ଜାତୀୟ

ନାଗାଲାଣ୍ଡର ୬ ଜିଲାରେ ବୁଥ୍‌ ଖାଁ ଖାଁ, ଭୋଟ ଦେବାକୁ ଆସିଲେ ନାହିଁ ଜଣେ ହେଲେ ବି ଭୋଟର୍‌  

କୋହିମା,୧୯ା୪: ନାଗାଲାଣ୍ଡରେ ପୃଥକ ସରକାର(ରାଜ୍ୟ) ଏବଂ ଅଧିକ ଆର୍ଥିକ ସ୍ବାଧୀନତା ଦାବିରେ ‘ଲୋକଙ୍କ ଜରୁରୀକାଳିନ ପରିସ୍ଥିତି’ ନେଇ ଘୋଷଣା କରି ପୂର୍ବ ନାଗାଲାଣ୍ଡ ଲୋକ ସଂଗଠନ(ଇଏନ୍‌ପିଓ) ଲୋକ ସଭା ନିର୍ବାଚନକୁ ବହିଷ୍କାର କରିବାକୁ ଆହ୍ବାନ ଦେଇଛିା ଏହାକୁ ନେଇ ରାଜ୍ୟର...

ଜେଲ୍‌ ଭିତରେ କେଜରିଓ୍ବାଲଙ୍କୁ ମାରି ଦେବାକୁ ଷଡଯନ୍ତ୍ର!

ନୂଆଦିଲ୍ଲୀ,୧୯।୪: ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ଜେଲରେ ଥିବା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ବିରୋଧରେ ଚାଲିଛି ସାଂଘାତିକ ଷଡଯନ୍ତ୍ର। ଜେଲ ଭିତରେ କେଜରିୱାଲଙ୍କୁ ମାରି ଦେବା ପାଇଁ ଯୋଜନା ହୋଇଥିବା ଆପ ପକ୍ଷରୁ ଅଭିଯୋଗ କରାଯାଇଛି। ଆପ...

ନିଜକୁ ଭୋଟ୍‌ ଦେଇପାରିବେନି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୯।୪: ଶୁକ୍ରବାର ପ୍ରଥମ ପର୍ଯ୍ୟାୟ ମତଦାନ ଚାଲିଛି। ଏହି ପରିପ୍ରେକ୍ଷୀରେ ୧୦୨ଟି ଲୋକସଭା ଆସନ ପାଇଁ ଭୋଟ ଗ୍ରହଣ ହେଉଥିବା ବେଳେ ବିହାରର ୪ଟି ଲୋକସଭା ପାଇଁ ମଧ୍ୟ ମତଦାନ ହେଉଛି। ବିହାରର ଗୟା, ଔରଙ୍ଗାବାଦ, ନବାଦା ଓ ଜମୁଇ...

ଭୋଟ ଦେଲେ ବିଶ୍ୱର ସବୁଠୁ ଛୋଟ ମହିଳା

ପୁଣେ,୧୯।୪: ମହାରାଷ୍ଟ୍ରର ପାଞ୍ଚଟି ସିଟ ପାଇଁ ଆଜି ଭୋଟଗ୍ରହଣ ଚାଲିଛି। ଲୋକମାନେ ଉତ୍ସାହର ସହ ଭୋଟ ଦେଉଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ଏହି ସମୟରେ ଦୁନିଆର ସବୁଠାରୁ କନିଷ୍ଠ ମହିଳା ଜ୍ୟୋତି ଆମେ ନାଗପୁର ଆସନରୁ ଭୋଟ...

ଲୋକ ସଭା ନିର୍ବାଚନ: ଭୋଟ ଗ୍ରହଣ ମଧ୍ୟରେ ବସ୍ତରରେ ଆଇଇଡି ବ୍ଲାଷ୍ଟ, ସିଆରପିଏଫ ଯବାନ ଆହତ, ମଣିପୁରରେ ଫାୟାରିଂ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନ ପାଇଁ ପ୍ରଥମ ପର୍ଯ୍ୟାୟର ଭୋଟ ଗ୍ରହଣ ଶୁକ୍ରବାର ଆରମ୍ଭ ହୋଇଛି। ୮ ଜଣ କେନ୍ଦ୍ର ମନ୍ତ୍ରୀ, ୨ ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଜଣେ ପୂର୍ବତନ ରାଜ୍ୟପାଳଙ୍କ ସମେତ ୧,୬୦୦ ରୁ ଅଧିକ ପ୍ରାର୍ଥୀ ସେମାନଙ୍କର...

ଏମ୍‌ପି ଟିକେଟ୍‌ କାଟିଦେଲେ, ତଥାପି ଦୁଃଖ ନାହିଁ: ଶାହାଙ୍କୁ କହିଲେ ଆଧୁନିକ ଭାରତର ଆଇରନ ମ୍ୟାନ୍‌

ଲକ୍ଷ୍ନୌ,୧୯।୪: ଏଥର ଦଳ ଉତ୍ତରପ୍ରଦେଶର ବାଲିଆ ଲୋକ ସଭା ନିର୍ବାଚନମଣ୍ଡଳୀରୁ ଭାରତୀୟ ଜନତା ପାର୍ଟି ଏମ୍‌ପି ବୀରେନ୍ଦ୍ର ସିଂ ମସ୍ତଙ୍କୁ ଟିକେଟ ଦେଇନାହାଁନ୍ତି। ଦଳ ପୂର୍ବତନ ପ୍ରଧାନମନ୍ତ୍ରୀ ଚନ୍ଦ୍ରଶେଖରଙ୍କ ପୁଅ ତଥା ରାଜ୍ୟ ସଭା ଏମ୍‌ପି ନୀରଜ ଶେଖରଙ୍କୁ ବାଲିଆ...

ଗାନ୍ଧିନଗରରୁ ପ୍ରାର୍ଥିପତ୍ର ଦାଖଲ କଲେ ଅମିତ ଶାହା, କହିଲେ ମୋଦି ଦେଶକୁ ସୁରକ୍ଷିତ ରଖିଛନ୍ତି

ଅହମଦାବାଦ,୧୯।୪: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଲୋକ ସଭା ନିର୍ବାଚନ ପାଇଁ ଗାନ୍ଧିନଗର ଲୋକ ସଭା ଆସନରୁ ଭାଜପା ପ୍ରାର୍ଥୀ ଭାବରେ ନିଜର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲ କରିବା ପାଇଁ ଅମିତ ଶାହା ଗାନ୍ଧିନଗର କଲେକ୍ଟରଙ୍କ...

ଫିଲ୍ମ ଶୁଟିଂ ପାଇଁ ବାହାରିଲେ ରିଜେକ୍ଟ ହୋଇଥିବା ୨ ରାଜକୁମାର, ରାହୁଲ-ଅଖିଳେଶଙ୍କୁ ଟାର୍ଗେଟ କଲେ ମୋଦି

ଅମରୋହା,୧୯।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକ ସଭା ନିର୍ବାଚନ ପାଇଁ ଜୋରଦାର ପ୍ରଚାର କରୁଛନ୍ତି। ଶୁକ୍ରବାର (ଏପ୍ରିଲ ୧୯) ଉତ୍ତରପ୍ରଦେଶର ଆମରୋହା ଠାରେ ଏକ ରାଲିରେ ସମ୍ବୋଧିତ କରୁଥିବାବେଳେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀ ଦଳ ଇଣ୍ଡିଆ ସହଯୋଗୀ ଦଳ ଉପରେ...

ରଜନୀକାନ୍ତ, ଧନୁଷ, କମଲ ହାସନ ଚେନ୍ନାଇରେ ଦେଲେ ଭୋଟ, ସର୍ବପ୍ରଥମେ ପହଞ୍ଚିଲେ ଏହି ସୁପରଷ୍ଟାର

ଚେନ୍ନାଇ,୧୯।୪: ଶୁକ୍ରବାର ସକାଳୁ ଲୋକ ସଭା ନିର୍ବାଚନ ପାଇଁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସମସ୍ତ ରାଜନୈତିକ ଦଳ ଭାଗ୍ୟ ପରୀକ୍ଷା କରିବାକୁ ରାଜନୈତିକ ମଞ୍ଚରେ ପ୍ରବେଶ କରିଛନ୍ତି। ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ ୧୯ ଏପ୍ରିଲରୁ...

ଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶ, ବାଜି ମାରିଲେ ଛାତ୍ରୀ

ରାଞ୍ଚି,୧୯ା୪: ଝାଡ଼ଖଣ୍ଡ ବୋର୍ଡ ଦଶମ ଫଳାଫଳ ଶୁକ୍ରବାର ପ୍ରକାଶ ପାଇଛି। ଏହି ଫଳାଫଳକୁ ଶିକ୍ଷା ସଚିବ ଉମାଶଙ୍କର ସିଂ, ଜେଏସି ବୋର୍ଡ ଅଧ୍ୟକ୍ଷ ଅନିଲ କୁମାର ଘୋଷଣା କରିଛନ୍ତି। ମୋଟ ୯୦.୩୯ ପ୍ରତିଶତ ଛାତ୍ରୀଛାତ୍ର ଏହି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି।...

ଦିନେଶ ତ୍ରିପାଠୀ କିଏ? ଯାହାଙ୍କ ଯୁଦ୍ଧ ଦକ୍ଷତା ବେଶ୍‌ ପ୍ରସିଦ୍ଧ, ଜାଣନ୍ତୁ ତାଙ୍କ ବିଷୟରେ…

ନୂଆଦିଲ୍ଲୀ,୧୯ା୪: ଦିନେଶ ତ୍ରିପାଠୀଙ୍କୁ କେନ୍ଦ୍ର ସରକାର ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ଦିନେଶ ଏପ୍ରିଲ ୩୦ରେ ତାଙ୍କର ନୂତନ ଦାୟିତ୍ୱ ଗ୍ରହଣ କରିବେ ଏବଂ ବର୍ତ୍ତମାନର ନୌସେନା ମୁଖ୍ୟ ଆର୍‌ ହରି କୁମାର ସେହିଦିନ ଅବସର ନେବେ।...

ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ କରିବେ। ବର୍ତ୍ତମାନ ଭାଇସ-ଆଡମିରାଲ ତ୍ରିପାଠୀ ନୌସେନାର ଉପାଧ୍ୟକ୍ଷ ଅଟନ୍ତି। ଏହାପୂର୍ବରୁ ସେ ଫ୍ଲାଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri