ଜାତୀୟ

ତୁମେ ମୋତେ ଭୋଟ୍‌ ଦିଅ, ମୁଁ ତୁମକୁ…

ନୂଆଦିଲ୍ଲୀ,୨୦ା୪: ଲୋକ ସଭା ନିର୍ବାଚନ ପ୍ରଚାର ସମୟରେ ଆଦର୍ଶ ଆଚରଣ ବିଧି ଉଲ୍ଲଂଘନ କରି ଫସିଛନ୍ତି କର୍ନାଟକ ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର। ତାଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି। ଏହି ପ୍ରସଙ୍ଗ କଂଗ୍ରେସ ନେତାଙ୍କ ଏକ ଭିଡିଓ ସହିତ...

‘କେଜ୍‌ରିଓ୍ବାଲଙ୍କୁ ଧୀର ମୃତ୍ୟୁ ଦିଆଯାଉଛି’

ନୂଆଦିଲ୍ଲୀ,୨୦।୪: ମଦ ଦୁର୍ନୀତି ମାମଲାରେ ତିହାର ଜେଲରେ ଥିବା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ ଦେହରେ ମଧୁମେହ ସ୍ତର ବୃଦ୍ଧି ନେଇ ରାଜନୀତି ସରଗରମ ରହିଛି। ଗୋଟିଏ ପଟେ ଭାଜପା ଜେଲ୍‌ରେ କେଜ୍‌ରିଓ୍ବାଲଙ୍କ ଡାଏଟ୍‌ ଚାର୍ଟକୁ ନେଇ ଲଗାତର ଟାର୍ଗେଟ କରୁଥିବା...

କଂଗ୍ରେସକୁ ବଡ଼ ଝଟ୍‌କା, ହାତ ଛାଡି ପଦ୍ମ ଧରିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ

ନୂଆଦିଲ୍ଲୀ, ନିର୍ବାଚନ ପୂର୍ବରୁ କଂଗ୍ରେସକୁ ପୁଣି ଲାଗିଲା ବଡ ଝଟକା। ହାତ ଛାଡିଲେ ପ୍ରିୟଙ୍କା ଗାନ୍ଧୀଙ୍କ ଘନିଷ୍ଠ ସହଯୋଗୀ। ହାତ ଛାଡିଛନ୍ତି ହିମାଚଳ ପ୍ରଦେଶ କଂଗ୍ରେସ ପ୍ରଭାରୀ ତାଜିନ୍ଦର ସିଂହ ବିଟ୍ଟୁ। ସେ ଦଳର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି।...

ମାର୍କେଟକୁ ଆସିଲା ଏସି ହେଲମେଟ୍‌, ଦାମ୍‌ ମାତ୍ର ଏତିକି…

ନୂଆଦିଲ୍ଲୀ,୨୦।୪: କେବଳ ରାଜ୍ୟରେ ନୁହେଁ ସାରା ଦେଶରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଅସହ୍ୟ ତାତିକୁ ନିଆଁବର୍ଷା ଲୋକଙ୍କୁ ଅସ୍ତବ୍ୟସ୍ତ କରିଦେଉଛି। ବାହାରେ ହେଉ କି ଘରେ ଝାଞ୍ଜିପବନରେ ପ୍ରବଳ ଗୁଳୁଗୁଳି ଅନୁଭୂତ ହେଉଛି। ତେବେ ଏହାକୁ ଧ୍ୟାନରେ ରଖି...

‘ଯେମିତି କଂଗ୍ରେସ ରାଜକୁମାର ଆମେଠି ଛାଡ଼ିଛନ୍ତି, ଓ୍ବାୟନାଡ ବି ଛାଡ଼ିବେ’

ନୂଆଦିଲ୍ଲୀ,୨୦।୪: ମହାରାଷ୍ଟ୍ରର ନନ୍ଦେଡ଼ରେ ନିର୍ବାଚନ ରାଲିକୁ ସମ୍ବୋଧିତ କରିବା ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାହୁଲ ଗାନ୍ଧୀଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସର ରାଜକୁମାରଙ୍କୁ ଓ୍ବାୟନାଡ଼ରେ ବିପଦ ଦେଖାଯାଉଛି। ଯେମିତି ସେ ଆମେଠି ଛାଡ଼ିଛନ୍ତି, ସେମିତି ସେ ଓ୍ବାୟନାଡ ଛାଡ଼ିବେ। ତେବେ...

କଂଗ୍ରେସକୁ ବଡ଼ ଝଟ୍‌କା: ଭାଜପାରେ ସାମିଲ ହେବେ ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ନେତା ତାଜିନ୍ଦର ସିଂ

ସିମ୍‌ଲା,୨୦।୪: ହିମାଚଳ ପ୍ରଦେଶରେ କଂଗ୍ରେସକୁ ଲାଗିଛି ବଡ଼ ଝଟ୍‌କା। ରାଜ୍ୟ ପ୍ରଭାରୀ ସଚିବ ତଥା ପ୍ରିୟଙ୍କା ଗାନ୍ଧୀଙ୍କ ପାଖଲୋକ କୁହାଯାଉଥିବା ତାଜିନ୍ଦର ସିଂ ବିଟ୍ଟୁ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଭାଜପାରେ ସାମିଲ ହୋଇପାରନ୍ତି ବୋଲି କୁହାଯାଉଛି। ତେବେ ନିଜର...

ମସ୍କଙ୍କ ଭାରତ ଗସ୍ତ ସ୍ଥଗିତ

ନୁୟର୍କ/ନୂଆଦିଲ୍ଲୀ,୨୦।୪: ଟେସଲା ସିଇଓ ଏଲନ ମସ୍କଙ୍କ ଭାରତ ଗସ୍ତକୁ ସ୍ଥଗିତ ରଖାଯାଇଛି। ୨୧-୨୨ ଏପ୍ରିଲରେ ଦୁଇ ଦିନ ପାଇଁ ମସ୍କ ଭାରତ ଗସ୍ତ କରିବାର କାର୍ଯ୍ୟକ୍ରମ ଥିଲା। ରିପୋର୍ଟ ଅନୁଯାୟୀ, ମସ୍କଙ୍କ ଗସ୍ତ ସ୍ଥଗିତ ରଖାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ...

ଅମିତ ଶାହାଙ୍କ ବଡ଼ ବୟାନ: ବିରୋଧୀଙ୍କୁ ବି ମିଳିଛି ଇଲେକ୍ଟୋରାଲ ବଣ୍ଡ…

ନୂଆଦିଲ୍ଲୀ,୨୦।୪: ଇଲେକ୍ଟୋରାଲ ବଣ୍ଡକୁ ନେଇ ଦେଶରେ ଉତ୍ତେଜନା ଦେଖାଦେଇଛି। ବିରୋଧୀ ଏହି ପ୍ରସଙ୍ଗରେ ସରକାରଙ୍କ ଉପରେ କ୍ରମାଗତ ପ୍ରଶ୍ନ ଉଠାଉଛନ୍ତି। ବର୍ତ୍ତମାନ ବିରୋଧୀଙ୍କ ଅଭିଯୋଗକୁ ବିରୋଧ କରି କେନ୍ଦ୍ର ଗସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଏକ ବଡ଼ ବୟାନ ଦେଇଛନ୍ତି।...

‘୪୦୦ ପାର୍‌ ସଙ୍କଳ୍ପ ମୁସ୍କିଲ’, ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଭାଜପାର ବରିଷ୍ଠ ନେତା

ନୂଆଦିଲ୍ଲୀ,୨୦।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନ ଶେଷ ହୋଇଛି। ଚତୁର୍ଥ ପର୍ଯ୍ୟାୟରେ କାନପୁର ଲୋକ ସଭା ଆସନରେ ଭୋଟିଂ ଅନୁଷ୍ଠିତ ହେବ, କିନ୍ତୁ ଏହି ଆସନରେ ଭାଜପା ମଧ୍ୟରେ ଚାଲିଥିବା ଲଢେଇ କୌଣସି ହ୍ରାସର ସଙ୍କେତ ଦେଉନାହିଁ।...

ଇନ୍‌ଷ୍ଟାଗ୍ରାମ ରିଲ୍‌ କରିବା କାଳ ହେଲା

ନୂଆଦିଲ୍ଲୀ,୨୦ା୪: ଉତ୍ତରପ୍ରଦେଶର ଏକ ଗ୍ରାମରେ ଜଣେ ୨୧ ବର୍ଷୀୟ ଯୁବକ ଇନ୍‌ଷ୍ଟାଗ୍ରାମ ରିଲ୍‌କୁ ଭାଇରାଲ କରିବାକୁ ଉଦ୍ୟମ କରି ପ୍ରାଣ ହରାଇଛନ୍ତି। ଶିବମ୍‌ କୁମାର ନାମକ ଏହି ଯୁବକ ସ୍କୁଲ୍‌ ଛାତରେ ଥିବା ପତାକା ସ୍ତମ୍ଭରୁ ମୁଣ୍ଡ ତଳକୁ କରି...

ହିନ୍ଦୀ ନ କହିବାରୁ କନ୍ନଡ଼ ଅଭିନେତ୍ରୀଙ୍କୁ ଆକ୍ରମଣ

ବେଙ୍ଗାଲୁରୁ, ୨୦।୪: କନ୍ନଡ଼ ଅଭିନେତ୍ରୀ ହର୍ଷିକା ପୁନାଚାଙ୍କୁ ୨ ଦିନ ତଳେ କେତେଜଣ ଦୁର୍ବୃତ୍ତ ଆକ୍ରମଣ କରିଥିବା ଶୁକ୍ରବାର ସେ ନିଜ ଫେସବୁକରେ ପୋଷ୍ଟ କରି ସୂଚନା ଦେଇଛନ୍ତି। ତେବେ ନିଜ ମାତୃଭାଷା କନ୍ନଡରେ କଥା ହେଉଥିବାରୁ ଦୃର୍ବୃତ୍ତମାନେ ଉତ୍ତେଜିତ...

୧୦୨ ଆସନରେ ୬୦% ମତଦାନ

ନୂଆଦିଲ୍ଲୀ,୨୦ା୪(ପି.ଟି.): ୨୧ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ଟି ଆସନରେ ପ୍ରଥମ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଭୋଟିଂ ଶେଷ ସୁଦ୍ଧା ମତଦାନ ହାର ୬୦.୦୩ ପ୍ରତିଶତ ରହିଥିବାବେଳେ ତାହା ଅଧିକ ବଢ଼ିପାରେ ବୋଲି ନିର୍ବାଚନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri