ଜାତୀୟ

ଇତିହାସ ରଚିଲେ ସିଜେଆଇ ଚନ୍ଦ୍ରଚୁଡ

ନୂଆଦିଲ୍ଲୀ,୪।୫: ଭାରତର ପ୍ରଧାନ ବିଚାରପତି ଡି. ଓ୍ବାଇ. ଚନ୍ଦ୍ରଚୂଡ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ସେ ତାଙ୍କ ନାମରେ ଏକ ରେକର୍ଡ କରିଛନ୍ତି ଯାହା ଏପର୍ଯ୍ୟନ୍ତ କେହି ସିଜେଆଇ କରିନାହାଁନ୍ତ। ଅବଶ୍ୟ, ଏଥର ଏହାର କାରଣ କୌଣସି ରାୟ ନୁହେଁ,...

ଆତଙ୍କବାଦୀ ନିଜ୍ଜର ହତ୍ୟାକାରୀଙ୍କ ଲରେନ୍ସ ବିଶ୍ନୋଇଙ୍କ ସହ ରହିଛି କନେକସନ, କାନାଡା ପୋଲିସ ଜାରି କଲା ଅଭିଯୁକ୍ତଙ୍କ ଫଟୋ

ଓଟାଓ୍ବା,୪।୫: ଖାଲିସ୍ତାନୀ ସମର୍ଥକ ଆତଙ୍କବାଦୀ ହାର୍ଦ୍ଦିକ ସିଂ ନଜ୍ଜାରଙ୍କ ହତ୍ୟା ମାମଲାରେ କାନାଡା ପୋଲିସ ତିନି ଜଣଙ୍କୁ ଗିରଫ କରିଛି। ତିନି ଅଭିଯୁକ୍ତଙ୍କ ଫଟୋ ଶେୟାର କରିଛି କାନାଡା ପୋଲିସ। ଏହା ବ୍ୟତୀତ ପୋଲିସ ନିଜ୍ଜରଙ୍କୁ ହତ୍ୟା କରିବା ପୂର୍ବରୁ...

ମେ’ ୧୪ରେ ନାମାଙ୍କନ ଦାଖଲ କରିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତୀୟ ଜନତା ପାର୍ଟି ପକ୍ଷରୁ ବାରଣାସୀରୁ ତୃତୀୟ ଥର ପାଇଁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ବାରଣାସୀରେ ମେ’ ୭ରୁ ମେ’ ୧୪ ପର୍ଯ୍ୟନ୍ତ ନାମାଙ୍କନ ପ୍ରକ୍ରିୟା ଚାଲିବ। ମିଳିଥିବା ସୂଚନା...

ରାହୁଲଙ୍କୁ ଟାର୍ଗେଟ କଲେ ଚେସ ଚାମ୍ପିଅନ ଗ୍ୟାରି କାସପାରୋଭ, କହିଲେ ପ୍ରଥମେ ରାଏବରେଲିରେ ଜିତିକି ଦେଖାନ୍ତୁ…

ନୂଆଦିଲ୍ଲୀ,୪।୫: ଆନ୍ତର୍ଜାତୀୟ ଖେଳାଳି ତଥା ପୂର୍ବତନ ବିଶ୍ୱ ଚାମ୍ପିଅନ ଗ୍ୟାରି କାସପାରୋଭଙ୍କ ଏକ ପୋଷ୍ଟ ରାଜନୈତିକ ଆଲୋଡ଼ନ ସୃଷ୍ଟି କରିଛି। ସେ ରାଏବରେଲିରୁ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବା ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଉପରେ ଟାର୍ଗେଟ...

ସମାନ ନାମଧାରୀ ପ୍ରାର୍ଥୀଙ୍କୁ ପ୍ରତିଦ୍ୱନ୍ଦ୍ୱିତାରୁ ବାଦ୍‌ ଦେଇ ହେବନି

ନୂଆଦିଲ୍ଲୀ,୪ା୫: କୌଣସି ରାଜନେତାଙ୍କ ନାଁ ଅନ୍ୟ ପ୍ରାର୍ଥୀଙ୍କ ସହ ସମାନ ହୋଇଥିଲେ, ତାହା ତାଙ୍କ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା ଅଧିକାରକୁ ପ୍ରଭାବିତ କରେନାହିଁ ବୋଲି ସୁପ୍ରିମକୋର୍ଟ କହିଛନ୍ତି। ତେଣୁ ଜଣେ ପ୍ରାର୍ଥୀଙ୍କର ଅନ୍ୟ ରାଜନେତାଙ୍କ ସହ ସମାନ ନାଁ ରହିଥିଲେ, ତାଙ୍କୁ ନିର୍ବାଚନରୁ...

କେନ୍ଦ୍ରକୁ ତଥ୍ୟ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୪ା୫: ଦ୍ରବ୍ୟ ଓ ସେବା ଟିକସ (ଜିଏସ୍‌ଟି) ଆଇନରେ ଜାରି ହୋଇଥିବା ନୋଟିସ ଏବଂ ଗିରଫଦାରି ସମ୍ପର୍କିତ ସବିଶେଷ ତଥ୍ୟ ଦେବାକୁ ସୁପ୍ରିମକୋର୍ଟ କେନ୍ଦ୍ର ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନାଗରିକଙ୍କୁ ସେମାନଙ୍କ ସ୍ବାଧୀନତାରୁ ବଞ୍ଚତ୍ତ କରାଇ ହଇରାଣ କରାଯାଉଥିଲେ, ସେଥିରୁ ସୁରକ୍ଷା...

ଏଚ୍‌.ଡି. ରେଭନ୍ନାଙ୍କ ବିରୋଧରେ ଅପହରଣ, ଅସଦାଚରଣ ଅଭିଯୋଗ

ମହୀଶୂର,୪ା୫: କର୍ନାଟକର ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ନେତା ଏଚ୍‌.ଡି. ରେଭନ୍ନା ତାଙ୍କ ଘରେ ଚାକରାଣୀ ଭାବେ କାମ କରୁଥବା ଜଣେ ମହିଳାଙ୍କୁ ଅପହରଣ କରିନେଇ ଯୌନ ନିର୍ଯାତନା ଦେଇଥିବା ତାଙ୍କ ପୁଅ ଅଭିଯୋଗ ଆଣିଛନ୍ତି। ଅପହରଣରେ ରେଭନ୍ନାଙ୍କର ଜଣେ...

କଂଗ୍ରେସ ଗଡ଼ରେ ବିଗ୍‌ ଫାଇଟ୍‌

ରାଏବରେଲି/ନୂଆଦିଲ୍ଲୀ,୪ା୫, (ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର): ସର୍ବପୁରାତନ ଦଳ କଂଗ୍ରେସ ଶୁକ୍ରବାର ସକାଳେ ସବୁ କଳ୍ପନାଜଳ୍ପନାର ଅବସାନ ଘଟାଇ ଦୁଇ ହାଇପ୍ରୋଫାଇଲ ଆସନରେ ଦଳୀୟ ପ୍ରାର୍ଥୀଙ୍କ ନାମ ଘୋଷଣା କଲା। ରାଏବରେଲିରୁ ରାହୁଲ ଗାନ୍ଧୀ ଓ ଅମେଠିରୁ କିଶୋରୀ ଲାଲ୍‌ ଶର୍ମାଙ୍କ ନାମ ଘୋଷଣା...

ବିଶ୍ୱର ୪୬% ଆଜ୍‌ମା ମୃତ୍ୟୁ ଭାରତରେ ଘଟୁଛି, ପ୍ରତିବର୍ଷ ୨ ଲକ୍ଷ ଲୋକ ହରାଉଛନ୍ତି ଜୀବନ

ନୂଆଦିଲ୍ଲୀ,୩ା୫: ଭାରତରେ ପ୍ରତିବର୍ଷ ହାରାହାରି ୨ ଲକ୍ଷ ଲୋକ ଆଜ୍‌ମା ଯୋଗୁ ମୃତ୍ୟୁ ମୁଖରେ ପଡ଼ୁଛନ୍ତି। ସମଗ୍ର ବିଶ୍ୱରେ ଆଜ୍‌ମାଜନିତ ମୃତ୍ୟୁର ଏହା ୪୬ ପ୍ରତିଶତ ବୋଲି ଏକ ସର୍ଭେରୁ ଜଣାପଡ଼ିଛି। ଏହି ରୋଗକୁ ଯଦି ଆଗୁଆ ଚିହ୍ନଟ କରାଯାଇ...

ଗର୍ଲଫ୍ରେଣ୍ଡ ସହିତ ଫେରାର ହୋଇଗଲା ପୁଅ, ମା’ଙ୍କୁ ଖୁଣ୍ଟରେ ବାନ୍ଧି ମାଡ଼ ମାରିଲେ ଝିଅ ଘରଲୋକେ

ନୂଆଦିଲ୍ଲୀ,୩।୫: ପୁଅର କାରନାମା ପାଇଁ ମା’ ସହିଲେ ଅପବାଦ, ରାସ୍ତାରେ ବାନ୍ଧି ବାଡେଇଲେ ଲୋକେ। ଏଭଳି ଏକ ଅସାମାଜିକ ଘଟଣା ଦେଖିବାକୁ ମିଳିଛି କର୍ଣ୍ଣାଟକର ହାଭେରୀ ଜିଲାରେ। ପୁଅ ଗର୍ଲଫ୍ରେଣ୍ଡ ସହିତ ଫେରାର ହୋଇଯିବା ପରେ ଜଣେ ୫୦ ବର୍ଷୀୟା...

ଜବତ ରେକର୍ଡରୁ ୫ ଲକ୍ଷ କୋଟି ଟଙ୍କାର ହେରୋଇନ ଗାଏବ, କେନ୍ଦ୍ରକୁ ଜବାବ ମାଗିଲେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୩ା୫: ୨୦୧୮ରୁ ୨୦୨୦ ମଧ୍ୟରେ ଜବତ ହୋଇଥିବା ୭୦,୭୭୨.୪୮ କିଲୋଗ୍ରାମ ହେରୋଇନ୍‌ ରେକର୍ଡରୁ ଗାଏବ ହୋଇଯାଇଥିବା ଅଭିଯୋଗ ହୋଇଛି। ଏନେଇ ଦିଲ୍ଲୀ ହାଇକୋର୍ଟ କେନ୍ଦ୍ର ସରକାରଙ୍କୁ ଜବାବ ମାଗିଛନ୍ତି। ବି.ଆର୍‌. ଅରବିନ୍ଦାକ୍ଷଣଙ୍କ ପକ୍ଷରୁ ଦାଏର ପିଟିଶନ ଉପରେ ଜଷ୍ଟିସ୍‌ ସୁବ୍ରମଣ୍ୟମ...

ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରକୁ ଜୋତା ମାଡ, ଗିରଫ ହୋଇଥିବା ଯୁବକ ଯୋଗୀ ୟୁଥ ବ୍ରିଗେଡର ମେମ୍ବର

ଆଗ୍ରା,୩।୫: ଫତେହାବାଦର ସତୀ ମନ୍ଦିରରେ ଶୋଶିତ ସମାଜ ପାର୍ଟି ପ୍ରାର୍ଥୀ ହୋତମ ସିଂଙ୍କ ସମର୍ଥନ ସଭାରେ ପହଞ୍ଚିଥିବା ରାଷ୍ଟ୍ରୀୟ ଅଧ୍ୟକ୍ଷ ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ଉପରେ ଯୋଗୀ ୟୁଥ ବ୍ରିଗେଡର ଜଣେ କର୍ମୀ ଜୋତା ଫିଙ୍ଗିଛନ୍ତି। ତେବେ ସ୍ବାମୀ ପ୍ରସାଦ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri