ଜାତୀୟ

ଆମେଠି ପ୍ରାର୍ଥୀ କେ.ଏଲ ଶର୍ମାଙ୍କ ବିସ୍ପୋରକ ବୟାନ, ଗାନ୍ଧୀ ପରିବାର ପାଖରେ କରୁନି ଚାକିରି

ନୂଆଦିଲ୍ଲୀ,୫।୫: ଆମେଠିରୁ କଂଗ୍ରେସ କିଶୋରୀ ଲାଲ ଶର୍ମାଙ୍କୁ ଟିକେଟ୍‌ ଦେଇଛି। ତେବେ ଟିକେଟ୍‌ ମିଳିବା ପରେ ସେ ଏକ ବିସ୍ପୋରକ ବୟାନ ଦେଇଛନ୍ତି। ସେ କହିଛନ୍ତି, ମୁଁ ଗାନ୍ଧୀ ପରିବାର ପାଇଁ ଚାକିରି କରୁନି କି ଦଳ ଠାରୁ କୌଣସି...

ଆମେଠିରୁ ଟିକେଟ୍‌ ନ ମିଳିବାରୁ ଏମିତି ପୋଷ୍ଟ କଲେ ରର୍ବଟ ଭଦ୍ରା, କହିଲେ ରାଜନୀତିର କୌଣସି ଶକ୍ତି…

ନୂଆଦିଲ୍ଲୀ,୫।୫: କଂଗ୍ରେସ ଆମେଠି ଓ ରାଏବରେଲିରୁ ପ୍ରାର୍ଥୀ ଘୋଷଣା କରିଛି। ରାହୁଲ ଗାନ୍ଧୀ ରାଏବରେଲିରୁ ନାମାଙ୍କନ ଦାଖଲ କରିଥିବାବେଳେ କେ.ଏଲ ଶର୍ମା ଆମେଠି ଲୋକ ସଭା ଆସନରୁ ନାମାଙ୍କନ ଦାଖଲ କରିଛନ୍ତି। ଆମେଠିରୁ କେ.ଏଲ ଶର୍ମାଙ୍କୁ ଟିକେଟ ମିଳିବା କଂଗ୍ରେସର...

ହଳଦୀ ଏବଂ ଲଙ୍କାଗୁଣ୍ଡରେ ମିଶୁଛି ପୋଷାକ ରଙ୍ଗ

ନୂଆଦିଲ୍ଲୀ,୫।୫: ବଜାରରେ ଏବେ ପ୍ରାୟ ସବୁ କିଛି ଭେଜାଲ। ମସଲା ହେଉ କିମ୍ବା ଅନ୍ୟ କୌଣସି ଖାଦ୍ୟପଦାର୍ଥ ସବୁ ଥିରେ ମାତ୍ରାଧିକ କେମିକାଲ। ଏସବୁ ଖାଇବା ଦ୍ବାରା ଲୋକଙ୍କୁ ଯାବତୀୟ ରୋଗ ହେବା ସହ ସେମାନଙ୍କ ଜୀବନକାଳ କମୁଛି। ନିକଟରେ...

ବଲିଉଡ୍‌ ପ୍ରଭାବରେ ଦେଶର ନିର୍ବାଚନ

ନୂଆଦିଲ୍ଲୀ,୫ା୫: ଭାରତୀୟ ହିନ୍ଦୀ ସିନେମା ଶିଳ୍ପ ନିକଟ ଅତୀତରେ ଅନେକ ଚଳଚ୍ଚିତ୍ର ନିର୍ମାଣ କରିଛି, ଯେଉଁଥିରେ ନିର୍ବାଚନକୁ ପ୍ରଭାବିତ କଲା ଭଳି ଜାତୀୟତାବାଦ, ଇସ୍‌ଲାମ ବିରୋଧୀ ଚିନ୍ତାଧାରା ଆଦିର ବର୍ଣ୍ଣନା ଦେଖିବାକୁ ମିଳେ। ସେଗୁଡ଼ିକ ମଧ୍ୟରୁ ‘ଦି କେରଲା ଷ୍ଟୋରି’,...

ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କ ବଳାତ୍କାର ନୁହେଁ: ହାଇକୋର୍ଟ

ନୂଆଦିଲ୍ଲୀ,୫ା୫: ସ୍ତ୍ରୀଙ୍କ ସହ ଅପ୍ରାକୃତ ଯୌନ ସମ୍ପର୍କକୁ ବଳାତ୍କାର କୁହାଯାଇପାରିବ ନାହିଁ ବୋଲି ମଧ୍ୟପ୍ରଦେଶ ହାଇକୋର୍ଟ ଏକ ରାୟରେ କହିଛନ୍ତି। ଏପରିକି ସ୍ତ୍ରୀଙ୍କର ସହମତି ନ ଥିଲେ ମଧ୍ୟ ଏଭଳି ସମ୍ପର୍କ ବଳାତ୍କାର ନୁହେଁ। ଜଣେ ମହିଳା ତାଙ୍କ ସ୍ବାମୀଙ୍କ...

ଆଜି ଆସିବେ ମୋଦି, ନଡ୍ଡା

ଭୁବନେଶ୍ୱର, ୫।୫(ସୁନିତ୍‌ ମିଶ୍ର)ନିର୍ବାଚନ ପ୍ରଚାର ପାଇଁ ଭାଜପା କେନ୍ଦ୍ରୀୟ ନେତାମାନଙ୍କ ଘନ ଘନ ଓଡ଼ିଶା ଗସ୍ତ କରୁଛନ୍ତି। ନିକଟରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା, ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କ ସମେତ କେତେଜଣ କେନ୍ଦ୍ରମନ୍ତ୍ରୀ ଓଡ଼ିଶାର ବିଭିନ୍ନ ସ୍ଥାନରେ...

ଏପଟେ ଧମକ, ସେପଟେ ଆକ୍ରମଣ

ପାଲାମ୍‌/ଭୁବନେଶ୍ୱର/ପୁଞ୍ଚ,୫ା୫ଜମ୍ମୁ-କଶ୍ମୀରର ପୁଞ୍ଚ ଜିଲାରେ ଶନିବାର ସନ୍ଧ୍ୟାରେ ଆତଙ୍କବାଦୀମାନେ ବଡ଼ଧରଣର ଆକ୍ରମଣ କରିଛନ୍ତି। ଏଥିରେ ଭାରତୀୟ ବାୟୁସେନା (ଆଇଏଏଫ୍‌)ର ଜଣେ ଯବାନ ଶହୀଦ ଓ ୪ ଆହତ ହୋଇଛନ୍ତି। ଏହି ଅତର୍କିତ ଆକ୍ରମଣର କିଛି ସମୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି...

ଯୋଗକୁ ଆପଣାଇଲା ପାକିସ୍ତାନ

ଇସ୍‌ଲାମାବାଦ,୫ା୫ପ୍ରାଚୀନ ଭାରତୀୟ ଶାରୀରିକ, ମାନସିକ ତଥା ଆଧ୍ୟାତ୍ମିକ ଅଭ୍ୟାସ ‘ଯୋଗ’ ବିଶ୍ୱର ଅଧିକାଂଶ ଦେଶରେ ଆଦୃତ ହୋଇଥିବାବେଳେ ଏବେ ପଡ଼ୋଶୀ ଦେଶ ପାକିସ୍ତାନରେ ଏହା ଆନୁଷ୍ଠାନିକ ଭାବେ ପ୍ରବେଶ କରିଛି। ଇସ୍‌ଲାମାବାଦର କ୍ୟାପିଟାଲ ଡେଭେଲପମେଣ୍ଟ ଅଥରିଟି (ସିଡିଏ)ର ଫେସ୍‌ବୁକ୍‌ ପେଜ୍‌...

କଂଗ୍ରେସ ନେତାଙ୍କ ମିଳିଲା ଦଗ୍ଧ ମୃତଦେହ

ଚେନ୍ନାଇ,୫ା୫ତାମିଲନାଡୁର କଂଗ୍ରେସ ନେତା କେ.ପି.କେ. ଜୟକୁମାର ଧନସିଂଙ୍କ ଦଗ୍ଧ ମୃତଦେହ ତିରୁନେଲଭେଲିସ୍ଥିତ ତାଙ୍କ ଫାର୍ମରୁ ଶନିବାର ମିଳିଛି। ତାଙ୍କ ଦୁଇଗୋଡ଼କୁ ତାରରେ ବନ୍ଧାଯାଇଥିବା ଦେଖାଯାଇଛି। ୨ ଦିନ ପୂର୍ବରୁ ସେ ନିଖୋଜ ଥିବା ନେଇ ତାଙ୍କ ପୁଅ ଶୁକ୍ରବାର ପୋଲିସରେ...

କର୍ନାଟକ ସେକ୍ସ ସ୍କାଣ୍ଡାଲରେ ଏଚ୍‌.ଡି ରେଭନ୍ନା ଗିରଫ

ବେଙ୍ଗାଲୁରୁ,୪ା୫: କର୍ନାଟକ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ବିଧାୟକ ଏଚ୍‌.ଡି. ରେଭନ୍ନାଙ୍କୁ ଏସ୍‌ଆଇଟି ଶନିବାର ଗିରଫ କରିଛି। ରେଭନ୍ନାଙ୍କ ଘରେ କାମ କରୁଥିବା ଜଣେ ମହିଳାଙ୍କ ପୁଅ ତାଙ୍କ ବିରୋଧରେ ଅପହରଣ କରିଥିବା ଅଭିଯୋଗ ଆଣିଥିଲେ।...

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌, ନିର୍ଦ୍ଦେଶ ଜାରି କଲେ ଜିଲାପାଳ

ପୁରୀ,୪ା୫: ପ୍ରଧାନମନ୍ତ୍ରୀଙ୍କ ନବରଙ୍ଗପୁର ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି। ଚିକିଲିରେ ପ୍ରଧାନମନ୍ତ୍ରୀଙ୍କ ସଭା ଥିବାରୁ ଡ୍ରୋନ ଉଡ଼ାଣ ଉପରେ ରୋକ୍‌ ଲଗାଯାଇଛି। ଶନିବାରଠାରୁ ୬ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍‌ କଟକଣା...

‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’

ଗାନ୍ଧିନଗର,୪।୫: ମୋଦି ନିଜେ ରାଜା, ହେଲେ ମୋ’ ଭାଇଙ୍କୁ ରାଜକୁମାର କୁହନ୍ତି। କିଛି ଏଭଳି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି। ଏହାଛଡ଼ା ରାହୁଲ ୪୦୦୦ କିମି ପାଦରେ ଚାଲି ଦେଶର ଲୋକଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri