ଜାତୀୟ

କିରଣ ଖେର୍‌ଙ୍କ ଟିକେଟ କାଟିଲା ଭାଜପା

ନୂଆଦିଲ୍ଲୀ, ୧୧।୪: ଚଳିତ ଲୋକ ସଭା ନିର୍ବାଚନ ପାଇଁ ବୁଧବାର ଭାଜପା ୧୦ମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଉତ୍ତରପ୍ରଦେଶରୁ ୭ ଜଣ, ପଶ୍ଚିମବଙ୍ଗ ଓ ବିହାରରୁ ଜଣେ ଲେଖାଏ ପ୍ରାର୍ଥୀଙ୍କ ନାମ ଘୋଷଣା ହୋଇଛି। ଚଣ୍ଡିଗଡ଼ରୁ ଏମ୍‌ପି...

ଓଡ଼ିଶା ଆସିବେ ସୋନିଆ, ରାହୁଲ

ଭୁବନେଶ୍ୱର,୧୦ା୪: ଓଡ଼ିଶା ଆସିବେ ସୋନିଆ ଗାନ୍ଧୀ ଏବଂ ରାହୁଲ ଗାନ୍ଧୀ। କୋରାପୁଟ ଗସ୍ତରେ ପ୍ରଚାର ପାଇଁ ଆସିବେ ସୋନିଆ ଏବଂ ରାହୁଲ। ଏନେଇ ସୂଚନା ଦେଇଛନ୍ତି କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା। ମେ’ ପ୍ରଥମ ସପ୍ତାହରେ ସୋନିଆ ଏବଂ ରାହୁଲ...

ମୋଦି ଆଉ ଥରେ ପ୍ରଧାନମନ୍ତ୍ରୀ ହେଲେ ଭାରତର ସମ୍ବିଧାନ,ମାନଚିତ୍ର ବଦଳିଯିବ କହିଲେ ନିର୍ମଳା ସୀତାରମଣଙ୍କ ସ୍ବାମୀ

ନୂଆଦିଲ୍ଲୀ,୧୦ା୪: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ସ୍ବାମୀ ପରାକାଲା ପ୍ରଭାକର ଚେତାବନୀ ଦେଇଛନ୍ତି। ସେ କହିଛନ୍ତି, ଯଦି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଉ ଥରେ ପ୍ରଧାନମନ୍ତ୍ରୀ ହେବେ ତେବେ ଦେଶରେ କୌଣସି ନିର୍ବାଚନ ହେବ ନାହିଁ। ପ୍ରଭାକର ଏକ ସାକ୍ଷାତକାରରେ କହିଛନ୍ତି,...

ନବରାତ୍ର ଉପବାସ ସତ୍ତ୍ୱେ ଅଟକିବେନି ମୋଦି; ୯ ଦିନରେ ୨୦ରୁ ଅଧିକ ରାଲି-ଦୈନିକ ୩ହଜାର କିମି କରିବେ ଯାତ୍ରା

ନୂଆଦିଲ୍ଲୀ,୧୦।୪: ଚୈତ୍ର ନବରାତ୍ର ଆରମ୍ଭ ହୋଇଛି। ଏହି ନବରାତ୍ରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପବାସ ରଖି ପୂର୍ବଭଳି ରାଲି କରିବେ। ୭୩ ବର୍ଷ ବୟସରେ ପ୍ରଧାନମନ୍ତ୍ରୀ ମୋଦି ପ୍ରତ୍ୟେହ ବ୍ରତ ରଖିଥିଲେ ହେଁ ୨ ରୁ ୩ ହଜାର କିମି...

ଏଏପିକୁ ଆଉ ଏକ ବଡ଼ ଝଟ୍‌କା: ଇସ୍ତଫା ଦେଲେ ରାଜକୁମାର

ନୂଆଦିଲ୍ଲୀ,୧୦।୪: ଦିଲ୍ଲୀର ମଦ ଦୁର୍ନୀତି ମାମଲାରେ ଫସିଥିବା ଆମ୍‌ ଆଦମୀ ପାର୍ଟି(ଏଏପି) ପାଇଁ ଅଡ଼ୁଆ ଥମିବାର ନାଁ ନେଉନାହିଁ। ବର୍ତ୍ତମାନ ଦିଲ୍ଲୀ ସରକାରରେ ମନ୍ତ୍ରୀ ଥିବା ରାଜକୁମାର ଆନନ୍ଦ ତାଙ୍କ ପଦ ଏବଂ ଦଳରୁ ଇସ୍ତଫା ଦେଇଛନ୍ତି। ସେ ଦିଲ୍ଲୀର...

ନିର୍ବାଚନ ପ୍ରଚାରରେ ମହଙ୍ଗା ହେବ ହେଲିକପ୍ଟର ଭଡ଼ା, ଘଣ୍ଟାକୁ ପଡ଼ିବ…

ନୂଆଦିଲ୍ଲୀ,୧୦ା୪: ରାଜନୈତିକ ଦଳ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ପ୍ରସ୍ତୁତ ହେଉଥିବା ବେଳେ ଗତ ସାଧାରଣ ନିର୍ବାଚନ ତୁଳନାରେ ଚାର୍ଟାର୍ଡ ବିମାନ ଏବଂ ହେଲିକପ୍ଟରର ଚାହିଦା ୪୦ ପ୍ରତିଶତ ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି। ହେଲିକପ୍ଟରଗୁଡ଼ିକର ଚାହିଦା...

ଏହି ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଲଢ଼ିବେ ପଓ୍ବନ ସିଂ

ପାଟନା,୧୦ା୪: ଭୋଜପୁରୀ ସୁପରଷ୍ଟାର ପଓ୍ବନ ସିଂଙ୍କ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବାସ୍ତବରେ ପାଓ୍ବାର ଷ୍ଟାର ନାମରେ ଜଣାଶୁଣା ପଓ୍ବନ ସିଂହ କରାକାଟ୍‌ରୁ ନିର୍ବାଚନ ଲଢ଼ିବାକୁ ଘୋଷଣା କରିଛନ୍ତି। ତେବେ ପଓ୍ବନ କୌଣସି ଦଳରୁ ନିର୍ବାଚନ ଲଢ଼ିବେ...

ମୋଦିଙ୍କୁ ଭାରତର ଚେହେରା କହିଲେ ଆମେରିକା ଏମ୍‌ପି

ଓ୍ବାଶିଂଟନ/ନୂଆଦିଲ୍ଲୀ,୧୦ା୪: ସମଗ୍ର ବିଶ୍ୱରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ପ୍ରଶଂସା କରାଯାଉଛି। ଆମେରିକାର ଏମ୍‌ପି ବ୍ରାଡ୍‌ ଶେର୍‌ମାନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରଶଂସା କରିଛନ୍ତି। ଶେର୍‌ମାନ ମୋଦିଙ୍କୁ ୨୦୧୪ରୁ ଦେଶରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ତଥା ଅର୍ଥନୈତିକ ଅଗ୍ରଗତି ପାଇଁ ପ୍ରଶଂସା...

କିଏ ସେହି ନୀରଜ ତ୍ରିପାଠୀ, ଯାହାଙ୍କୁ ଭାଜପା କରିଛି ଲୋକ ସଭା ପ୍ରାର୍ଥୀ, ପିତା ଥିଲେ ରାଜ୍ୟପାଳ

ଲକ୍ଷ୍ନୌ,୧୦ା୪: ପ୍ରୟାଗରାଜର ଆହ୍ଲାବାଦ ସଂସଦୀୟ ଆସନରେ ଭାଜପା  ନୀରଜ ତ୍ରିପାଠୀଙ୍କ ଉପରେ ଆତ୍ମବିଶ୍ୱାସ ପ୍ରକାଶ କରିଛି। ଆହ୍ଲାବାଦ ସଂସଦୀୟ ଆସନରୁ ଭାଜପା ନୀରଜୀଙ୍କୁ ସ୍ଥାନ ଦେଇଛି। ଟିକେଟ୍‌ ଘୋଷଣା ହେବା ମାତ୍ରେ ଦଳର ନେତା, କର୍ମୀ ଏବଂ ସମର୍ଥକମାନେ ନୀରଜଙ୍କୁ...

ନିର୍ବାଚନ ପ୍ରଚାରବେଳେ ମହିଳାଙ୍କୁ ଚୁମ୍ବନ ଦେଲେ ପ୍ରାର୍ଥୀ, ଭାଇରାଲ ହେଉଛି ଫଟୋ

କୋଲକାତା,୧୦।୪: ସାଧାରଣ ନିର୍ବାଚନ ପାଖେଇ ଆସୁଥିବାବେଳେ ଜୋରସୋରରେ ଜାରି ରହିଛି ପ୍ରଚାର । କିଏ ରୋଡ ସୋ’ କରି ଭୋଟ ମାଗୁଛି ତ କିଏ ଘରକୁ ଘର ଯାଇ ଭୋଟ ମାଗୁଛନ୍ତି। ତେବେ ଏହାରି ମଧ୍ୟରେ ପଶ୍ଚିମବଙ୍ଗର ମାଲଦାଠାରେ ଏମିତି...

ନୋଟାରେ ଅଧିକ ଭୋଟ୍‌ ପଡିଲେ କ’ଣ ହୁଏ? ବିଜୟୀ ଘୋଷଣା ହୁଅନ୍ତି ଏହି ପ୍ରାର୍ଥୀ

ନୂଆଦିଲ୍ଲୀ,୧୦।୪:ଏପ୍ରିଲ ୧୮ରୁ ଦେଶରେ ଆରମ୍ଭ ହେଉଛି ନିର୍ବାଚନ। ଏହାସହ ସବୁ ଦଳ ନିଜର ରଣନୀତି ପ୍ରସ୍ତୁତ କରିଛନ୍ତି। ପ୍ରାୟ ଅଧାରୁ ଅଧିକ ନିଜ ନିଜେର ପ୍ରାର୍ଥୀ ଘୋଷଣା କରି ସାରିଲେଣି ସବୁ ଦଳ। ଏତିକିବେଳେ ଜନତା ଜନାର୍ଦ୍ଦନ ମଧ୍ୟ କାହାକୁ...

ପୁରୁଣା ପେନ୍‌ସନ୍‌ ହେବ ଲାଗୁ!ନିର୍ବାଚନୀ ମାନିଫେଷ୍ଟୋରେ ଘୋଷଣା

ଲକ୍ଷ୍ନୌ,୧୦।୪: ସମାଜବାଦୀ ପାର୍ଟି ପକ୍ଷରୁ ବୁଧବାର ମନିଫେଷ୍ଟୋ ପ୍ରକାଶ କରିଛି। ଏକ ସାମ୍ବାଦିକ ସମ୍ମିଳନୀରେ ଏସପି ସଭାପତି ଅଖିଳେଶ ଯାଦବ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ସମାଜବାଦୀ ପାର୍ଟିର ସୋସିଆଲ ମିଡିଆ ପେଜ୍‌ରୁ ପରାମର୍ଶ ନିଆଯାଇ ଏହି ମାନିଫେଷ୍ଟୋ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri