ଜାତୀୟ

‘ଇଭିଏମ୍‌ ସଂଖ୍ୟାରେ ଅମେଳ ହେଲେ ସବୁ ଭିଭିପିଏଟି ସ୍ଲିପ୍‌ ଗଣାଯାଉ’

ନୂଆଦିଲ୍ଲୀ,୨୧।୫(ପି.ଟି.): ଇଭିଏମ୍‌ ବିଶ୍ୱସନୀୟତାର ପ୍ରମାଣ ଲାଗି ପ୍ରତି ବିଧାନସଭା ନିର୍ବାଚନ ମଣ୍ଡଳୀର ୫ଟି ବୁଥ୍‌ର ଇଭିଏମ୍‌ ସଂଖ୍ୟା ସହ ଭିଭିପିଏଟି ସ୍ଲିପ୍‌ ଗଣନା କରିବା ଲାଗି ବ୍ୟବସ୍ଥା ହୋଇଛି। ଯଦି ଉଭୟ ସଂଖ୍ୟା ମେଳ ନ ଖାଏ, ତେବେ ଭିଭିପିଏଟି ସଂଖ୍ୟାକୁ...

୨୦୧୬ ସେପ୍ଟେମ୍ବରରେ ହୋଇଥିଲା ପ୍ରଥମ ସର୍ଜିକାଲ ଷ୍ଟ୍ରାଇକ୍‌

ନୂଆଦିଲ୍ଲୀ,୨୧।୫: ସେନା ପକ୍ଷରୁ ପ୍ରଥମ ସର୍ଜିକାଲ୍‌ ଷ୍ଟ୍ରାଇକ୍‌ ୨୦୧୬ ସେପ୍ଟେମ୍ବର ମାସରେ କରାଯାଇଥିଲା। ଉରି ଗ୍ୟାରିଶନ୍‌ ଆକ୍ରମଣର ପ୍ରତିଶୋଧ ନେବା ଲାଗି ସେନା ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିଲା ବୋଲି ଜେନେରାଲ୍‌ ଅଫିସର କମାଣ୍ଡିଂ ଇନ୍‌ ଚିଫ୍‌, ନର୍ଦନ କମାଣ୍ଡ୍‌...

ଏକ୍‌ଜିଟ୍‌ ପୋଲ୍‌କୁ ନେଇ ବିରୋଧୀଙ୍କ ସନ୍ଦେହ

ନୂଆଦିଲ୍ଲୀ,୨୧।୫: ଏନ୍‌ଡିଏ ସରକାର ଗଠନ କରିବ ବୋଲି ସବୁ ଏକ୍‌ଜିଟ୍‌ ପୋଲ୍‌ (ବୁଥ୍‌ଫେରନ୍ତା ମତ) ଅନୁମାନ କରିବା ପରେ ଉଭୟ ଶାସକ ଓ ବିରୋଧୀ ଶିବିରରେ ଭିନ୍ନ ଭାବାବେଗ ସ୍ପଷ୍ଟ ହୋଇଛି। ୨୩ ତାରିଖ ଫଳାଫଳ ପାଇଁ ଭାଜପା ମୁଖ୍ୟାଳୟରେ...

ଏକ୍‌ଜିଟ୍‌ ପୋଲ୍‌ ପରେ ମହଙ୍ଗା ହେଲା କ୍ଷୀର

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ଶେଷ ହୋଇଥିବା ବେଳେ ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। କିନ୍ତୁ ଏକ୍‌ଜିଟ୍‌ ପୋଲ୍‌କୁ ନେଇ ଏବେ ରାଜନୀତି ଭିନ୍ନ ବାତାବରଣରେ ଗତି କରୁଛି। ଏହି ସମୟରେ କ୍ଷୀର ଲିଟର ପିଛା ୨ଟଙ୍କା ବୃଦ୍ଧି...

ସୋନିଆଙ୍କୁ ଭେଟିଲେ ଚନ୍ଦ୍ରାବାବୁ

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନ ଫଳାଫଳକୁ ନେଇ ରାଜନୀତି ସରଗରମ ଥିବା ବେଳେ ବିରୋଧୀ ନେତା ଚନ୍ଦ୍ରାବାବୁ ନାଇଡୁ ରବିବାର ଉପା ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ଭେଟିଛନ୍ତି। ଫଳାଫଳ ଘୋଷଣା ହେବା ପୂର୍ବରୁ ଚନ୍ଦ୍ରାବାବୁ ବିପକ୍ଷଙ୍କୁ ଏକଜୁଟ କରିବାରେ ବ୍ୟସ୍ତଥିବା...

କ୍ଷମା ମାଗିଲେ ସ୍ବାଧୀ ପ୍ରଜ୍ଞା: ମଉନ ବ୍ରତ ରଖି ତ୍ରୁଟି ସୁଧାରିବେ

ଭୋପାଳ, ୨୦।୫: ଲୋକସଭା ନିର୍ବାଚନବେଳେ ବିବାଦୀୟ ବୟାନ ଦେଇ ଚର୍ଚ୍ଚାର ପରିସରକୁ ଆସିଥିବା ଭାଜପା ପାର୍ଥୀ ସ୍ବାଧୀ ପ୍ରଜ୍ଞା ଠାକୁର ନିଜ ଭୁଲ ପାଇଁ କ୍ଷମା ମାଗିଛନ୍ତି। ଆଗକୁ କିଛିଦିନ ମଉନ ବ୍ରତ ରଖି ନିଜ ତ୍ରୁଟି ସୁଧାରିବାକୁ ଚେଷ୍ଟା...

୧୧ବର୍ଷର ଝିଅକୁ ୩୩ବର୍ଷୀୟ ଯୁବକଙ୍କୁ ବିକିଦେଲେ ପିତା: ୩ ଦିନ ବଳାତ୍କାର କରି ଛାଡ଼ିଦେଲେ ଯୁବକ

ଭୋପାଳ, ୨୦।୫: ମଧ୍ୟ ପ୍ରଦେଶର ଛତରପୁର ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ମଦୁଆ ନିଜ ୧୧ବର୍ଷ ଝିଅଙ୍କୁ ୫୦ ହଜାର ଟଙ୍କାରେ ୩୩ବର୍ଷୀୟ ଯୁବକଙ୍କୁ ବିକି ଦେଇଛନ୍ତିି। ଉକ୍ତ ଯୁବକ ଜଣଙ୍କ ଝିଅଟିକୁ ୩ ଦିନ...

ଏଠି ପାଣି ନଷ୍ଟ କଲେ ଦେବାକୁ ପଡିବ ୫ଶହ ଟଙ୍କା ଜରିମାନା

ଗାନ୍ଧିଗନର,୨୦।୫: ଗୁଜରାଟର ଦାହୋଦରେ ଏବେ ପାଣି ନଷ୍ଟ କଲେ ଦେବାକୁ ପଡିବ ୨୫୦ରୁ ୫ ଶହ ଟଙ୍କା ଜରିମାନା। ଏଠାରେ ଅନେକ ସ୍ଥାନରେ ଜଳାଭାବ ଦେଖା ଦେଇଥିବାରୁ ଏମିତି ଏକ ନିୟମ ଲାଗୁ କରାଯାଇଛି। କେବଳ ସେତିକି ନୁହେଁ ପାଣି...

ମହିଳାଙ୍କ ଗହଣା ଲୁଟନ୍ତି ନାହିଁ ଏହି ଲୁଟେରା ଗ୍ୟାଙ୍ଗ୍‌: ଜାଣନ୍ତୁ କାହିଁକି

ଗ୍ରେଟର ନୋଏଡା, ୨୦।୫: ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ପୋଲିସ ଏକ ଲୁଟେରା ଗ୍ୟାଙ୍ଗ୍‌କୁ ଗିରଫ କରିଛି। କାର୍‌ ଏବଂ ଗହଣା ଚୋରି କରୁଥିବା ଏହି ଗ୍ୟାଙ୍ଗ୍‌ ନାଁରେ ରହିଛି ୩୦ଟି ମାମଲା। ୨୦୧୫ରୁ ଏହି ଗ୍ୟାଙ୍ଗ୍‌ ବିଭିନ୍ନ ଚୋରି...

ଏଥର ଦଳକୁ ନେଇ ନୁହେଁ ଯେମିତି ବ୍ୟକ୍ତି କୈନ୍ଦ୍ରିକ ହେଲା ନିର୍ବାଚନ

ନୂଆଦିଲ୍ଲୀ,୨୦।୫: ସରିଛି ଲୋକ ସଭା ନିର୍ବାଚନ। ହେଲେ ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। ଆଉ ୨ ଦିନ ପରେ ସ୍ପଷ୍ଟ ହେବ ଯେ ଇତିହାସର ସବୁଠାରୁ ଅଧିକ ସମୟ ଧରି ଚାଲିଥିବା ନିର୍ବାଚନରେ କିଏ ବିଜୟୀ ହେଲା। ପୂର୍ବ...

ବିଶ୍ୱର ସବୁଠାରୁ ଉଚ୍ଚ ପୋଲିଂ ବୁଥ୍‌ରେ ହୋଇଛି ୧୪୩ ପ୍ରତିଶତ ମତଦାନ

ଶିମ୍‌ଲା,୨୦।୫: ଅବିଶ୍ୱାସ ଲାଗୁଥିଲେ ବି ସତ। ବିଶ୍ୱର ସବୁଠାରୁ ଉଚ୍ଚରେ ଥିବା ହିମାଚଳ ପ୍ରଦେଶର ତାସିଗାଙ୍ଗ ଗାଁରେ ରବିବାର ଲୋକ ସଭା ନିର୍ବାଚନର ଶେଷ ପର୍ଯ୍ୟାୟରେ ୧୪୩ ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ଏହାସହ ସମସ୍ତ ମତ ଠିକ୍‌...

ଏନ୍‌ଡିଏ ନେତାଙ୍କ ପାଇଁ ରାତ୍ରଭୋଜିର ଆୟୋଜନ କଲେ ଶାହ

ନୂଆଦିଲ୍ଲୀ,୨୦।୫: ଭାଜପା ଅଧ୍ୟକ୍ଷ ଅମିତ ଶାହ ମଙ୍ଗଳବାର ଏନ୍‌ଡିଏ ନେତାଙ୍କ ପାଇଁ ମଙ୍ଗଳବାର ଏକ ରାତ୍ରଭୋଜିର ଆୟୋଜନ କରିଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଶାହ ଲୋକ ସଭା ନିର୍ବାଚନର ଫଳାଫଳ ଘୋଷଣା ହେବାର ଗୋଟିଏ ଦିନ ଆଗରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image