ଜାତୀୟ

ଶକ୍ତି ପରୀକ୍ଷାରେ ପାସ୍‌ ହେଲେ ସୈନି ସରକାର

ଚଣ୍ଡିଗଡ,୧୩।୩: ହରିୟାଣାର ନୟାବ ସିଂ ସାଇନି ସରକାର ଗୃହରେ ସଂଖ୍ୟାଗରିଷ୍ଠତା ହାସଲ କରିଛନ୍ତି। ବୁଧବାର ଉପସ୍ଥାପିତ ହୋଇଥିବା ଅନାସ୍ଥା ପ୍ରସ୍ତାବ ଧ୍ୱନିମତ ଦ୍ୱାରା ପାରିତ ହୋଇଛି। ମୁଖ୍ୟମନ୍ତ୍ରୀ ଅନାସ୍ଥା ପ୍ରସ୍ତାବ ଉପସ୍ଥାପନ କରିଥିଲେ। ଏହା ପରେ ପ୍ରସ୍ତାବ ଉପରେ ଆଲୋଚନା...

ମୋଦି ସରକାରଙ୍କ ଉପରେ ବର୍ଷିଲା ଆମେରିକା

ନୂଆଦିଲ୍ଲୀ/ଓ୍ବାଶିଂଟନ୍‌,୧୩।୩: ମିଳିତ ଜାତିସଂଘ (ଜାତିସଂଘ) ଏବଂ ଆମେରିକା ନାଗରିକତ୍ୱ ସଂଶୋଧନ ଅଧିନିୟମ (ସିଏଏ)କୁ ନେଇ ଉଦ୍‌ବେଗ ପ୍ରକାଶ କରିଛନ୍ତି। ମିଳିତ ଜାତିସଂଘ ସିଏଏକୁ ଭେଦଭାବକାରୀ ବୋଲି ବର୍ଣ୍ଣନା କରିଥିବାବେଳେ ଆମେରିକା କହିଛି, ଏହି ପ୍ରସଙ୍ଗରେ ତୀକ୍ଷ୍ଣ ନଜର ରଖିଛି। ଆମେରିକାର...

ମୋଦି କ୍ୟାବିନେଟ୍‌ର ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୧୩।୩: ଦିଲ୍ଲୀ ମେଟ୍ରୋର ଦୁଇଟି ନୂତନ କରିଡରକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏଥିପାଇଁ ୮୪୦୦ କୋଟି ଟଙ୍କା ଖର୍ଚ୍ଚ ହେବ। କେନ୍ଦ୍ର ସରକାର କ୍ୟାବିନେଟର ବୈଠକ ପରେ ବୁଧବାର କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରୀ ଅନୁରାଗ ଠାକୁର...

୩୩ ବର୍ଷ ପୁରୁଣା ମାମଲାରେ ମୁଖତାର୍‌ ଅନସାରୀଙ୍କୁ ଆଜୀବନ ଜେଲ୍‌

ନୂଆଦିଲ୍ଲୀ,୧୩।୩: ମାଫିଆ ମୁଖତାର୍‌ ଅନସାରୀଙ୍କୁ ୩୩ ବର୍ଷ ୩ ମାସ ୯ ଦିନ ପୁରୁଣା ଗାଜିପୁର ନକଲି ଅସ୍ତ୍ର ଲାଇସେନ୍ସ ମାମଲାରେ ବୁଧବାର ଆଜୀବନ କାରାଦଣ୍ଡରେ ଦଣ୍ଡିତ କରାଯାଇଛି। ଏହି ମାମଲାରେ ତାଙ୍କ ଉପରେ ୨ ଲକ୍ଷ ୨ ହଜାର...

କଂଗ୍ରେସକୁ ଲାଗିବ ୧୦୫ କୋଟିର ଝଟ୍‌କା

ନୂଆଦିଲ୍ଲୀ,୧୩।୩: ଦିଲ୍ଲୀ ହାଇକୋର୍ଟ ବୁଧବାର ୧୦୫ କୋଟି ଟଙ୍କାର ବକେୟା ଟିକସ ପୁନରୁଦ୍ଧାର ପାଇଁ ଆୟକର ନୋଟିସରେ ରହିବାକୁ ଦଳର ଆବେଦନକୁ ପ୍ରତ୍ୟାଖ୍ୟାନ କରି କଂଗ୍ରେସକୁ ଏକ ଝଟକା ଦେଇଛନ୍ତି। ମାର୍ଚ୍ଚ ୨୦୨୪ରେ କଂଗ୍ରେସ ଦଳ ଏହି ମାମଲାରେ କୋର୍ଟଙ୍କ...

ଭାଇ ଧୋକା ଦେବା ପରେ ମମତା କହିଲେ, ମୁଁ ତାକୁ ମୋ ପରିବାରର ସଦସ୍ୟ ଭାବୁନାହିଁ

କୋଲକତା,୧୩।୩:୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଭାଇ ବାବୁନ ବାନାର୍ଜୀ ସ୍ବାଧୀନ ଭାବରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଘୋଷଣା କରିଛନ୍ତି। ବୁଧବାର ସ୍‌ଭାଇଙ୍କ ଏହି ନିଷ୍ପତ୍ତି ଉପରେ ଦିଦି ଏବଂ ତୃଣମୂଳ ମୁଲ କଂଗ୍ରେସ (ଟିଏମସି)...

ଭୋଜପୁରୀ ଷ୍ଟାର ପଓ୍ବନ ସିଂଙ୍କ ୟୁ ଟର୍ନ, ନିର୍ବାଚନ ଲଢିବା ନେଇ କଲେ ଘୋଷଣା

କୋଲକତା,୧୩।୩: ନିକଟରେ ପଶ୍ଚିମବଙ୍ଗର ଆସନସୋଲରୁ ନିର୍ବାଚନ ଲଢିବେନି ବୋଲି ମନା କରିଥିଲେ ଭୋଜପୁରୀ ଷ୍ଟାର ପଓ୍ବନ ସିଂ। ହେଲେ ବୁଧବାର ନିର୍ବାଚନ ଲଢିବା ନେଇ ସେ ଘୋଷଣା କରିଛନ୍ତି। ଏକ୍ସ’ରେ ଟ୍ବିଟ୍‌ କରି ସେ କହିଛନ୍ତି, ‘ଜନତା ଜନାର୍ଦ୍ଦନ ଓ...

ଆଜି ବଡ଼ ସୂଚନା ଦେବେ ନିର୍ବାଚନ ଆୟୋଗ, ହେବ କି ତାରିଖ ଘୋଷଣା

ନୂଆଦିଲ୍ଲୀ,୧୩।୩: ଲୋକ ସଭା ନିର୍ବାଚନ ପୂର୍ବରୁ ବଡ ଖବର ସାମ୍ନାକୁ ଆସିଛି। ଲୋକ ସଭା ନିର୍ବାଚନ ୨୦୨୪ ତାରିଖ ଘୋଷଣା ପୂର୍ବରୁ ନିର୍ବାଚନ ଆୟୋଗଙ୍କର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଖବରଦାତା ସମ୍ମିଳନୀ ବୁଧବାର ଜମ୍ମୁରେ ଅପରାହ୍ନ ୪.୩୦ରେ ଅନୁଷ୍ଠିତ ହେବ। ଲୋକ...

ବନ୍ଦ ହୋଇଯିବ Paytm, ଆଉ ବ୍ୟବହାର କରିପାରିବେନି ପେଟିଏମର ଏହି ସର୍ଭିସ

ନୂଆଦିଲ୍ଲୀ,୧୩।୩: ବନ୍ଦ ହୋଇଯିବ Paytm। ଆଉ ମାତ୍ର ଦୁଇଟା ଦିନ ପରେ ଆପଣ ବ୍ୟବହାର କରିପାରିବେନି ପେଟିଏମ ବ୍ୟାଙ୍କ। ଆରବିଆଇ ନିର୍ଦ୍ଦେଶ ଅନୁଯାୟୀ, ପେଟିଏମକୁ ମାର୍ଚ୍ଚ ୧୫ ଯାଏଁ ସେବା ଜାରି ରଖିବାକୁ ନିର୍ଦ୍ଦେଶ ଦିଆଯାଇଥିଲା। ଯାହା ଆଉ ଦୁଇଟା...

ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଝଟକା, ହାତ ଛାଡିଲେ ବଡ଼ ନେତା

ଲକ୍ଷ୍ନୌ,୧୩।୩: ଲୋକ ସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶରେ କଂଗ୍ରେସ ଆଉ ଏକ ଅସୁବିଧାର ସମ୍ମୁଖୀନ ହୋଇଛି। ସୂଚନାନୁସାରେ, ୟୁପିରେ କାନପୁରର ବିଧାୟକ ଅଜୟ କପୁର ଭାରତୀୟ ଜନତା ପାର୍ଟିରେ ଯୋଗଦେବେ। ଅଜୟ କପୁର କଂଗ୍ରେସର ଜାତୀୟ ସଚିବ ଥିଲେ। କଂଗ୍ରେସ...

ହରିୟାଣା ଭାଜପା କ୍ୟାବିନେଟରୁ ବାଦ୍‌ ପଡିଲେ ଏହି ବରିଷ୍ଠ ନେତା

ଚଣ୍ଡିଗଡ,୧୩।୩: ମଙ୍ଗଳବାର ହରିୟାଣା ମୁଖ୍ୟମନ୍ତ୍ରୀ ନାୟବ ସିଂ ସଇନିଙ୍କ ଶପଥ ଗ୍ରହଣ କରିଛନ୍ତି। ତେବେ ଭାଜପା ନୂଆ କ୍ୟାବିନେଟରୁ ଆଉ ଏକ ବ ନାଁକୁ ବାଦ ଦେଇଛି। ଅନୀଲ ବିଜ୍‌ ହରିଆଣା ଭାଜପାରର ସବୁଠାରୁ ଟାଣୁଆ ନେତା। ଖଟ୍ଟରଙ୍କ ପରେ...

ହରିୟାଣାରେ ନୂଆ ସରକାରଙ୍କ ଆଜି ଅଗ୍ନି ପରୀକ୍ଷା, ପ୍ରମାଣ କରିବାକୁ ହେବ ବହୁମତ

ଚଣ୍ଡିଗଡ,୧୩।୩: ହରିୟାଣାରେ ଭାରତୀୟ ଜନତା ପାର୍ଟି ନିଜର ସହଯୋଗୀ ଦଳ ୟଜେଜେପି ସହିତ ମେଣ୍ଟ ଭାଙ୍ଗି ନାୟବ ସିଂ ସଇନିଙ୍କୁ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ କରିଛି। ମଙ୍ଗଳବାର ନାୟବ ସିଂ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri