିବାବେଳେ ୨୦୧୯ରେ ଭାଜପା...

ଭାଜପାର ଏଜେଣ୍ଟ କହିବାରୁ ସ୍ବାତୀ ମାଲିଓ୍ବାଲଙ୍କ କାଉଣ୍ଟର, କେଜରିଓ୍ବାଲଙ୍କୁ କହିଲେ ଗୁଣ୍ଡା

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ଅଡ଼ୁଆ ବଢିବାରେ ଳାଗିଛି। କାରଣ ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ବିବାଦ ଏବେ ଉଗ୍ର ରୂପରେ ମୁଣ୍ଡ ଟେକିବାରେ ଲାଗିଛି। ଶୁକ୍ରବାର ସଂଧ୍ୟାରେ ଦିଲ୍ଲୀ ସରକାରଙ୍କ ମନ୍ତ୍ରୀ ଆତିଶୀ ଏକ ସାମ୍ବାଦିକ ସମ୍ମିଳନୀ...

ମମତାଙ୍କୁ ‘ଆପଣଙ୍କ ଦାମ କେତେ’ ପଚାରି ଅଡ଼ୁଆରେ ଭାଜପା ପ୍ରାର୍ଥୀ

ନୂଆଦିଲ୍ଲୀ,୧୭ା୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଲକ୍ଷ୍ୟ କରି ଭାଜପା ପ୍ରାର୍ଥୀ ଅଭିଜିତ ଗଙ୍ଗୋପାଧ୍ୟାୟ ଦେଇଥିବା ମନ୍ତବ୍ୟ ଉପରେ ନିର୍ବାଚନ କମିଶନ (ଇସି) ତାଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଗତ ୧୫ ତାରିଖରେ ହଳଦିଆଠାରେ ଏକ ସାଧାରଣ...

‘ସ୍ବାତୀ ମାଲିଓ୍ବାଲ ଭାଜପାର ମୋହରା’

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟିର ରାଜ୍ୟ ସଭା ଏମପି ସ୍ବାତୀ ମାଲିୱାଲଙ୍କ ମାମଲା ଦିନକୁ ଦିନ ବିବାଦ ଘେରକୁ ଟାଣି ହେବାରେ ଲାଗିଛି। ଯେଉଁଥିରେ ଏଏପି ଅଡୁଆରେ ପଡିଛି। ତେବେ ଶୁକ୍ରବାର ସକାଳେ ଏସମ୍ପର୍କିତ ଭିଡିଓ ସୋସିଆଲ ମିଡିଆ ଏକ୍ସ’...

ଏଥିପାଇଁ ସାମ୍ବାଦିକ ସମ୍ମିଳନୀ କରନ୍ତିନି ପ୍ରଧାନମନ୍ତ୍ରୀ ମୋଦି, କହିଲେ ବଡ଼ କାରଣ

ନୂଆଦିଲ୍ଲୀ,୧୭।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କାହିଁକି ସାମ୍ବାଦିକ ସମ୍ମିଳନୀ କରନ୍ତିନି, ଏନେଇ ଏକ ଜାତୀୟ ଗଣମାଧ୍ୟମକୁ ସାକ୍ଷାତକାରରେ ସ୍ପଷ୍ଟ କରିଛନ୍ତି। ଗଣମାଧ୍ୟମକୁ କାହିଁକି ସେ ଖୁବ କମ ପ୍ରତିକ୍ରିୟା ଦିଅନ୍ତି ଓ ସାମ୍ବାଦିକ ସମ୍ମିଳନୀ କରନ୍ତି ନାହିଁ ଏହି ପ୍ରଶ୍ନର...

ସ୍ବାତୀ ମାଲିଓ୍ବାଲ କିଏ? ସ୍ବାମୀଙ୍କଠାରୁ ଅଲଗା; କିଭଳି କରିଥିଲେ ରାଜନୀତିରେ ଏଣ୍ଟ୍ରି..ଯାହା ପାଇଁ ଏବେ ଅଡୁଆରେ ଏଏପି…

ନୂଆଦିଲ୍ଲୀ,୧୭।୫: ଆମ ଆଦମୀ ପାର୍ଟି(ଏଏପି) ପକ୍ଷରୁ ରାଜ୍ୟ ସଭା ସଦସ୍ୟ ଭାବେ ନିର୍ବାଚିତ ହୋଇଥିବା ସ୍ବାତୀ ମାଲିଓ୍ବାଲଙ୍କ ସହ ଜଡ଼ିତ ଅସଦାଚରଣ ମାମଲା ଚର୍ଚ୍ଚାରେ ରହିଛି। ଏହାକୁ ନେଇ ଲଗାତାର ଭାବେ ନୂଆ ନୂଆ ଖୁଲାସା ହେଉଛି। ମୁଖ୍ୟମନ୍ତ୍ରୀ ଅରବିନ୍ଦ...

ଦିଲ୍ଲୀ ଅବକାରି ନୀତି ମାମଲାରେ ଏଏପି ଅଭିଯୁକ୍ତ, କେଜରିଓ୍ବାଲ, ଏଏପି ବିରୋଧରେ ଇଡି ଦାଖଲ କଲା ଚାର୍ଜସିଟ

ନୂଆଦିଲ୍ଲୀ,୧୭।୫: ମଦ ଦୁର୍ନୀତି ମାମଲାରେ ଇଡି ଉଭୟ ଆମ ଆଦମୀ ପାର୍ଟି ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାର୍ଜସିଟ ଦାଖଲ କରିଛନ୍ତି। ଇଡି ବର୍ତ୍ତମାନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବଂ ତାଙ୍କ ଦଳକୁ ରାଉଜ ଆଭେନ୍ୟୁ କୋର୍ଟରେ...

ରାହୁଲ ଗାନ୍ଧୀଙ୍କ ଉପରେ ଜରିମାନା ଲଗାଇଲେ ଝାଡ଼ଖଣ୍ଡ ହାଇକୋର୍ଟ, ଜାଣନ୍ତୁ ପୂରା ମାମଲା…

ନୂଆଦିଲ୍ଲୀ,୧୭।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜରିମାନା। ଏକ ମାମଲାକୁ ନେଇ ଝାଡ଼ଖଣ୍ଡ ହାଇକୋର୍ଟ ଶୁଣାଣି କରି ଜବାବ ଦାଖଲରେ ବିଳମ୍ବକୁ ନେଇ ରାହୁଲଙ୍କ ଉପରେ ଏକ ହଜାର ଟଙ୍କା ଜରିମାନା ଲଗାଇଛନ୍ତି। ତେବେ ରାଜନେତା ଭାଜପାର ତତ୍କାଳୀନ ରାଷ୍ଟ୍ରୀୟ...

ମୁଁ ମୋ ପୁଅକୁ ଆପଣଙ୍କ ହାତରେ ଟେକି ଦେଉଛି, ରାହୁଲ ନିରାଶ କରିବେନି, ରାଏବରେଲି ମଞ୍ଚରେ ଏମିତି କହିଲେ ସୋନିଆ

ରାଏବରେଲି,୧୭।୫: ଶୁକ୍ରବାର ଗାନ୍ଧୀ-ନେହେରୁ ପରିବାରର ଦୁର୍ଗ ବୋଲି ବିବେଚନା କରାଯାଉଥିବା ରାଏ ବରେଲିରେ ବିରୋଧୀ ଦଳ I.N.D.I.A ର ଏକ ସମାବେଶ ଅନୁଷ୍ଠିତ ହୋଇଛି। ଏହି ସମୟ ମଧ୍ୟରେ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀଙ୍କ ସହ ସୋନିଆ ଗାନ୍ଧୀ...

ପାକିସ୍ତାନର ହଜିଲା ନିଦ! ଭାରତୀୟ ବାୟୁସେନାକୁ ଜୁଲାଇରେ ମିଳିବ ପ୍ରଥମ ତେଜସ-MK1A ଫାଇଟର ଜେଟ

ନୂଆଦିଲ୍ଲୀ,୧୭।୫: ପୂର୍ବ ଅପେକ୍ଷା ଭାରତୀୟ ବାୟୁସେନା ଅଧିକ ଶକ୍ତିଶାଳୀ ହେଉଛି। ଆଗାମୀ ଦିନରେ ବାୟୁସେନାର ଶକ୍ତିରେ ଅତୁଳନୀୟ ବୃଦ୍ଧି ଘଟିବ। ଜୁଲାଇ ସୁଦ୍ଧା ପ୍ରଥମ ତେଜାସ- MK1A ଯୁଦ୍ଧ ବିମାନ ଭାରତୀୟ ବାୟୁସେନାରେ ଅନ୍ତର୍ଭୂକ୍ତ ହେବ। ଏଥି ସହିତ, ପ୍ରତିରକ୍ଷା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri