ଜାତୀୟ

ଟ୍ରେନ୍‌ ଟିକେଟ୍‌ କାଟିବାକୁ ବି ଆମ ପାଖେ ଟଙ୍କା ନାହିଁ: କାହିଁକି ଏମିତି କହିଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୨୧।୩: ଲୋକ ସଭା ନିର୍ବାଚନ ପୂର୍ବରୁ ଗୁରୁବାର କଂଗ୍ରେସ ଏକ ସାମ୍ବାଦିକ ସମ୍ମିଳନୀ କରିଛି। କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ, ପୂର୍ବତନ ଅଧ୍ୟକ୍ଷ ସୋନିଆ ଏବଂ ରାହୁଲ ଗାନ୍ଧୀ ମଧ୍ୟ ଉପସ୍ଥିତ ଥିଲେ। ଦଳର ବ୍ୟାଙ୍କ ଆକାଉଣ୍ଟକୁ ଫ୍ରିଜ କରିବା...

ମୋଦି ସରକାରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଖାର୍ଗେ

ନୂଆଦିଲ୍ଲୀ,୨୧।୩: କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ କେନ୍ଦ୍ର ସରକାରଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ସେ କହିଛନ୍ତି, ଦଳର ବ୍ୟାଙ୍କ ଆକାଉଣ୍ଟ ଫ୍ରିଜ ହୋଇଯାଇଛି। କଂଗ୍ରେସ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରିବ ନାହିଁ ବୋଲି ଶାସକ ଦଳ ଏହା କରିଛନ୍ତି। ଗୁରୁବାର...

ସୁପ୍ରିମକୋର୍ଟଙ୍କ ଅବମାନନା ନୋଟିସ୍‌ ପରେ କ୍ଷମା ମାଗିଲା ପତଞ୍ଜଳି

ନୂଆଦିଲ୍ଲୀ,୨୧।୩: ସୁପ୍ରିମକୋର୍ଟଙ୍କ ନୋଟିସ ପରେ କ୍ଷମା ମାଗିଲା ପତଞ୍ଜଳି। ପତଞ୍ଜଳି ଆୟୁର୍ବେଦର ପରିଚାଳନା ନିର୍ଦ୍ଦେଶକ ତଥା ଯୋଗ ଗୁରୁ ରାମଦେବଙ୍କ ସହଯୋଗୀ ଆଚାର୍ଯ୍ୟ ବାଳକୃଷ୍ଣ କମ୍ପାନୀ ପକ୍ଷରୁ କ୍ଷମା ପ୍ରାର୍ଥନା କରିଛନ୍ତି। କମ୍ପାନୀ ବିଭ୍ରାନ୍ତିକର ବିଜ୍ଞାପନ ଦେଉଥିବା ନେଇ ଗତକାଲି...

ରାଜନୀତିରୁ ସନ୍ନ୍ୟାସ ନେଲେ ପୂର୍ବତନ ମୁଖ୍ୟମନ୍ତ୍ରୀ ସଦାନନ୍ଦ ଗୌଡା

ବେଙ୍ଗାଲୁରୁ,୨୧।୩: ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟିର ବରିଷ୍ଠ ନେତା ତଥା କର୍ନାଟକର ପୂର୍ବତନ ମୁଖ୍ୟମନ୍ତ୍ରୀ ସଦାନନ୍ଦ ଗୌଡା ରାଜନୀତିରୁ ଅବସର ଘୋଷଣା କରିଛନ୍ତି। ନିର୍ଦ୍ଦଳୀୟ ନିର୍ବାଚନ ଲଢିବା ଏବଂ କଂଗ୍ରେସରେ ସାମିଲ ହେବା ଭଳି...

ଭାଜପାର ସାଉଥ୍‌ ସମୀକରଣ ଫାଇନାଲ୍‌

ନୂଆଦିଲ୍ଲୀ,୨୧।୩: ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ପାଇଁ ୩୭୦ ପ୍ଲସ ଏବଂ ଏନଡିଏ ପାଇଁ ୪୦୦ ପ୍ଲସ ଲକ୍ଷ୍ୟରେ ଦକ୍ଷିଣ ଭାରତର ଦୁର୍ଗ ଭାଙ୍ଗିବା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଏହି କ୍ରମରେ ଦକ୍ଷିଣରେ ସମୀକରଣର...

ଗୋଟିଏ ପରିବାରର ୫ ଜୀବନ୍ତ ଜଳିଗଲେ

ଜୟପୁର,୨୧ା୩: ଜୟପୁରର ବିଶ୍ୱକର୍ମାଠାରେ ଅବସ୍ଥିତ ଏକ ଘରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୫ ଜଣଙ୍କର ମୃତ୍ୟୁ ହୋଇଛି। ନିଆଁ ଏତେ ଭୟଙ୍କର ଥିଲା ଯେ ଦୁର୍ଘଟଣାରେ ଗୋଟିଏ ପରିବାରର ୩ ଶିଶୁ ସମେତ ୫ ଜିଅନ୍ତା ଜଳିଯାଇଛନ୍ତି। ଏହି ଘଟଣାରେ...

ବରୁଣ ଗାନ୍ଧୀଙ୍କୁ ଏସପିର ଖୋଲା ଅଫର, ତାଙ୍କ ବିରୋଧରେ ଦିଆଯିବନି ପ୍ରାର୍ଥୀ

ନୂଆଦିଲ୍ଲୀ,୨୧।୩: ଭାଜପା ନେତା ବରୁଣ ଗାନ୍ଧୀ ଲୋକସଭା ନିର୍ବାଚନରେ କେଉଁ ଆସନରୁ ଓ କେଉଁ ଦଳରୁ ପ୍ରତିଦ୍ୱନ୍ଦ୍ୱିତା କରିବେ, କିମ୍ବା ସ୍ବାଧିନ ଭାବେ ଛିଡ଼ା ହେବେ ସେନେଇ କଳ୍ପନାଜଳ୍ପନା କରାଯାଉଛି। ଏହାରି ଭିତରେ ଏସପି(ସମାଜବାଦୀ ପାର୍ଟି) ପକ୍ଷରୁ ତାଙ୍କୁ ଏକ...

ଭାରତର ଟେନ୍‌ସନ୍‌ ବଢାଇଲା ରୁଷିଆ

ନୂଆଦିଲ୍ଲୀ,୨୧।୩: ଏସ୍‌-୪୦୦ ମିଶାଇଲ୍‌ ସିଷ୍ଟମ ଉପରେ ଭାରତ ଏବଂ ରୁଷିଆ ମଧ୍ୟରେ ଏକ ଚୁକ୍ତି ହୋଇଥିଲା, କିନ୍ତୁ ଏହାର ସମ୍ପୂର୍ଣ୍ଣ ବିତରଣ ଏପର୍ଯ୍ୟନ୍ତ ହୋଇନାହିଁ। ରୁଷିଆ କହିଛି ଯେ ବର୍ତ୍ତମାନ ୟୁକ୍ରେନ ସହିତ ଯୁଦ୍ଧରେ ବ୍ୟସ୍ତ ଅଛି। ଏହି କାରଣରୁ...

ଗିରଫ ହେବା ଭୟ…ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୧।୩: ମଦ ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲଙ୍କୁ ବାରମ୍ବାର ସମନ କରାଯାଉଛି। ତେବେ ଏହି ମାମଲାରେ ଗିରଫ ଭୟରେ ସେ ଦିଲ୍ଲୀ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ହାଇକୋର୍ଟରେ ଏକ ପିଟିସନ ଦାଖଲ...

ଭୁଶୁଡ଼ିଲା ୨ ମହଲା କୋଠା, ୨ ଶ୍ରମିକଙ୍କ ଜୀବନ ଗଲା

ନୂଆଦିଲ୍ଲୀ,୨୧।୩: ଦିଲ୍ଲୀର କବୀର ନଗର ୱେଲକମ ଅଞ୍ଚଳରେ ବୁଧବାର ବିଳମ୍ବିତ ରାତିରେ ଏକ ନିର୍ମାଣାଧୀନ କୋଠା ଭୁଶୁଡ଼ି ପଡ଼ିଛି। ଫଳରେ ୨ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଶ୍ରମିକ ଗୁରୁତର ହୋଇଛନ୍ତି। ଗତକାଲି ବିଳମ୍ବିତ ରାତି ପ୍ରାୟ ୨.୧୬ଟା...

ଆତଙ୍କବାଦୀ ସଂଗଠନ ଆଇଏସ୍‌ଆଇଏସ୍‌ର ଭାରତ ମୁଖ୍ୟ ଗିରଫ

ନୂଆଦିଲ୍ଲୀ,୨୧।୩: ଲୋକ ସଭା ନିର୍ବାଚନ ପୂର୍ବରୁ ସୁରକ୍ଷା ଏଜେନ୍ସିଂମାନଙ୍କୁ ବଡ଼ ସଫଳତା। କୁଖ୍ୟାତ ଆତଙ୍କବାଦୀ ସଙ୍ଗଠନ ଆଇଏସ୍‌ଆଇଏସ୍‌ର ଭାରତ ଚିଫ୍‌(ମୁଖ୍ୟ) ହାରିଶ ଫାରୁକି ଗିରଫ ହୋଇଛନ୍ତି। ଆସାମର ଧୁବରୀରେ ଭାରତ-ବାଂଲାଦେଶ ଅନ୍ତଃରାଷ୍ଟ୍ରୀୟ ସୀମା ନିକଟରୁ ତାଙ୍କୁ ଗିରଫ କରାଯାଇଛି। ହାରିଶ...

ବେଙ୍ଗାଲୁରୁରେ ହୋଲି ଦିନ ରେନ୍‌ ଡ୍ୟାନ୍ସ, ପୁଲ ପାର୍ଟି ଉପରେ ପ୍ରତିବନ୍ଧକ, ଜାଣନ୍ତୁ କାହିଁକି ଏଭଳି ନିଷ୍ପତ୍ତି ନେଲେ ସରକାର

ବେଙ୍ଗାଲୁରୁ,୨୧।୩: ବେଙ୍ଗାଲୁରୁରେ ଚାଲିଥିବା ଜଳ ସଙ୍କଟକୁ ଦୃଷ୍ଟିରେ ରଖି ବେଙ୍ଗାଲୁରୁ ଜଳ ଯୋଗାଣ ଏବଂ ସେୱରେଜ ବୋର୍ଡ (BWSSB) ହୋଲି ଉତ୍ସବ ପାଇଁ କିଛି ନିୟମ ଲାଗୁ କରିଛି। ହୋଲିରେ ପୁଲ ପାର୍ଟୀ ଏବଂ ରେନ୍‌ ଡ୍ୟାନ୍ସ ପାଇଁ କାବେରୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri