ଜାତୀୟ

ନରେନ୍ଦ୍ର ମୋଦି ହେବେ ନାହିଁ ପ୍ରଧାନମନ୍ତ୍ରୀ, ଲେଖି ଦେବାକୁ ପ୍ରସ୍ତୁତ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୦।୫: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର (ମେ’ ୧୦, ୨୦୨୪)ରେ ଦାବି କରିଛନ୍ତି ଯେ ଉତ୍ତର ପ୍ରଦେଶରେ ‘ଇଣ୍ଡିଆ’ ମିଳିତ ମଞ୍ଚର ଝଡ଼ ଆସୁଛି। ଆପଣ ଏହାକୁ ଲିଖିତ ଭାବରେ ଗ୍ରହଣ କରିଛନ୍ତି ଯେ ୟୁପିରେ ଭାଜପାର ସବୁଠୁ...

ସୁପ୍ରିମକୋର୍ଟରୁ ହେମନ୍ତ ସୋରେନଙ୍କୁ ମିଳିଲା ନାହିଁ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୦।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ନିର୍ବାଚନ ପ୍ରଚାର ପାଇଁ ଜେଲରୁ ବାହାରକୁ ଆସିବାକୁ ଚାହୁଁଥିବା ହେମନ୍ତ ସୋରେନଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନ ଶୁଣାଣି କରିବାକୁ ସୁପ୍ରିମକୋର୍ଟ ମନା କରି ଦେଇଛନ୍ତି। କୋର୍ଟ କହିଛନ୍ତି ଯେ...

କାହା ନାଁ ନ ନେଇ ଜୋର୍‌ଦାର ବର୍ଷିଲେ ମୋଦି

ନୂଆଦିଲ୍ଲୀ,୧୦ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିର୍ବାଚନ ପ୍ରଚାରରେ ନିରନ୍ତର ରହିଛନ୍ତି। ପ୍ରଧାନମନ୍ତ୍ରୀ ଶୁକ୍ରବାର ମହାରାଷ୍ଟ୍ରର ନନ୍ଦୁରବରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଉପରେ ଜୋରଦାର ବର୍ଷିଛନ୍ତି। ସେ କର୍ନାଟକରେ ଶାସନ କରୁଥିବା କଂଗ୍ରେସରେ...

୧୧ ବର୍ଷ ପରେ ରାୟ: ନରେନ୍ଦ୍ର ଡୋଭାଲକର ହତ୍ୟାକାଣ୍ଡରେ ୨ ଦୋଷୀଙ୍କୁ ଆଜୀବନ କାରାଦଣ୍ଡ, ୩ ଖଲାସ

ପୁଣେ,୧୦।୫: ନରେନ୍ଦ୍ର ଢୋଭାଲକର ହତ୍ୟା ମାମଲାରେ କୋର୍ଟଙ୍କ ରାୟ ୧୧ ବର୍ଷ ପରେ ଆସିଛି। ମହାରାଷ୍ଟ୍ର ପୁଣେର ସ୍ବତନ୍ତ୍ର କୋର୍ଟ ଶୁକ୍ରବାର ଅନ୍ଧବିଶ୍ୱାସ ବିରୋଧରେ ଲଢୁଥିବା କାର୍ମୀ ଡ. ନରେନ୍ଦ୍ର ଡୋଭାଲକରଙ୍କ ହତ୍ୟା ମାମଲାରେ ଏହାର ରାୟ ଦେଇଛନ୍ତି। ଅଦାଲତ...

ମଣି ଶଙ୍କରଙ୍କ ବିବାଦୀୟ ବୟାନ, କହିଲେ ପାକିସ୍ତାନ ପାଖରେ ରହିଛି ପରମାଣୁ ବୋମା ତାକୁ ଭାରତ ସମ୍ମାନ ଦେଉ

ନୂଆଦିଲ୍ଲୀ,୧୦।୫: ସାମ ପିଟ୍ରୋଡାଙ୍କ ପରେ ବର୍ତ୍ତମାନ କଂଗ୍ରେସ ନେତା ମଣି ଶଙ୍କର ଆୟାରଙ୍କ ସାକ୍ଷାତକାର ସାମ୍ନାକୁ ଆସିଛି। ଏକ ୟୁଟ୍ୟୁବ ଚ୍ୟାନେଲକୁ ଏକ ସାକ୍ଷାତକାର ଦେବାବେଳେ ଆୟର୍‌ ପୁନର୍ବାର ପାକିସ୍ତାନ ସହ ଆଲୋଚନାକୁ ସମର୍ଥନ କରିଥିଲେ। ସାମ ପିଟ୍ରୋଡାଙ୍କ ବିବୃତ୍ତି...

ଅକ୍ଷୟ ତୃତୀୟା ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୦।୫: ଆଜି ହେଉଛି ଅକ୍ଷୟ ତୃତୀୟା। ପ୍ରତିବର୍ଷ ବୈଶାଖ ଶୁକ୍ଳପକ୍ଷ ତୃତୀୟା ତିଥିରେ ସମର୍ପଣ ଓ ଭକ୍ତିଭାବପୂର୍ବକ ପାରମ୍ପରିକ ରୀତିରେ କୃଷକ ତଥା ଲୋକମାନଙ୍କ ଦ୍ୱାରା ପାଳିତ ହୋଇଆସୁଅଛି ଏହି ମହାନ କୃଷିଭିତ୍ତିକ ପର୍ବ। ଅକ୍ଷୟ ତୃତୀୟା ଅବସରରେ ସମସ୍ତ...

”ଆନ୍ଧ୍ରପ୍ରଦେଶରେ ୪% ମୁସଲିମଙ୍କୁ ମିଳିବ ସଂରକ୍ଷଣ”: ଜଗନ୍ ମୋହନ ରେଡ୍ଡୀ

ନୂଆଦିଲ୍ଲୀ,୧୦।୫: ସଂରକ୍ଷଣ ଏବଂ ସଂଖ୍ୟାଲଘୁ କୋଟାକୁ ନେଇ ଭାଜପା ଏବଂ ବିରୋଧୀଦଳର ନେତାଙ୍କ ମଧ୍ୟରେ ଚାଲିଥିବା ବିତର୍କ ମଧ୍ୟରେ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଜଗନ୍ ମୋହନ ରେଡ୍ଡୀ କହିଛନ୍ତି ଯେ, ରାଜ୍ୟରେ ୪% ମୁସଲମାନ ସଂରକ୍ଷଣ “ରହିବ” ଏବଂ ଏହା ହେଉଛି...

ପର୍ଯ୍ୟଟକ ପଠାଇବା ପାଇଁ ଜୟଶଙ୍କରଙ୍କୁ ନିବେଦନ କଲେ ମାଳଦ୍ୱୀପ ମନ୍ତ୍ରୀ

ନୂଆଦିଲ୍ଲୀ, ୧୦।୫:ଭାରତ ଗସ୍ତରେ ଥିବା ମାଳଦ୍ୱୀପ ବହିର୍ବ୍ୟାପାର ମନ୍ତ୍ରୀ ମୁସା ଜମିର୍‌ ଗୁରୁବାର ଭାରତର ବହିର୍ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କରଙ୍କୁ ଭେଟିଛନ୍ତି। ମାଳଦ୍ୱୀପ ଭାରତର ନିକଟତମ ପଡ଼ୋଶୀ ହୋଇଥିବାରୁ ପାରସ୍ପରିକ ଆଗ୍ରହ ଓ ସମ୍ବେଦନଶୀଳତାକୁ ଭିତ୍ତି କରି ୨ ଦେଶ...

ଚାଇନାକୁ ଝଟ୍‌କା ଦେଲା ମାଳଦ୍ୱୀପ

ବେଜିଂ/ମାଲେ,୧୦।୫: ମାଳଦ୍ୱୀପ ରାଷ୍ଟ୍ରପତି ମହମ୍ମଦ ମୁଇଜୁ ପ୍ରିୟ ବନ୍ଧୁ କହୁଥିବା ଚାଇନାକୁ ଚକିତ କରିଦେଇଛନ୍ତି। ମାଳଦ୍ୱୀପ ଚାଇନାର ଗୁପ୍ତଚର ଜାହାଜକୁ ଅଟକାଇ ଦେଇଛି, ଏହାକୁ ଅନୁମତି ଦିଆଯାଇ ନାହିଁ। ଭାରତ ମହାସାଗରର ସୁରକ୍ଷା ପାଇଁ ଏହା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି...

ଚାର୍ଜସିଟ୍‌ରେ ଏଏପିକୁ ଅଭିଯୁକ୍ତ କରିବ ଇଡି, କେଜ୍ରିୱାଲଙ୍କୁ ଜାମିନ ମିଳିବା ସମ୍ଭାବନା କ୍ଷୀଣ!

ନୂଆଦିଲ୍ଲୀ,୧୦।୫: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଶୁକ୍ରବାର ଏକ ବଡ଼ ଦିନ। ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଆଜି ଟ୍ରାଏଲ କୋର୍ଟରେ ମଦଫା ଦୁର୍ନୀତି ମାମଲାରେ ଏହାର ଚାର୍ଜସିଟ୍‌ ଦାଖଲ କରିବାକୁ ଯାଉଛି। ଏହାରି ମଧ୍ୟରେ ଚାର୍ଜସିଟ୍‌କୁ ନେଇ ବଡ଼ ଖୁଲାସା ହୋଇଛି।...

ପ୍ରୋଟିନ୍‌ ପାଉଡରଠାରୁ ଦୂରେଇ ରୁହ: ସତର୍କ କରାଇଲା ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୧୦।୫: (ପି.ଟି.):ପ୍ରୋଟିନ୍‌ ପାଉଡର ଓ ଅନ୍ୟାନ୍ୟ ପ୍ରୋଟିନ୍‌ ସପ୍ଲିମେଣ୍ଟଗୁଡ଼ିକଠାରୁ ଦୂରେଇ ରହିବାକୁ ଭାରତୀୟ ଭେଷଜ ଗବେଷଣା ପରିଷଦ (ଆଇସିଏମ୍‌ଆର୍‌) ପରାମର୍ଶ ଦେଇଛି। ଲୁଣ ଖାଇବାରେ କଟକଣା ସମେତ ଚିନି ଏବଂ ପ୍ରକ୍ରିୟାକୃତ ଖାଦ୍ୟ କମ୍‌ ଖାଇବାକୁ ଆଇସିଏମ୍‌ଆର୍‌ ସୁପାରିସ୍‌ କରିଛି।...

ହଠାତ୍‌ ବଦଳିଲା ପାଗ, ଏସବୁ ରାଜ୍ୟରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଆଶଙ୍କା

ନୂଆଦିଲ୍ଲୀ,୧୦ା୫: ଦେଶର ଅନେକ ରାଜ୍ୟରେ ଏବେ ଗରମ ଅନୁଭୂତ ହେଉଥିବା ବେଳେ କିଛି ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି। ହଠାତ୍‌ ପାଗରେ ପରିପର୍ତ୍ତନ ହୋଇଛି। ଫଳରେ ଦିଲ୍ଲୀ, ବିହାର, ଉତ୍ତରପ୍ରଦେଶ ସମେତ ଅନେକ ରାଜ୍ୟରେ ପାଗ ଆଶ୍ୱସ୍ତିକର ହୋଇଛି। ଆସନ୍ତା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri