ଜାତୀୟ

କଂଗ୍ରେସକୁ ଝଟ୍‌କା, ପିତାଙ୍କ ଅସୁସ୍ଥତା ଦର୍ଶାଇ ଟିକେଟ ଫେରାଇ ଥିବା ନେତା ଏବେ ଭାଜପାରେ ସାମିଲ

ନୂଆଦିଲ୍ଲୀ,୧୧।୪: ଲୋକ ସଭା ନିର୍ବାଚନ ପୂର୍ବରୁ କଂଗ୍ରେସକୁ ଆଉ ଏକ ବଡ଼ ଝଟକା ଲାଗିଛି। ଗୁଜରାଟର କଂଗ୍ରେସ ନେତା ରୋହନ ଗୁପ୍ତା ଭାଜପାରେ ଯୋଗ ଦେଇଛନ୍ତି। ଗତ ମାସରେ, ମାର୍ଚ୍ଚ ୨୨ ରେ, ରୋହନ ଗୁପ୍ତା ଦଳର ଯୋଗାଯୋଗ ବିଭାଗ...

‘ପେଗାସସ୍’ ଭଳି ସାଇବର ଆକ୍ରମଣ ପାଇଁ ଭାରତ ସମେତ ୯୧ ଟି ଦେଶରେ ୟୁଜରଙ୍କୁ ଚେତାବନୀ ଦେଲା ଆପଲ

ନୂଆଦିଲ୍ଲୀ,୧୧।୪: ଆଇଫୋନ୍ ନିର୍ମାତା ଆପଲ୍ ଭାରତ ସମେତ ଅନ୍ୟ ୯୧ ଟି ଦେଶର ଉପଭୋକ୍ତାଙ୍କୁ ଏକ ନୂତନ ବିଜ୍ଞପ୍ତି ଜାରି କରି ପେଗାସସ୍ ମାଲୱେୟାର ସମେତ ‘ମର୍ସିନାରୀ ସ୍ପାଏୱେୟାର’ ସାଇବର ଆକ୍ରମଣ ବିଷୟରେ ଚେତାବନୀ ଦେଇଛି। ଯାହା ପୁଣିଥରେ ଏକ...

ମୋଦି କହିଲେ, କେଶକୁ କଲର୍‌ କରି ଧଳା କରିବାର କାରଣ…

ନୂଆଦିଲ୍ଲୀ,୧୧।୪: ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାଇକ୍ରୋସଫ୍ଟ ପ୍ରତିଷ୍ଠାତା ବିଲ ଗେଟ୍ସଙ୍କୁ ଭେଟିଥିଲେ। ବର୍ତ୍ତମାନ ମୋଦି ଗେମିଂ ସମ୍ପ୍ରଦାୟର କିଛି ଲୋକଙ୍କୁ ଭେଟିଛନ୍ତି। ଏହି ସମୟରେ ପିଏମ ମୋଦି ସେମାନଙ୍କୁ ଏକ କୌତୁହଳପୂର୍ଣ୍ଣ କଥା କହିଛନ୍ତି। ସେ କହିଛନ୍ତି, ନିଜ...

‘ଲା ନିନା’, ପ୍ରଭାବରେ ସଅଳ ଆସିବ ମୌସୁମୀ, ପ୍ରବଳ ବର୍ଷିବା ସମ୍ଭାବନା

ନୂଆଦିଲ୍ଲୀ,୧୧।୪: ଭାରତୀୟ ପାଣିପାଗ ବିଭାଗ ଖୁବଶୀଘ୍ର ବହୁ ପ୍ରତୀକ୍ଷିତ ମୌସୁମୀ ଆଗମନକୁ ନେଇ ଆଗୁଆ ଆକଳନ ସୂଚନା ଦେଇପାରେ। ଏହାପୂର୍ବରୁ ବିଶେଷଜ୍ଞମାନେ ପୂର୍ବାନୁମାନ କରିଛନ୍ତି ଯେ ଭାରତ ମହାସାଗର ପାଣିପାଗ ସ୍ଥିତି ଏବଂ ଲା ନିନା ସ୍ଥିତିର ଏକକାଳୀନ ସକ୍ରିୟତା...

କଂଗ୍ରେସ ନେତାଙ୍କ ପାଇଁ କର ବା ମର ପରିସ୍ଥିତି, ପୁଅଙ୍କୁ ଟିକେଟ୍‌ ମିଳିବାରୁ ଅଡୁଆରେ ନେତା

ବେଙ୍ଗାଲୁରୁ,୧୧।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ନିଜ ନେତାଙ୍କ ବଦଳରେ ସେମାନଙ୍କ ପୁଅଙ୍କୁ ଟିକେଟ୍‌ ଦେଇଛି। ଏପରି ଘଟଣା ଦେଖିବାକୁ ମିଳିଛି କଂଗ୍ରେସ କ୍ଷମତାସୀନ ରାଜ୍ୟ କର୍ନାଟକରେ। ତେବେ ନେତାଙ୍କ ବଦଳରେ ସେମାନଙ୍କ ପୁଅଙ୍କୁ ଟିକେଟ୍‌ ଦେଇଥିବାରୁ ଏବେ ନିର୍ବାଚନୀ...

ଡମ୍ବରୁ ବଜାଇଲେ ମୋଦି: କଂଗ୍ରେସକୁ କଲେ ଟାର୍ଗେଟ୍‌

ଡେରାଡୁନ୍‌,୧୧।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଦ୍ୱିତୀୟ ଥର ପାଇଁ ଉତ୍ତରାଖଣ୍ଡରେ ପହଞ୍ଚିଛନ୍ତି। ଆଜି ସେ ଋଷିକେଶର ଆଇଡିପିଏଲ୍‌ ସ୍ପୋର୍ଟସ ଗ୍ରାଉଣ୍ଡରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି।...

ଏହି ବ୍ୟକ୍ତିଗତ କାମ କରିଦେବାକୁ କାର୍ଯ୍ୟକର୍ତ୍ତାଙ୍କୁ ଅନୁରୋଧ କଲେ ମୋଦି

ଡେରାଡୁନ୍‌,୧୧।୪: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁ ହେବା ପରେ ପ୍ରଧାନମନ୍ତ୍ରୀ ମୋଦି ଦ୍ୱିତୀୟ ଥର ପାଇଁ ଉତ୍ତରଖଣ୍ଡରେ ପହଞ୍ଚିଛନ୍ତି। ଆଜି ସେ ଋଷିକେଶର ଆଇଡିପିଏଲ୍‌ ସ୍ପୋର୍ଟସ ଗ୍ରାଉଣ୍ଡରେ ଏକ ନିର୍ବାଚନ ରାଲିରେ ସମ୍ବୋଧିତ କରିଛନ୍ତି।...

ନିର୍ବାଚନୀ ଖର୍ଚ୍ଚ ପାଇଁ ସ୍ଵିସ୍ ବ୍ୟାଙ୍କ୍ରୁ ୬୦ କୋଟି ଟଙ୍କା ଉଠାଇଥିଲେ ଇନ୍ଦିରା ଗାନ୍ଧୀ!

ନୂଆଦିଲ୍ଲୀ,୧୧।୪: ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀ ନିର୍ବାଚନ ଖର୍ଚ୍ଚ ପାଇଁ ସ୍ୱିଜରଲ୍ୟାଣ୍ଡ ବ୍ୟାଙ୍କରୁ ୬୦ କୋଟି ଟଙ୍କା ପ୍ରତ୍ୟାହାର କରିଥିବା ଜଣାଯାଇଛି। ସେତେବେଳେ ଏହି ବିଷୟକୁ ନେଇ ରାଜନୈତିକ ମାହୋଲ ବହୁତ ସରଗରମ ହୋଇଥିଲା। ସ୍ୱିଜରଲ୍ୟାଣ୍ଡ ସଂସଦରେ ମଧ୍ୟ ଏହି...

ଏହି ଲୋକ ସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା ଟିକେଟ୍‌

ନୂଆଦିଲ୍ଲୀ,୧୧।୪: ଭାଜପା ଗୁରୁବାର ୧୧ତମ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏହି ତାଲିକାରେ ମାତ୍ର ଜଣଙ୍କର ନାଁ ରହିଛି। ଉତ୍ତରପ୍ରଦେଶର ଭଦୋହି ଆସନରୁ ଭାଜପା ଏହି ପ୍ରାର୍ଥୀ ଘୋଷଣା କରିଛି। ଡକ୍ଟର ବିନୋଦ କୁମାର ବିନ୍ଦ ଭଦୋହିରୁ ପ୍ରାର୍ଥୀ ହୋଇଛନ୍ତି।...

ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ଆସନ୍ତାକାଲି ପ୍ରକାଶ ପାଇବ ଗେଜେଟ୍‌ ବିଜ୍ଞପ୍ତି

ଭୁବନେଶ୍ୱର,୧୧।୪: ଲୋକ ସଭା ସାଧାରଣ ନିର୍ବାଚନର ତୃତୀୟ ପର୍ଯ୍ୟାୟ ପାଇଁ ଆସନ୍ତାକାଲି ଗେଜେଟ୍‌ ବିଜ୍ଞପ୍ତି ପ୍ରକାଶ ପାଇବ। ଲୋକ ସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ ଥିବା ୧୨ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୯୪ ସଂସଦୀୟ କ୍ଷେତ୍ର ପାଇଁ...

ମୋଦି କ୍ଷମତାରେ ଥିବା ପର୍ଯ୍ୟନ୍ତ ଗୋଟିଏ ଇଞ୍ଚ ଯାଗା କାହାକୁ ଦେବେନି: ରାଜନାଥ ସିଂ

ନୂଆଦିଲ୍ଲୀ,୧୧।୪: ଦେଶରେ ଏବେ ନିର୍ବାଚନୀ ମାହୋଲ ରହିଛି। ଏସବୁ ଭିତରେ ପଡୋଶୀ ଦେଶ ଚାଇନା ଏବଂ ପାକିସ୍ତାନକୁ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ କଡ଼ା ଜବାବ ଦେଇଛନ୍ତି। ଚାଇନାକୁ ଏକ ଦୃଢ ବାର୍ତ୍ତା ଦେଇ ସେ କହିଛନ୍ତି, ଯେଉଁମାନେ ଭାରତ...

ଲୋକ ସଭା ନିର୍ବାଚନ ପୂର୍ବରୁ ମାୟାବତୀଙ୍କୁ ବଡ଼ ଝଟ୍‌କା

ଲକ୍ଷ୍ନୌ,୧୧।୪: ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ବିଏସ୍‌ପି ମୁଖ୍ୟ ମାୟାବତୀଙ୍କୁ ବଡ଼ ଝଟ୍‌କା ଲାଗିଛି। ଉତ୍ତରପ୍ରଦେଶ ବିଜନୋରର ଏମ୍‌ପି ମାଲୁକ ନାଗର ବିଏସ୍‌ପିରୁ ଇସ୍ତଫା ଦେଇଛନ୍ତି। ଏହାପରେ ସେ ଆର୍‌ଏଲ୍‌ଡିରେ ଯୋଗ ଦେଇଛନ୍ତି। ଆର୍‌ଏଲ୍‌ଡିରେ ସାମିଲ ହେବା ପରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri