ଜାତୀୟ

ହଲ୍‌ଦ୍ୱାନି ଛାଡ଼ିଲେଣି ୩୦୦ ମୁସଲମାନ ପରିବାର

ଡେରାଡୁନ୍‌,୧୪/୨:ଗତ ୮ ତାରିଖରେ ଉତ୍ତରାଖଣ୍ଡର ହଲ୍‌ଦ୍ୱାନିସ୍ଥିତ ବନଫୁଲପୁରାରେ ପୋଲିସ ପକ୍ଷରୁ ଜବରଦଖଲ ଉଚ୍ଛେଦ କରାଯାଇଥିଲା। ଉଚ୍ଛେଦ ଅଭିଯାନ ବେଳେ ବେଆଇନ ଭାବେ ଗଢ଼ି ଉଠିଥିବା ଏକ ମସ୍‌ଜିଦ ଓ ମଦ୍ରାସାକୁ ଭଙ୍ଗାଯାଇଥିଲା। ଏହି ଘଟଣାକୁ ନେଇ ସାମ୍ପ୍ରଦାୟିକ ହିଂସା ଘଟିଥିଲା।...

ଆନ୍ଦୋଳନକାରୀଙ୍କୁ ଲାଠିମାଡ଼

ଚଣ୍ଡିଗଡ଼/ନୂଆଦିଲ୍ଲୀ,୧୪ା୨: ନିଜ ଉତ୍ପାଦିତ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ନିଶ୍ଚିତ କରିବା ସକାଶେ ଆଇନ ପ୍ରଣୟନ ଦାବିରେ କୃଷକମାନେ ପ୍ରାୟ ୨୭ ମାସ ପରେ ମଙ୍ଗଳବାର ଦିଲ୍ଲୀ ସୀମାରେ ପୁଣି ଏକତ୍ରିତ ହୋଇଛନ୍ତି। ୨୬ କୃଷକ ସଙ୍ଗଠନ ପକ୍ଷରୁ...

ଅଖିଳେଶଙ୍କ ଟେନ୍‌ସନ୍‌ ବଢାଇଲେ ପଲ୍ଲବୀ

ନୂଆଦିଲ୍ଲୀ,୧୪।୨: ଏସପି ସଭାପତି ଅଖିଳେଶ ଯାଦବଙ୍କୁ ଆଉ ଏକ ବଡ଼ ଝଟକା ଲାଗିଛି। ସ୍ବାମୀ ପ୍ରସାଦ ମୌର୍ଯ୍ୟଙ୍କ ପରେ ବର୍ତ୍ତମାନ ସହଯୋଗୀ ଅପ୍‌ନା ଦଳ ବିଧାୟକ ପଲ୍ଲବୀ ପଟେଲ ରାଜ୍ୟ ସଭା ନିର୍ବାଚନରେ ସେ ସମାଜବାଦୀ ପାର୍ଟି ପାଇଁ ଭୋଟ...

ଭାଲେଣ୍ଟାଇନ୍ସ ଡେ ପୂର୍ବରୁ ଶସ୍ତା ହେଲା ସୁନା…

ନୂଆଦିଲ୍ଲୀ,୧୩।୨ : ପ୍ରତିବର୍ଷ ପରି ୧୪ ଫେବୃଆରୀରେ ଭାଲେଣ୍ଟାଇନ୍ସ ଡେ ପାଳନ କରାଯାାଉଛି। ଏହି ଅବସରରେ, ଲୋକମାନେ ନିଜ ସାଥୀଙ୍କୁ ଆପଣେଇବା ପାଇଁ ଅନେକ ପଦ୍ଧତି ଗ୍ରହଣ କରିଥାନ୍ତି। ଅନେକ ଲୋକ ନିଜ ସ୍ତ୍ରୀ କିମ୍ବା ଗର୍ଲଫ୍ରେଣ୍ଡକୁ ସୁନା ଉପହାର...

କଂଗ୍ରେସର ଘୋଷଣା- ‘ସରକାରକୁ ଆସିଲେ ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ଦେବୁ’

ନୂଆଦିଲ୍ଲୀ,୧୩।୨: ପଞ୍ଜାବ-ହରିୟାଣାର କୃଷକମାନେ ଏମ୍‌ଏସ୍‌ପିର ଆଇନଗତ ଗ୍ୟାରେଣ୍ଟି ସମେତ ଅନେକ ଦାବି ନେଇ ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ହଜାର ହଜାର ସଂଖ୍ୟାରେ କୃଷକ ଶମ୍ଭୁ ସୀମାରେ ପହଞ୍ଚିଛନ୍ତି। କୃଷକଙ୍କୁ ଆଗକୁ ବଢ଼ିବାରୁ ରୋକିବା ଲାଗି ପୋଲିସ ପକ୍ଷରୁ ବ୍ୟାରିକେଡିଂ କରାଯାଇଛି।...

ଲୋକ ସଭା ନିର୍ବାଚନରେ କାହିଁକି ପ୍ରତିନ୍ଦ୍ୱନ୍ଦ୍ୱିତା କରୁନାହାନ୍ତି ସୋନିଆ ଗାନ୍ଧୀ? ଏହା ହେଉଛି ୩ କାରଣ…

ନୂଆଦିଲ୍ଲୀ,୧୩।୨: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ତଥା ୬ ଥର ଲୋକ ସଭା ଏମ୍‌ପି ସୋନିଆ ଗାନ୍ଧୀ ଏଥର ରାଜ୍ୟ ସଭା ଯିବେ। ସେ ରାଜସ୍ଥାନରୁ ରାଜ୍ୟ ସଭା ଲାଗି ଦାବି ଉପସ୍ଥାପନ କରିବେ। ସୋନିଆ ଲୋକ ସଭା ନିର୍ବାଚନରେ ପ୍ରତିନ୍ଦ୍ୱନ୍ଦ୍ୱିତା...

ବାୟୁସେନା ବିମାନ Hawk Mk-132 ଦୁର୍ଘଟଣା ଗ୍ରସ୍ତ…

କୋଲକାତା,୧୩।୨ : ମଙ୍ଗଳବାର ଅପରାହ୍ନରେ ପଶ୍ଚିମବଙ୍ଗରେ ଭାରତୀୟ ବାୟୁସେନାର ଏକ ଟ୍ରେନିଂ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ବିମାନରେ ଥିବା ଦୁଇ ପାଇଲଟ ଠିକ ସମୟରେ ବିମାନରୁ ସୁରକ୍ଷିତ ଭାବେ ଇଜେକ୍ଟ ହୋଇଥିଲେ। ଯୁଦ୍ଧ ବିମାନ ଟ୍ରେନିଂ ଜେଟ ଖସିଯାଇଥିବା କଲେଇକୁଣ୍ଡା...

ତୀର୍ଥ ଯାଇଥିବା ୨ମହିଳା ନିଖୋଜ

ଖୋର୍ଦ୍ଧା(ପ୍ରଭାତ ପାଣିଗ୍ରାହୀ),୧୩।୨: ତୀର୍ଥଯାତ୍ରା ପାଇଁ ଯାଇଥିବା ଖୋର୍ଦ୍ଧା ଜିଲାର ୨ବରିଷ୍ଠ ମହିଳା ନିଖୋଜ ହୋଇନ୍ତି। ସେମାନେ ହେଲେ ବାଲିଅନ୍ତା ବ୍ଳକ ଦେଉଳି ଗାଁର ଗୀତାଞ୍ଜଳି ରାଉତ ଓ ଚିଲିକା ବ୍ଳକ ଅଠରବାଟିଆ ପଞ୍ଚାୟତ ଭେଲେରୀ ଗ୍ରାମର ରାଣୀ ଦେଇ ।...

ସାର୍‌ ମୋ ସ୍ତ୍ରୀଙ୍କୁ ଅପହରଣ କରି ନେଇଛନ୍ତି ଆପଣଙ୍କ ସିପାହୀ: ଏସଏସପିଙ୍କ ଆଗରେ ସ୍ବାମୀଙ୍କ ଗୁହାରୀ…

ମିରଟ,୧୩।୨ : ମିରଟରେ ଜଣେ ସ୍ବାମୀ ଏସଏସପି କାର୍ଯ୍ୟାଳୟରେ ପହଞ୍ଚି ତାଙ୍କ ସ୍ତ୍ରୀଙ୍କୁ ଉଦ୍ଧାର କରିବାକୁ ଅନୁରୋଧ କରିଛନ୍ତି। ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଜଣେ ସିପାହୀ ତାଙ୍କ ସ୍ତ୍ରୀଙ୍କୁ ନିଜ ପ୍ରେମ ଜାଲରେ ଫାନ୍ଦରେ ପକାଇ ତାଙ୍କୁ ଅପହରଣ କରି...

ଅଖିଳେଶଙ୍କୁ ବଡ଼ ଝଟକା: ମହା ସଚିବ ପଦରୁ ଦେଲେ ଇସ୍ତଫା ସ୍ବାମୀ ପ୍ରସାଦ ମୌର୍ଯ୍ୟ…

ଲକ୍ଷ୍ନୌ,୧୩।୨ : ଉତ୍ତରପ୍ରଦେଶର ପୂର୍ବତନ ସିଏମ ଏବଂ ଏସପି ସୁପ୍ରିମୋ ଅଖିଳେଶ ଯାଦବଙ୍କ ଉପରେ ଦଳୀୟ ନେତାମାନେ ଅସନ୍ତୋଷ ହେବାରେ ଲାଗିଛନ୍ତି। ବରିଷ୍ଠ ଏସପି ନେତା ସ୍ବାମୀ ପ୍ରସାଦ ମୌର୍ଯ୍ୟ ମଙ୍ଗଳବାର ଦଳର ଜାତୀୟ ମହା ସଚିବ ପଦରୁ ଇସ୍ତଫା...

ପିଏମ ସୂର୍ଯ୍ୟ ଘର ମୁକ୍ତ ବିଦ୍ୟୁତ ଯୋଜନା ଆରମ୍ଭ: ମାସକୁ ମାଗଣାରେ ମିଳିବ ୩୦୦ ୟୁନିଟ ବିଜୁଳି…

ନୂଆଦିଲ୍ଲୀ,୧୩।୨ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର ମୁକ୍ତ ବିଦ୍ୟୁତ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନା ଅନ୍ତର୍ଗତ ସରକାର ପ୍ରତି ମାସରେ ୩୦୦ ୟୁନିଟ ପର୍ଯ୍ୟନ୍ତ ମାଗଣା ବିଦ୍ୟୁତ ଯୋଗାଇ ଏକ କୋଟି ଘରକୁ...

ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ମିଳିଲା ଜାତୀୟ ସ୍କଚ ଆୱାର୍ଡ

ଭୁବନେଶ୍ୱର,୧୩।୨: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାକୁ ମିଳିଛି ଜାତୀୟ ସ୍କଚ ଆୱାର୍ଡ଼ ୨୦୨୩ । ସ୍କଚ ଆୱାର୍ଡ଼ କର୍ତ୍ତୃପକ୍ଷଙ୍କ ଦାରା ନୂଆଦିଲ୍ଲୀ ସ୍ଥିତ ସମ୍ଭିଧାନ କ୍ଲବ ହଲରେ ଅନୁଷ୍ଠିତ ଉତ୍ସବରେ ରାଜ୍ୟ ସରକାରଙ୍କ ତରଫରୁ ରାଜ୍ୟ ସ୍ବାସ୍ଥ୍ୟସେବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri