ଜାତୀୟ

ଫସିଗଲେ ଅଭିନେତା ସାହିଲ

ମୁମ୍ବାଇ,୨୮।୪: ମହାଦେବ ଅନଲାଇନ ବେଟିଂ ଆପ ମାମଲାରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ମୁମ୍ବାଇ ପୋଲିସ ବର୍ତ୍ତମାନ ଠକେଇ ଏବଂ ଜୁଆର ବିଭିନ୍ନ ବିଭାଗରେ ଆପର ପ୍ରମୋଟରଙ୍କ ସମେତ ୩୨ ଜଣଙ୍କ ବିରୋଧରେ ମାମଲା ରୁଜୁ କରିଛି। ଏହି ଲୋକଙ୍କ ମଧ୍ୟରେ...

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ ରୋକ ଲଗାଇଛନ୍ତି। ଏହାପରେ ଭାରତର କୋଣ ଅନୁକୋଣରେ ପ୍ୟାକେଟ ମସଲା ବ୍ୟବହାରକୁ ନେଇ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆସନ୍ତା ୪ଦିନ ରାଜ୍ୟରେ ତାତିରୁ ନିସ୍ତାର ନାହିଁ ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌। ଏଠାରେ ଏକ ନିର୍ବାଚନ ରାଲିରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଗୋଆ ହେଉଛି ଭାରତୀୟ ଜନତା...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ କୃଷ୍ଣଙ୍କ ଜମିରେ ଗୋ’ହତ୍ୟା ପାଇଁ ଅନୁମତି ଦେବାକୁ ଚାହୁଁଛନ୍ତି। କାଶୀ ଏବଂ ଅଯୋଧ୍ୟା...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ ସଂସ୍କାର ଏବଂ ଶ୍ରାଦ୍ଧରେ ସାମିଲ ହୋଇପାରିବେ ନାହିଁ। ତାଙ୍କୁ ଅନ୍ତରୀଣ ଜାମିନ ଦେବାକୁ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ । ଏଥିରେ ସେ ଆହତ ହୋଇଥିବା କୁହାଯାଉଛି। ୨୦୨୨ ବିଧାନସଭା ନିର୍ବାଚନ ସମୟରେ ମଧ୍ୟ...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ ନାସିମ ଖାନ ଦଳ ଉପରେ ପ୍ରବଳ ବର୍ଷିଛନ୍ତି। ସେ କଂଗ୍ରେସର ପ୍ରଚାର କମିଟିରୁ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି କାରଣରୁ ସେ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ ନାହିଁ। ଜଷ୍ଟିସ ସଞ୍ଜୟ...

ରେଳ ବିଭାଗର ବଡ଼ ନିଷ୍ପତ୍ତି: ବନ୍ଦେ ଭାରତ-ଶତାବ୍ଦୀରେ ମିଳିବ ନାହିଁ…

ନୂଆଦିଲ୍ଲୀ,୨୭।୪: ନିକଟରେ ଭାରତୀୟ ରେଳବିଭାଗ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ଅପ୍‌ଡେଟ୍‌ ସାମ୍ନାକୁ ଆସିଛି। ବନ୍ଦେ ଭାରତ, ରାଜଧାନୀ, ଶତାବ୍ଦୀ ଭଳି ପ୍ରିମିୟମ ଟ୍ରେନ୍‌ରେ ଯାତ୍ରା କରିବା ବେଳେ ବିଭାଗ ପକ୍ଷରୁ ୧ ଲିଟର ପାଣି ବୋତଲ ଦିଆଯାଇଥାଏ। ହେଲେ ଏବେ ବନ୍ଦେ...

‘ଜୟ ଶ୍ରୀରାମ’ ଲେଖି ପରୀକ୍ଷାରେ ପାସ୍‌, ମିଳିଛି ୬୦% ମାର୍କ

ଲକ୍ଷ୍ନୌ,୨୭।୪: ପରୀକ୍ଷା ଖାତାରେ କିଛି ଛାତ୍ରୀଛାତ୍ର ଗୀତ କିମ୍ବା ଫିଲ୍ମ ସମ୍ପର୍କରେ ଲେଖିଥିବା ମାମଲା ନିଶ୍ଚୟ ଶୁଣିଥିବେ। ଆଉ ଏହି ପରୀକ୍ଷା ଖାତା ଭାଇରାଲ ହେବା ସହ ସେମାନଙ୍କ ମାର୍କ କଟି ଥିବାର ମଧ୍ୟ ନଜିର ଆସିଛି। ହେଲେ ନିକରେ...

ଏଏପି ବିଧାୟକ ଅମାନତୁଲ୍ଲାଙ୍କୁ ବଡ ଆଶ୍ୱସ୍ତି, ମିଳିଲା ଜାମିନ

ନୂଆଦିଲ୍ଲୀ,୨୭।୪: ଶନିବାର (ଏପ୍ରିଲ ୨୭ରେ ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଆମ ଆଦମୀ ପାର୍ଟି (ଏଏପି) ବିଧାୟକ ଅମାନତୁଲ୍ଲା ଖାନଙ୍କୁ ଏକ ବଡ଼ ଆଶ୍ୱସ୍ତି ପ୍ରଦାନ କରିଛନ୍ତି। ଦିଲ୍ଲୀ ୱାକଫ ବୋର୍ଡ ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଅଭିଯୁକ୍ତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri