କେନ୍ଦ୍ରକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୧ା୯(ପି.ଟି.): ଜାତିଗତ ପକ୍ଷପାତିତାରୁ ବିଶ୍ୱବିଦ୍ୟାଳୟ ଛାତ୍ର ରୋହିତ ଭେମୁଲା ଓ ପାୟଲ ତଡ୍ଭି ଆତ୍ମହତ୍ୟା କରିଥିବା ସେମାନଙ୍କ ମାଆ ଅଭିଯୋଗ କରିଛନ୍ତି। ଦେଶର ବିଶ୍ୱବିଦ୍ୟାଳୟ ଓ ଅନ୍ୟ ଉଚ୍ଚଶିକ୍ଷାନୁଷ୍ଠାନଗୁଡିକରୁ ଜାତିଗତ ପକ୍ଷପାତିତାର ଅନ୍ତ ଘଟାଇବା ପାଇଁ ସେମାନେ ପିଟିଶନ୍ରେ ସର୍ବୋଚ୍ଚ...
ଏନ୍ଆର୍ସିକୁ ବିରୋଧ, ଆସାମ ବନ୍ଦ
ଗୁଆହାଟୀ,୨୧ା୯(ପି.ଟି.): ଜାତୀୟ ନାଗରିକ ପଞ୍ଜିକା (ଏନ୍ଆର୍ସି) ଚୂଡ଼ାନ୍ତ ତାଲିକାରୁ ବହୁ ମୂଳବାସିନ୍ଦା ବାଦ୍ ପଡିଥିବାରୁ ଏହା ବିରୋଧରେ ଶୁକ୍ରବାର ଆସାମରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଥିଲା। ଫଳରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ଅଗଷ୍ଟ...
ବାୟୁସେନାକୁ ମିଳିଲା ରାଫାଲ
ନୂଆଦିଲ୍ଲୀ,୨୧ା୯: ଫ୍ରାନ୍ସର ଡାସଲ୍ଟ ଆଭିଏଶନ୍ଠାରୁ ଗୁରୁବାର ଭାରତୀୟ ବାୟୁସେନା (ଆଇଏଏଫ୍) ପ୍ରଥମ ରାଫାଲ ଯୁଦ୍ଧବିମାନ ଗ୍ରହଣ କରିଛି। ବାୟୁସେନାର ଏକ ଟିମ୍ ବିମାନ ନିର୍ମାଣ ପ୍ଲାଣ୍ଟରେ ପହଞ୍ଚତ୍ବା ପରେ କେତେକ ପରୀକ୍ଷାନିରୀକ୍ଷା କରାଯାଇଥିଲା। ଟିମ୍ର ନେତୃତ୍ୱ ନେଉଥିବା ଆଇଏଏଫ୍ର ଉପମୁଖ୍ୟ...
ଜାମିନ ଆବେଦନର ଶୁଣାଣି କରିବେ ଜଣିକିଆ ଖଣ୍ଡପୀଠ
ନୂଆଦିଲ୍ଲୀ,୨୧ା୯(ଆଇଏଏନ୍ଏସ୍): ନ୍ୟାୟପାଳିକାରେ ମାମଲା ବୋଝ କମାଇବା ପାଇଁ ଜଣିକିଆ ଖଣ୍ଡପୀଠ ଗଠନ ଲାଗି ସୁପ୍ରିମକୋର୍ଟ ନିଷ୍ପତ୍ତି ନେଇଛନ୍ତି। ଏହି ଖଣ୍ଡପୀଠଗୁଡ଼ିକରେ ଜାମିନ, ମାମଲା ସ୍ଥାନାନ୍ତର ଏବଂ ଅନ୍ୟ କମ୍ ଗୁରୁତ୍ୱପୂର୍ଣ୍ଣ ମାମଲାର ବିଚାର କରାଯିବ। ରିପୋର୍ଟ ଅନୁଯାୟୀ ଜୁନ୍ ୧...
ସ୍କୁଲରେ ପଶିଲା ପାଣି ରାସ୍ତାକଡରେ ପାଠପଢିଲେ ପିଲା
ପାଟନା,୨୦।୯: ବିହାରର ରାଜଧାନୀ ପାଟନାର ଏକ ସରକାରୀ ସ୍କୁଲରେ ପାଣି ପଶିଯିବାରୁ ପିଲାମାନଙ୍କର ପାଠ ପଢାରେ ନାନା ଅସୁବିଧା ଦେଖାଯାଇଛି। ଏମିତିକି ପିଲାମାନେ ରାସ୍ତା କଡରେ ଥିବା ଫୁଟ୍ପାଥ ଉପରେ ବସି ପାଠ ପଢୁଥିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।...
ଫ୍ରିଜ୍ରେ ବଟର୍ ରଖୁଛନ୍ତି କି…
ଖାଦ୍ୟରେ ବଟର୍ ବା ଲହୁଣୀ ବ୍ୟବହାର କଲେ ଏହା ଖାଦ୍ୟକୁ ସ୍ବାଦିଷ୍ଟ କରିଥାଏ। ବଟରକୁ ବ୍ୟବହାର କରି ସାରିବା ପରେ ଆମେ ଏହାକୁ ଫ୍ରିଜ୍ରେ ରଖି ଦେଇଥାଉ। କିନ୍ତୁ ବଟରକୁ ଫ୍ରିଜ୍ରେ ରଖି ବ୍ୟବହାର କରିବା ସ୍ବାସ୍ଥ୍ୟ ପାଇଁ କେତେ...
ଭାଜପା-ଜେଡିୟୁ ମିଶି ଜିତିବେ ୨ଶହ ଆସନ: ନୀତୀଶ
ପାଟନା,୨୦।୯: ବିହାରରେ ଆସନ୍ତା ବର୍ଷ ବିଧାନସଭା ନିର୍ବାଚନ ହେବାକୁ ଥିବା ବେଳେ ଏବେଠାରୁ କିନ୍ତୁ ରାଜନୀତି ହେଲାଣି ସରଗରମ। ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର କହିଛନ୍ତି ଭାଜପା ସହ ଜେଡିୟୁର ସମ୍ପର୍କ ଭଲ ରହିଛି। ଆଗାମୀ ନିର୍ବାଚନରେ ଏମାନେ ଏକାଠି...
ଘର ବାହୁଡା ହୋଇପାରନ୍ତି ଶିବପାଲ
ଲକ୍ଷ୍ନୌ,୨୦।୯: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ସୂଚନା ଦେଇଛନ୍ତି କି ତାଙ୍କ ଦାଦା ଶିବପାଲ ଯାଦବ ପୁଣିଥରେ ସମାଜବାଦୀ ପାର୍ଟି(ଏସ୍ପି)କୁ ଫେରିପାରନ୍ତି। କାରଣ ଅଖିଳେଶ ଖୋଲାଖୋଲି ଭାବେ କହିଛନ୍ତି କି ଦଳର ଦ୍ୱାର ସବୁବେଳେ ସମସ୍ତଙ୍କ ପାଇଁ...
ଉତ୍ତରାଖଣ୍ଡରେ ଉତ୍ତମ ଶିକ୍ଷା ବ୍ୟବସ୍ଥା ପାଇଁ ଅନୁରୋଧ କଲେ ସେନାମୁଖ୍ୟ
ଉତ୍ତରକାଶୀ,୨୦।୯: ଭାରତୀୟ ସେନା ମୁଖ୍ୟ ବିପିନ ରାଓ୍ବତ ଶୁକ୍ରବାର ଉତ୍ତରାଖଣ୍ଡ ଉତ୍ତରକାଶୀର ଥାଥି ଗାଁ ଗସ୍ତ କରିଥିଲେ। ସେଠାରେ ଥିବା ତାଙ୍କ ବନ୍ଧୁ ଘରକୁ ସେ ଯାଇଥିଲେ ଓ ସାଙ୍ଗରେ କିଛି ଉପହାର ମଧ୍ୟ ନେଇଥିଲେ। ସେଠାରେ ସେ ମୁଖ୍ୟମନ୍ତ୍ରୀ...
ମା’ଙ୍କ ପାଇଁ ଅଗାଧୁଆରେ ୪୦ ଦିନ
ଭିଲ୍ଓ୍ବାଡ଼ା : ହିନ୍ଦୁ ସମାଜରେ ଈଶ୍ୱରଙ୍କ ଆରାଧନାକୁ ପବିତ୍ର ମନେକରାଯାଏ। ବେଶ୍ ଶୁଦ୍ଧପୂତ ଭାବେ ଶ୍ରଦ୍ଧାଳୁ ଦେବଦେବୀଙ୍କ ଆବାହନ କରିଥାନ୍ତି। ହେଲେ ରାଜସ୍ଥାନ ଭିଲ ସମ୍ପ୍ରଦାୟ ପକ୍ଷରୁ ପାଳନ କରାଯାଉଥିବା ଗୌରଜ୍ୟା ମା’ଙ୍କ ପୂଜା ଉତ୍ସବରେ ଭାଗ ନେଉଥିବା ମାନସିକଧାରୀମାନେ...
୮୮ ପୃଷ୍ଠାର ଏଫ୍ଆଇଆର୍: ଲେଖି ଲେଖି ପୋଲିସ ନୟାନ୍ତ
ଡେରାଡୁନ୍: ଗୋଟିଏ କି ଦୁଇଟି ନୁହେଁ, ପୂରା ୮୮ ପୃଷ୍ଠାର ଏଫ୍ଆଇଆର (ଫାଷ୍ଟ ଇନ୍ଫର୍ମେଶନ ରିପୋର୍ଟ)। ଆଶ୍ଚର୍ଯ୍ୟ ଲାଗୁଛି ନା! ହଁ, ଦେଶର ସବୁଠାରୁ ଲମ୍ବା ଏଫ୍ଆଇଆର୍ ଲେଖାଚାଲିଛି ଉତ୍ତରାଖଣ୍ଡ କାଶୀପୁର ଜିଲା କୋତଓ୍ବାଲି ଥାନାରେ। ଇତିମଧ୍ୟରେ ୪ଦିନ ବିତିଗଲାଣି।...
ଚାଲାଣ କାଟିବାରୁ ଥାନାର ବିଜୁଳି କାଟିଦେଲେ ଜେଇ
ମିରଟ,୨୦।୯: ଉତ୍ତର ପ୍ରଦେଶର ମିରଟରେ ଜଣେ ଜେଇ ଥାନାର ବିଜୁଳି କାଟିଦେବା ଖବର ଏବେ ଆସିଛି ଚର୍ଚ୍ଚାକୁ। ଜେଇ ସୋମପ୍ରକାଶ ଗର୍ଗ ବିନା ହେଲମେଟ୍ରେ ଗାଡ଼ି ଚାଳାଇ ଯାଉଥିଲେ। ଏହି ସମୟରେ ନୂଆ ମୋଟର ଯାନ ନିୟମ ଅନୁଯାୟୀ ଟ୍ରାଫିକ୍...
Archives


