ଜାତୀୟ

ମୋଦି, ରାହୁଲଙ୍କୁ ନୋଟିସ ଜାରି କଲେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୨୫ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ ନିର୍ବାଚନ ଆୟୋଗ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ମୋଦି ଏବଂ ରାହୁଲଙ୍କ ଭାଷଣକୁ ନେଇ ନିର୍ବାଚନ ଆୟୋଗ ଭାଜପା ଏବଂ କଂଗ୍ରେସକୁ ନୋଟିସ୍‌ ଜାରି କରିଛନ୍ତି। ଆଦର୍ଶ...

ଅରୁଣାଚଳ-ଚାଇନା ସୀମାରେ ପ୍ରବଳ ବର୍ଷା, ଭୂସ୍ଖଳନରେ ଧୋଇଗଲା ରାଜପଥ

ଇଟାନଗର,୨୫ା୪: ଦେଶର ଅଧିକାଂଶ ଅଞ୍ଚଳରେ ପ୍ରବଳ ଖରାଗରମ ହେଉଥିବା ବେଳେ ଅରୁଣାଚଳ ପ୍ରଦେଶରେ ପ୍ରବଳ ବର୍ଷା ହୋଇଛି। ଚାଇନା ସୀମାନ୍ତ ଅରୁଣାଚଳ ପ୍ରଦେଶରେ ଲଗାତର ବର୍ଷା ହେବାରୁ ବ୍ୟାପକ କ୍ଷତି ଘଟିଛି। ଅନେକ ସ୍ଥାନରେ ଭୂସ୍ଖଳନ ହୋଇଛି। ଏହି ଭୂସ୍ଖଳନ...

କ୍ରାସ୍‌ ହେଲା ବାୟୁସେନା ବିମାନ: ଉଡିଗଲା ପଙ୍ଖା

ନୂଆଦିଲ୍ଲୀ,୨୫।୪: ରାଜସ୍ଥାନର ଜୈସଲମେର ନିକଟରେ ବିମାନ ଉଡ଼ାଣ ସମୟରେ ଏକ ଭାରତୀୟ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ସୌଭାଗ୍ୟର ବିଷୟ ହେଉଛି ଏହି ଦୁର୍ଘଟଣାରେ ଜୀବନହାନୀ ହୋଇ ନାହିଁ। ସୂଚନା ଅନୁଯାୟୀ, ବିମାନଟି ନିୟମିତ ବିମାନରେ ଥିଲା। ବୈଷୟିକ ତ୍ରୁଟି...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ପ୍ରଧାନମନ୍ତ୍ରୀ ମୋଦି

ଭୋପାଳ,୨୫।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମୋରେନାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଥିଲେ। ଏହି ସମୟରେ ସେ କଂଗ୍ରେସ ଉପରେ କଡ଼ା ଆକ୍ରମଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି,ଭାଜପା ପାଇଁ ଦେଶଠୁ...

ଭୋଟ ଦେଇଥିବା ପ୍ରମାଣ କଲେ ରେଷ୍ଟୁରାଣ୍ଟରେ ମିଳିବ ଡିସକାଉଣ୍ଟ, ଫ୍ରିରେ ମିଳିବ ବିଅର

ନୂଆଦିଲ୍ଲୀ,୨୫।୪: ଆରମ୍ଭ ହୋଇଯାଇଛି ଗଣତନ୍ତ୍ରର ମହାପର୍ବ ନିର୍ବାଚନ। ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିଥିବାବେଳେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ହେବାକୁ ଯାଉଛି। ତେବେ ପ୍ରଥମ ପର୍ଯ୍ୟାୟରେ ନାଗାଲାଣ୍ଡରେ ୬ ପୂର୍ବ ଜିଲାରୁ ୪ ଲକ୍ଷ ମତଦାତା ଭୋଟ...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌ ଷ୍ଟ୍ରିମିଂ ମାମଲାରେ ସାମିଲ ହୋଇଛି। ମହାରାଷ୍ଟ୍ର ସାଇବର ସେଲ ତମନ୍ନାକୁ ସମନ ପଠାଇଛି।...

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ ଇଡି କେଜ୍‌ରିୱାଲଙ୍କୁ ଦିଲ୍ଲୀର ଅବକାରୀ ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର କ୍ଲିନଚିଟ୍‌ ଦେଇଛନ୍ତି ନିର୍ବାଚନ କମିଶନର। ପିଲଭିତର ଏକ ରାଲିକୁ ସମ୍ବୋଧିତ କରିବା ସମୟରେ...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି କରିବାକୁ ନିଷ୍ପତ୍ତି ନିଅନ୍ତି, ତେବେ ସେ ଏହା ଶେଷ ନ କରିବା ଯାଏଁ...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ । ଦିଲ୍ଲୀ ସ୍ଥିତ ପାର୍ଟି କାର୍ଯ୍ୟାଳୟରେ ସେ ବିଧିବଦ୍ଧ ଭାବେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି। ବର୍ତ୍ତମାନ ସୁଦ୍ଧା ଏହି ଜିଲାରେ ୪୦୦ରୁ ଊର୍ଦ୍ଧ୍ୱ କର୍ମଚାରୀ ଅସୁସ୍ଥତା କାରଣ ଦର୍ଶାଇ...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ ଏପ୍ରିଲରେ ଦୁଇଟି ରାଉଣ୍ଡରେ ଅନୁଷ୍ଠିତ ଅନୁଷ୍ଠିତ ପରୀକ୍ଷା ଅଂଶଗ୍ରହଣ କରିଥିବା ପ୍ରାର୍ଥୀମାନେ ସେମାନଙ୍କର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri