ଜାତୀୟ

ଓଡ଼ିଶା ଆସିବେନି ରାହୁଲ

ନୂଆଦିଲ୍ଲୀ,୩ା୫: ଶୁକ୍ରବାର ରାହୁଲ ଗାନ୍ଧୀ ଓଡ଼ିଶା ଆସିବାର କାର୍ଯ୍ୟକ୍ରମ ଥିଲା। ଆଜି ରାହୁଲ ରାୟଗଡ଼ା ଗସ୍ତରେ ଆସି ଏକ ସମାବେଶରେ ସମ୍ବୋଧିତ କରିଥାନ୍ତେ। ମାତ୍ର ଏହି ଗସ୍ତ କାର୍ଯ୍ୟକ୍ରମ ବାତିଲ କରାଯାଇଛି। ଏନେଇ ସୂଚନା ଦେଇଛି କଂଗ୍ରେସ। ରାଏବରେଲିରୁ ରାହୁଲ...

ମହିଳାଙ୍କ ଅପେକ୍ଷା ପୁରୁଷଙ୍କଠାରେ ଅକାଳ ମୃତ୍ୟୁ ଆଶଙ୍କା ଅଧିକ

ନୂଆଦିଲ୍ଲୀ, ୩।୫:ମହିଳାଙ୍କ ଅପେକ୍ଷା ପୁରୁଷଙ୍କ ଠାରେ ଅକାଳ ମୃତ୍ୟୁର ଆଶଙ୍କା ଅଧିକ ରହିଥାଏ। ସେହିପରି ପୂରା ଜୀବନ କାଳ ମଧ୍ୟରେ ପୁରୁଷଙ୍କ ଅପେକ୍ଷା ମହିଳାମାନେ ଅଧିକ ମାତ୍ରାରେ ଅସୁସ୍ଥ ରହିଥାନ୍ତି। ଲାନ୍‌ସେଟ୍‌ ଜନ ସ୍ବାସ୍ଥ୍ୟ ପତ୍ରିକାରେ ଏସମ୍ପର୍କିତ ଏକ ନୂତନ...

ଶେଷରେ ସବୁ ଚର୍ଚ୍ଚାର ଘଟିଲା ଅନ୍ତ: ରାଏବରେଲି-ଆମେଠିରୁ ପ୍ରାର୍ଥୀ ଘୋଷଣା କଲା କଂଗ୍ରେସ

ନୂଆଦିଲ୍ଲୀ,୩।୫: ନାମାଙ୍କନପତ୍ରର ଶେଷ ଦିନରେ କଂଗ୍ରେସ ଉତ୍ତରପ୍ରଦେଶର ରାଏବରେଲି ଏବଂ ଆମେଠି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏହି ଦୁଇଟି ଆସନରେ ନାମାଙ୍କନ ପାଇଁ ଶେଷ ଦିନ ଆଜି ଅର୍ଥାତ୍‌ ଶୁକ୍ରବାର। ଏଭଳି ପରିସ୍ଥିତିରେ ଶେଷ...

ଭାରତକୁ ବିପଦରେ ପକାଇବା ପାଇଁ ଷଡଯନ୍ତ୍ର କରୁଛି ଚାଇନା

ନୂଆଦିଲ୍ଲୀ,୩ା୫:ପୂର୍ବ ଲଦାଖ ଅନ୍ତର୍ଗତ ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ଅଞ୍ଚଳରେ ସେନା ଅନୁପ୍ରବେଶ କରାଇ ଚାଇନା ଉତ୍ତେଜନାପୂର୍ଣ୍ଣ ସ୍ଥିତି ଜାରି ରଖିଥିବାବେଳେ ସିଆଚେନ୍‌ ନିକଟବର୍ତ୍ତୀ ଶକ୍ସଗାମ୍‌ ଉପତ୍ୟକାରେ ସାମରିକ ଭିତ୍ତିଭୂମି ନିର୍ମାଣ କରୁଛି। ଏହା ଭାରତ ପାଇଁ ସାମରିକ ବିପଦ...

ସର୍ଭେ ଆଳରେ ଭୋଟର ପଞ୍ଜୀକରଣ ମନା

ନୂଆଦିଲ୍ଲୀ,୩ା୫(ପି.ଟି.):ସର୍ଭେ ଆଳରେ ରାଜନୈତିକ ଦଳ ଏବଂ ପ୍ରାର୍ଥୀମାନେ ସେମାନଙ୍କର ପ୍ରସ୍ତାବିତ ଲାଭଦାୟକ ଯୋଜନା ପାଇଁ ଭୋଟରମାନଙ୍କୁ ପଞ୍ଜୀକୃତ କରାଉଥିବା ଜଣାପଡ଼ିବା ପରେ ନିର୍ବାଚନ କମିଶନ (ଇସି) ଏହାକୁ ଗମ୍ଭୀରତାର ସହ ନେଇଛନ୍ତି। ନିର୍ବାଚନ ଆଇନ ଅନୁଯାୟୀ ଏହା ଦୁର୍ନୀତିପୂର୍ଣ୍ଣ କାର୍ଯ୍ୟ।...

କୋଭିଶିଲ୍ଡ ପାର୍ଶ୍ୱ ପ୍ରତିକ୍ରିୟା: ସୁପ୍ରିମକୋର୍ଟରେ କ୍ଷତିପୂରଣ ଦାବି

ନୂଆଦିଲ୍ଲୀ,୩ା୫:କରୋନା ପ୍ରତିଶେଧକ ଟିକା କୋଭିଶିଲ୍ଡର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ସମ୍ପର୍କରେ ଅଷ୍ଟ୍ରାଜେନିକା କମ୍ପାନୀ ସ୍ବୀକାର କରିବା ପରେ ଏହାର ଯାଞ୍ଚ ପାଇଁ ଜଣେ ଆଇନଜୀବୀ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଟିକାର ପାର୍ଶ୍ୱ ପ୍ରତିକ୍ରିୟା ଏବଂ ସମ୍ଭାବ୍ୟ ବିପଦ ସମ୍ପର୍କରେ ଅନୁଧ୍ୟାନ...

ଡିସିଡବ୍ଲ୍ୟୁର ୨୨୩ କର୍ମଚାରୀଙ୍କୁ ବହିଷ୍କାର

ନୂଆଦିଲ୍ଲୀ,୨ା୫: ଦିଲ୍ଲୀ ଉପରାଜ୍ୟପାଳ ଭି.କେ. ସାକ୍ସେନାଙ୍କ ଅନୁମୋଦନ କ୍ରମେ ଦିଲ୍ଲୀ ମହିଳା କମିଶନ (ଡିସିଡବ୍ଲ୍ୟୁ)ର ୨୨୩ଜଣ ଠିକା କର୍ମଚାରୀଙ୍କୁ ବହିଷ୍କାର କରାଯାଇଛି। ସେମାନଙ୍କୁ ବହିଷ୍କାର କରିବା ପାଇଁ ଦିଲ୍ଲୀ ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ନିର୍ଦ୍ଦେଶ ଦେଇଛି।...

ରାଏବରେଲି, ଆମେଠିରୁ କିଏ ହେବେ ପ୍ରାର୍ଥୀ? ଆଜି ରାତି ସୁଦ୍ଧା ପ୍ରିୟଙ୍କା, ରାହୁଲ ନେବେ ଶେଷ ନିଷ୍ପତ୍ତି

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ୨୦୨୪ ତୃତୀୟ ପର୍ଯ୍ୟାୟ ଭୋଟ ମେ’ ୭ରେ ଅନୁଷ୍ଠିତ ହେବ। କିନ୍ତୁ ଆଜିକାଲି ପଞ୍ଚମ ପର୍ଯ୍ୟାୟ (ମେ ୨୦)ରେ ମତଦାନ ହେବାକୁ ଥିବା ଦୁଇଟି ସିଟ ବିଷୟରେ ଆଲୋଚନା ଚାଲିଛି। କଂଗ୍ରେସର ଗଡ଼ ବୋଲି...

ରାଏବରେଲି ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୨।୫: ଲୋକ ସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ଉତ୍ତରପ୍ରଦେଶର ରାଏବରେଲି ଲୋକ ସଭା ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀ ଘୋଷଣା କରିଛି। ଭାଜପା ଦୀନେଶ ପ୍ରତାପ ସିଂଙ୍କୁ ପ୍ରାର୍ଥୀ କରିଛି। ଦୀନେଶ ପ୍ରତାପ ସିଂ ପୂର୍ବରୁ ଭାରତୀୟ ଜାତୀୟ କଂଗ୍ରେସର...

ସରକାରଙ୍କ ବଡ଼ ନିଷ୍ପତ୍ତି, ଏବେ ସମସ୍ତ ରାଜ୍ୟରେ ପ୍ରସ୍ତୁତ ମସଲାର ହେବ ଯାଞ୍ଚ

ନୂଆଦିଲ୍ଲୀ,୨।୫: ଭାରତୀୟ ମସଲା ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟକୁ ନେଇ ଉଠିଥିବା ବିବାଦ ମଧ୍ୟରେ କେନ୍ଦ୍ର ସରକାର ସମସ୍ତ ରାଜ୍ୟର ସରକାରଙ୍କୁ ଏକ ନିର୍ଦ୍ଦେଶ ଦେଇଛନ୍ତି। ସମସ୍ତ ରାଜ୍ୟ ସରକାରଙ୍କୁ ମସଲାର ଗୁଣବତ୍ତା ସୁନିଶ୍ଚିତ କରିବା ଲାଗି ତାର ପରୀକ୍ଷା କରିବାକୁ...

ଅଶ୍ଲୀଳ ଭିଡିଓ ମାମଲାରେ ଗିରଫ ହୋଇପାରନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି: ଲୁକ୍‌ଆଉଟ୍‌ ନୋଟିସ୍‌ ଜାରି

ନୂଆଦିଲ୍ଲୀ,୨।୫: ଅଶ୍ଲୀଳ ଭିଡିଓ ଭାଇରାଲ ମାମଲାରେ ଅଭିଯୁକ୍ତ କର୍ନାଟକର ଜେଡିଏସ ଏମ୍‌ପି ପ୍ରଜ୍ୱଳ ରେଭାନ୍ନାଙ୍କୁ ଗିରଫ କରିବା ପାଇଁ ନୋଟିସ ଜାରି କରାଯାଇଛି। ଏହି ମାମଲା ସାମ୍ନାକୁ ଆସିବା ପରେ କର୍ନାଟକ ଗୃହମନ୍ତ୍ରୀ ଜି ପରମେଶ୍ୱର କହିଛନ୍ତି, ରେଭାନ୍ନାଙ୍କୁ ଯଥାଶୀଘ୍ର...

ବ୍ରିଜ ଭୁଷଣ ନୁହେଁ ପୁଅ କରଣ ଭୁଷଣ ସିଂଙ୍କୁ ଟିକେଟ ଦେଲା ଭାଜପା!

ନୂଆଦିଲ୍ଲୀ,୨।୫: ଉତ୍ତର ପ୍ରଦେଶର ଏକ ଉଚ୍ଚ ପ୍ରୋଫାଇଲ ଆସନ ମଧ୍ୟରୁ ଗୋଣ୍ଡା ଜିଲାର କେସରଗଞ୍ଜ ଆସନରେ ଭାଜପା ପ୍ରାର୍ଥୀଙ୍କ ଉପରେ ସସପେନ୍ସ ଶେଷ ହେବା ପରି ମନେ ହେଉଛି। ସୂଚନା ଅନୁଯାୟୀ, ମହିଳା କୁସ୍ତି ଯୋଦ୍ଧାଙ୍କୁ ଯୌନ ଶୋଷଣ ଅଭିଯୋଗରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri