ଜାତୀୟ

ମମତାଙ୍କ ପଞ୍ଜାବ ଗସ୍ତକୁ ନେଇ ଉଠୁଛି ପ୍ରଶ୍ନ

କୋଲକାତା,୧୫।୨: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ୨୦୨୪ ଲୋକ ସଭା ନିର୍ବାଚନ ପୂର୍ବରୁ ପଞ୍ଜାବ ଗସ୍ତ କରିପାରନ୍ତି। କଂଗ୍ରେସକୁ ଚକିତ କରିଥିବା ମମତା ବାନାର୍ଜୀ ୨୧ ଫେବୃଆରୀରେ ପଞ୍ଜାବ ଗସ୍ତରେ ଯାଇ ଦିଲ୍ଲୀ ଏବଂ ପଞ୍ଜାବର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ...

ସ୍ତ୍ରୀଙ୍କୁ ହତ୍ୟା କରି କଟାମୁଣ୍ଡ ହାତରେ ଧରି ବସ୍‌ଷ୍ଟାଣ୍ଡରେ ବୁଲିଲେ ବ୍ୟକ୍ତି,ରକ୍ତ ଜୁଡୁବୁଡ଼ୁ ଦେହ ଦେଖି…

କୋଲକାତା,୧୫।୨: ଘରୋଇ କଳହକୁ ନେଇ ସ୍ତ୍ରୀଙ୍କୁ ହତ୍ୟା, ପରେ କଟାମୁଣ୍ଡ ଧରି ବୁଲିଲେ ବ୍ୟକ୍ତି। ଏଭଳି ଏକ ଲୋମହର୍ଷଣକାରୀ ଘଟଣା ଘଟିଛି ପଶ୍ଚିମବଙ୍ଗର ମେଦିନାପୁର ଅଞ୍ଚଳରେ। ବ୍ୟକ୍ତିଜଣଙ୍କ ହେଲେ ଗୌତମ ଗୋଚ୍ଛାୟତ(୪୦)। ଚିସ୍ତିପୁର ବସ୍‌ଷ୍ଟାଣ୍ଡରେ ତାଙ୍କୁ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ...

ଆଜି ଓଡିଶା ଆସିବେ ମୁଖ୍ୟ ନିର୍ବାଚନ କମିଶନର

ଭୁବନେଶ୍ୱର,୧୫।୨: ଆସନ୍ତା ସାଧାରଣ ନିର୍ବାଚନର ପ୍ରସ୍ତୁତି ସମୀକ୍ଷା ନେଇ ଆଜି ଓଡିଶା ଆସୁଛନ୍ତି ମୁଖ୍ୟ ନିର୍ବାଚନ କମିଶନର। ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାରଙ୍କ ନେତୃତ୍ୱରେ ୭ ଜଣିଆ ଟିମ ତିନିଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି। ଏହି ଟିମ୍‌ ଆଜିଠୁ...

ନାମାଙ୍କନ ଭରିବେ ଅଶ୍ବିନୀ ବୈଷ୍ଣବ, ସାମିଲ ରହିବେ ବରିଷ୍ଠ ଭାଜପା ନେତା

ଭୁବନେଶ୍ୱର,୧୫।୨ : ରାଜ୍ୟ ସଭା ପାଇଁ ନାମାଙ୍କନ ଭରିବେ ଅଶ୍ବିନୀ ବୈଷ୍ଣବ। ବୁଧବାର ଭାଜପା ଅଶ୍ୱିନୀଙ୍କୁ ରାଜ୍ୟ ସଭା ପ୍ରାର୍ଥିଭାବେ ଚୟନ କରିଛି। ତେବେ ଗୁରୁବାର ଅର୍ଥାତ୍‌ ଆଜି ସେ ପ୍ରାର୍ଥପତ୍ର ଦାଖଲ କରିବେ। ଏହି ସମୟରେ ଭାଜପାର ଅନେକ...

ଅଙ୍ଗ ପ୍ରତିରୋପଣରେ ଭାରତ ଆଗରେ: ବର୍ଷକରେ ୧୬,୯୪୧ ପ୍ରତିରୋପଣ…

ନୂଆଦିଲ୍ଲୀ,୧୫।୨ : ଅଙ୍ଗ ପ୍ରତିରୋପଣ କ୍ଷେତ୍ରରେ ଆମେରିକା ସମେତ ଅନେକ ଦେଶକୁ ପଛରେ ପକାଇ ଭାରତ ଆଗୁଆ ରହିଛି। ଏଥି ସହିତ, ଏହା ବିଶ୍ୱର ଶ୍ରେଷ୍ଠ ଦଶ ଦେଶ ମଧ୍ୟରେ ତୃତୀୟ ସ୍ଥାନରେ ପହଞ୍ଚିଛି। କେବଳ ଏତିକି ନୁହେଁ, ୭୫...

ଲୋକସଭା, ୪ ବିଧାନସଭା ନିର୍ବାଚନ: ୩.୪ ଲକ୍ଷ କେନ୍ଦ୍ରୀୟ ସୁରକ୍ଷା ବାହିନୀ ମାଗିଲା ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ,୧୪ା୨: ଆନ୍ଧ୍ରପ୍ରଦେଶ, ଅରୁଣାଚଳ ପ୍ରଦେଶ, ଓଡ଼ିଶା ଏବଂ ସିକ୍କିମରେ ହେବାକୁ ଥିବା ଲୋକସଭା ନିର୍ବାଚନ ଏବଂ ବିଧାନସଭା ନିର୍ବାଚନ ସମୟରେ ପର୍ଯ୍ୟାୟକ୍ରମେ ନିୟୋଜନ ପାଇଁ ନିର୍ବାଚନ ଆୟୋଗ (ଇସି) ୩.୪ ଲକ୍ଷ କେନ୍ଦ୍ରୀୟ ସଶସ୍ତ୍ର ପୋଲିସ ବାହିନୀ (ସିଏପିଏଫ) କର୍ମଚାରୀଙ୍କୁ...

ଜମ୍ମୁ ସୀମାରେ ପାକିସ୍ତାନ ରେଞ୍ଜର୍ସଙ୍କ ଗୁଳିମାଡ଼, କଡ଼ା ଜବାବ ଦେଲା ଭାରତୀୟ ସେନା

ନୂଆଦିଲ୍ଲୀ,୧୪ା୨: ଜମ୍ମୁ ଅନ୍ତର୍ଜାତୀୟ ସୀମାରେ ପାକିସ୍ତାନ ରେଞ୍ଜର୍ସ ଜମ୍ମୁର ମାକୱାଲ ଅଞ୍ଚଳରେ ପାକିସ୍ତାନ ରେଞ୍ଜର୍ସ ସୀମା ସୁରକ୍ଷା ବଳ ପୋଷ୍ଟରେ ଗୁଳି ଚଳାଇବାରୁ ଦୁଇ ପକ୍ଷ ମଧ୍ୟରେ ଉତ୍ତେଜନା ବୃଦ୍ଧି ପାଇଛି। ପାକିସ୍ତାନୀ ସେନାର ଏଭଳି ତୁମୁଳ କାଣ୍ଡର ଜବାବ...

ଆବୁଧାବିରେ ପ୍ରଥମ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦି

ଆବୁଧାବି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ଆବୁଧାବିରେ ପ୍ରଥମ ୟୁଏଇ ହିନ୍ଦୁ ମନ୍ଦିରର ଉଦ୍‌ଘାଟନ କରିଛନ୍ତି। ବୋଚାସନବାସୀ ଅକ୍ଷର ପୁରୁଷୋତ୍ତମ ସ୍ବାମୀନାରାୟଣ ସଂସ୍ଥା(ବିଏପିଏସ୍‌) ସୋସାଇଟି ଦ୍ୱାରା ନିର୍ମିତ ଏହି ମନ୍ଦିରକୁ ଉଦ୍‌ଘାଟନ କରିବା ପରେ ସେ ପୂଜାରୀମାନଙ୍କ ସହ ପୂଜାର୍ଚ୍ଚନା...

ମଦ ଘୋଟାଲା ମାମଲାରେ ଷଷ୍ଠ ଥର ପାଇଁ କେଜ୍ରିୱାଲଙ୍କୁ ସମନ କଲା ଇଡି

ନୂଆଦିଲ୍ଲୀ,୧୪।୨: କଥିତ ମଦ ଘୋଟାଲା ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କୁ ଷଷ୍ଠ ଥର ପାଇଁ ସମନ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଫେବୃଆରୀ ୧୯ ତାରିଖରେ ହଜାର ହେବାକୁ ଇଡି କହିଛି। ଏହା ପୂର୍ବରୁ ଇଡି କେଜ୍ରିୱାଲଙ୍କୁ ୫ ଥର ସମନ...

”ପ୍ରଧାନମନ୍ତ୍ରୀ ପୁଣି ପଞ୍ଜାବ ଆସିଲେ ରକ୍ଷା ପାଇବେ ନାହିଁ”, ଖୋଲା ଧମକ ଦେଲେ ଆନ୍ଦୋଳନରତ କୃଷକ

ନୂଆଦିଲ୍ଲୀ,୧୪।୨: ଚାଲିଥିବା କୃଷକ ଆନ୍ଦୋଳନ ମଧ୍ୟରେ ଜଣେ କୃଷକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖୋଲାଖୋଲି ଧମକ ଦେଇଛନ୍ତି। ସେ କହିଛନ୍ତି ‘ଯଦି ପ୍ରଧାନମନ୍ତ୍ରୀ ପୁଣି ପଞ୍ଜାବ ପରିଦର୍ଶନ କରନ୍ତି ତେବେ ପ୍ରଧାନମନ୍ତ୍ରୀ ଏଥର ରକ୍ଷା ପାଇବେ ନାହିଁ।’ ପୁନର୍ବାର ପଞ୍ଜାବ...

Virtual ATM: ଆଉ ଯିବାକୁ ପଡିବନି ATM, ଗୋଟିଏ ଓଟିପିରେ ମିଳିଯିବ ନଗଦ ଟଙ୍କା

ନୂଆଦିଲ୍ଲୀ,୧୪।୨: ୟୁନିଫାଏଡ ପେମେଣ୍ଟ ଇଣ୍ଟରଫେସ ବା UPI ଦେଶରେ ସବୁଠାରୁ ଲୋକପ୍ରିୟ ପେମେଣ୍ଟ ଅପ୍ସନ। ଅନଲାଇନ ଟ୍ରାଞ୍ଜାକ୍ସନ ବିପ୍ଲବ ଆସିବା ପରଠାରୁ ମୋବାଇଲ ଓ ଇଣ୍ଟରନେଟ ସାହାଯ୍ୟରେ ଉପଭୋକ୍ତାମାନେ ଅନଲାଇନ ପେମେଣ୍ଟ କରୁଛନ୍ତି। ସବୁଠି ଅନଲାଇନ ସୁବିଧା ଉପଲବ୍ଧ ହେଉଥିବାରୁ...

ଅଶୋକଙ୍କୁ ମିଳିଲା ରାଜ୍ୟ ସଭା ଉପହାର: ଭାଜପାରେ ଯୋଗ ଦେବାର ଗୋଟିଏ ଦିନ ପରେ…

ନୂଆଦିଲ୍ଲୀ,୧୪।୨ : କଂଗ୍ରେସ ଛାଡି ଭାଜପାରେ ଯୋଗ ଦେଇଥିବା ଅଶୋକ ଚୌହ୍ବାନଙ୍କୁ ପରଦିନ ଉପହାର ମିଳିଛି। ବାସ୍ତବରେ ଭାଜପା ରାଜ୍ୟସ ଭା ପାଇଁ ନୂତନ ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଯେଉଁଥିରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ସମେତ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri