ଗମ୍ଭୀରଙ୍କ ବିରୋଧରେ ମାମଲା ରୁଜୁ
ନୂଆଦିଲ୍ଲୀ,୨୮ା୪: କ୍ରିକେଟର୍ରୁ ରାଜନେତା ବନିଥିବା ଭାଜପା ପ୍ରାର୍ଥୀ ଗୌତମ୍ ଗମ୍ଭୀର ବିନା ଅନୁମତିରେ ନିର୍ବାଚନ ର଼୍ୟାଲି କରିଥିବାରୁ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶକ୍ରମେ ପୋଲିସ ତାଙ୍କ ବିରୋଧରେ ଶନିବାର ମାମଲା ରୁଜୁ କରିଛି। ଗତ ୨୫ ତାରିଖରେ ଦିଲ୍ଲୀର ଜଙ୍ଗପୁରାଠାରେ ସେ...