ଜାତୀୟ

ଟେନଶନରେ ଭାରତ, ଆମେରିକା ସହ ହେବାକୁ ଯାଉଛି ବଡ଼ ଯୁଦ୍ଧ!

ନୂଆଦିଲ୍ଲୀ,୧୯।୧୧:ଡୋନାଲ୍ଡ ଟ୍ରମ୍ପଙ୍କ ଆଗମନ ପରେ ଭାରତ ସହ ସମ୍ପର୍କକୁ ନେଇ ଅନେକ ପ୍ରକାରର କଳ୍ପନାଜଳ୍ପନା କରାଯାଉଛି। ବର୍ତ୍ତମାନ ଆନ୍ତର୍ଜାତୀୟ ବଜାରରେ ଆସୁୁଥିବା ଖବର ହେଉଛି ଆମେରିକା କିମ୍ବା ଟ୍ରମ୍ପ ପ୍ରଶାସନ ଭାରତର ରପ୍ତାନି ଉପରେ ୧୦ ପ୍ରତିଶତ ଟ୍ୟାକ୍ସ ଲାଗୁ...

ଖୁବଶୀଘ୍ର ଭାରତ ଆସିବେ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୯।୧୧: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଖୁବଶୀଘ୍ର ଭାରତ ଗସ୍ତ କରିବେ। ପୁଟିନଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ଖବରକୁ ସୁନିଶ୍ଚିତ କରାଯାଇଛି। ଏହି ଗସ୍ତ ପାଇଁ ଖୁବଶୀଘ୍ର ନିର୍ଦ୍ଧିଷ୍ଟ ତାରିଖ ପ୍ରକାଶ କରାଯିବ ବୋଲି କ୍ରିମଲିନ୍ ମୁଖପାତ୍ର ଡିମିଟ୍ରି ପେସ୍କୋଭ୍...

ପ୍ରଦୂଷଣକୁ ନେଇ ସୁପ୍ରିମକୋର୍ଟ ନେଲେ ବଡ଼ ନିଷ୍ପତ୍ତି, ଅନ୍‌ଲାଇନରେ ଚାଲିବ କୋର୍ଟ

ନୂଆଦିଲ୍ଲୀ,୧୯।୧୧: ଦିଲ୍ଲୀ-ଏନସିଆରରେ ପ୍ରଦୂଷଣକୁ ଦୃଷ୍ଟିରେ ରଖି ସୁପ୍ରିମକୋର୍ଟ ନେଲେ ବଡ଼ ନିଷ୍ପତ୍ତି। ସବୁ କୋର୍ଟଙ୍କୁ ଯଥାସମ୍ଭବ କାର୍ଯ୍ୟ କରିବାକୁ ପରାମର୍ଶ ଦେଇଛନ୍ତି ସୁପ୍ରିମକୋର୍ଟ। ଭିଡିଓ କନଫରେନ୍ସିଂ ମାଧ୍ୟମରେ ହାଜର ହେବାକୁ ଆଇନଜୀବୀ ଏବଂ ଲୋକଙ୍କୁ ଅନୁମତି ଦେଇଛନ୍ତି। ଏନେଇ ପ୍ରଧାନ...

କେମିକାଲ ଆଳୁ ଖାଉଥିଲେ ସାବଧାନ, ହୋଇପାରେ ସ୍ବାସ୍ଥ୍ୟହାନୀ

ନୂଆଦିଲ୍ଲୀ,୧୯।୧୧: ବର୍ତ୍ତମାନ ସୁଦ୍ଧା ଆପଣ ଅମଳ ବୃଦ୍ଧି, ପନିପରିବା ସତେଜ ରଖିବା, ଲାଉ, କଖାରୁ ଆଦି ଶୀଘ୍ର ବଢିବା ଏବଂ ଫଳ ପାଚିବା ପାଇଁ ରାସାୟନିକ ପଦାର୍ଥ ବ୍ୟବହାର କରିବା ବିଷୟରେ ଆପଣ ନିଶ୍ଚୟ ଶୁଣିଥିବେ। କିନ୍ତୁ ଆପଣ ରାସାୟନିକ...

ଭାଜପା ନିକଟରେ ‘ବାଣ୍ଟିବା’ ଛଡା ଅନ୍ୟ ବିକଳ୍ପ ନାହିଁ: ମନୋଜ ଝା

ପାଟନା,୧୯।୧୧: ଝାଡ଼ଖଣ୍ଡ ଏବଂ ମହାରାଷ୍ଟ୍ର ନିର୍ବାଚନକୁ ନେଇ ଆରଜେଡି ଏମପି ମନୋଜ ଝା ମଙ୍ଗଳବାର କହିଛନ୍ତି ଯେ ସେଠାରେ ଏକପାଖିଆ ବାତାବରଣ ରହିଛି। ଭାଜପା ସେଠାରେ ପରାଜୟର ସମ୍ମୁଖୀନ ହେବ। ଝାଡ଼ଖଣ୍ଡ ନିର୍ବାଚନ ସମ୍ପର୍କରେ ସେ କହିଛନ୍ତି ଯେ ଏଠାରେ...

ମହାରାଷ୍ଟ୍ର-ଝାଡ଼ଖଣ୍ଡ ବିଧାନସଭା ପାଇଁ କାଲି ଭୋଟିଂ, ବାହାରିଲେଣି ପୋଲିଂ ପାର୍ଟି

ନୂଆଦିଲ୍ଲୀ,୧୯।୧୧: ମହାରାଷ୍ଟ୍ର ଏବଂ ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନ ବ୍ୟତୀତ ଆସନ୍ତାକାଲି ଅର୍ଥାତ୍‌ ବୁଧବାର (୨୦ ନଭେମ୍ବର) ଉପ-ନିର୍ବାଚନ ପାଇଁ ଭୋଟ ମଧ୍ୟ ଅନୁଷ୍ଠିତ ହେବ। ପୋଲିଂ ପାର୍ଟି ନିଜ ନିଜ ମତଦାନ କେନ୍ଦ୍ରକୁ ଯିବା ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ, ବୁଧବାର...

ବିଶ୍ୱର ସବୁଠାରୁ ଧନୀ ହିନ୍ଦୁ ମନ୍ଦିରର ନିର୍ଦ୍ଦେଶ ଶୁଣି ଚିନ୍ତାରେ ୩୦୦ କର୍ମଚାରୀ

ତିରୁପତି,୧୯।୧୧: ବିଶ୍ୱର ସବୁଠାରୁ ଧନୀ ହିନ୍ଦୁ ମନ୍ଦିର ଏହାର ବୋର୍ଡରେ କାମ କରୁଥିବା ଅଣ ହିନ୍ଦୁ କର୍ମଚାରୀଙ୍କ ପାଇଁ ଏକ ନୂତନ ଆଦେଶ ଜାରି କରିଛି । ହଁ, ଟିଟିପି ଯଥା ତିରୁମାଲା ତିରୁପତି ଦେବସ୍ଥାନମ ସୋମବାର ଏକ ନିଦ୍ଦେଶ...

‘ଲୋକଙ୍କୁ ବ୍ୟବହାର କରି ତଡ଼ିଦେବା ଭାଜପାର ଚରିତ୍ର’

ନୂଆଦିଲ୍ଲୀ,୧୯।୧୨:ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଅଭିଯାନର ଶେଷ ପର୍ଯ୍ୟାୟରେ ଦଳର ନେତା ଓ ବିରୋଧୀଙ୍କ ମଧ୍ୟରେ ଆରୋପ-ପ୍ରତ୍ୟାରୋପ ଲାଗିରହିଛି। ଏହି ସମୟରେ କଂଗ୍ରେସ ନେତା କହ୍ନେୟା କୁମାର ଅନେକ ପ୍ରଶ୍ନର ଉତ୍ତର ଦେଇ ତାଙ୍କ ବିରୋଧୀଙ୍କୁ କଡ଼ା ଆକ୍ରମଣ...

ଏହି ଯୋଜନାରେ ମହିଳାଙ୍କୁ ମିଳିବ ୨୪ହଜାର, ଜାଣନ୍ତୁ କିପରି କରିବେ ଆବେଦନ

ନୂଆଦିଲ୍ଲୀ,୧୯।୧୧: ଭାରତ ସରକାର ଦେଶରେ ମହିଳା ସଶକ୍ତିକରଣକୁ ପ୍ରୋତ୍ସାହିତ କରୁଛନ୍ତି। ସମାଜରେ ମହିଳାଙ୍କ ଅଂଶଗ୍ରହଣ ବୃଦ୍ଧି ପାଇଁ ସରକାର ନୂତନ ଉଦ୍ୟମ କରୁଛନ୍ତି। ବିଶେଷକରି ସରକାର ମଧ୍ୟ ମହିଳାମାନଙ୍କ ପାଇଁ ବିଭିନ୍ନ ପ୍ରକାରର ଯୋଜନା ପ୍ରସ୍ତୁତ କରୁଛନ୍ତି। ଯାହାଦ୍ୱାରା ମହିଳାମାନେ...

ଦିଲ୍ଲୀ କ’ଣ ଦେଶର ରାଜଧାନୀ ହେବା ଉଚିତ, କାହିଁକି ଏମିତି କହିଲେ ଥରୁର

ନୂଆଦିଲ୍ଲୀ,୧୯।୧୧: ଦିଲ୍ଲୀରେ ବାୟୁ ପ୍ରଦୂଷଣ ଅତ୍ୟନ୍ତ ବିପଜ୍ଜନକ ସ୍ତରରେ ପହଞ୍ଚିଛି। ଜାତୀୟ ରାଜଧାନୀର ହାରାହାରି ୨୪ ଘଣ୍ଟା ଏୟାର କ୍ୱାଲିଟି ଇଣ୍ଡେକ୍ସ ହେଉଛି ୪୯୩। ଦିଲ୍ଲୀର ସମସ୍ତ ବିଦ୍ୟାଳୟରେ ଅନଲାଇନ କ୍ଲାସ ଆରମ୍ଭ ହୋଇଯାଇଛି। ସୋମବାର ସୁପ୍ରିମକୋର୍ଟ ମଧ୍ୟ ବାୟୁ...

ସ୍କୁଲ-କଲେଜ ବନ୍ଦ, ବାୟୁ ପ୍ରଦୂଷଣକୁ ନେଇ ଆଡଭାଇଜରୀ ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ,୧୯।୧୧: ବାୟୁ ପ୍ରଦୂଷଣ ଦିଲ୍ଲୀ-ଏନସିଆରରେ ଲୋକଙ୍କ ସମସ୍ୟା ବଢାଇ ଦେଇଛି। ଏଠାରେ ବାୟୁ ଗୁଣବତ୍ତା ସୂଚକାଙ୍କ (AQI) ଅତ୍ୟନ୍ତ ବିପଜ୍ଜନକ ସ୍ତରରେ ପହଞ୍ଚିଛି । ସବୁଠାରୁ ବଡ ସମସ୍ୟା ହେଉଛି ନୋଏଡା, ଗାଜିଆବାଦ ଏବଂ ଗୁରୁଗ୍ରାମରେ। ଏଠାରେ ମଧ୍ୟ ମଙ୍ଗଳବାର...

ଯାଉନାହାନ୍ତି, ପଠାଉଛନ୍ତି

ନୂଆଦିଲ୍ଲୀ/ଇମ୍ଫାଲ,୧୯ା୧୧: ପୁଣି ଜାତିଆଣ ହିଂସାର ନିଅଁାରେ ଜଳୁଛି ମଣିପୁର। ଜିରିବାମ୍‌ର ଏକ ଶିବିରରୁ ନିଖୋଜ ହୋଇଯାଇଥିବା ୬ ଅପହୃତଙ୍କ ମୃତଦେହ ମିଳିବା ପରେ ୩ ଦିନ ଧରି ଉପତ୍ୟକାରେ ଭଙ୍ଗାରୁଜା ଓ ଜଳାପୋଡ଼ା ଲାଗିରହିଛି। ଇତିମଧ୍ୟରେ ଅନେକ ବିଧାୟକ ଓ ମନ୍ତ୍ରୀଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri