ଜାଲିଆତି ଅଭିଯୋଗ ଚିନ୍ତାଜନକ: ପ୍ରଣବ
ନୂଆଦିଲ୍ଲୀ,୨୨ା୫(ପି.ଟି.): ଇଭିଏମ୍କୁ ନେଇ ବିବାଦ ଲାଗି ରହିଥିବାବେଳେ ଭୋଟରଙ୍କ ରାୟରେ ଜାଲିଆତି ଅଭିଯୋଗ ଚିନ୍ତାଜନକ ବୋଲି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ କହିଛନ୍ତି। ସଂସ୍ଥାଗତ ସାଧୁତା ସୁନିଶ୍ଚିତ କରିବା ନିର୍ବାଚନ କମିଶନଙ୍କ ଦାୟିତ୍ୱ। ଏହା ସମସ୍ତ କଳ୍ପନାଜଳ୍ପନାର ଅବସାନ ଘଟାଇବା...