ଜାତୀୟ

କୋଟିଏ କି ୨ କୋଟି ନୁହେଁ, ଦାମ୍‌ ୨୩ କୋଟି; ଦିନକୁ ୨ ହଜାର ଟଙ୍କାର ଡ୍ରାଏଫ୍ରୁଟ୍ସ ଖାଏ ଏହି ମଇଁଷି

ଜୟପୁର,୧୫।୧୧: ଚଳିତ ବର୍ଷ ରାଜସ୍ଥାନର ପୁଷ୍କର ମେଳାରେ ଆସୁଥିବା ଲୋକଙ୍କ ପାଇଁ ହରିୟାଣାର ଏକ ମଇଁଷି ଆକର୍ଷଣର କେନ୍ଦ୍ର ପାଲଟିଛି। ଗତ ବର୍ଷ ମଧ୍ୟ ଏଠାରେ ଥିବା ଲୋକଙ୍କ ମଧ୍ୟରେ ଏହି ମଇଁଷି ଚର୍ଚ୍ଚାର ବିଷୟ ହୋଇଥିଲା। ଯଦି ଆପଣ...

ଖ୍ୟାତନାମା ବକ୍ସର ମାଇକ୍‌ ଟାଇସନ୍‌ କ’ଣ ମୁସଲମାନ? ୫ ହଜାର କୋଟି ରୋଜଗାର କରି ବି ହୋଇଛନ୍ତି ଦେବାଳିଆ, ଏବେ…

ନୂଆଦିଲ୍ଲୀ,୧୫।୧୧: ଦୁନିଆର ସର୍ବଶ୍ରେଷ୍ଠ ବକ୍ସରମାନଙ୍କ ମଧ୍ୟରେ ପରିଗଣିତ ହେଉଥିବା ମାଇକ ଟାଇସନ ୧୯ ବର୍ଷ ପରେ ବୃତ୍ତିଗତ ଭାବେ ପ୍ରତିଦ୍ୱନ୍ଦ୍ୱିତାକୁ ଓହ୍ଲାଇବେ। ନଭେମ୍ବର ୧୬ ରେ ସେ ପୂର୍ବତନ ସୋସିଆଲ ମିଡିଆ ଇନ୍‌ଫ୍ଲୁଏନ୍ସର ତଥା ପେସାଦାର ବକ୍ସର ଜେକ୍‌ ପାଲ୍‌ଙ୍କୁ...

ମହାରାଷ୍ଟ୍ର ନିର୍ବାଚନ ପରେ ଚାଲିଯିବ ଯୋଗୀଙ୍କ ମୁଖ୍ୟମନ୍ତ୍ରୀ ଆସନ; ବଡ଼ ଦାବି କଲେ ଅଖିଳେଶ ଯାଦବ

ନୂଆଦିଲ୍ଲୀ,୧୫ା୧୧: ଉତ୍ତରପ୍ରଦେଶର ୯ ଟି ଆସନରେ ଉପ-ନିର୍ବାଚନ ହେବାକୁ ଥିବା ବେଳେ ନେତାମାନଙ୍କ ମଧ୍ୟରେ ଆଲୋଚନା ସମାଲୋଚନା ତୀବ୍ର ହୋଇଛି। ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଶୁକ୍ରବାର ଉପ-ନିର୍ବାଚନ ସମ୍ପର୍କରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି। ତାଙ୍କ...

ଲକ୍ଷ ଲକ୍ଷ ଗ୍ରାହକଙ୍କୁ ବଡ଼ ଝଟ୍‌କା ଦେଲା SBI, ବଢ଼ିଲା ଏସବୁର EMI…

ନୂଆଦିଲ୍ଲୀ,୧୫।୧୧: ଦେଶର ବୃହତ୍ତମ ସରକାରୀ ବ୍ୟାଙ୍କ ଏସ୍‌ବିଆଇ ଗ୍ରାହକଙ୍କୁ ଦେଲା ବଡ଼ ଝଟ୍‌କା। ବ୍ୟାଙ୍କ ଏହାର ମାର୍ଜିନାଲ କଷ୍ଟ ବେଶ୍ଡ ଲେଣ୍ଡିଂ ରେଟ୍ସ(MCLR) ହାରରେ ବୃଦ୍ଧି ଘୋଷଣା କରିଛି। ଏଥିଯୋଗୁ ବ୍ୟାଙ୍କରୁ ଋଣ ନେବା ମହଙ୍ଗା ପଡିଛି। ତେବେ ସଂଶୋଧିତ...

ଦେଶରେ ଏହି ୩୧ ଜଣଙ୍କ ହେଲିକପ୍ଟର କେବେ ବି କରାଯାଏନି ଯାଞ୍ଚ, ନ ମାନିଲେ…

ନୂଆଦିଲ୍ଲୀ,୧୫।୧୧: ମହାରାଷ୍ଟ୍ର ନିର୍ବାଚନୀ ତାତି ମଧ୍ୟରେ ବିମାନ ଯାତ୍ରା ସମୟରେ କରାଯାଇଥିବା ଯାଞ୍ଚ ଏବେ ଜାତୀୟ ରାଜନୀତିରେ ଝଡ ସୃଷ୍ଟି କରିଛି। ନିକଟରେ ଯେତେବେଳେ ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେଙ୍କ ବିମାନକୁ ଦୁଇଥର ଯାଞ୍ଚ କରାଯାଇଥିଲା, ସେତେବେଳେ ସେ...

ସ୍ୱାମୀ ସ୍ତ୍ରୀ’ଙ୍କ କଳିରେ ମୁଣ୍ଡ ପୁରାଇ ଜୀବନ ହରାଇଲେ ବୃଦ୍ଧା

ନୂଆଦିଲ୍ଲୀ,୧୫ା୧୧: ସ୍ତ୍ରୀ’କୁ ଅମାନୁଷିକ ମାଡ଼ ମାରୁଥିଲେ ବ୍ୟକ୍ତି, ଝଗଡା ସମାଧାନ କରିବାକୁ ଯାଇ ଜୀବନ ହରାଇଲେ ବୃଦ୍ଧା। ବୁଧବାର ଏପରି ଏକ ଅଭାବନୀୟ ଘଟଣା ଘଟିଛି ଦିଲ୍ଲୀର ମୁକୁନ୍ଦପୁର ଅଞ୍ଚଳରେ। ପିଡୀତ ରଣ ସିଂହଙ୍କ ବୟସ ୬୦ ହୋଇଥିବା ବେଳେ...

ଝାଡଖଣ୍ଡରୁ ଫେରୁଥିଲେ ମୋଦି, ହଠାତ୍‌ ମଝି ଆକାଶରେ ଦେଖାଗଲା ଯାନ୍ତ୍ରିକ ତ୍ରୁଟି

ରାଞ୍ଚି,୧୫।୧୧: ନିର୍ବାଚନ ରାଲି ପାଇଁ ଝାଡଖଣ୍ଡରେ ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ତେବେ ସେଠାରୁ ଫେରିବାବେଳେ ତାଙ୍କ ସ୍ବତନ୍ତ୍ର ବିମାନରେ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଛି। ଏହି କାରଣରୁ ବିମାନକୁ ଦେଓଘର ବିମାନ ବନ୍ଦରରେ ଜରୁରୀ ଅବତରଣ କରାଯାଇଛି। ତ୍ରୁଟି ଦେଖାଯିବାରୁ ମୋଦିଙ୍କ...

ଝାଡ଼ଖଣ୍ଡରେ ଅଟକା ଗଲା ରାହୁଲ ଗାନ୍ଧୀଙ୍କ ବିମାନ, କାରଣ ଜାଣିଲେ…

ରାଞ୍ଚି,୧୫।୧୨: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ପ୍ରଚାର କରିବାକୁ ଆସିଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ହେଲିକପ୍ଟରକୁ ଶୁକ୍ରବାର ଅଟକାଇ ଦିଆଯାଇଛି। କୁହାଯାଉଛି ଯେ କ୍ଲିୟରାନ୍ସ ଅଭାବରୁ ରାହୁଲଙ୍କ ହେଲିକପ୍ଟରକୁ ଉଡ଼ାଣ କରିବାକୁ ଦିଆଯାଇନଥିଲା। ରାହୁଲ ଗାନ୍ଧୀଙ୍କ ହେଲିକପ୍ଟରକୁ ମହାଗାମାରେ ଅଟକାଇ...

ମାନିଲେ ଶରଦ ପାଓ୍ବାର, କହିଲେ ହଁ ଆମେ ଅମିତ ଶାହାଙ୍କୁ ଭେଟିଥିଲୁ…

ମୁମ୍ବାଇ,୧୫।୧୧: ମହାରାଷ୍ଟ୍ର ନିର୍ବାଚନ ସମୟରେ ଅଜିତ ପାୱାର ଏଭଳି ସୂଚନା ଦେଇଛନ୍ତି, ଯାହା ପରେ ଶରଦ ପାୱାରଙ୍କୁ ସ୍ପଷ୍ଟୀକରଣ ଦେବାକୁ ପଡିବ। ଅଜିତ ପାୱାରଙ୍କ ଦାବି ଉପରେ ନିଜେ ଶରଦ ପାୱାର ମୋହର ଲଗାଇଛନ୍ତି। ୨୦୧୯ରେ ଏକ ବଡ ବ୍ୟବସାୟୀଙ୍କ...

ଟ୍ରେଣ୍ଡ୍‌ରେ ମୋଦି: ଏହି ଦେଶ ଦେବ ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ, ୧୫।୧୧:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କାରବିଆନ୍‌ ଦେଶ ଡୋମିନିକା ନିଜର ସର୍ବୋଚ୍ଚ ଜାତୀୟ ସମ୍ମାନ ପ୍ରଦାନ କରିବ ବୋଲି ଗୁରୁବାର ଘୋଷଣା କରିଛି। କୋଭିଡ୍‌-୧୯ ମହାମାରୀ ସମୟରେ ମୋଦିଙ୍କ ଦ୍ୱାରା ଦେଶର ଜନସାଧାରଣଙ୍କ ପାଇଁ କରାଯାଇଥିବା ସହାୟତାକୁ ଦୃଷ୍ଟିରେ ରଖି...

କାହିଁକି କପିଲ ଶର୍ମାଙ୍କ ଶୋ’ ଛାଡିଥିଲେ ସିଦ୍ଧୁ? ୫ ବର୍ଷ ପରେ କହିଲେ…

ମୁମ୍ବାଇ,୧୫।୧୧: ଦି କପିଲ ଶର୍ମା ଶୋ’ରେ ଜୋରରେ କରତାଳି ଦେବା ସହ ‘ଚକ ଦେ ଫଟ୍ଟେ’, ‘ଗୁରୁ’ ଭଳି ଶବ୍ଦ ସହିତ ଲୋକଙ୍କୁ ଖୁବ୍‌ ହସାଉଥିବା ନବଜୋତ ସିଂ ସିଦ୍ଧୁ ପୁଣି ଥରେ କପିଲଙ୍କ ସହ ଦେଖା ହେବାକୁ ଯାଉଛନ୍ତି।...

ଆର୍‌ଏସ୍‌ଏସ୍‌ ଏକ ଆତଙ୍କବାଦୀ ସଂଗଠନ: କଂଗ୍ରେସ ନେତାଙ୍କ ବିବାଦୀୟ ମନ୍ତବ୍ୟ

ପୁଣେ,୧୫।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪କୁ ନେଇ ରାଜ୍ୟରେ ରାଜନୈତିକ ଉଷ୍ମତା ବୃଦ୍ଧି ପାଇଛି। କଂଗ୍ରେସ ଏବଂ ଏହାର ସହଯୋଗୀମାନେ କ୍ରମାଗତ ଭାବରେ ଭାଜପାି ଏବଂ ଆରଏସଏସକୁ ଟାର୍ଗେଟ କରୁଛନ୍ତି। ଏହି ସମୟରେ ମହାରାଷ୍ଟ୍ରର ବରିଷ୍ଠ କଂଗ୍ରେସ ନେତା ହୁସେନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri