ଜାତୀୟ

ଝାଡ଼ଖଣ୍ଡ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ : ୬ ମନ୍ତ୍ରୀ, ହେଭିଓ୍ବେଟ ପ୍ରାର୍ଥୀଙ୍କ ହେବ ଭାଗ୍ୟ ନିର୍ଦ୍ଧାରଣ

ରାଞ୍ଚି,୧୨ା୧୧: ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ଭୋଟ ବୁଧବାର ହେବାକୁ ଥିବାବେଳେ ଏଥିପାଇଁ ସୋମବାର ସନ୍ଧ୍ୟାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ବିଭିନ୍ନ ଦଳର ନେତାମାନେ ବିଭିନ୍ନ ରାଲି ଓ ସଭାରେ ଯୋଗଦେଇ ପ୍ରଚାରକୁ ଜୋର୍‌ଦାର କରିଥିଲେ।...

ପନ୍ତସିର୍‌ ଏୟାର ଡିଫେନ୍ସ ସିଷ୍ଟମ୍‌ ପାଇଁ ରୁଷିଆ ସହ ଭାରତର ଏମ୍‌ଓୟୁ

ନୂଆଦିଲ୍ଲୀ,୧୨ା୧୧: ଭାରତର ଏୟାର ଡିଫେନ୍ସ ସାମର୍ଥ୍ୟ ବୃଦ୍ଧି ଲକ୍ଷ୍ୟରେ ଭାରତ ଖୁବ୍‌ଶୀଘ୍ର ରୁଷିଆରୁ ଅତ୍ୟାଧୁନିକ ପନ୍ତସିର୍‌ ଏୟାର ଡିଫେନ୍ସ ମିଶାଇଲ୍‌-ଗନ୍‌ ସିଷ୍ଟମ୍‌ କିଣିବାକୁ ଯାଉଛି। ଏଥିପାଇଁ ଭାରତ ଡାଇନାମିକ୍ସ ଲିମିଟେଡ୍‌ (ବିଡିଏଲ୍‌) ରୁଷିଆର ଅସ୍ତ୍ର ରପ୍ତାନିକାରୀ ସଂସ୍ଥା ରୋସୋବୋରୋନେକ୍ସପର୍ଟ (ଆରଓଇ) ସହ...

ଶେଷ ଉଡ଼ାଣ ଭରିଲା ଭିସ୍ତାରା

ନୂଆଦିଲ୍ଲୀ, ୧୨।୧୧: ଭିସ୍ତାରା ଏୟାରଲାଇନ୍ସ ସୋମବାର ରାତିରେ ଏକ ସ୍ବତନ୍ତ୍ର ଏୟାରଲାଇନ୍ସ ଭାବେ ନିଜର ଶେଷ ଉଡ଼ାଣ ଭରିଛି। ଭିସ୍ତାରା ବିମାନ ‘ୟୁକେ ୯୮୬’ ମୁମ୍ବାଇରୁ ଦିଲ୍ଲୀ ଏବଂ ‘ୟୁକେ ୧୧୫’ ଦିଲ୍ଲୀରୁ ସିଙ୍ଗାପୁର ପାଇଁ ଉଡ଼ାଣ ଭରିଛି। ମଙ୍ଗଳବାରଠାରୁ ଏହା...

ବର୍ଷକରେ ଗଲାଣି ୪୪ ଜୀବନ

ଜମ୍ମୁ,୧୨ା୧୧(ପି.ଟି.): ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ବଢ଼ିବାରେ ଲାଗିଛି। ସେମାନଙ୍କ ଆକ୍ରମଣ ଯୋଗୁ ବର୍ଷକ ମଧ୍ୟରେ ଜମ୍ମୁରେ ୧୮ ଯବାନଙ୍କ ସମେତ ୪୪ ଜଣଙ୍କ ଜୀବନ ଗଲାଣି। ଚଳିତବର୍ଷ ଜମ୍ମୁର ସୀମାନ୍ତ ଜିଲା ରାଜୌରୀ ଏବଂ ପୁଞ୍ଚ୍‌ରୁ ଆତଙ୍କବାଦୀ କାର୍ଯ୍ୟକଳାପ ଅନ୍ୟ ୬...

ସବୁଦିନ ବାଣ ବନ୍ଦ ନେଇ ଦିଲ୍ଲୀ ସରକାର ନିଷ୍ପତ୍ତି ନିଅନ୍ତୁ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୧୨ା୧୧: ଦିଲ୍ଲୀରେ ବାୟୁ ପ୍ରଦୂଷଣ ଉତ୍କଟ ରୂପ ଧାରଣ କରିଥିବାବେଳେ ବାଣ ଉପରେ ନିଷେଧାଦେଶ ଲଗାଇବା ପାଇଁ ସୁପ୍ରିମକୋର୍ଟ ଦୀପାବଳି ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ। ତେବେ ଦିଲ୍ଲୀ ପୋଲିସ କେବଳ କିଛି ବାଣ ତିଆରି ସାମଗ୍ରୀ ଜବତ କରିଥିବାବେଳେ ବାଣ...

କୁମାରସ୍ବାମୀଙ୍କୁ ନେଇ କର୍ନାଟକ ମନ୍ତ୍ରୀଙ୍କ ଜାତିଆଣ ମନ୍ତବ୍ୟ: ଇସ୍ତଫା ଦାବି କଲା ଜେଡିଏସ୍‌

ବେଙ୍ଗାଲୁରୁ, ୧୧।୧୧: କର୍ନାଟକ ସରକାରଙ୍କ ଗୃହ ନିର୍ମାଣ ବିଭାଗ ମନ୍ତ୍ରୀ ଜମିର ଅହମଦ ଖାନ୍‌ ସୋମବାର ରାଜ୍ୟର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କେନ୍ଦ୍ର ଭାରି ଉଦ୍ୟୋଗ ଏବଂ ଇସ୍ପାତ ମନ୍ତ୍ରୀ ଏଚ୍‌. ଡି. କୁମାରସ୍ବାମୀଙ୍କ ବିରୋଧରେ ଜାତିଆଣ ମନ୍ତବ୍ୟ ଦେଇଛନ୍ତି। ରାଜ୍ୟର...

ରାହୁଲ ଗାନ୍ଧୀଙ୍କ ବଢିପାରେ ଅଡ଼ୁଆ! ନିର୍ବାଚନ ଆୟୋଗଙ୍କ ନିକଟରେ ଏଭଳି ଅଭିଯୋଗ ଆଣିଲା ଭାଜପା

ନୂଆଦିଲ୍ଲୀ,୧୧।୧୧: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସଂରକ୍ଷଣ ସମ୍ପର୍କରେ ଦେଇଥିବା ବିବୃତ୍ତି ବିରୋଧରେ ଭାଜପା କେନ୍ଦ୍ରୀୟ ନିର୍ବାଚନ ଆୟୋଗଙ୍କୁ ଅଭିଯୋଗ କରିଛି। ସୋମବାର ଭାଜପା ପକ୍ଷରୁ କରାଯାଇଥିବା ଅଭିଯୋଗରେ ଦାବି କରାଯାଇଛି ଯେ ରାହୁଲ ଗାନ୍ଧୀଙ୍କୁ ପ୍ରଚାରରୁ ନିବୃତ୍ତ କରାଯାଉ।...

ଝାଡଖଣ୍ଡରେ ଚମ୍ପାଇଙ୍କ ପାଇଁ ପ୍ରଚାର କଲେ ମୋହନ, କହୁ କହୁ କହିଦେଲେ ଏମିତି…

ଭୁବନେଶ୍ୱର,୧୧।୧୧: ଝାଡଖଣ୍ଡର ଷେଇକଳାରେ ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ବାଚନୀ ପ୍ରଚାର କରିଛନ୍ତି। ଏହି ସମୟରେ ସେ ଚମ୍ପାଇ ସୋରେନଙ୍କ ପାଇଁ ଭୋଟ ମାଗିବା ସହ ଜେଏମଏମ୍‌ ଓ କଂଗ୍ରେସ ମେଣ୍ଟ ସରକାର ଉପରେ ବର୍ଷିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ...

ମଣିପୁରରେ ସୁରକ୍ଷାକର୍ମୀଙ୍କ ବଡ଼ କାର୍ଯ୍ୟାନୁଷ୍ଠାନ; ପୋଲିସ ଷ୍ଟେସନ ଉପରେ ଆକ୍ରମଣ କରିବାକୁ ଆସିଥିବା ୧୧ଆତଙ୍କବାଦୀଙ୍କୁ କଲେ ନିପାତ

ନୂଆଦିଲ୍ଲୀ,୧୧।୧୧: ମଣିପୁରରେ ସୁରକ୍ଷାକର୍ମୀ ସୋମବାର ଏକ ବଡ କାର୍ୟ୍ୟାନୁଷ୍ଠାନ ନେଇ ୧୧ ଅସ୍ତ୍ରଶସ୍ତ୍ରଧାରୀ ଆତଙ୍କବାଦୀଙ୍କୁ ନିପାତ କରିଛନ୍ତି। ଯେଉଁମାନେ ଜେରୀଵାମ ଜିଲ୍ଲାରେ ଥିବା ଏକ ପୋଲିସ ଷ୍ଟେସନ ଉପରେ ଆକ୍ରମଣ କରିବାକୁ ଆସିଥିଲେ। ରିପୋର୍ଟ ଅନୁସାରେ ଦ୍ବିପହର ୩ଟା ୩୦...

ଏହିଦିନ ରାମ ମନ୍ଦିର ଉପରେ ଆକ୍ରମଣ କରିବାକୁ ଧମକ ଦେଲା ଖଲୀସ୍ତାନୀ ଆତଙ୍କବାଦୀ ଗୁରୁପନ୍ତ ସିଂ ପନ୍ନୁ

ନୂଆଦିଲ୍ଲୀ,୧୧।୧୧: ଖଲିସ୍ତାନୀ ଆତଙ୍କବାଦୀ ଗୁରୁପନ୍ତ ସିଂ ପନ୍ନୁ ଅଯୋଧ୍ୟାରେ ରାମ ମନ୍ଦିର ସମେତ ହିନ୍ଦୁ ମନ୍ଦିରକୁ ଟାର୍ଗେଟ କରି ଆକ୍ରମଣ କରିବାକୁ ଧମକ ଦେଇଛନ୍ତି। ଏକ ଭିଡିଓରେ ପନ୍ନୁନ୍ ନଭେମ୍ବର ୧୬ ଏବଂ ୧୭ ରେ ଆକ୍ରମଣ କରିବାକୁ ଚେତାବନୀ...

ମହିଳାଙ୍କୁ ମିଳିବ ୨୫୦୦ ଟଙ୍କା: ଘୋଷଣାପତ୍ରରେ ଏଭଳି ପ୍ରତିଶ୍ରୁତି ଦେଲେ ହେମନ୍ତ

ରାଞ୍ଚି,୧୧।୧୧: ଝାଡଖଣ୍ଡର ଶାସକ ଜେଏମଏମ ସୋମବାର ଏହାର ନିର୍ବାଚନୀ ମନିଫେଷ୍ଟୋ ପ୍ରକାଶ କରିଛି। ୨୨ ପୃଷ୍ଠାର ମନିଫେଷ୍ଟୋରେ ଜେଏମଏମ କୃଷି, ଶିକ୍ଷା, ରୋଜଗାର, ମହିଳା, ସ୍ବାସ୍ଥ୍ୟ, ସାମାଜିକ ସୁରକ୍ଷା, ଶିଳ୍ପ, ସହରାଞ୍ଚଳ ବିକାଶ, ପର୍ଯ୍ୟଟନ ଏବଂ କ୍ରୀଡା କ୍ଷେତ୍ରରେ ବଡ଼...

ବଡ଼ ପାପ କରିଛନ୍ତି ମୋଦି: ଖୋଲାଖୋଲି ଏମିତି କହିଦେଲେ ଉଦ୍ଧବ ଠାକ୍‌ରେ

ନୂଆଦିଲ୍ଲୀ,୧୧।୧୧: ମହାରାଷ୍ଟ୍ରରେ ୨୦୨୪ ବିଧାନସଭା ନିର୍ବାଚନ ପାଇଁ ଭୋଟଗ୍ରହଣ ପ୍ରାୟ ଏକ ସପ୍ତାହ ବାକି ଅଛି। ନଭେମ୍ବର ୨୦ରେ ରାଜ୍ୟର ୨୮୮ ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ କରାଯିବ। ତେଣୁ ରାଜନୈତିକ ଦଳ ମଧ୍ୟରେ ପରସ୍ପର ଉପରେ ଆକ୍ରମଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri