ଜାତୀୟ

ଖୁସି ଖବର: କମିଲା ଏଲ୍‌ପିଜି ସିଲିଣ୍ଡରର ଦାମ୍‌

ନୂଆଦିଲ୍ଲୀ,୧।୫: ସାରା ଦେଶରେ ଚାଲିଥିବା ଲୋକ ସଭା ନିର୍ବାଚନ ମଧ୍ୟରେ ସାଧାରଣ ଲୋକଙ୍କୁ ପୁନର୍ବାର ଆରାମ ମିଳିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ ଦ୍ୱାରା ଲଗାତାର ଦ୍ୱିତୀୟ ଥର ପାଇଁ କମର୍ସିଆଲ୍‌ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ...

କୋଭିଶିଲ୍ଡ ଟିକାର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ଟିଟିଏସ୍‌

ନୂଆଦିଲ୍ଲୀ,୧ା୫: କୋଭିଡ୍‌ ସଂକ୍ରମଣରୁ ରକ୍ଷା ପାଇବା ପାଇଁ ଭାରତ ସମେତ ବିଭିନ୍ନ ଦେଶରେ କୋଟି କୋଟି ଲୋକ ଅଷ୍ଟ୍ରାଜେନିକା କମ୍ପାନୀର କୋଭିଶିଲ୍ଡ ଟିକା ନେଇଥିଲେ। ଏହି ଟିକାର ବିରଳ ପାର୍ଶ୍ୱ ପ୍ରତିକ୍ରିୟା ଥ୍ରୋମ୍ବୋସିଟୋପେନିଆ ସିଣ୍ଡ୍ରୋମ୍‌ ରହିଥିବା ବ୍ରିଟିଶ ଔଷଧ କମ୍ପାନୀ...

ସୁଗନ୍ଧ ହରାଉଛି ଭାରତୀୟ ମସଲା

ହାଇଦ୍ରାବାଦ/ନୂଆଦିଲ୍ଲୀ,୧ା୫: ପ୍ରଥମେ ହଂକଂ ଓ ସିଙ୍ଗାପୁର। ଆମେରିକା ପରେ ଏବେ ଅଷ୍ଟ୍ରେଲିଆ। ଏମିତି ଗୋଟିଏ ପରେ ଗୋଟିଏ ଦେଶରେ ସୁଗନ୍ଧ ହରାଇବସିଛି ଭାରତୀୟ ମସଲା। ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ମସଲା ବର୍ତ୍ତମାନ ବିଶ୍ୱବାସୀଙ୍କ ସନ୍ଦେହ ଚକ୍ଷୁରେ। ନାମୀଦାମୀ ବ୍ରାଣ୍ଡ୍‌ର ମସଲାରେ...

‘ଆୟୁଷ୍ମାନ୍‌ ଭାରତ ଅତି ଦୁର୍ବଳ’

ନୂଆଦିଲ୍ଲୀ,୧ା୫(ପି.ଟି.):କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ୍‌ ଭାରତ ସ୍ବାସ୍ଥ୍ୟ ଯୋଜନାକୁ ଅତି ଦୁର୍ବଳ ଭାବେ ଗଢ଼ାଯାଇଛି। ଏହାକୁ ଉପଯୁକ୍ତ ପାଣ୍ଠି ମଧ୍ୟ ଯୋଗାଇ ଦିଆଯାଉ ନାହିଁ ବୋଲି ମଙ୍ଗଳବାର ଇଣ୍ଡିଆନ୍‌ ମେଡିକାଲ୍‌ ଆସୋସିଏଶନ୍‌ (ଆଇଏମ୍‌ଏ) ମୁଖ୍ୟ ଡ. ଆର୍‌.ଭି. ଅଶୋକନ୍‌ କହିଛନ୍ତି। ଏପରି...

ଇଡି ଉପରେ ବର୍ଷିଲେ ସୁପ୍ରିମକୋର୍ଟ, କହିଲେ ନିର୍ବାଚନ ପୂର୍ବରୁ କେଜରିୱାଲଙ୍କୁ କାହିଁକି ଗିରଫ କଲ…

ନୂଆଦିଲ୍ଲୀ,୩୦।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ନିଜର ଗିରଫଦାରୀ ବିରୋଧରେ କରିଥିବା ଆବେଦନର ଶୁଣାଣି ମଙ୍ଗଳବାର ସୁପ୍ରିମକୋର୍ଟ କରିଛନ୍ତି। ଏହି ସମୟରେ କୋର୍ଟ ଅବକାରୀ ଦୁର୍ନୀତିର ତଦନ୍ତ ମାମଲାରେ କେଜରିଓ୍ବାଲଙ୍କୁ ଗିରଫ କରିଥିବା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଉପରେ ବର୍ଷିଛନ୍ତି। ନିର୍ବାଚନ...

ଏଏପିକୁ ଝଟ୍‌କା, ସିସୋଦିଆଙ୍କୁ ମିଳିଲାନି ଜାମିନ

ନୂଆଦିଲ୍ଲୀ,୩୦।୪: ଦିଲ୍ଲୀର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟିର ବରିଷ୍ଠ ନେତା ମନୀଷ ସିସୋଦିଆଙ୍କୁ ଝଟ୍‌କା। ତାଙ୍କୁ ମିଳିଲାନି ଜାମିନ। ରାଉଜ ଆଭେନ୍ୟୁ କୋର୍ଟ ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ସିସୋଦିଆଙ୍କ ଜାମିନ ଆବେଦନକୁ ଖାରଜ...

ଏହି ଦିନ ନାମାଙ୍କନପତ୍ର ଦାଖଲ କରିବେ ପ୍ରଧାନମନ୍ତ୍ରୀ ମୋଦି: ବିଶେଷ ମୂହୁର୍ତ୍ତ ସହ ରହିଛି ଏଭଳି ସଂଯୋଗ !

ନୂଆଦିଲ୍ଲୀ,୩୦।୪: ଭାରତୀୟ ଜନତା ପାର୍ଟି(ଭାଜପା) ବାରାଣସୀରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପୂର୍ଣ୍ଣ ଶକ୍ତି ସହିତ ନାମାଙ୍କନ ଭରିିବେ। ଏକ ବିଶେଷ ସମୟରେ ଏହି ନାମାଙ୍କନ ପ୍ରକ୍ରିୟା ଶେଷ ହେବ। ଉକ୍ତ ଦିନ ପ୍ରଧାନମନ୍ତ୍ରୀ ମୋଦି ଏକ ରୋଡ୍‌ ଶୋ’ କରିବେ।...

ଭାରତୀୟ ନୌସେନାକୁ ମିଳିଲା ନୂତନ ମୁଖ୍ୟ; ଆଡମିରାଲ ଦୀନେଶ ତ୍ରିପାଠୀ ସମ୍ଭାଳିବେ ଦାୟିତ୍ୱ

ନୂଆଦିଲ୍ଲୀ,୩୦।୪: ଭାରତୀୟ ନୌସେନାକୁ ମିଳିଛି ନୂତନ ମୁଖ୍ୟ। ଆଡମିରାଲ ଦୀନେଶ କୁମାର ତ୍ରିପାଠୀ ମଙ୍ଗଳବାର ବିଧିବଦ୍ଧ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ନୌସେନାର ଉପମୁଖ୍ୟ ଭାବେ କାର୍ଯ୍ୟରତ ଥିଲେ। ନୌସେନା ମୁଖ୍ୟ ଭାବେ ଆଡମିରାଲ ହରି କୁମାରଙ୍କ...

୩ ଦିନ ମଧ୍ୟରେ ରିପୋର୍ଟ ଦିଅ, ପ୍ରଜ୍ୱଳଙ୍କ ଉପରେ ଖପ୍ପା ମହିଳା କମିଶନ

ବେଙ୍ଗାଲୁରୁ,୩୦।୪: ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତି ତଥା ଜେଡିଏସ ସଭାପତି ଏଚଡି ଦେବ ଗୌଡାଙ୍କ ନାତି ପ୍ରଜ୍ୱଳ ରେଭାନ୍ନାଙ୍କ ଉପରେ ମହିଳାଙ୍କ ଆପତ୍ତିଜନକ ଭିଡିଓ ପ୍ରସ୍ତୁତ କରିବା ଏବଂ ସେମାନଙ୍କ ସହ ଜବରଦସ୍ତି କରିବା ଅଭିଯୋଗକୁ ନେଇ ବିବାଦ ଜାରି ରହିଛି।...

୩ କୋଟି ମହିଳାଙ୍କୁ କରିବି ଲକ୍ଷପତି ଦିଦି…୬୦ ବର୍ଷ ବନାମ ୧୦ ବର୍ଷ: କଂଗ୍ରେସ ଉପରେ ବର୍ଷିଲେ ମୋଦି

ମୁମ୍ବାଇ,୩୦।୪: ଲୋକ ସଭା ନିର୍ବାଚନର ତୃତୀୟ ପର୍ଯ୍ୟାୟ ପୂର୍ବରୁ ନରେନ୍ଦ୍ର ମୋଦି ମଙ୍ଗଳବାର ମହାରାଷ୍ଟ୍ରର ମାଧାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି। ଏହି ରାଲିରେ ପ୍ରଧାନମନ୍ତ୍ରୀ କଂଗ୍ରେସର ୬୦ବର୍ଷ ଏବଂ ଭାଜପା ସରକାରର ୧୦ ବର୍ଷ ବିଷୟରେ ଉଲ୍ଲେଖ...

ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା: ୨ ମହିଳାଙ୍କ ସମେତ ୭ ନକ୍ସଲ ସଫା

ରାୟପୁର,୩୦।୪: ଛତିଶଗଡର ନାରାୟଣପୁର ଏବଂ କାଙ୍କରେ ସୀମାରେ ସୁରକ୍ଷା ବାହିନୀ ଦ୍ୱାରା ହୋଇଥିବା ଏନକାଉଣ୍ଟରରେ ୭ ଜଣ ନକ୍ସଲଙ୍କ ମୃତ୍ୟୁ ଘଟିଛି। ନାରାୟଣପୁର ଆବୁଜମାଡ ଜଙ୍ଗଲରେ ହୋଇଥିବା ଏନକାଉଣ୍ଟରରେ ଦୁଇ ମହିଳାଙ୍କ ସମେତ ମୋଟ ୭ ନକ୍ସଲଙ୍କ ମୃତଦେହ ଉଦ୍ଧାର...

ରାମଦେବଙ୍କ ପ୍ରତି ନରମ ମନୋଭାବ ଦେଖାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୪: ଏଲୋପାଥି ବିରୋଧରେ ପତଞ୍ଜଳିର ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟରେ ଏକ ଶୁଣାଣି ହୋଇଥିଲା। ପତଞ୍ଜଳି ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ବାବା ରାମଦେବ ଏବଂ ଆଚାର୍ଯ୍ୟ ବାଲକ୍ରିଷ୍ଣା ମଙ୍ଗଳବାର ସୁପ୍ରିମକୋର୍ଟରେ ହାଜର ହୋଇଥିଲେ। ମାମଲାର ଶୁଣାଣି ସମୟରେ ଯୋଗଗୁରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri