ଜାତୀୟ

ମହାରାଷ୍ଟ୍ରରେ ମହାବିଜୟ ମୁହାଁ ମହାୟୁତି: ୨୦୦ ପାର୍‌ କଲା ମେଣ୍ଟ

ପୁଣେ,୨୩।୧୧: ମହାରାଷ୍ଟ୍ରରେ ପୁଣି ମହାୟୁତି ଦ୍‌ବଦବା ଦେଖିବାକୁ ମିଳିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତି ବହୁମତଠାରୁ ବହୁ ଆଗରେ ଚାଲିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୨୧୩ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଟ ୬୨ଟି ଆସନରେ ଏବଂ...

ମହାରାଷ୍ଟ୍ରରେ ମହାୟୁତିକୁ ବହୁମତ: ପଛରେ ପଡ଼ିଲା ଏମ୍‌ଭିଏ

ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ମତଗଣନା ଜାରି ରହିଛି। ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତିକୁ ବହୁମତ ମିଳିଛି। ଭାଜପା ନେତୃତ୍ୱାଧୀନ ମହାୟୁତି ୯୭ଟି ଆସନରେ, କଂଗ୍ରେସ ନେତୃତ୍ୱାଧୀନ ମହା ବିକାଶ ଆଗାଡି ମିଳିତ ମେଣ୍ଡ ୫୧ଟି ଆସନରେ ଏବଂ ଅନ୍ୟମାନେ...

ଝାଡ଼ଖଣ୍ଡରେ କଡ଼ା ଟକ୍କର: ଆଗ-ପଛ ହେଉଛନ୍ତି ଇଣ୍ଡିଆ-ଏନ୍‌ଡିଏ ମେଣ୍ଟ

ରାଞ୍ଚି,୨୩।୧୧: ଝାଡଖଣ୍ଡ ବିଧାନସଭା ନିର୍ବାଚନରେ ଭୋଟ ଗଣନା ଜାରି ରହିଛି। ପ୍ରାରମ୍ଭିକ ଟେଣ୍ଡରେ ଇଣ୍ଡିଆ ଏବଂ ଏନ୍‌ଡିଏ ମେଣ୍ଟ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳିଛି। ଏବେ ପୁଣି ରାଜ୍ୟରେ ୩୮ଟି ଆସନରେ ଭାଜପା ମିଳିତ ମେଣ୍ଟ ଆଗରେ ରହିଛି।...

ଖେଳକୁ ବୁଝନ୍ତୁ ଲୋକେ:ରାହୁଲ

ନୂଆଦିଲ୍ଲୀ,୨୩ା୧୧:ସୌର ଶକ୍ତି ଠିକା ପାଇଁ ଭାରତୀୟ ଅଧିକାରୀମାନଙ୍କୁ ଲାଞ୍ଚ ଦେବା ଓ ନିବେଶକଙ୍କୁ ଠକେଇ ଅଭିଯୋଗରେ ଶିଳ୍ପପତି ଗୌତମ ଆଦାନୀଙ୍କ ବିରୋଧରେ ଆମେରିକା କୋର୍ଟରୁ ଗିରଫ ପରଓ୍ବାନା ଜାରି ହେବା ପରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦୁର୍ନୀତିର...

Maharashtra Election Result Live: ପ୍ରାରମ୍ଭିକ ଟ୍ରେଣ୍ଡରେ ମହାୟୁତି ଆଗରେ

ପୁଣେ,୨୩।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଶନିବାର ସକାଳୁ ମତଗଣନା ଚାଲିଛି। ସକାଳ ୮ଟାରୁ ଗଣତି କାର୍ଯ୍ୟ ଆରମ୍ଭ ହୋଇଛି। ପୋଷ୍ଟାଲ ବାଲଟ ଗଣତିରେ ମହାୟୁତି ମେଣ୍ଟ ଆଗରେ ରହିଛି। ୨୮୮ ଆସନ ବିଶିଷ୍ଟ ମହାରାଷ୍ଟ୍ର ବିଧାନସଭା ପାଇଁ ଗତ...

ଆଦାନୀ ଲାଞ୍ଚ: ତଦନ୍ତ ଆରମ୍ଭ କରିନି ସେବି

ମୁମ୍ବାଇ,୨୩ା୧୧:୬୨ ବର୍ଷୀୟ ବିଲିୟନେୟାର ଗୌତମ ଆଦାନୀ, ତାଙ୍କ ପୁତୁରା ସାଗର ଆଦାନୀ ଏବଂ କମ୍ପାନୀର ଏକ୍‌ଜିକ୍ୟୁଟିଭ୍‌ମାନେ ନିଜର ଆଦାନୀ ଗ୍ରୁପ୍‌ ଅଧୀନ ଏକ ଅକ୍ଷୟ ଶକ୍ତି କମ୍ପାନୀକୁ ସୌରଶକ୍ତି କଣ୍ଟ୍ରାକ୍ଟ କରାଇଦେବା ପାଇଁ ଓଡ଼ିଶା ସମେତ ୬ ରାଜ୍ୟର ଅଧିକାରୀମାନଙ୍କୁ...

ପୂର୍ବ ମୁଖ୍ୟମନ୍ତ୍ରୀଙ୍କଠାରୁ ଆତିଶୀ ହଜାରେ ଗୁଣ ଭଲ: ଉପରାଜ୍ୟପାଳ

ନୂଆଦିଲ୍ଲୀ,୨୩ା୧୧: ଏକ ବିରଳ ଘଟଣାକ୍ରମରେ ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଆତିଶୀଙ୍କୁ ଭୂୟସୀ ପ୍ରଶଂସା କରିଛନ୍ତି। ଆତିଶୀ ପୂର୍ବ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କଠାରୁ ହଜାରେ ଗୁଣ ଭଲ ବୋଲି ଉପରାଜ୍ୟପାଳ କହିଛନ୍ତି। ଇନ୍ଦିରା ଗାନ୍ଧୀ ଦିଲ୍ଲୀ ଟେକ୍‌ନିକାଲ...

ଦିଲ୍ଲୀ ପ୍ରଦୂଷଣ ଅସମ୍ଭାଳ

ନୂଆଦିଲ୍ଲୀ,୨୩ା୧୧: ବାୟୁ ଗୁଣବତ୍ତା ସୂଚକାଙ୍କ ସ୍ତର ନିମ୍ନଗାମୀ ହେଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଦିଲ୍ଲୀ -ଏନ୍‌ସିଆର୍‌ରେ ଗ୍ରେଡେଡ୍‌ ରେସ୍ପନ୍ସ ଆକ୍ସନ ପ୍ଲାନ୍‌ (ଜିଆର୍‌ଏପି) ଚତୁର୍ଥ ପର୍ଯ୍ୟାୟ ଲାଗୁ ହୋଇଥିଲା। ତେବେ ଏହି କଟକଣା କାର୍ଯ୍ୟକାରୀ କରିବାରେ ଦିଲ୍ଲୀ ସରକାର ବିଫଳ...

ଆଜି ମହାରାଷ୍ଟ୍ର, ଝାଡ଼ଖଣ୍ଡ ନିର୍ବାଚନ ଫଳାଫଳ, ୮ଟାରେ ପୋଷ୍ଟାଲ ବାଲଟ ଗଣନା

ନୂଆଦିଲ୍ଲୀ,୨୩ା୧୧: ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ଭୋଟଗଣତି ଶନିବାର ଅନୁଷ୍ଠିତ ହୋଇ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ଉଭୟ ରାଜ୍ୟରେ ଶାସକ ଓ ବିରୋଧୀ ମେଣ୍ଟ ମଧ୍ୟରେ ଜୋର୍‌ଦାର ଲଢ଼େଇ ହୋଇଥିଲା। ଏଥିସହିତ କେରଳର ଓ୍ବାୟନାଡ ଲୋକ...

ରାଜି ଥିଲେ ଘର ଲୋକେ, ପଡ଼ିଥାନ୍ତା ହାତଗଣ୍ଠି…ହେଲେ ହଳଦୀ ଉତ୍ସବ ଦିନ କାହିଁକି ପଙ୍ଖାରେ ଝୁଲି ପଡ଼ିଲେ ବରକନ୍ୟା?

ଲକ୍ଷ୍ନୌ,୨୨।୧୧: ୩ ବର୍ଷର ପ୍ରେମସମ୍ପର୍କ। ପରିବାର ଲୋକେ ରାଜି ହେବା ପରେ ବିବାହର ଦିନ ସ୍ଥିର ହୋଇଥିଲା। ଆଉ ଦି ଦିନ ପରେ ପଡ଼ିଥିଲା ହାତଗଣ୍ଠି। ହେଲେ ଏହା ପୂର୍ବରୁ ଘଟିଗଲା ଅଘଟଣ। ହଳଦୀ ଉତ୍ସବ ଚାଲିଥିବା ବେଳେ ଉଭୟଙ୍କ...

ବିଶେଷଜ୍ଞଙ୍କ ବଡ଼ ଆକଳନ, ମହାରାଷ୍ଟ୍ରରେ ଏହି ଦଳ କରିବ ରାଜ୍‌!

ମୁମ୍ବାଇ,୨୨।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନକୁ ନେଇ ସି-ଭୋଟର ପ୍ରତିଷ୍ଠାତା ୟଶୱନ୍ତ ଦେଶମୁଖ ଆଶ୍ଚର୍ଯ୍ୟଜନକ ତଥ୍ୟ ଦେଇଛନ୍ତି। ଭାରତୀୟ ଜନତା ପାର୍ଟି ନେତୃତ୍ୱାଧୀନ ଏନଡିଏ ବା ମହାୟୁତି ମେଣ୍ଟ ଏବଂ ମହାବିକାଶ ଆଗାଡି ମେଣ୍ଟ ପାଇଁ ସେ ପ୍ରାୟ ସମାନ ଭୋଟ...

ଏଥର ମହାରାଷ୍ଟ୍ର ଉଡାଇବ ହୋସ୍‌, ଜଣାପଡିଲା ଅସଲ ଖେଳ!

ନୂଆଦିଲ୍ଲୀ,୨୨।୧୧: ରାତି ପାହିଲେ ମହାରାଷ୍ଟ୍ର-ଝାଡଖଣ୍ଡର ଆସିବ ରେଜଲ୍ଟ। ଏନେଇ ଏବେଠାରୁ ନେତାଙ୍କ ଛାତି ଧକ୍‌ ଧକ୍‌ ହେଲାଣି। ସେପଟେ ନୂଆ ନୂଆ ଆସିଥିବା ଏକଜିଟ୍‌ ପୋଲ୍‌ ନେତାଙ୍କ ହୋସ୍‌ ଉଡେଇ ଦେଇଛି। ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ମହାୟୁତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri