ଜାତୀୟ

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ ମିଡିଆରେ ଶେୟାର କରାଯାଇଥିବା ଏହି ଡିପ୍‌ଫେକ୍‌ ଭିଡିଓ ଭାଇରାଲ ହେବା ପରେ ମଙ୍ଗଳବାର...

ନିର୍ବାଚନ କମିଶନରଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ: ପ୍ରଚାର କରିପାରିବେନି ଏହି କଂଗ୍ରେସ ଏମପି

ନୂଆଦିଲ୍ଲୀ,୧୬।୪: କଂଗ୍ରେସର ଜଣେ ନେତାଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ନିର୍ବାଚନ କମିଶନର। ରାଜ୍ୟ ସଭା ଏମପି ରଣଦୀପ ସୂର୍ଯ୍ୟେୱାଲଙ୍କ ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି । ଭାଜପା ଏମପି ତଥା ଅଭିନେତ୍ରୀ ହେମା ମାଳିନୀଙ୍କ ସମ୍ପର୍କରେ ସେ...

ବଡ଼ ଏନକାଉଣ୍ଟର, ୧୮ ମାଓବାଦୀ ମୃତ

ରାୟପୁର,୧୬।୪: ଛତିଶଗଡ଼ରେ ବଡ଼ ମାଓ ଅପରେଶନ। ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ଼ ସଫଳତା। ଛତିଶଗଡ଼ କାଙ୍କେର ଜିଲାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଛନ୍ତି ୧୮ ଜଣ ମାଓବାଦୀ। ଏମାନଙ୍କ ମଧ୍ୟରେ ମାଓବାଦୀ ସଂଗଠନର କିଛି ଟପ ଲିଡର ରହିଛନ୍ତି। ସେହିପରି ମାଓଙ୍କ ସହ...

‘କଂଗ୍ରେସ ଚାହେଁ ଭାଜପା ଜିତୁ’

ନୂଆଦିଲ୍ଲୀ,୧୬।୪: ‘ମୋତେ ଲାଗେ କଂଗ୍ରେସ ଚାହେଁ ଭାଜପା ବିଜୟୀ ହେଉ’ ଜମ୍ମୁ ଓ କଶ୍ମିରର ଡୋଡାରେ ଏକ ସାଧାରଣ ସଭାରେ ଏ କଥା କହିଛନ୍ତି ପୂର୍ବତନ କଂଗ୍ରେସ ନେତା ତଥା ଡେମୋକ୍ରାଟିକ ପ୍ରୋଗ୍ରେସିଭ ଆଜାଦ ପାର୍ଟି (DPAP) ସଭାପତି ଗୁଲାମ...

ମଣିଷର ଶୋଇବା ଅଧିକାରକୁ କେହି ଛଡାଇ ନେଇ ପାରିବେ ନାହିଁ: ବମ୍ବେ ହାଇକୋର୍ଟ

ଶୋଇବା ଅଧିକାର ହେଉଛି ମଣିଷର ଏକ ମୌଳିକ ଆବଶ୍ୟକତା, ଏଥିରୁ ତା’କୁ କେହି ଛଡ଼ାଇ ନେଇପାରିବେ ନାହିଁ। ଏପରି କରିବା ମାନବିକ ଅଧିକାରର ଉଲ୍ଲଂଘନ ବୋଲି ବମ୍ବେ ହାଇକୋର୍ଟ କହିଛନ୍ତି। ଇଡି ଜଣେ ବ୍ୟକ୍ତିଙ୍କୁ ବିଳମ୍ବିତ ରାତି ଯାଏ ଜେରା...

ଷ୍ଟାର ପ୍ରଚାରକଙ୍କ ନାଁ ଜାରି କଲା ଆପ୍‌, ତାଲିକାରେ କେଜରିଓ୍ବାଲଙ୍କ ନାଁ

ନୂଆଦିଲ୍ଲୀ,୧୬।୪: ଦିଲ୍ଲୀ ସରକାର ତଥା ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ତେବେ ଜେଲରୁ ହିଁ ସରକାର ଚଲେଇବାକୁ କେଜରିଓ୍ବାଲ ଦାବି କରିଛନ୍ତି। ଏହାରି ଭିତରେ ଗୁଜୁରାଟ ପାଇଁ ଆପ୍‌ର ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ କରିଛି।...

‘ମୁଁ କେଜରିଓ୍ବାଲ, ଆତଙ୍କବାଦୀ ନୁହେଁ’ ତିହାରରୁ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା

ନୂଆଦିଲ୍ଲୀ,୧୬।୪: ଗୋଟିଏ ପଟେ ଲୋକ ସଭା ନିର୍ବାଚନ ମୁଣ୍ଡ ଉପରେ ଥିବାବେଳେ ଅନ୍ୟପଟେ ଆମ ଆଦମୀ ପାର୍ଟି ଅବକାରୀ ଦୁର୍ନୀତିରେ ଛନ୍ଦି ହୋଇପଡିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ତିହାର ଜେଲରେ ବନ୍ଦୀ ଅଛନ୍ତି। ସବୁ ଚେଷ୍ଟା ସତ୍ତ୍ୱେ ତାଙ୍କୁ...

UPSC ସିଭିଲ ସିର୍ଭସ ପରୀକ୍ଷା ୨୦୨୩ ଫାଇନାଲ ରିଜଲ୍ଟ ଜାରି, ଆଦିତ୍ୟ ଶ୍ରୀବାସ୍ତବ ଟପ୍ପର

ନୂଆଦିଲ୍ଲୀ,୧୬।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା ୨୦୨୩ ର ଫାଇନାଲ ଫଳାଫଳ ପ୍ରକାଶ ପାଇଛି। ଏହାର ୱେବସାଇଟ upsc.gov.in ରେ ଏହା ଯାଞ୍ଚ କରାଯାଇପାରିବ । ଆଦିତ୍ୟ ଶ୍ରୀବାସ୍ତବ ଏଥର ଟପ୍ପର ହୋଇଛନ୍ତି। ଅନିମେଶ ପ୍ରଧାନ ଦ୍ୱିତୀୟ ସ୍ଥାନ ପାଇଥିବା...

ସୁପ୍ରିମକୋର୍ଟରୁ ଆଜିବି ବାବା ରାମଦେବଙ୍କୁ ମିଳିଲାନି କ୍ଷମା

ନୂଆଦିଲ୍ଲୀ,୧୬।୪: ଯୋଗ ଗୁରୁ ବାବା ରାମଦେବ ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଠାରୁ ଏଲୋପାଥି (ଇଂରାଜୀ ଔଷଧ) ବିରୁଦ୍ଧରେ ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟଙ୍କଠାରୁ ଆଶ୍ୱସ୍ତି ପାଇନାହାଁନ୍ତି। ପତଞ୍ଜଳି ବିଭ୍ରାନ୍ତିକର ବିଜ୍ଞାପନ ମାମଲାରେ ସୁପ୍ରିମକୋର୍ଟ ଆଜି ମଧ୍ୟ ବାବା ରାମଦେବଙ୍କୁ କ୍ଷମା କରିବାକୁ...

ଗୟାରେ ଗର୍ଜିଲେ ମୋଦି, ବିରୋଧୀଙ୍କୁ କଲେ ଟାର୍ଗେଟ

ଗୟା,୧୬।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ବିହାରରେ ପହଞ୍ଚିଛନ୍ତି, ଯେଉଁଠାରେ ସେ ଗୟାଠାରେ ଏକ ସମାବେଶକୁ ସମ୍ବୋଧିତ କରିଛନ୍ତି ଏବଂ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ମୋଦି ପୁର୍ନିଆରେ ଏକ ବିଶାଳ ଜନସଭାକୁ ସମ୍ବୋଧିତ କରିବେ। ଗୟାରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ...

୧୨ ତମ ତାଲିକାରେ ୪ ରାଜ୍ୟ ପାଇଁ ୭ ପ୍ରାର୍ଥୀଙ୍କ ନାମ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧୬।୪: ମଙ୍ଗଳବାର ଭାଜପା ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଦ୍ୱାଦଶ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ୪ଟି ରାଜ୍ୟରେ ୭ଟି ଆସନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ମହାରାଷ୍ଟ୍ର, ପଞ୍ଜାବ, ଉତ୍ତରପ୍ରଦେଶ ଏବଂ ପଶ୍ଚିମବଙ୍ଗ...

ନିର୍ବାଚନ ପ୍ରଚାର ପାଇଁ ବଢିଲା ୪୦% ଘରୋଇ ବିମାନ ଚାହିଦା

ନୂଆଦିଲ୍ଲୀ,୧୬ା୪: ଲୋକ ସଭା ନିର୍ବାଚନ ତାରିଖ ଯେତିକି ପାଖେଇ ଆସୁଛି ରାଜନେତା ଓ ରାଜନୈତିକ ଦଳଗୁଡ଼ିକର ପ୍ରତିନିଧିମାନେ ଦେଶବ୍ୟାପୀ ବିଭିନ୍ନ ସ୍ଥାନକୁ ପ୍ରଚାରରେ ଯାଉଛନ୍ତି। ଏଭଳି ସ୍ଥିତିରେ ଘରୋଇ ବିମାନ ଓ ହେଲିକପ୍ଟର ଚାହିଦା ୪୦ ପ୍ରତିଶତ ବଢ଼ିଯାଇଛି। ଫଳରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri