ଜାତୀୟ

କର୍ନାଟକ ସେକ୍ସ ସ୍କାଣ୍ଡାଲରେ ଏଚ୍‌.ଡି ରେଭନ୍ନା ଗିରଫ

ବେଙ୍ଗାଲୁରୁ,୪ା୫: କର୍ନାଟକ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ବିଧାୟକ ଏଚ୍‌.ଡି. ରେଭନ୍ନାଙ୍କୁ ଏସ୍‌ଆଇଟି ଶନିବାର ଗିରଫ କରିଛି। ରେଭନ୍ନାଙ୍କ ଘରେ କାମ କରୁଥିବା ଜଣେ ମହିଳାଙ୍କ ପୁଅ ତାଙ୍କ ବିରୋଧରେ ଅପହରଣ କରିଥିବା ଅଭିଯୋଗ ଆଣିଥିଲେ।...

ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌, ନିର୍ଦ୍ଦେଶ ଜାରି କଲେ ଜିଲାପାଳ

ପୁରୀ,୪ା୫: ପ୍ରଧାନମନ୍ତ୍ରୀଙ୍କ ନବରଙ୍ଗପୁର ଗସ୍ତ ପାଇଁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି। ଚିକିଲିରେ ପ୍ରଧାନମନ୍ତ୍ରୀଙ୍କ ସଭା ଥିବାରୁ ଡ୍ରୋନ ଉଡ଼ାଣ ଉପରେ ରୋକ୍‌ ଲଗାଯାଇଛି। ଶନିବାରଠାରୁ ୬ ତାରିଖ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ନୋ ଫ୍ଲାଇଂ ଜୋନ୍‌ କଟକଣା...

‘ମୋଦି ନିଜେ ରାଜା, ହେଲେ ମୋ’ ଭାଇକୁ ରାଜକୁମାର କହୁଛନ୍ତି’

ଗାନ୍ଧିନଗର,୪।୫: ମୋଦି ନିଜେ ରାଜା, ହେଲେ ମୋ’ ଭାଇଙ୍କୁ ରାଜକୁମାର କୁହନ୍ତି। କିଛି ଏଭଳି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଟାର୍ଗେଟ କରିଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧି। ଏହାଛଡ଼ା ରାହୁଲ ୪୦୦୦ କିମି ପାଦରେ ଚାଲି ଦେଶର ଲୋକଙ୍କୁ...

ବାୟୁସେନା ଯବାନଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣ, ୩ ଆହତ

ନୂଆଦିଲ୍ଲୀ,୪ା୫: ଶନିବାର ଜମ୍ମୁ କଶ୍ମୀରର ପୁଞ୍ଚ ଜିଲା ସୁରାନକୋଟ ଅଞ୍ଚଳରେ ଆତଙ୍କବାଦୀମାନେ ବାୟୁସେନା କର୍ମଚାରୀ ଯାଉଥିବା ଦୁଇଟି ଗାଡିରେ ଆକ୍ରମଣ କରିଛନ୍ତି। ଯେଉଁଥିରେ ଭାରତୀୟ ବାୟୁସେନାର ତିନି କର୍ମଚାରୀ ଆହତ ହୋଇଥିବା ଖବର ମିଳିଛି। ଆହତ ହୋଇଥିବା ପାଞ୍ଚ ଜଣଙ୍କ...

ପଦ୍ମ ଧରିଲେ ଅରବିନ୍ଦର ସିଂହ ଲଭଲୀ

ନୂଆଦିଲ୍ଲୀ,୪।୫: ପଦ୍ମ ଧରିଲେ ପୂର୍ବତନ ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ଅରବିନ୍ଦର ସିଂହ ଲଭଲୀ। ଦିଲ୍ଲୀ ସ୍ଥିତ ଭାଜପା କାର୍ଯ୍ୟାଳୟକୁ ଯାଇ ସେ ବିଧିବଦ୍ଧ ଭାବେ ଭାଜପାରେ ସାମିଲ ହୋଇଛନ୍ତି। ସୂଚନାଥାଉ କି, ଦିଲ୍ଲୀରେ ଏଏପି ସହ କଂଗ୍ରେସର ମେଣ୍ଟକୁ ନେଇ...

ଗାଡ଼ି ଉପରେ ଚଢି ନାଚିଲେ ଜ୍ୟୋତିରାଦିତ୍ୟ ସିନ୍ଧିଆ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ଭାଜପା ଏବଂ କଂଗ୍ରେସ ଦଳ ମଧ୍ୟପ୍ରଦେଶରେ ପ୍ରଚାର କରିବାରେ ବ୍ୟସ୍ତ ଅଛନ୍ତି। ଜନସାଧାରଣଙ୍କୁ ନିଜ ଆଡକୁ ଆକୃଷ୍ଟ କରିବା ପାଇଁ ଅନେକ ପ୍ରୟାସ କରାଯାଉଛି। ଏହି ସମୟରେ, ଜ୍ୟୋତିରାଦିତ୍ୟ ସିନ୍ଧିଆ...

ଭାଜପା ନେତାଙ୍କ ରାଲିରେ ଫୁଟିଲା ଗୁଳି, ଭିଡିଓ ଭାଇରାଲ, ଯାଞ୍ଚ ପରେ ଜଣାପଡିଲା ସତ୍ୟତା

ଗୋଣ୍ଡା,୪।୫: ବହୁ ଚର୍ଚ୍ଚିତ କେସରଗଞ୍ଜ ସଂସଦୀୟ ଆସନରୁ ଭାଜପା ପ୍ରାର୍ଥୀ କରଣ ଭୂଷଣ ସିଂଙ୍କ ରାଲିରେ ବାଣ ଫୁଟିବାର ଏକ ଭିଡିଓ ସାମ୍ନାକୁ ଆସିଛି। କରଣଭୂଷଣ ସିଂଙ୍କ ଫେସବୁକ ଓ୍ବାଲରେ ଏହି ଭିଡିଓ ମଧ୍ୟ ଭାଇରାଲ ହୋଇଛି। ଶନିବାର କେସରଗଞ୍ଜ...

ଅରବିନ୍ଦ କେଜରିଓ୍ବାଲ ବାରାଣାସୀରୁ ଲଢନ୍ତୁ ଲୋକ ସଭା ନିର୍ବାଚନ: ଏସପି ନେତାଙ୍କ ଦାବି

ନୂଆଦିଲ୍ଲୀ,୪।୫: ଲୋକ ସଭା ନିର୍ବାଚନ ମଧ୍ୟରେ ସମାଜବାଦୀ ପାର୍ଟିର ନେତା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପରାମର୍ଶ ଦେଇଛନ୍ତି। ଏସପି ନେତା ଆଇପି ସିଂ କହିଛନ୍ତି ଯେ ଉତ୍ତର ପ୍ରଦେଶର ବାରାଣାସୀ ଲୋକ...

ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଟିପ୍ସ, କହିଲେ ସଫଳ ବିବାହାର ଆଧାର ସହନଶୀଳତା

ନୂଆଦିଲ୍ଲୀ,୪।୫: ସୁଖି ଦାମ୍ପତ୍ୟ ଜୀବନ ବିଷୟରେ ପରାମର୍ଶଦାତା ପରି ସୁପ୍ରିମକୋର୍ଟ କିଛି ଟିପ୍ସ ଦେଇଛନ୍ତି। ଶୁକ୍ରବାର କୋର୍ଟ କହିଛନ୍ତି ଯେ ସହନଶୀଳତା ଏବଂ ସମ୍ମାନ ଏକ ସଫଳ ବିବାହର ଆଧାର ଅଟେ। ଛୋଟ ଜିନିଷକୁ ଗୁରୁତ୍ୱ ଦିଆଯିବା ଉଚିତ ନୁହେଁ।...

ରାଜନୀତିରେ ଅଜବ ଦୃଶ୍ୟ, ମଇଁଷି-ମେଣ୍ଢା ଉପରେ ଆସି କରୁଛନ୍ତି ନାମାଙ୍କନ ଦାଖଲ

କୋଲକାତା,୪।୫: ଲୋକ ସଭା ନିର୍ବାଚନ ପାଇଁ ନାମାଙ୍କନ ପତ୍ର ଦାଖଲ କାର୍ଯ୍ୟକ୍ରମ ଜାରି ରହିଛି। ବିଭିନ୍ନ ଦଳର ପ୍ରାର୍ଥୀ ନିଜର ଖାସ୍‌ ଅନ୍ଦାଜରେ ଆସି ନାମାଙ୍କନ ନାଖଲ କରୁଛନ୍ତି। କିଏ ଦଳବଳ ସହକର୍ମୀଙ୍କ ସହ ଆସି ଶକ୍ତି ପ୍ରଦର୍ଶନ କରୁଛି...

ହ୍ବାଟସଆପର ଭୁଲ ବ୍ୟବହାର କଲେ ନିଆଯିବ କାର୍ଯ୍ୟାନୁଷ୍ଠାନ, ୭୯ ଲକ୍ଷରୁ ଅଧିକ ଆକାଉଣ୍ଟ ଉପରେ ମେଟା ଲଗାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୪।୫: ମେଟା ମାଲିକାନା ହ୍ବାଟସ ଆପ କହିଛି ଯେ ମାର୍ଚ୍ଚରେ ଏହା ଭାରତରେ ୭୯ଲକ୍ଷରୁ ଅଧିକ ଆକାଉଣ୍ଟକୁ ନିଷିଦ୍ଧ କରିଛି। ମାର୍ଚ୍ଚ ୧ ରୁ ୩୧ମଧ୍ୟରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏହି ସମୟରେ, ମେସେଜିଂ ପ୍ଲାଟଫର୍ମ ମାର୍ଚ୍ଚରେ ସାରା...

ସଫେଇ ଦେଲେ ଚେସ ଚାମ୍ପିଅନ କାସପାରୋଭ

ନୂଆଦିଲ୍ଲୀ,୪।୫: ରୁଷିଆର ମହାନ ଚେସ ଖେଳାଳି ଗ୍ୟାରି କାସପାରୋଭ ନିକଟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଏକ ସୋସିଆଲ ମିଡିଆ ପୋଷ୍ଟ କରିଥିଲେ। ବର୍ତ୍ତମାନ ଏହି ପୋଷ୍ଟ ଭାଇରାଲ ହେବା ପରେ ଗ୍ୟାରି କାସପାରୋଭ ସ୍ପଷ୍ଟୀକରଣ ଦେଇଛନ୍ତି ଏବଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri