ଜାତୀୟ

ହଠାତ୍‌ ବଦଳିଲା ପାଗ, ଏସବୁ ରାଜ୍ୟରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ଆଶଙ୍କା

ନୂଆଦିଲ୍ଲୀ,୧୦ା୫: ଦେଶର ଅନେକ ରାଜ୍ୟରେ ଏବେ ଗରମ ଅନୁଭୂତ ହେଉଥିବା ବେଳେ କିଛି ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି। ହଠାତ୍‌ ପାଗରେ ପରିପର୍ତ୍ତନ ହୋଇଛି। ଫଳରେ ଦିଲ୍ଲୀ, ବିହାର, ଉତ୍ତରପ୍ରଦେଶ ସମେତ ଅନେକ ରାଜ୍ୟରେ ପାଗ ଆଶ୍ୱସ୍ତିକର ହୋଇଛି। ଆସନ୍ତା...

ହିନ୍ଦୁଙ୍କ ସଂଖ୍ୟା ୭.୮୨% କମିଛି, ମୁସଲମାନ ୪୩.୧୫% ବଢ଼ିଛନ୍ତି

ନୂଆଦିଲ୍ଲୀ,୧୦/୫:ଭାରତରେ ୧୯୫୦ରୁ ୨୦୧୫ ମଧ୍ୟରେ ହିନ୍ଦୁମାନଙ୍କ ସଂଖ୍ୟା ୭.୮୨ ପ୍ରତିଶତ ହ୍ରାସ ପାଇଥିବାବେଳେ ମୁସଲମାନ ଜନସଂଖ୍ୟା ୪୩.୧୫ ପ୍ରତିଶତ ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀଙ୍କ ଆର୍ଥତ୍କ ଉପଦେଷ୍ଟା ପରିଷଦ (ଇଏସି-ପିଏମ୍‌) ପକ୍ଷରୁ ଏଭଳି ରିପୋର୍ଟ ପ୍ରକାଶ ପାଇଛି। ‘ଶେୟାର ଅଫ୍‌ ରିଲିଜିଅସ୍‌...

ନିଜ ଡ୍ୟାନ୍ସ ଭିଡିଓ ଦେଖି ରାଗରେ ନିଆଁବାଣ ହେଲେ ମମତା ବାନାର୍ଜୀ

ନୂଆଦିଲ୍ଲୀ,୧୦।୫: ସୋସିଆଲ ମିଡିଆରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଜାଳିଆ ଡ୍ୟାନ୍ସ ଭିଡିଓ ଭାଇରାଲ ପରେ ଏବେ ପଶ୍ଚିମ ମମତା ବାନାର୍ଜୀଙ୍କ ଏକ ଡ୍ୟାନ୍ସ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ନିକଟରେ ସୋସିଆଲ ମିଡିଆରେ ମୋଦିଙ୍କ ମୁହଁ ସହିତ...

ଖୋଲିଲା ପ୍ରସିଦ୍ଧ କେଦାରନାଥ ଧାମ: ଆକାଶରୁ ଫୁଲବର୍ଷା

ନୂଆଦିଲ୍ଲୀ,୧୦।୫: କେଦାରନାଥ, ଗଙ୍ଗୋତ୍ରୀ ଏବଂ ଯମୁନୋତ୍ରି ଧାମର କବାଟ ଖୋଲିବା ସହିତ ଚାରଧାମ ଯାତ୍ରା ଆରମ୍ଭ ହେବ। ଆଜି ରୀତିନୀତି ଅନୁଯାୟୀ, ଭକ୍ତମାନଙ୍କ ପାଇଁ ସକାଳ ସାତଟାରେ ଦର୍ଶନ ପାଇବା ପାଇଁ କେଦାରନାଥ ଧାମର ଦ୍ୱାର ଖୋଲିଛି। ଏହି ସମୟରେ...

ଆକାଶରୁ ଅଚାନକ ହେଲା ମାଛ ବର୍ଷା: ଆଉ ତା’ପରେ…

ତେହେରାନ: ଅନେକ ସମୟରେ ବର୍ଷା ହେଉଥିବାବେଳେ ଆକାଶରୁ କୁଆପଥର ଖସିଥାଏ। ଏହାକୁ କୁଆପଥର ବର୍ଷା କୁହାଯାଏ। ତେବେ ସେହିପରି ଭାବେ ଆକାଶରୁ ଅଚାନକ ମାଛ ବର୍ଷା ହେବା ପରି ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଏନେଇ ଏକ ଭିଡିଓ...

ଟ୍ରକ୍‌ରୁ ପୁଳାପୁଳା ଟଙ୍କା ଜବତ

ହାଇଦ୍ରାବାଦ, ୧୦।୫: ଆନ୍ଧ୍ରପ୍ରଦେଶର ଏନ୍‌ଟିଆର ଜିଲାର ଏକ ଚେକ୍‌ପୋଷ୍ଟରେ ଗୁରୁବାର ଗୋଟିଏ ଟ୍ରକରୁ ନଗଦ ୮ କୋଟି ଟଙ୍କା ଜବତ କରାଯାଇଛି। ଏହି ମାମଲାରେ ପୋଲିସ ୨ ଜଣଙ୍କୁ ଅଟକ ରଖିଛି। ଗୁରୁବାର ସକାଳୁ ଏକ ପାଇପ୍‌ ବୋଝେଇ ଟ୍ରକ୍‌...

ଭାରତୀୟ ନିର୍ବାଚନରେ ଆମେରିକାର ହସ୍ତକ୍ଷେପ ଉଦ୍ୟମ

ନୂଆଦିଲ୍ଲୀ,୧୦ା୫:ଭାରତରେ ସାଧାରଣ ନିର୍ବାଚନ ଚାଲିଥିବାବେଳେ ଆମେରିକା ଏଥିରେ ହସ୍ତକ୍ଷେପ କରି ରାଜନୈତିକ ଅସ୍ଥିରତା ସୃଷ୍ଟି ଲାଗି ଉଦ୍ୟମ କରୁଛି ବୋଲି ରୁଷିଆ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି। ଖଲିସ୍ତାନୀ ନେତା ଗୁରପତଓ୍ବନ୍ତ ସିଂ ପନ୍ନୁନ ହତ୍ୟା ଉଦ୍ୟମ ପଛରେ ନୂଆଦିଲ୍ଲୀ...

ମୋଦିଙ୍କ ବିରୋଧରେ ଅପମାନଜନକ ଶବ୍ଦ କହିଥିବା ମାଲଦ୍ୱୀପ ମନ୍ତ୍ରୀ କହିଲେ, ଏମିତି ଦ୍ୱିତିୟ ଥର ହେବ ନାହିଁ

ନୂଆଦିଲ୍ଲୀ,୯।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ମାଲଦ୍ୱୀପ ମନ୍ତ୍ରୀଙ୍କ ଆପତ୍ତିଜନକ ମନ୍ତବ୍ୟ ଉପରେ ବୈଦେଶିକ ମନ୍ତ୍ରୀ ମୁସା ଜମିର କହିଛନ୍ତି ଯେ ମହମ୍ମଦ ମୁଇଜୁ ସରକାର ଏଭଳି ମନ୍ତବ୍ୟକୁ ସମର୍ଥନ କରନ୍ତି ନାହିଁ। ମାଲଦ୍ୱୀପର ବୈଦେଶିକ ମନ୍ତ୍ରୀ ତାଙ୍କର ପ୍ରଥମ...

ଏଥର ବାପା ନୁହେଁ, ଝିଅଙ୍କର ହେଉଛି ଅଧିକ ଚର୍ଚ୍ଚା, ଅଖିଳେଶଙ୍କ ପାଇଁ ଭୋଟ ମାଗୁଛନ୍ତି ଝିଅ ଅଦିତି

ଲକ୍ଷ୍ନୌ,୯।୫: ଲୋକ ସଭା ନିର୍ବାଚନ ୨୦୨୪ ର ପ୍ରଥମ, ଦ୍ୱିତୀୟ ଏବଂ ତୃତୀୟ ପର୍ଯ୍ୟାୟ ପାଇଁ ଭୋଟ ଗ୍ରହଣ ସରିଛି। ଉତ୍ତରପ୍ରଦେଶର ସମସ୍ତ ୮୦ ଟି ସିଟ ଲାଗି ସାତୋଟି ପର୍ଯ୍ୟାୟରେ ମତଦାନ ହେଉଛି। ୟୁପି ରାଜନୀତିରେ ପ୍ରମୁଖ ପ୍ରଭାବ...

ହରିୟାଣାରେ ରାଜନୈତିକ ସଙ୍କଟ: ଖଟ୍ଟାରଙ୍କୁ ଭେଟିଲେ ୪ ଜେଜେପି ବିଧାୟକ

ଚଣ୍ଡିଗଡ଼,୯ା୫ ହରିୟାଣାର ସରକାରରୁ ୩ ସ୍ବାଧୀନ ବିଧାୟକ ସମର୍ଥନ ପ୍ରତ୍ୟାହାର କରିନେବା ପରେ ରାଜ୍ୟରେ ରାଜନୈତିକ ସଙ୍କଟ ଦେଖାଦେଇଛି। ଭାଜପା ସଂଖ୍ୟାଗରିଷ୍ଠତାର ପ୍ରମାଣ ଦେବାକୁ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଜନନାୟକ ଜନତା ପାର୍ଟି (ଜେଜେପି) ଅଧ୍ୟକ୍ଷ ଦୁଷ୍ୟନ୍ତ ଚୌତାଲା ଦାବି...

କହ୍ନେୟା କୁମାରଙ୍କ ପାଖରେ ନା ଅଛି ଘର ନା କାର, ଗତ ବର୍ଷର ଆୟ ୧୮ ହଜାର ଟଙ୍କା

ନୂଆଦିଲ୍ଲୀ,୯।୫: ବର୍ତ୍ତମାନ ଦେଶରେ ନିର୍ବାଚନ ପର୍ବ ଚାଲିଛି। ଲୋକ ସଭାର ତିନୋଟି ପର୍ଯ୍ୟାୟ ପାଇଁ ମତଦାନ କରାଯାଇଛି। ଅବଶିଷ୍ଟ ପର୍ଯ୍ୟାୟ ପାଇଁ ମତଦାନ ମେ ୧୩ ରୁ ଜୁନ ୧ ମଧ୍ୟରେ ହେବ। ଏହି ନିର୍ବାଚନରେ ଅନେକ ଆସନ ଅଛି...

ଶେଷ ହେଲା ଏୟାର ଇଣ୍ଡିଆ ଏକ୍ସପ୍ରେସର ସଙ୍କଟ, କାମରେ ଯୋଗ ଦେବେ ସମସ୍ତ କ୍ରୁ ମେମ୍ବର

ନୂଆଦିଲ୍ଲୀ,୯।୫: ଏୟାର ଇଣ୍ଡିଆ ଏକ୍ସପ୍ରେସର ସଙ୍କଟକୁ ବର୍ତ୍ତମାନ ଦୂର କରାଯାଇଛି। ପରିଚାଳନା ସହିତ ଚାରି ଘଣ୍ଟିଆ ବୈଠକ ପରେ କର୍ମଚାରୀମାନେ କାର୍ଯ୍ୟକୁ ଫେରିବାକୁ ରାଜି ହୋଇଛନ୍ତି। ମୁଖ୍ୟ ଶ୍ରମ କମିଶନରଙ୍କ ଉପସ୍ଥିତିରେ କମ୍ପାନୀର ଶୀର୍ଷ ପରିଚାଳନା ଏବଂ ଏଚଆର ବିଭାଗର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri