ଜାତୀୟ

“ପାକିସ୍ତାନ ଚୁଡ଼ି ପିନ୍ଧି ନାହିଁ”: ଫାରୁକ୍ ଅବଦୁଲ୍ଲାଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୬।୫: କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କ ମନ୍ତବ୍ୟକୁ ଜବାବ ଦେଇ ଜମ୍ମୁ କଶ୍ମୀରର ନ୍ୟାସନାଲ କନଫରେନ୍ସ ନେତା ଫାରୁକ୍ ଅବଦୁଲ୍ଲା ରବିବାର କହିଛନ୍ତି ଯେ ପାକିସ୍ତାନ ଚୁଡ଼ି ପିନ୍ଧି ନାହିଁ ଏବଂ ଆମ ଉପରେ ପକାଇବାକୁ ପରମାଣୁ ବୋମା...

ବାହୁବଳି ନେତା ଧନଞ୍ଜୟଙ୍କ ସ୍ତ୍ରୀ ଶ୍ରୀକଳାଙ୍କ କଟିଲା ଟିକେଟ

ଜୈନପୁର,୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ଉତ୍ତରପ୍ରଦେଶରୁ ବଡ ଖବର ଆସିଛି। ବହୁଜନ ସମାଜବାଦୀ ପାର୍ଟି ଜୈନପୁର ଆସନରୁ ପ୍ରାର୍ଥୀ ହୋଇଥିବା ବାହୁବଳି ନେତା ଧନଞ୍ଜୟ ସିଂଙ୍କ ପତ୍ନୀ ଶ୍ରୀକାଳା ସିଂଙ୍କ ଟିକେଟ ବାତିଲ କରିଛନ୍ତି। ବର୍ତ୍ତମାନ ବିଏସପି ଶ୍ୟାମ...

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ, ଆଇଏସ୍‌ସି ଦ୍ୱାଦଶ ରେଜଲ୍ଟ

ନୂଆଦିଲ୍ଲୀ,୬।୫:କାଉନ୍‌ସିଲ୍‌ ଫର୍‌ ଦି ଇଣ୍ଡିଆନ ସ୍କୁଲ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ପରୀକ୍ଷା ଫଳ ଆଜି ସିଆଇଏସ୍‌ସିଇ ପକ୍ଷରୁ ପ୍ରକାଶ ପାଇଛି। ଛାତ୍ରୀଛାତ୍ର cisce.org ଏବଂ results.cisce.org ଓ୍ବେବସାଇଟ୍‌ରେ ସେମାନଙ୍କ ରେଜଲ୍ଟ...

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ ଦେଇଛନ୍ତି। ସଭା ଆରମ୍ଭରେ ପ୍ରଧାନମନ୍ତ୍ରୀ ଜୟ ଜଗନ୍ନାଥ କହି ତାଙ୍କର ଅଭିଭାଷଣ ଆରମ୍ଭ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ ଦେବେ। କନିଷିରେ ଘଣ୍ଟାଏ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ରହିବେ।  ପ୍ରଧାନମନ୍ତ୍ରୀଙ୍କୁ ଦେଖିବା ପାଇଁ ପ୍ରବଳ...

ଥମୁନି ଜଙ୍ଗଲ ନିଆଁ: ୫ ମୃତ, ୧୦୦୦ରୁ ଅଧିକ ହେକ୍ଟର ଜଙ୍ଗଲ ପୋଡ଼ି ପାଉଁଶ

ଡେରାଡୁନ୍‌,୬ା୫: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ଘଟଣା ବନ୍ଦ ହେଉନାହିଁ। ଆଲମୋରା ଏବଂ ବାଗେଶ୍ୱର ସମେତ ଅନେକ ଜିଲାରେ ଜଙ୍ଗଲ ଜଳୁଛି। ଏହି ପରିପ୍ରେକ୍ଷୀରେ, ଆଲମୋରା ଜିଲାର ଜଙ୍ଗଲରେ ନିଆଁ ଲାଗିବା ଘଟଣା ନିୟନ୍ତ୍ରଣ ବାହାରକୁ ଚାଲିଯାଇଛି। ୧୦ଟି ଜଙ୍ଗଲରେ...

ମନ୍ତ୍ରୀଙ୍କ ନିକଟତମଙ୍କ ଘରେ ଟଙ୍କାର ପାହାଡ ଦେଖି ଇଡି ଆଶ୍ଚର୍ଯ୍ୟ

ରାଞ୍ଚି,୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଚଢାଉ କାର୍ଯ୍ୟ ଜାରି ରହିଛି। ସୋମବାର ଝାଡଖଣ୍ଡର ରାଞ୍ଚିରେ ଇଡି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଅର୍ଥ ହେରଫେର ସମ୍ପର୍କରେ ପ୍ରାୟ ୬ ଟି ସ୍ଥାନରେ ଚଢାଉ...

କର୍‌କରେଙ୍କ ହତ୍ୟାକାରୀ ଆର୍‌ଏସ୍‌ଏସ୍‌ ସହ ଜଡ଼ିତ: କଂଗ୍ରେସ ନେତାଙ୍କ ଦାବିକୁ ନେଇ ବିବାଦ

ମୁମ୍ବାଇ,୬ା୫:୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ବେଳେ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌)ର ତତ୍କାଳୀନ ମୁଖ୍ୟ ହେମନ୍ତ କର୍‌କରେଙ୍କୁ ଆତଙ୍କବାଦୀ ଅଜମଲ କସବ ହତ୍ୟା କରି ନ ଥିଲେ, ବରଂ ଆର୍‌ଏସ୍‌ଏସ୍‌ ସହ ସମ୍ପୃକ୍ତ ଜଣେ ପୋଲିସ ଅଧିକାରୀ ମାରିଥିଲେ ବୋଲି...

ବିପତ୍ତି ଡାକୁଛି ଜଙ୍ଗଲ ନିଆଁ

ଡେରାଡୁନ୍‌,୬ା୫:ଉତ୍ତରାଖଣ୍ଡ ଜଙ୍ଗଲରେ ଗତ ନଭେମ୍ବରରୁ ଅଦ୍ୟାବଧି ୮୮୬ ଥର ନିଅଁା ଲାଗିଛି। ବନାଗ୍ନିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜାଣିଶୁଣି ନିଆଁ ଲଗାଇବା ଅଭିଯୋଗରେ ୬୪ ଜଣଙ୍କୁ ଗିରଫ କରାଗଲାଣି। ଏହି ନିଆଁରେ ୧,୧୦୭ ହେକ୍ଟର ଜଙ୍ଗଲ ଜଳିପୋଡ଼ି ନଷ୍ଟ...

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ ପ୍ରକାଶ କରାଯାଇଥିଲା। ଏହି ମାମଲାର ପୁନଃ ତଦନ୍ତ ପାଇଁ କୋର୍ଟଙ୍କ ନିକଟରେ ଖୁବଶୀଘ୍ର...

ଗଧରେ ଚଢ଼ି ନାମାଙ୍କନ ଦାଖଲ ପାଇଁ ପହଞ୍ଚିଲେ ପ୍ରାର୍ଥୀ

ଗୋପାଳଗଞ୍ଜ,୫।୫ଚଳିତ ଲୋକ ସଭା ନିର୍ବାଚନରେ ବିଭିନ୍ନ ପ୍ରାର୍ଥୀଙ୍କ ଅଜବ ଗଜବ ରଙ୍ଗ ଥମିବାର ନାଁ ନେଉନାହିଁ। ବିହାରର ଗୋପାଳଗଞ୍ଜ ଲୋକ ସଭା ଆସନରୁ ଜଣେ ସ୍ବାଧୀନ ପ୍ରାର୍ଥୀ ଏକ ନିଆରା ଶୈଳୀରେ ଉପ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚି ନିଜ ନାମାଙ୍କନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri