ଜାତୀୟ

ଯିଏ ମୋଦିଙ୍କ ସହ ଠିଆ ହୋଇ ନାହିଁ, ସେ ଦେଶଦ୍ରୋହୀ, ଚନ୍ନିଙ୍କ ବୟାନକୁ ନେଇ କହିଲେ ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ

ନୂଆଦିଲ୍ଲୀ,୬।୫: ଭାଜପା ନେତା ଆଚାର୍ଯ୍ୟ ପ୍ରମୋଦ କ୍ରିଷ୍ଣମ କହିଛନ୍ତି ଏହା ଧର୍ମଯୁଦ୍ଧ, ଯିଏ ରାମଙ୍କର ହୋଇ ପାରିଲେ ନାହିଁ ସେ ଦେଶର ହୋଇପାରିବେ ନାହିଁ। ସମ୍ଭଲର କଳକି ଧାମର ଭାଜପା ନେତା ତଥା ପିଠାଧିଶ୍ୱର ଆଚାର୍ଯ୍ୟ ପ୍ରମୋଦ କୃଷ୍ଣମ କହିଛନ୍ତି...

କେ. କବିତାଙ୍କୁ ମିଳିଲା ନାହିଁ ଆଶ୍ୱସ୍ତି, କୋର୍ଟ ଖାରଜ କଲେ ଇଡି-ସିବିଆଇ ମାମଲାର ଜାମିନ ଆବେଦନ

ନୂଆଦିଲ୍ଲୀ,୬।୫: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଭାରତ ରାଷ୍ଟ୍ର ସମିତି (ବିଆରଏସ) ନେତା କେ. କବିତା ଗିରଫ ହୋଇଛନ୍ତି। ସୋମବାର (୬ ମେ ୨୦୨୪) ରେ ରାଉଜ ଆଭେନ୍ୟୁ କୋର୍ଟରୁ କବିତାଙ୍କୁ ଏକ ବଡ଼ ଝଟ୍‌କା ଲାଗିଥିଲା। ରାଉଜ ଆଭେନ୍ୟୁ...

ସୁପ୍ରିମକୋର୍ଟ ପହଞ୍ଚିଲେ ହେମନ୍ତ ସୋରେନ

ରାଞ୍ଚି,୬।୫: ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଗିରଫକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ କରିଥିବା ଆବେଦନକୁ କୋର୍ଟ ପ୍ରତ୍ୟାଖ୍ୟାନ କରିବା ପରେ ଏବେ ସେ ସୁପ୍ରିମକୋର୍ଟଙ୍କ ନିକଟରେ ପହଞ୍ଚିଛନ୍ତି। ନିର୍ବାଚନକୁ ଦୃଷ୍ଟିରେ ରଖି ବରିଷ୍ଠ ଓକିଲ...

ଆମେଠିରେ ରାହୁଲ-ପ୍ରିୟଙ୍କା ନିର୍ବାଚନ ନ ଲଢିବାକୁ ନେଇ କ’ଣ କହିଲେ ମାନେକା

ନୂଆଦିଲ୍ଲୀ,୬।୫: ମାନେକା ଗାନ୍ଧୀ ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀ ଆମେଠି ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା ନକରିବା ଉପରେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ସେ କହିଥିଲେ ଯେ ଆମେଠି ବିଷୟରେ ମୋର କିଛି କହିବାର ନାହିଁ। ମୁଁ କେବଳ ସୁଲତାନପୁର ବିଷୟରେ...

ଦିଲ୍ଲୀ ପରେ ଏବେ ଅହମଦାବାଦରେ ଭୟର ବାତାବରଣ, ସ୍କୁଲକୁ ବୋମାରେ ଉଡାଇ ଦେବାକୁ ଧମକ

ନୂଆଦିଲ୍ଲୀ,୬।୫: ଦିଲ୍ଲୀର ସ୍କୁଲଗୁଡିକ ଉପରେ ବୋମା ମାଡ଼ କରିବାକୁ ଧମକାଇବା ପରେ ଗୁଜୁରାଟର ଅହମଦାବାଦରେ ଆତଙ୍କ ଖେଳିଯାଇଛି। ଅହମଦାବାଦର କେତେକ ବିଦ୍ୟାଳୟକୁ ଧମକପୂର୍ଣ୍ଣ ଇମେଲ ଆସିଛି, ଯେଉଁଥିରେ ସ୍କୁଲ ଗୁଡିକୁ ବୋମା ବିସ୍ଫୋରଣ କରିବାର ଧମକ ଦିଆଯାଇଛି। କୁହାଯାଉଛି ଯେ...

ଦିଲ୍ଲୀରେ ବସିଥିବା ପ୍ରଭୁ ଜଗନ୍ନାଥଙ୍କ ପୁଅ ହିଁ ଏହି କାମ କରିବେ: ମୋଦି

ନୂଆଦିଲ୍ଲୀ/ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଓଡ଼ିଶାର ବ୍ରହ୍ମପୁରରେ ଏକ ସାଧାରଣ ସଭାରେ ସମ୍ବୋଧିତ କରି ବିରୋଧୀଙ୍କୁ କଡ଼ା ଆକ୍ଷେପ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ଓଡ଼ିଶା ପ୍ରଥମ ଥର ପାଇଁ ‘ଡବଲ ଇଞ୍ଜିନ’ ସରକାର ପାଇବ। ମୋଦି ବିରୋଧୀଙ୍କୁ...

“ପାକିସ୍ତାନ ଚୁଡ଼ି ପିନ୍ଧି ନାହିଁ”: ଫାରୁକ୍ ଅବଦୁଲ୍ଲାଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୬।୫: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ମନ୍ତବ୍ୟକୁ ଜବାବ ଦେଇ ଜମ୍ମୁ କଶ୍ମୀରର ନ୍ୟାସନାଲ କନଫରେନ୍ସ ନେତା ଫାରୁକ୍ ଅବଦୁଲ୍ଲା ରବିବାର କହିଛନ୍ତି ଯେ ପାକିସ୍ତାନ ଚୁଡ଼ି ପିନ୍ଧି ନାହିଁ ଏବଂ ଆମ ଉପରେ ପକାଇବାକୁ ପରମାଣୁ ବୋମା...

ବାହୁବଳି ନେତା ଧନଞ୍ଜୟଙ୍କ ସ୍ତ୍ରୀ ଶ୍ରୀକଳାଙ୍କ କଟିଲା ଟିକେଟ

ଜୈନପୁର,୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ଉତ୍ତରପ୍ରଦେଶରୁ ବଡ ଖବର ଆସିଛି। ବହୁଜନ ସମାଜବାଦୀ ପାର୍ଟି ଜୈନପୁର ଆସନରୁ ପ୍ରାର୍ଥୀ ହୋଇଥିବା ବାହୁବଳି ନେତା ଧନଞ୍ଜୟ ସିଂଙ୍କ ପତ୍ନୀ ଶ୍ରୀକାଳା ସିଂଙ୍କ ଟିକେଟ ବାତିଲ କରିଛନ୍ତି। ବର୍ତ୍ତମାନ ବିଏସପି ଶ୍ୟାମ...

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ,୬।୫:କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ଆଜି ସିଆଇଏସ୍‌ସିଇ ପକ୍ଷରୁ ପ୍ରକାଶ ପାଇଛି। ଛାତ୍ରୀଛାତ୍ର cisce.org ଏବଂ results.cisce.org ଓ୍ବେବସାଇଟ୍‌ରେ ସେମାନଙ୍କ ରେଜଲ୍ଟ...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ ଦେବେ। କନିଷିରେ ଘଣ୍ଟାଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ।  ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri