ପୁଲଓ୍ବାମାରେ ସୁରକ୍ଷାକର୍ମୀ-ଆତଙ୍କବାଦୀ ମୁହାଁମୁହିଁ
ଶ୍ରୀନଗର, ୧୬।୫: ଦକ୍ଷିଣ କଶ୍ମୀରର ପୁଲଓ୍ବାମାରେ ଗୁରୁବାର ଭୋର୍ ସମୟରେ ସୁରକ୍ଷାକର୍ମୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିଗୋଳା ବିନିମୟ ଘଟିଛି। ଏଥିରେ ଜଣେ ଯବାନ ଶହୀଦ୍ ହୋଇଥିବାବେଳ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା କୁହାଯାଉଛି। ସ୍ଥାନୀୟ ଦାଲିପୋରା ଅଞ୍ଚଳରେ...