ଜାତୀୟ

ପିଟ୍ରୋଡାଙ୍କ ବୟାନକୁ ନେଇ ବର୍ଷିଲେ ମୋଦି, କହିଲେ କଳା ରଙ୍ଗ କହି ଆକ୍ଷେପ କଲେ…

ନୂଆଦିଲ୍ଲୀ,୮।୫: ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବୟାନକୁ ନେଇ ଜାତୀୟ ରାଜନୀତି ସରଗରମ ରହିଛି। ‘ଦି ଷ୍ଟେଟମ୍ୟାନ’କୁ ଦେଇଥିବା ଏକ ସ୍ବତନ୍ତ୍ର ସାକ୍ଷାତକାରରେ ସାମ ପିଟ୍ରୋଡା ଭାରତୀୟଙ୍କ ରଙ୍ଗ ଓ ରୂପକୁ ନେଇ ବିବାଦୀୟ ବୟାନ ଦେଇଛନ୍ତି। ସେ...

ପୁଣି ବିବାଦୀୟ ବୟାନ ଦେଲେ ସାମ ପିଟ୍ରୋଡା, ଭାରତୀୟଙ୍କୁ କହିଲେ କଳା-ଗୋରା

ନୂଆଦିଲ୍ଲୀ,୮।୫: ପୁଣି ବିବାଦରେ ବରିଷ୍ଠ କଂଗ୍ରେସ ନେତା ସାମ ପିଟ୍ରୋଡା। ନିକଟରେ ଅମେରିକାର ଉତ୍ତରାଧିକାରୀ ଟ୍ୟାକ୍ସକୁ ନେଇ ବୟାନ ଦେଇ ସେ ଚର୍ଚ୍ଚାକୁ ଆସିଥିଲେ। ତାଙ୍କ ବୟାନକୁ ନେଇ ବିବାଦ ଉପୁଜିଥିଲା। ଶାସକ ଦଳ ଭାଜପା ଏହାକୁ ନେଇ କଂଗ୍ରେସକୁ...

ରାହୁଲଙ୍କୁ କେତେ ଟଙ୍କା ଦେଇଛନ୍ତି ଅମ୍ବାନୀ-ଆଦାନୀ, ମୋଦି କହିଲେ…

ନୂଆଦିଲ୍ଲୀ,୮।୫: ତେଲଙ୍ଗାନାର କରିମନଗରର ଏକ ନିର୍ବାଚନ ରାଲିରେ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ଏବଂ ଭାରତ ରାଷ୍ଟ୍ର ସମିତି (ବିଆରଏସ) ଉପରେ ବର୍ଷିଛନ୍ତି। ଏହାରି ଭିତରେ ମୋଦି କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଟାକ୍ଷ କରିଛନ୍ତି। ସେ...

ବିଶ୍ୱର ସବୁଠୁ ଶକ୍ତିଶାଳୀ ନେତା କିଏ? ଜାଣନ୍ତୁ କେଉଁ ସ୍ଥାନରେ ଅଛନ୍ତି ମୋଦି

ନୂଆଦିଲ୍ଲୀ/ମସ୍କୋ,୮।୫: ମେ ୭ରେ କ୍ରେମଲିନ ପ୍ୟାଲେସରେ ଭ୍ଲାଡିମର ପୁଟିନ ପଞ୍ଚମଥର ପାଇଁ ରୁଷିଆର ରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଥିଲେ। ୨୦୦୦ରେ ପୁଟିନ ପ୍ରଥମ ଥର ପାଇଁ ରୁଷିଆର ରାଷ୍ଟ୍ରପତି ହୋଇଥିଲେ। ୨୦୨୪ରେ ରାଷ୍ଟ୍ରପତି ହେବା ପରେ ପୁଟିନ ୨୦୩୦...

ବୃଦ୍ଧ ମହିଳାଙ୍କୁ ଚାପୁଡ଼ା ମାରିଲେ ଏମ୍‌ପି ପ୍ରାର୍ଥୀ, କହିଲେ ହାତକୁ ଦେବ, ଫୁଲକୁ ଦେଲେ ଏମିତି ହେବ

ହାଇଦ୍ରାବାଦ,୮।୫: ତେଲଙ୍ଗାନାରେ କଂଗ୍ରେସ ଏମ୍‌ପି ଜୀବନ ରେଡ୍ଡୀଙ୍କ ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ରେଡ୍ଡୀ ନିର୍ବାଚନୀ ପ୍ରଚାର ଜଣେ ବୃଦ୍ଧ ମହିଳାଙ୍କୁ ଚାପୁଡ଼ା ମାରିଥିବା ଅଭିଯୋଗ ହୋଇଛି। ତେବେ ଏହାକୁ ନେଇ ନିଜାମାବାଦରୁ କଂଗ୍ରେସ ଏମ୍‌ପି...

ବର୍ଷା ସାଜିଲା କାଳ, କାନ୍ଥ ଭୁଶୁଡ଼ି ୪ ବର୍ଷର ଶିଶୁ ସମେତ ୭ ମୃତ

ହାଇଦ୍ରାବାଦ,୮।୫: ପ୍ରବଳ ବର୍ଷା ହେତୁ ହାଇଦ୍ରାବାଦର ବାଚୁପଲ୍ଲୀ ଅଞ୍ଚଳରେ ଏକ ବଡ଼ ଦୁର୍ଘଟଣା ଘଟିଛି। ଏହି ଅଞ୍ଚଳର ଏକ ନିର୍ମାଣାଧୀନ ଘରର କାନ୍ଥ ଭୁଶୁଡ଼ିବା ପରେ ଚାରି ବର୍ଷର ଶିଶୁ ସମେତ ୭ ଜଣଙ୍କର ମୃତ୍ୟୁ ଘଟିଛି। ବୁଧବାର ପୋଲିସ...

ଏୟାର ଇଣ୍ଡିଆ ୭୮ ଉଡ଼ାଣ ରଦ୍ଦ: ସମୂହ ଛୁଟିରେ ଗଲେ ୩୦୦ ବରିଷ୍ଠ କର୍ମଚାରୀ

ନୂଆଦିଲ୍ଲୀ,୮।୫: ଏୟାର ଇଣ୍ଡିଆ ଏକ୍ସପ୍ରେସର ୭୮ଟି ଜାତୀୟ ତଥା ଅନ୍ତର୍ଜାତୀୟ ବିମାନ ଉଡ଼ାଣ ବାତିଲ କରାଯାଇଛି। ଏହାର କାରଣ ହେଉଛି ଏୟାର ଇଣ୍ଡିଆର ୩୦୦ ବରିଷ୍ଠ କର୍ମଚାରୀ ସମୂହ ଛୁଟିରେ ଯାଇଛନ୍ତି। ଛୁଟିର କାରଣ ଅସୁସ୍ଥ ବୋଲି କୁହାଯାଇଛି। ମଙ୍ଗଳବାର...

ମନ୍ତ୍ରୀଙ୍କ ସଚିବ ଗିରଫ: ସହାୟକଙ୍କ ଘରୁ ମିଳିଥିଲା ବିଡ଼ା ବିଡ଼ା ଟଙ୍କା

ରାଞ୍ଚତ୍,୮।୫:ଝାଡ଼ଖଣ୍ଡର ଗ୍ରାମାଞ୍ଚଳ ବିକାଶ ମନ୍ତ୍ରୀ ଆଲମଗିର ଆଲାମଙ୍କ ବ୍ୟକ୍ତିଗତ ସଚିବ ସଞ୍ଜୀବ ଲାଲ୍‌ଙ୍କ ଘରୋଇ ସହାୟକ ଜାହାଙ୍ଗୀର ଆଲାମଙ୍କ ଘରୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ସୋମବାର ୩୫.୨୩ କୋଟି ଟଙ୍କା ଜବତ କରିଥିଲା। ଏହି ମାମଲାରେ ସଞ୍ଜୀବ ଏବଂ ଜାହାଙ୍ଗୀରଙ୍କୁ...

ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ: କେରଳରେ ହାଇଆଲର୍ଟ

କୋଝିକୋଡ୍‌,୮ା୫:କେରଳରେ ଓ୍ବେଷ୍ଟ ନାଇଲ୍‌ ଜ୍ୱର ଆତଙ୍କ ଖେଳାଇଛି। ଏହି ଜ୍ୱରରେ ମାଲାପ୍ପୁରମ୍‌, କୋଝିକୋଡ୍‌ ଏବଂ ଥ୍ରିଶୁର ଜିଲାର ୧୦ ଜଣ ଆକ୍ରାନ୍ତ ହୋଇଥିବାବେଳେ ଏହି ରୋଗରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ତେବେ ସେମାନଙ୍କ ମୃତ୍ୟୁ ଓ୍ବେଷ୍ଟ...

୮୦୦ କୋଟିର ଦୁର୍ନୀତିରେ ଖାର୍ଗେଙ୍କ ଜ୍ୱାଇଁ

ବେଙ୍ଗାଲୁରୁ, ୮।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ଜ୍ୱାଇଁ ତଥା ଗୁଲବର୍ଗା ଆସନରୁ ଦଳୀୟ ପ୍ରାର୍ଥୀ ରାଧାକୃଷ୍ଣ ଡୋଡ୍ଡାମଣିଙ୍କ ସମେତ ୫ ଜଣଙ୍କ ବିରୋଧରେ ଏକ ୮୦୦ କୋଟିର ଦୁର୍ନୀତି ମାମଲା ସାମ୍‌ନାକୁ ଆସିଛି। ଏହି ମାମଲାକୁ କେନ୍ଦ୍ରକରି ଦକ୍ଷିଣ...

୯୩ ଆସନରେ ୬୨% ମତଦାନ

ନୂଆଦିଲ୍ଲୀ,୮ା୫: ତୃତୀୟ ପର୍ଯ୍ୟାୟରେ ମଙ୍ଗଳବାର ୧୦ ରାଜ୍ୟ ଓ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୯୩ଟି ଲୋକ ସଭା ଆସନରେ ମତଦାନ ଅନୁଷ୍ଠିତ ହୋଇଯାଇଛି। ମତଦାନ ହାର ପାଖାପାଖି ୬୨ ପ୍ରତିଶତ ରହିଛି। ଏହି ପର୍ଯ୍ୟାୟରେ ଗୁଜରାଟର ୨୬ ଆସନ, କର୍ନାଟକର...

‘ସ୍ବାମୀ, ଶାଶୂଘର ଲୋକଙ୍କୁ ହଇରାଣ କରିବାକୁ ପୋଲିସର ଉପଯୋଗ କରିପାରିବେ ନାହିଁ ମହିଳା’

ନୂଆଦିଲ୍ଲୀ,୭ା୫: ସ୍ବାମୀ ଓ ଶାଶୂଘର ଲୋକଙ୍କୁ ହଇରାଣ କରିବା ପାଇଁ ବିବାହିତ ମହିଳା ପୋଲିସ କଳର ଉପଯୋଗ କରିପାରିବେ ନାହିଁ ବୋଲି ସୁପ୍ରିମକୋର୍ଟ ରାୟ ଦେଇଛନ୍ତି। ଆଇପିସିର ଧାରା ୪୯୮ଏ (ଶାଶୂଘରେ ମହିଳାଙ୍କ ପ୍ରତି ନିଷ୍ଠୁରତା)ର ଦୁରୁପଯୋଗ କରାଯାଉଥିବା ନେଇ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri