ଜାତୀୟ

ମାଳଦ୍ୱୀପ ପ୍ରତି ବଡ଼ ହୃଦୟ ଦେଖାଇଲା ଭାରତ

ମାଲେ/ନୂଆଦିଲ୍ଲୀ,୧୪।୫: ମାଳଦ୍ୱୀପ ସହିତ ସମ୍ପର୍କ ଖରାପ ମଧ୍ୟରେ ଭାରତ ପୁଣି ଏକ ବଡ଼ ହୃଦୟ ଦେଖାଇଛି। ପର୍ଯ୍ୟଟନ କ୍ଷେତ୍ରରେ ଏକ ଝଟ୍‌କାର ସମ୍ମୁଖୀନ ହୋଇଥିବା ମାଳଦ୍ୱୀପ ସହାୟତା ପାଇଁ ଗୁହାରି କରିବା ମାତ୍ରେ ବଡ଼ ହୃଦୟ ଦେଖାଇଛି ଭାରତ। ସହଯୋଗର...

ଜୟଶଙ୍କରଙ୍କ ଏହି କଥା ଶୁଣି ଖୁସିରେ ଗଦ୍‌ଗଦ୍‌ ଚାଇନା: ପ୍ରଶଂସାରେ ହେଲା ଶତମୁଖ

ନୂଆଦିଲ୍ଲୀ,୧୪।୫: ଆମେରିକାର ପ୍ରାଧାନ୍ୟ ବିରୋଧରେ ଏସ ଜୟଶଙ୍କରଙ୍କ ଏକ ବିବୃତ୍ତିକୁ ଚାଇନା ବହୁତ ପସନ୍ଦ କରିଛି। ନେପାଳରେ ପୋଷ୍ଟ ହୋଇଥିବା ଚାଇନା ରାଷ୍ଟ୍ରଦୂତ ଚେନ ଶୋଙ୍ଗ ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ପ୍ରଶଂସା କରିଛନ୍ତି। ଭିଡିଓ ଶେୟାର କରି...

ମାଧବୀ ଲତାଙ୍କ ନାଁରେ ମାମଲା

ହାଇଦ୍ରାବାଦ,୧୪ା୫(ପି.ଟି.): ହାଇଦ୍ରାବାଦର ଭାଜପା ପ୍ରାର୍ଥୀ କେ. ମାଧବୀ ଲତାଙ୍କ ନାଁରେ ସୋମବାର ନିର୍ବାଚନ କର୍ତ୍ତୃପକ୍ଷ ମାମଲା ରୁଜୁ କରିଛନ୍ତି। ଏକ ଭୋଟଗ୍ରହଣ କେନ୍ଦ୍ରରେ ବୁର୍ଖା ପିନ୍ଧିଥିବା ମୁସଲମାନ ମହିଳା ଭୋଟରମାନଙ୍କୁ ଫଟୋ ପରିଚୟପତ୍ର ସହ ମୁହଁ ଖୋଲିବା ପାଇଁ ସେ...

୨୦୧୯ରେ ୨୫ ପ୍ରାର୍ଥୀ ମୋଦିଙ୍କୁ ଦେଇଥିଲେ ଚ୍ୟାଲେଞ୍ଜ୍‌: ଜାଣନ୍ତୁ କିଏ କେଉଁ ସ୍ଥାନରେ ଥିଲେ

ନୂଆଦିଲ୍ଲୀ,୧୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତାର ତୃତୀୟ ଥର ପାଇଁ ଲୋକ ସଭା ନିର୍ବାାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି ଏବଂ ତୃତୀୟ ଥର ପାଇଁ ମଧ୍ୟ ସେ ଉତ୍ତରପ୍ରଦେଶର ବାରାଣସୀ ଆସନରୁ ଭାଗ୍ୟ ପରୀକ୍ଷା କରୁଛନ୍ତି। ୨୦୧୪ରେ ପ୍ରଥମ ଥର ପାଇଁ...

ଭୟାବହ ଧୂଳିଝଡ: ମୃତ୍ୟୁ ସଂଖ୍ୟା ୧୪କୁ ବୃଦ୍ଧି

ମୁମ୍ବାଇ,୧୪ା୫:ମୁମ୍ବାଇରେ ସୋମବାର ଅପରାହ୍ନରେ ଭୟାବହ ଧୂଳିଝଡ଼ରେ ୧୪ ଜଣଙ୍କ ମୃତ୍ୟୁ ଘଟିବା ସହ ୭୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ଆହତମାନଙ୍କୁ ବିଭିନ୍ନ ହସ୍ପିଟାଲରେ ଭର୍ତ୍ତି କରଯାଇଛି। ଘାଟକୋପର ଅଞ୍ଚଳରେ ଏକ ପେଟ୍ରୋଲ ପମ୍ପ୍‌ ନିକଟରେ ଲାଗିଥିବା ୧୦୦ ଫୁଟ୍‌ ଉଚ୍ଚତା...

ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୧୩ା୫: ରାଜ୍ୟ ସଭା ସଦସ୍ୟ ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ସୋମବାର ପରଲୋକ ହୋଇଯାଇଛି। ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ କ୍ୟାନ୍‌ସରରେ ପୀଡ଼ିତ ଥିବା ଗତ ମାସରେ ଜଣାପଡ଼ିଥିଲା। ଏନେଇ ସେ ଲୋକ ସଭା ନିର୍ବାଚନରେ...

କଂଗ୍ରେସର ଗ୍ୟାରେଣ୍ଟି ମହିଳାଙ୍କ ଜୀବନରେ ପରିବର୍ତ୍ତନ ଆଣିବ: ଏଭଳି କିଛି ପ୍ରତିଶ୍ରୁତି ଦେଲେ ସୋନିଆ

ନୂଆଦିଲ୍ଲୀ,୧୩ା୫ : ଲୋକ ସଭା ନିର୍ବାଚନ ପାଇଁ କଂଗ୍ରେସର ଇସ୍ତାହାରରେ ଦିଆଯାଇଥିବା ଗ୍ୟାରେଣ୍ଟିଗୁଡ଼ିକ ଲୋକମାନଙ୍କ ଜୀବନଶୈଳୀରେ ପରିବର୍ତ୍ତନ ଆଣିବ ବୋଲି ଦଳର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ସୋମବାର ପ୍ରତିଶ୍ରୁତି ଦେଇଛନ୍ତି। କଂଗ୍ରେସ ପକ୍ଷରୁ ସୋସିଆଲ ମିଡିଆରେ ଶେୟାର ହୋଇଥିବା...

ମୁମ୍ବାଇରେ ପ୍ରବଳ ବର୍ଷା: ହୋର୍ଡିଂ ପଡି ୪ ମୃତ, ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମହାରାଷ୍ଟ୍ର,୧୩।୫: ମହାରାଷ୍ଟ୍ରର ଅନେକ ଅଞ୍ଚଳରେ ବଜ୍ରପାତ ସହିତ ପ୍ରବଳ ବର୍ଷା ହୋଇଛି। ସୋମବାର ଘାଟକୋପର ଅଞ୍ଚଳରେ ପ୍ରବଳ ବର୍ଷା ସମୟରେ ପେଟ୍ରୋଲ ପମ୍ପ ଉପରେ ଥିବା ଏକ ହୋର୍ଡିଂ ପଡି ୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫୪ ଜଣ...

ଜେଲ୍‌ରୁ ଫେରିବା ପରେ ବଡ଼ ବୟାନ ଦେଲେ କେଜ୍‌ରିଓ୍ବାଲ, କହିଲେ ଭାଜପା…

ନୂଆଦିଲ୍ଲୀ,୧୩।୫: ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ସୋମବାର ଦଳର ସମସ୍ତ କାଉନସିଲରଙ୍କ ସହ ଏକ ବୈଠକ କରିଛନ୍ତି। ଅନ୍ତରୀଣ ଜାମିନ ପାଇବା ପରେ କାଉନସିଲରଙ୍କ ସହ ଏହା ମୁଖ୍ୟମନ୍ତ୍ରୀଙ୍କ ପ୍ରଥମ ବୈଠକ ଥିଲା। କଠିନ ପରିଶ୍ରମ ଏବଂ ନିଷ୍ଠା ସହିତ ସ୍ବଚ୍ଛତା...

୩୦ ବର୍ଷ ପୂର୍ବେ ମୃତ୍ୟୁ ହୋଇଯାଇଥିବା ଝିଅ ପାଇଁ ବର ଖୋଜିଲେ ପରିବାର, ଦେଲେ ଏଭଳି ବିଜ୍ଞାପନ, ଜାଣିଲେ…

ବେଙ୍ଗାଲୁରୁ,୧୩।୫: କର୍ନାଟକର ଦକ୍ଷିଣ କନ୍ନଡ ଜିଲ୍ଲାର ପୁତୁରରେ ଏକ ଆଶ୍ଚର୍ଯ୍ୟଜନକ ମାମଲା ସାମ୍ନାକୁ ଆସିଛି। ୩୦ ବର୍ଷ ପୂର୍ବେ ମୃତ୍ୟୁବରଣ କରିଥିବା ଝିଅର ବିବାହ ପାଇଁ ଏକ ପରିବାର ସ୍ଥାନୀୟ ଖବରକାଗଜରେ ଏକ ବିଜ୍ଞାପନ ପ୍ରକାଶ କରିଛନ୍ତି। ଦକ୍ଷିଣ କନ୍ନଡର...

ମୁମ୍ବାଇରେ ପ୍ରବଳ ବର୍ଷା, ବିମାନ ସେବା ପ୍ରଭାବିତ, ହୋଡିଂ ପଡି ୭ ଆହତ: ଦେଖନ୍ତୁ ଭିଡିଓ

ମୁମ୍ବାଇ,୧୩।୫: ମୁମ୍ବାଇରେ ପ୍ରବଳ ବର୍ଷା ଓ ଘୁର୍ଣ୍ଣିଝଡ଼ ସୃଷ୍ଟି ହୋଇଥିଲା, ଫଳରେ ମୁମ୍ବାଇ ବିମାନ ବନ୍ଦରରେ ବିମାନ ସେବା ପ୍ରଭାବିତ ହୋଇଛି। ସୋମବାର ହୋଇଥିବା ଏହି ବର୍ଷାରେ ଅନେକ ଜାତୀୟ ଏବଂ ଆନ୍ତର୍ଜାତୀୟ ବିମାନକୁ ଡାଇଭର୍ଟ କରାଯିବା ସହ କେତେକର...

ମୋଦିଙ୍କ ନାମାଙ୍କନ ପୂର୍ବରୁ ବାରାଣସୀରେ କାହିଁକି ପହଞ୍ଚିଛନ୍ତି ୧୫୦ କିନ୍ନର ସନ୍ଥ

ନୂଆଦିଲ୍ଲୀ,୧୩।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଅର୍ଥାତ୍‌ ମଙ୍ଗଳବାର ବାରାଣାସୀରୁ ନାମାଙ୍କନ ଦାଖଲ କରିବାକୁ ଯାଉଛନ୍ତି, ଯେଉଁଥିପାଇଁ ଭାଜପା ସମସ୍ତ ପ୍ରସ୍ତୁତି ଚଳାଇଛି, ଏହା ପୂର୍ବରୁ ସୋମବାର, ପ୍ରଧାନମନ୍ତ୍ରୀଙ୍କ ୬କିଲୋମିଟର ଲମ୍ବା ରୋଡ ସୋ ମଧ୍ୟ ଅନୁଷ୍ଠିତ ହେବାକୁ ଯାଉଛି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri