ଜାତୀୟ

ଓବିସିରେ ସାମିଲ ହେଲେ ମୁସଲମାନ

ବେଙ୍ଗାଲୁରୁ,୨୪।୪: ସଂରକ୍ଷଣର ସୁବିଧା ଯୋଗାଇବା ପାଇଁ କର୍ନାଟକ ସରକାର ମୁସଲମାନମାନଙ୍କୁ ପଛୁଆ ଶ୍ରେଣୀ (ଓବିସି) ରେ ଅନ୍ତର୍ଭୁକ୍ତ କରିଛନ୍ତି। ଜାତୀୟ ପଛୁଆ ଆୟୋଗ ଏକ ପ୍ରେସ ବିଜ୍ଞପ୍ତି ଜାରି କରି ଏହି ବିଷୟରେ ସୂଚନା ଦେଇଛନ୍ତି। ବୁଧବାର (ଏପ୍ରିଲ ୨୪)...

ମନିଷ ସିସୋଡିଆଙ୍କୁ ପୁଣି ଝଟ୍‌କା

ନୂଆଦିଲ୍ଲୀ,୨୪।୪: ଦିଲ୍ଲୀ ଲିକର୍‌ ପଲିସି ସହ ଜଡିତ ସିବିଆଇ ମାମଲାରେ ବର୍ତ୍ତମାନ ଚାର୍ଜସିଟ ନକରିବାକୁ ଦାବି କରି ରାଉଜ ଆଭେନ୍ୟୁ କୋର୍ଟ କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସିରୁ ପ୍ରତିକ୍ରିୟା ଲୋଡିଛନ୍ତି। ଏହି ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ’...

ମଙ୍ଗଳ ସୂତ୍ର ପରେ ଉତ୍ତରାଧିକାର ଟ୍ୟାଙ୍କ ଲଢେଇ, ପିଟ୍ରୋଡାଙ୍କ ବୟାନକୁ ନେଇ ଭାଜପା ଖପ୍ପା, ଜବାବ ରଖିଲା କଂଗ୍ରେସ

ନୂଆଦିଲ୍ଲୀ, ୨୪।୪: ଲୋକ ସଭା ନିର୍ବାଚନକୁ ନେଇ ରାଜନ୍ରେତିକ ମାହୋଲ ବେଶ ସରଗରମ ରହିଛି। କଂଗ୍ରେସ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିକୁ ଭାଜପା ଟାର୍ଗେଟ କଲାବେଳେ ମଙ୍ଗଳସୁତ୍ର ଏବଂ ସମ୍ପତ୍ତି ଉପରେ ହୋଇଥିବା ଆକ୍ରମଣ ବନ୍ଦ ହୋଇ ନ ଥିଲା।...

‘କଂଗ୍ରେସର ଲୁଟ ଜିନ୍ଦେଗିକେ ସାଥ ଭି, ଜିନ୍ଦେଗିକେ ବାଦ ଭି’, ପିଟ୍ରୋଡାଙ୍କ ବୟାନକୁ ନେଇ ମୋଦିଙ୍କ ଜବାବ

ନୂଆଦିଲ୍ଲୀ, ୨୪।୪: କଂଗ୍ରେସର ବରିଷ୍ଠ ନେତା ସାମ ପିଟ୍ରୋଡାଙ୍କ ବିବୃତ୍ତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣି ଥରେ ଜବାବ ରଖିଛନ୍ତି। ବୁଧବାର (ଏପ୍ରିଲ ୨୪, ୨୦୨୪) ସେ କହିଛନ୍ତି ଯେ ଜୀବନ ଏବଂ ପରେ ମଧ୍ୟ କଂଗ୍ରେସ ଲୋକଙ୍କୁ ଲୁଟ...

ଆମେଠୀରୁ ଲଢିବେ ରର୍ବଟ ଭଦ୍ରା! ପୋଷ୍ଟରକୁ ନେଇ ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର ଚାଲିଛି। ଅନ୍ୟପଟେ ଉତ୍ତରପ୍ରଦେଶର ଆମେଠୀ ଲୋକ ସଭା ଆସନ ପାଇଁ କଂଗ୍ରେସ ପ୍ରାର୍ଥୀ ଘୋଷଣା କରିନାହିଁ। ଯାହାକୁ ନେଇ କେନ୍ଦ୍ର ମନ୍ତ୍ରୀ ତଥା ଭାଜପା ପ୍ରାର୍ଥୀ ସ୍ମୃତି ଇରାନୀ କଂଗ୍ରେସକୁ...

ଯଦି କଂଗ୍ରେସ କିଛି ନୁହେଁ ତେବେ ମୋଦି ଡରୁଛନ୍ତି କାହିଁକି: ଖାର୍ଗେ

ଥିରୁଭାନନ୍ତପୁରମ,୨୪।୪: ବୁଧବାର କେରଳର ଥିରୁଭାନନ୍ତପୁରମରେ ଏକ ସାମ୍ବାଦିକ ସମ୍ମିଳନୀରେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଭାଜପାକୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ଗତ କିଛି ଦିନ ମଧ୍ୟରେ ମୁଁ ୧୦-୧୨ ରାଜ୍ୟ ଗସ୍ତ କରିଥିଲି। ଏହି ରାଜ୍ୟଗୁଡିକରୁ ଆମକୁ ଭଲ...

ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଗୋଟିଏ ବୟାନ ବଢାଇଲା କଂଗ୍ରେସର ଟେନସନ!

ନୂଆଦିଲ୍ଲୀ,୨୪।୪: ବର୍ତ୍ତମାନ ସମ୍ପତ୍ତି ବଣ୍ଟନ ଏବଂ ଉତ୍ତରାଧିକାର ଟ୍ୟାକ୍ସକୁ ନେଇ ଦେଶରେ ଅନେକ ରାଜନୈତିକ ବାକ୍‌ଯୁଦ୍ଧ ଚାଲିଛି। କିଛି ଦିନ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ ଯଦି କଂଗ୍ରେସ ସରକାର କ୍ଷମତାକୁ ଆସନ୍ତି ତେବେ ଏହା ଲୋକଙ୍କ ସମ୍ପତ୍ତି...

ପୁଣିଥରେ କ୍ଷମା ମାଗିଲେ ବାବା ରାମଦେବ, କହିଲେ ଆଉଥରେ ହେବନି ଭୁଲ

ନୂଆଦିଲ୍ଲୀ,୨୪।୪: ସୁପ୍ରିମକୋର୍ଟଙ୍କ ଭର୍ତ୍ସନା ପରେ ଯୋଗ ଗୁରୁ ବାବା ରାମଦେବ ଏବଂ ପତଞ୍ଜଳି ଆୟୁର୍ବେଦ ଲିମିଟେଡ ପରିଚାଳନା ନିର୍ଦ୍ଦେଶକ (MD) ବାଲକୃଷ୍ଣ ପୁନର୍ବାର ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ବୁଧବାର (ଏପ୍ରିଲ ୨୪, ୨୦୨୪) କ୍ଷମା ମାଗିଛନ୍ତି। ଏକ ସର୍ତ୍ତମୂଳକ କ୍ଷମା...

ମୋଦିଙ୍କୁ ଗାଳିଦେଲେ ଘରକୁ ଫେରିବନି: ବିରୋଧୀ ନେତାଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଧମକ

ମୁମ୍ବାଇ,୨୪/୪:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି କେହି ଅପଶବ୍ଦ ବ୍ୟବହାର କଲେ, ତାଙ୍କୁ ଘରକୁ ଫେରିବାକୁ ଦିଆଯିବ ନାହିଁ ବୋଲି କେନ୍ଦ୍ରମନ୍ତ୍ରୀ ନାରାୟଣ ରାଣେ ଧମକ ଦେଇଛନ୍ତି। ସିନ୍ଧୁଦୁର୍ଗରେ ବିରୋଧୀ ନେତାମାନଙ୍କ ରାଲି ପୂର୍ବରୁ ଭାଜପାର ରତ୍ନଗିରି-ସିନ୍ଧୁଦୁର୍ଗ ପ୍ରାର୍ଥୀ ଏଭଳି ଧମକ...

ମୁଁ ମୋଦିଙ୍କ ଭେଟିବାକୁ ଚାହେଁ, ମୋତେ ସମୟ ଦିଅନ୍ତୁ: ଖାର୍ଗେ

ନୂଆଦିଲ୍ଲୀ,୨୪।୪: ୨୦୨୪ ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ପ୍ରଚାର କରୁଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କଂଗ୍ରେସ ମାନିଫେଷ୍ଟୋରେ ମୁସଲିମ ଲିଗର ଛାପ ଏବଂ ଅନୁପ୍ରବେଶକାରୀଙ୍କୁ ଟଙ୍କା ବଣ୍ଟନ କରିବାର ପ୍ରତିଶ୍ରୁତି ଦେଇଛନ୍ତି। ଏହା ଉପରେ କଂଗ୍ରେସ ସଭାପତି...

ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଆଜି ସରିବ ପ୍ରଚାର, ୮୮ ଆସନରେ ହେବ ମତଦାନ

ନୂଆଦିଲ୍ଲୀ,୨୪।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ପାଇଁ ଗଣନା ଆରମ୍ଭ ହୋଇଯାଇଛି। ଦ୍ୱିତୀୟ ପର୍ଯ୍ୟାୟ ପାଇଁ ନିର୍ବାଚନୀ ପ୍ରଚାର ଆଜି ସା ଠାରୁ ବନ୍ଦ ହୋଇଯିବ। ୨୬ ଏପ୍ରିଲରେ ୧୩ ଟି ରାଜ୍ୟର ୮୮...

ବିମାନରେ ଛୋଟ ପିଲାଙ୍କୁ ଅଭିଭାବକଙ୍କ ପାଖରେ ବସାଇବା ବାଧ୍ୟତାମୂଳକ

ନୂଆଦିଲ୍ଲୀ,୨୪ା୪:ବିମାନରେ ୧୩ ବର୍ଷରୁ କମ୍‌ ବୟସର ପିଲାମାନେ ଯେପରି ସେମାନଙ୍କ ମାଆବାପା କିମ୍ବା ଅଭିଭାବକଙ୍କ ପାଖ ସିଟ୍‌ରେ ବସନ୍ତି, ତାହା ସୁନିଶ୍ଚିତ କରିବାକୁ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ (ଡିଜିସିଏ) ଏୟାରଲାଇନ୍ସଗୁଡ଼ିକୁ ନିର୍ଦ୍ଦେଶ ଦେଇଛି। ଅନେକ ସମୟରେ ଛୋଟ ପିଲା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri