ଜାତୀୟ

ଭାଇସ ଆଡମିରାଲ ଦୀନେଶ ତ୍ରିପାଠୀ ହେବେ ପରବର୍ତ୍ତି ନୌସେନା ମୁଖ୍ୟ

ନୂଆଦିଲ୍ଲୀ,୧୯।୪: କେନ୍ଦ୍ର ସରକାର ଉପ-ଆଡମିରାଲ ଦୀନେଶ ତ୍ରିପାଠୀଙ୍କୁ ପରବର୍ତ୍ତୀ ନୌସେନା ମୁଖ୍ୟ ଭାବରେ ନିଯୁକ୍ତ କରିଛନ୍ତି। ସେ ଏପ୍ରିଲ ୩୦ରେ ତାଙ୍କର ନୂତନ ପଦ ଗ୍ରହଣ କରିବେ। ବର୍ତ୍ତମାନ ଭାଇସ-ଆଡମିରାଲ ତ୍ରିପାଠୀ ନୌସେନାର ଉପାଧ୍ୟକ୍ଷ ଅଟନ୍ତି। ଏହାପୂର୍ବରୁ ସେ ଫ୍ଲାଗ...

ଲୋକ ସଭା ନିର୍ବାଚନ: ଭୋଟ ବର୍ଜନ କରି ଅନଶନରେ ବସିଲେ ଗ୍ରମାବାସୀ

ନୋଏଡା,୧୯।୪: ଉତ୍ତର ପ୍ରଦେଶରେ ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟର ୮ଟି ଆସନରେ ମତଦାନ ଚାଲିଛି। ଶୁକ୍ରବାର ୮୦ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ହେବ। ୧.୪୪ କୋଟିରୁ ଅଧିକ ଭୋଟର ପ୍ରଥମ ପର୍ଯ୍ୟାୟରେ ସେମାନଙ୍କର ମତଦାନ ସାବ୍ୟସ୍ତ କରିବେ।...

୨୧ ରାଜ୍ୟର ୧୦୨ ଆସନ ପାଇଁ ଆରମ୍ଭ ହେଲା ମତଦାନ, ମୋଦି କହିଲେ ଗଣତନ୍ତ୍ରର ସବୁଠାରୁ ବଡ ଉତ୍ସବ

ନୂଆଦିଲ୍ଲୀ,୧୯।୪: ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ସକାଳୁ ମତଦାନ ଆରମ୍ଭ ହୋଇଛି। ଏହା ସହିତ ବିଶ୍ୱର ବୃହତ୍ତମ ଗଣତନ୍ତ୍ରରେ ନିର୍ବାଚନ ମହା ଉତ୍ସବ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟ ତଥା କେନ୍ଦ୍ରଶାସିତ ଅଞ୍ଚଳର ୧୦୨...

ଇଭିଏମ୍‌ ମକ୍‌ ପୋଲ୍‌: ଭାଜପାକୁ ଯାଇଛି ଅତିରିକ୍ତ ଭୋଟ

ନୂଆଦିଲ୍ଲୀ,୧୯ା୪(ପି.ଟି.):ଦେଶରେ ଲୋକ ସଭା ନିର୍ବାଚନ ଚାଲିଥିବାବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ରେ ଜାଲିଆତି ଅଭିଯୋଗକୁ ନେଇ ବିବାଦ ଲାଗିରହିଛି। ସେଥିପାଇଁ ଭୋଟର ଭେରିଫାଏବଲ୍‌ ପେପର ଅଡିଟ୍‌ ଟ୍ରେଲ୍‌ (ଭିଭିପିଏଟି) ସ୍ଲିପ୍‌ଗୁଡ଼ିକର ସମ୍ପୂର୍ଣ୍ଣ ଯାଞ୍ଚ କରିବା ପାଇଁ ହୋଇଥିବା ଆବେଦନ ଉପରେ ସର୍ବୋଚ୍ଚ...

ଆଜି ପ୍ରଥମ ପର୍ଯ୍ୟାୟ ଭୋଟ:ଏହିସବୁ ହେଭିଓ୍ବେଟ୍‌ଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ନୂଆଦିଲ୍ଲୀ,୧9ା୪(ପି.ଟି.):ଲୋକ ସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟରେ ଶୁକ୍ରବାର ୨୧ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ୧୦୨ ଆସନରେ ମତଦାନ ହେବାକୁ ଯାଉଛି। ଏହି ପର୍ଯ୍ୟାୟର ପ୍ରମୁଖ ପ୍ରାର୍ଥୀଙ୍କ ମଧ୍ୟରେ ରହିଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରୀ, ସର୍ବାନନ୍ଦ ସୋନୋଓ୍ବାଲ, ଭୂପେନ୍ଦ୍ର ଯାଦବ,...

ରାମନବମୀରେ ଭାଜପା ହିଂସାକୁ ଉସୁକାଇଥିଲା: ମମତା

କୋଲକାତା,୧୮ା୪: ପଶ୍ଚିମବଙ୍ଗରେ ରାମନବମୀ ପାଳନ ବେଳେ ଭାଜପା ହିଂସାକୁ ଉସୁକାଇଥିଲା ବୋଲି ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଗୁରୁବାର ଅଭିଯୋଗ କରିଛନ୍ତି। ମୁର୍ଶିଦାବାଦ ଜିଲାରେ ଯେଉଁ ହିଂସାକାଣ୍ଡ ଘଟିଲା, ସେଥିପାଇଁ ଭାଜପା ଦ୍ୱାରା ପୂର୍ବରୁ ଯୋଜନା ପ୍ରସ୍ତୁତ ହୋଇଥିଲା ବୋଲି ମମତା...

ଏପ୍ରିଲ ୨୨ରୁ ସ୍କୁଲ ଛୁଟି

କୋଲକାତା,୧୮।୪: ରାଜ୍ୟରେ ଅତ୍ୟଧିକ ଉତ୍ତାପ ପରିସ୍ଥିତିକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ସରକାର ୨୨ ଏପ୍ରିଲରୁ ସରକାରୀ ଏବଂ ସରକାରୀ ସହାୟତା ପ୍ରାପ୍ତ ବିଦ୍ୟାଳୟରେ ଗ୍ରୀଷ୍ମ ଛୁଟି ଘୋଷଣା କରିଛନ୍ତି। ବିଦ୍ୟାଳୟ ଶିକ୍ଷା ବିଭାଗ ଗୁରୁବାର (ଏପ୍ରିଲ ୧୮) ଦ୍ୱାରା ଜାରି...

ଭୋଟିଂର ୪୮ ଘଣ୍ଟା ପୂର୍ବରୁ ବନ୍ଦ ହୋଇଯାଏ ପ୍ରଚାର, ଏହି ସାଇଲେନ୍ସ ପିରିୟଡରେ କ’ଣ କରନ୍ତି ପ୍ରାର୍ଥୀ ଜାଣନ୍ତୁ

ନୂଆଦିଲ୍ଲୀ,୧୮।୪: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ପ୍ରଥମ ପର୍ଯ୍ୟାୟ ଭୋଟ ୧୯ ଏପ୍ରିଲରୁ ଆରମ୍ଭ ହେବ। ଏହା ଅଧୀନରେ ଦେଶର ୨୧ ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳର ୧୦୨ଟି ଆସନରେ ଭୋଟ ଗ୍ରହଣ କରାଯିବ। ପ୍ରଥମ...

ନିର୍ବାଚନ ପୂର୍ବରୁ ଏଏପିକୁ ଝଟକା, ଗିରଫ ହେଲେ ବିଧାୟକ ଅମାନତୁଲ୍ଲାହ ଖାନ

ନୂଆଦିଲ୍ଲୀ,୧୮।୪: ଆମ ଆଦମୀ ପାର୍ଟିର ବିଧାୟକ ଅମାନତୁଲ୍ଲାହ ଖାନଙ୍କୁ ଗୁରୁବାର ଇଡି ଗିରଫ କରିଛି। ୱାକଫ ବୋର୍ଡ ନିଯୁକ୍ତି ସ୍କାମରେ ତାଙ୍କୁ ପିଏମଏଲଏ ଅଧୀନରେ ଗିରଫ କରାଯାଇଥିଲା। ପ୍ରାୟ ୯ ଘଣ୍ଟା ପଚରାଉଚରା ପରେ ଇଡି ତାଙ୍କୁ ଗିରଫ କରିଥିଲା।...

ଇରାନ କବଜାରେ ଥିବା ଜାହାଜରୁ ଭାରତ ଫେରିଲେ ପ୍ରଥମ କ୍ରୁ ମେମ୍ବର

ନୂଆଦିଲ୍ଲୀ,୧୮।୪: କେରଳ ତ୍ରିଶୁରର ବାସିନ୍ଦା ମହିଳାକ୍ୟାଡେଟ ଆନ ଟେସା ଜୋସେଫ, କାର୍ଗୋ ଜାହାଜ MSC Aries ରେ ଥିବା ଭାରତୀୟ କ୍ରୁଙ୍କ ଅଂଶ ଭାବରେ ଗୁରୁବାର (ଏପ୍ରିଲ ୧୮, ୨୦୨୪) କୋଚିନରେ ପହଞ୍ଚିଥିଲେ। ସେ ଅପରାହ୍ନରେ କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରକୁ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ କାହାଣୀ ସାମ୍ନାକୁ ଆସୁଛି। କେରଳର ବାସିନ୍ଦା ସାରିକା ମଧ୍ୟ ଏହି ପରୀକ୍ଷାରେ ଉତ୍ତିର୍ଣ୍ଣ...

କେଜରିଓ୍ବାଲଙ୍କୁ ଜେଲରେ ହତ୍ୟା ପାଇଁ କରାଯାଉଛି ଷଡଯନ୍ତ୍ର: ଆତିଶି

ନୂଆଦିଲ୍ଲୀ,୧୮।୪: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଘରେ ତିଆରି ଖାଦ୍ୟ ଖାଇ ତାଙ୍କ ସୁଗାର ଲେବଲକୁ ବଢାଉଥିବା ଇଡି ଅଭିଯୋକ କରିବା ପରେ ଏବେ ଆମ ଆଦମୀ ପାର୍ଟି (ଏଏପି)ମଧ୍ୟ ଏହି ପ୍ରସଙ୍ଗରେ ପ୍ରତିକ୍ରିୟା ଦେଇଛନ୍ତି। ଦିଲ୍ଲୀ ସରକାରୀ ମନ୍ତ୍ରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri