ଜାତୀୟ

ନିଜର ଦୋଷ ସ୍ବୀକାର କଲେ ସ୍ବାମୀ ଚିନ୍ମୟାନନ୍ଦ

ନୂଆଦିଲ୍ଲୀ,୨୦।୯: ଶାହାଜାହାନପୁରରେ ଜଣେ ଆଇନ ଛାତ୍ରୀଙ୍କୁ ଯୌନ ନିର୍ଯ୍ୟାତନା ଦେବା ମାମଲାରେ ଶୁକ୍ରବାର ସ୍ବାମୀ ଚନ୍ମୟାନନ୍ଦଙ୍କୁ ଗିରଫ କରାଯାଇଥିଲା। ଏହାପରେ ଚିନ୍ମୟାନନ୍ଦ ନିଜ ଦୋଷ ସ୍ବୀକାର କରିଥିବା ଜଣାପଡିଛି। ତେବେ ଭାଇରାଲ ଭିଡିଓର ସତ୍ୟତା ରହିଥିବା ଓ ସେ ଉକ୍ତ...

ବାଲାକୋଟରେ କୌଣସି ଆତଙ୍କବାଦୀଙ୍କ ମୃତ୍ୟୁ ହୋଇ ନାହିଁ: ଥରୁର

ନୂଆଦିଲ୍ଲୀ,୨୦।୯: କଂଗ୍ରେସ ନେତା ଶଶି ଥରୁର ପୁଣି ଏକ ବିବାଦୀୟ ବୟାନ ଦେଇ ଆସିଛନ୍ତି ଚର୍ଚ୍ଚାକୁ। ସେ କହିଛନ୍ତି ପାକିସ୍ତାନର ବାଲାକୋଟରେ କୌଣସି ଆତଙ୍କବାଦୀଙ୍କ ମୃତ୍ୟୁ ହୋଇ ନାହିଁ। ତେବେ ପାକିସ୍ତାନର ବାଲାକୋଟରେ ଭାରତ ପକ୍ଷରୁ ଯେଉଁ ବିମାନ ଆକ୍ରମଣ...

ବେକାରୀ ସମସ୍ୟାକୁ ନେଇ ଭିନ୍ନ ଢଙ୍ଗରେ ବିରୋଧ ପ୍ରଦର୍ଶନ

ବେଙ୍ଗାଲୁରୁ,୨୦।୯: କର୍ନାଟକରେ ନ୍ୟାଶନାଲ ଷ୍ଟୁଡେଣ୍ଟସ୍‌ ୟୁନିୟନ ଅଫ୍‌ ଇଣ୍ଡିଆ(ଏନ୍‌ଏସ୍‌ୟୁଆଇ)ଦ୍ୱାରା ଭିନ୍ନ ଢଙ୍ଗରେ ବିରୋଧ ପ୍ରଦର୍ଶନ କରାଯାଇଛି। ଏହି ବିରୋଧ ପ୍ରଦର୍ଶନ ସମୟରେ ଛାତ୍ରମାନେ ବସ୍‌ ଷ୍ଟାଣ୍ଡରେ ଫଳ ବିକିବା ସହ ଜୋତା ପଲିସ୍‌ କରିଛନ୍ତି। ଦେଶରେ ବେକାରୀ ସମସ୍ୟା ଓ...

ଗୋଟିଏ ଲଟେରୀ ଟିକେଟ ଚମକାଇଲା ୬ଜଣଙ୍କ ଭାଗ୍ୟ

ଥିରୁଭାନନ୍ତପୁରମ୍‌,୨୦।୯: ଏକ ବମ୍ପର ଲଟେରୀ ୬ଜଣଙ୍କ ଭାଗ୍ୟ ବଦଳାଇଛି। ପୁରସ୍କାରରେ ଜିତିଛନ୍ତି ଏମାନେ ୧୨ କୋଟି ଟଙ୍କା। ଏହି ଘଟଣା ଦେଖିବାକୁ ମିଳିଛି କେରଳର କୋରୁଙ୍ଗାପାଲୀରେ। ଗୁରୁବାର ଓନାମ୍‌ ବମ୍ପର ଲଟେରୀର ଘୋଷଣା କରାଯାଇଥିଲା। ଲଟେରୀର ପ୍ରଥମ ପୁରସ୍କାର ରାଶିରେ...

ଏଠି ହିନ୍ଦୁ ମୁସ୍‌ଲିମ ମିଶି ତିଆରି କରିବେ ଗୋ-ଚିକିତ୍ସାଳୟ

ଖଣ୍ଡଓ୍ବା,୨୦।୯: ହିନ୍ଦୁ-ମୁସଲମାନଙ୍କୁ ନେଇ ରାଜନୀତି ଚାଲିଥିବା ବେଳେ ମଧ୍ୟପ୍ରଦେଶର ଖଣ୍ଡଓ୍ବାରେ ଦେଖିବାକୁ ମିଳିବ ଏହାର ଏକ ଭିନ୍ନ ଉଦାହରଣ। ଏଠାରେ ଏମାନେ ଏକାଠି ମିଶି ଏକ ଗୋ-ଚିକିତ୍ସାଳୟ ପ୍ରତିଷ୍ଠା କରିବେ ବୋଲି ନିଷ୍ପତ୍ତି ନେଇଛନ୍ତି। ଏମାନେ ଏହି ଚିକିତ୍ସାଳକୁ ଆଧୁନିକ...

ଅର୍ଥମନ୍ତ୍ରୀଙ୍କ ଘୋଷଣା ପରେ ସେନସେକ୍ସ ଉଠିଲା

ନୂଆଦିଲ୍ଲୀ,୨୦।୯: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଗୁରୁବାର କର୍ପୋରେଟ୍‌ ଟ୍ୟାକ୍ସ କମାଇବା ପରେ ସେନସେକ୍ସ ଅଚାନକ ଉପରକୁ ଉଠିଛି। ଘୋଷଣାର ମାତ୍ର ୧୦ ମିନିଟ୍‌ ମଧ୍ୟରେ ୧୯୦୦ ପଏଣ୍ଟ ବୃଦ୍ଧି ଘଟି ୩୭,୫୦୦ ସ୍ତର ଅତିକ୍ରମ କରିଛି। ସେହିପରି ନିଫଟି ୫୦୦...

ଚାଷ ଜମିରେ କୃଷକ ସ୍ଥାପନ କଲେ ‘ଗଜରାଜଙ୍କ ପ୍ରତିମା’

ମହାସମୁନ୍ଦ,୨୦।୯: ଛତିଶଗଡ଼ ମହାସମୁନ୍ଦ ଜିଲାର ଏକ ଗାଁରେ ଅଜବ ଘଟଣା ଦେଖିବାକୁ ମିଳିଛି। ଫସଲକୁ ହାତୀ ପଲଙ୍କଠାରୁ ବଞ୍ଚାଇବା ପାଇଁ ଚାଷ ଜମିରେ ଗଜରାଜଙ୍କ ପ୍ରତିମା ସ୍ଥାପିତ ହୋଇଥିବା ଦୃଶ୍ୟ ସାମ୍ନାକୁ ଆସିଛି। ଏହି ଘଟଣା ଏବେ ଚର୍ଚ୍ଚାର ବିଷୟ...

କମିଲା କର୍ପୋରେଟ୍‌ ଟ୍ୟାକ୍ସ

ନୂଆଦିଲ୍ଲୀ, ୨୦।୯: ଗୋଆରେ ବସିବାକୁ ଥିବା ଜିଏସ୍‌ଟି ବୈଠକ ପୂର୍ବରୁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଏକ ବଡ ଘୋଷଣା କରିଛନ୍ତି। କମ୍ପାନୀ ଏବଂ ବ୍ୟବସାୟୀଙ୍କୁ ଖୁସି କରିବା ପାଇଁ କର୍ପୋରେଟ୍‌ ଟ୍ୟାକ୍ସ କମାଇଛନ୍ତି। ଏନେଇ ଅଧ୍ୟାଦେଶ ପାସ୍‌ ହୋଇଯାଇଛି ବୋଲି...

ବଳାତ୍କାର ମାମଲାରେ ସ୍ବାମୀ ଚିନ୍ମୟାନନ୍ଦ ଗିରଫ

ଶାହଜହାନପୁର,୨୦।୯: ଶେଷରେ ବଳାତ୍କାର ମାମଲାରେ ଭାଜପା ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ସ୍ବାମୀ ଚିନ୍ମୟାନନ୍ଦ ଗିରଫ ହୋଇଛନ୍ତି। ଏବେ ତାଙ୍କୁ ମେଡିକାଲ ଟେଷ୍ଟ ପାଇଁ ନିଆଯାଇଛି। ସ୍ବାମୀଙ୍କ ନାଁରେ ଉତ୍ତର ପ୍ରଦେଶର ଶାହଜାହାନପୁରରେ ଥିବା ଚିନ୍ମୟାନନ୍ଦ ଲ’ କଲେଜର...

ଝାଡ଼ଖଣ୍ଡ ସରକାରଙ୍କ ପୋଲ୍‌ ଖୋଲିଲେ ଧୋନୀଙ୍କ ସ୍ତ୍ରୀ ସାକ୍ଷୀ

ରାଞ୍ଚି,୨୦।୯: ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ହେବାକୁ ଆଉ ଅଳ୍ପ ଦିନ ବାକି ଅଛି। ରାଜ୍ୟରେ ପୁଣିଥରେ ଶାସନ ମଙ୍ଗ ଧରିବାକୁ ସଜବାଜ ହେଉଛି ଭାରତୀୟ ଜନତା ପାର୍ଟି। କିନ୍ତୁ ଏହା ପୂର୍ବରୁ ରାଜ୍ୟ ସରକାରଙ୍କ ପୋଲ୍‌ ଖୋଲିଛନ୍ତି ଭାରତୀୟ କ୍ରିକେଟ...

ପାର୍ଟି କାର୍ଯ୍ୟାଳୟରେ ସ୍ତ୍ରୀଙ୍କୁ ଚାପୁଡା ମାରିଲେ ଭାଜପା ନେତା

ନୂଆଦିଲ୍ଲୀ, ୨୦।୯: ମେହରୌଲି ଜିଲା ଭାଜପା ପ୍ରମୁଖ ଆଜାଦ ସିଂ ନିଜ ସ୍ତ୍ରୀ ସରିତା ଚୌଧୁରୀଙ୍କୁ ଦକ୍ଷିଣ ଦିଲ୍ଲୀରେ ଥିବା ଭାଜପା କାର୍ଯ୍ୟାଳୟରେ ଚାପୁଡା ମାରିଛନ୍ତି। କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭେଡକର ଡକାଇ ଥିବା ଏକ ବୈଠକ ଅବସରରେ ଏଭଳି...

ମହାରାଷ୍ଟ୍ର ନିର୍ବାଚନ ପାଇଁ କଂଗ୍ରେସର ପ୍ରସ୍ତୁତି: ୫ ବରିଷ୍ଠ ନେତାଙ୍କୁ ମିଳିଲା ଦାୟିତ୍ୱ

ପୁନେ,୨୦।୯: ଆସନ୍ତା ମାସରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ହେବାକୁ ଥିବାବେଳେ ବିଭିନ୍ନ ଦଳ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଗତ ଲୋକ ସଭା ନିର୍ବାଚନ ପରାଜୟକୁ ଭୁଲି ମହାରାଷ୍ଟ୍ର ଗଡ ଜିଣିବାକୁ ଉଦ୍ୟମ ଆରମ୍ଭ କରିଛି କଂଗ୍ରେସ। ଦଳର ୫...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri