ଜାତୀୟ

ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋ ଡ୍ରଗ୍ସ ଜବତ କଲା ଭାରତ

ନୂଆଦିଲ୍ଲୀ,୨୮।୪: ଭାରତୀୟ ତଟରକ୍ଷୀ ବାହିନୀ ପାକିସ୍ତାନୀ ଡଙ୍ଗାରୁ ୮୬ କିଲୋଗ୍ରାମ ଡ୍ରଗ୍ସ ଜବତ କରିଛି। ଏହା ସହିତ ଜାହାଜରେ ଥିବା ୧୪ ଜଣଙ୍କୁ ମଧ୍ୟ ଫୋର୍ସ ଗିରଫ କରିଛି। ଜବତ ଡ୍ରଗ୍ସର ମୂଲ୍ୟ ୬୦୦ କୋଟି ଟଙ୍କା। ଏଟିଏସ ଏବଂ...

ଭାଜପାରେ ଚାଲେ ଆରଏସ୍‌ଏସ୍‌ ମୁଖ୍ୟଙ୍କ ସମ୍ଭିଧାନ:ସଞ୍ଜୟ ସିଂ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ ଏକ୍ସାଇଜ ପଲିସି ଦୁର୍ନୀତି ମାମଲାରେ ଦୀର୍ଘ ଦିନ ଧରି ତିହାର ଜେଲରେ ବନ୍ଦୀ ହେବା ପରେ ମୁକ୍ତ ହୋଇଥିବା ଆମ ଆଦମୀ ପାର୍ଟି (ଏଏପି) ସାଂସଦ ସଞ୍ଜୟ ସିଂ ପୁଣି ଥରେ ସଂରକ୍ଷଣ ଏବଂ ସମ୍ବିଧାନର ବାହାନା...

ରାଜଧାନୀରେ ବଦଳିବେ ନାହିଁ ପ୍ରାର୍ଥୀ, ଲଭଲିଙ୍କ ଇସ୍ତଫା ପରେ କଂଗ୍ରେସ ଦୁଇଭାଗ

ନୂଆଦିଲ୍ଲୀ,୨୮।୪: ଦିଲ୍ଲୀ କଂଗ୍ରେସ ଅଧ୍ୟକ୍ଷ ପଦରୁ ଅରବିନ୍ଦର ସିଂ ଲଭଲିଙ୍କ ଇସ୍ତଫା ପରେ ଦଳରେ ଆତଙ୍କ ଖେଳିଯାଇଛି। କୁହାଯାଉଛି ଯେ ଦିଲ୍ଲୀର ଆମ ଆଦମୀ ପାର୍ଟି (ଏଏପି) ସହ ମିଳିତ ମଞ୍ଚ ତଥା ଆଗାମୀ ଲୋକ ସଭା ନିର୍ବାଚନ ପାଇଁ...

ସ୍ବାଧୀନତା ପରଦିନ ରାମ ମନ୍ଦିର ନିର୍ମାଣ ନିଷ୍ପତ୍ତି ନିଆଯିବାର ଥିଲା: ମୋଦି

ବେଙ୍ଗାଲୁରୁ,୨୮।୪: ଉତ୍ତର କର୍ନାଟକରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମ୍ବୋଧିତ କରିଛନ୍ତି। ଏହି ସମୟରେ ସେ କଂଗ୍ରେସ ଏବଂ ଇଣ୍ଡିଆ ଆଲାଇନ୍ସକୁ କଡ଼ା ଟାର୍ଗେଟ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ସ୍ବାଧୀନତାର ଦ୍ୱିତୀୟ ଦିନରେ ପ୍ରଭୁ...

ଆମେ ୨ ପ୍ରଧାନମନ୍ତ୍ରୀ କରୁ କି ୪ ଆମର ଇଚ୍ଛା, ହେଲେ ତାନାଶାହାଙ୍କୁ ଆସିବାକୁ ଦେବୁ ନାହିଁ: ସଞ୍ଜୟ ରାଉତ

ପୁଣେ,୨୮।୪: ଦେଶରେ ଲୋକ ସଭା ନିର୍ବାଚନକୁ ନେଇ ରାଜନୈତିକ ବୟାନବାଜୀ ଆରମ୍ଭ ହୋଇଛି। ୭ଟି ପର୍ଯ୍ୟାୟରେ ହେବାକୁ ଥିବା ଏହି ନିର୍ବାଚନର ୨ ପର୍ଯ୍ୟାୟ ଶେଷ ହୋଇଛି। ଏମିତିରେ ଶିବସେନା ନେତା ଏବଂ ଏମ୍‌ପି ସଞ୍ଜୟ ରାଉତ ପୁଣି ଥରେ...

ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବିଙ୍କ ସହ ଚକି ପେଷୁଛନ୍ତି ରାଜଶ୍ରୀ

ପାଟନା,୨୮।୪: ବିହାରରେ ଦୁଇଟି ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି। ଦଳ ଏବଂ ବିରୋଧୀ ଦଳର ନେତାମାନେ ନିର୍ବାଚନ ବୈଠକ କରି ସେମାନଙ୍କ ସପକ୍ଷରେ ସର୍ବସାଧାରଣ ଭୋଟ ପାଇବାକୁ ଚେଷ୍ଟା କରୁଛନ୍ତି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ରାଷ୍ଟ୍ରୀୟ ଜନତା ଦଳ ସୁପ୍ରିମୋ...

ଭାଜପା କେବେବି ମଜଭୁତ ଭାରତ ଗଢି ପାରିବ ନାହିଁ, ସତରେ କ’ଣ ମୋଦି କହିଛନ୍ତି ଏମିତି? ଜାଣନ୍ତୁ ଭାଇରାଲ…

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନର ୨୦୨୪ର ଅବଶିଷ୍ଟ ପାଞ୍ଚଟି ପର୍ଯ୍ୟାୟ ପାଇଁ ନିର୍ବାଚନ ପ୍ରଚାର ଜୋରସୋରରେ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଭାବେ ଭାଜପା ପକ୍ଷରୁ ସାଧାରଣ ସଭାକୁ ସମ୍ବୋଧିତ କରୁଛନ୍ତି। ତାଙ୍କର ଭାଷଣ କ୍ରମାଗତ ଭାବରେ ଗଣମାଧ୍ୟମ...

ଡରୁଛନ୍ତି ରାହୁଲ-ପ୍ରିୟଙ୍କା: ଅର୍ଜୁନ ରାମ ମେଘଓ୍ବାଲ

ନୂଆଦିଲ୍ଲୀ,୨୮।୪: ବିକାନେର ଲୋକ ସଭା ନିର୍ବାଚନମଣ୍ଡଳୀରୁ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ଅର୍ଜୁନ ରାମ ମେଘୱାଲ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ପ୍ରିୟଙ୍କା ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। ରାଏ ବରେଲିରୁ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ଅନୁମାନ ଉପରେ...

ମୋଦି ହାରୁଛନ୍ତି, ଇଣ୍ଡିଆ ମେଣ୍ଟ ୩୦୦ ପାର କରିବ, ଦୁଇ ପର୍ଯ୍ୟାୟର ଭୋଟିଂ ପରେ…

ନୂଆଦିଲ୍ଲୀ,୨୮।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତ୍ତିକୁ ନେଇ ଶିବସେନା (ୟୁବିଟି) ନେତା ସଞ୍ଜୟ ରାଉତ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନ୍ୟୁଜ ଏଜେନ୍ସି ଏଏନଆଇ ସହିତ କଥାବାର୍ତ୍ତା ବେଳେ ସେ କହିଛନ୍ତି ଯେ ଦେଶରେ ୧୦ବର୍ଷ ଶାସନ କରୁଥିବା ଏକଛତ୍ରବାଦୀ...

ହଜାର ହଜାର ମହିଳାଙ୍କ ସହ ଯୌନ ଅପରାଧ, ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ନାତିଙ୍କ ନାମ ଆସିଲା ସାମ୍ନାକୁ

ବେଙ୍ଗାଲୁରୁ,୨୮।୪: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଧରମୈୟା ଶନିବାର ହାସନ ଜିଲା ସହ ଜଡିତ ଯୌନ ଦୁର୍ନୀତିର ଯାଞ୍ଚ ପାଇଁ ଏକ ସ୍ବତନ୍ତ୍ର ଅନୁସନ୍ଧାନକାରୀ ଦଳ (ଏସଆଇଟି) ଗଠନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ଯୌନ ଦୁର୍ନୀତିରେ ହାସନରୁ ଜେଡିଏସ ଏମପି ପ୍ରଜ୍ୱଳ...

ସଫେଇ ଦେଲା ଏମଡିଏଚ

ନୂଆଦିଲ୍ଲୀ,୨୮।୪: ମସଲାରେ କ୍ୟାନସର ଭଳି ମାରାତ୍ମକ ରୋଗ ସୃଷ୍ଟି କାରୀ କୀଟନାଶକ ଔଷଧ ମିଳିବା ଖବର ଜଣାପଡିବା ପରେ ବିବାଦ ଦେଖାଦେଇଛି। ଚାଲିଥିବା ବିବାଦ ମଧ୍ୟରେ ଗ୍ରାହକଙ୍କୁ ଆଶ୍ୱାସନା ଦେବାକୁ ଚେଷ୍ଟା କରିଛି ଅନ୍ୟତମ ପ୍ରମୁଖ ମସଲା ବ୍ରାଣ୍ଡ ଏମଡିଏଚ।...

କଂଗ୍ରେସକୁ ଝଟ୍‌କା, ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଅରବିନ୍ଦର ସିଂ

ନୂଆଦିଲ୍ଲୀ,୨୮।୪: ଲୋକ ସଭା ନିର୍ବାଚନ ପାଇଁ ଟିକେଟ ବଣ୍ଟନ ନେଇ ଦିଲ୍ଲୀ କଂଗ୍ରେସରେ ଖୋଲାଖୋଲି ଭାବେ ଅସନ୍ତୋଷ ପ୍ରକାଶ ପାଇଛି। ସଦ୍ୟତମ ମାମଲାରେ ଦିଲ୍ଲୀ କଂଗ୍ରେସ ସଭାପତି ଅରବିନ୍ଦର ସିଂ ଲଭଲି ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ଅରବିନ୍ଦର ସିଂ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri