ଜାତୀୟ

କେତେ ପଣ୍ଡିତ କଶ୍ମୀର ଫେରିଛନ୍ତି

ସଙ୍ଗୋଲା, ୧୧ା୧୧: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରଠୁ ଉପତ୍ୟକାକୁ କେତେଜଣ କଶ୍ମୀରୀ ପଣ୍ଡିତ ଫେରିଛନ୍ତି ବୋଲି ରବିବାର ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକ୍‌ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରଶ୍ନ କରିଛନ୍ତି।...

ମହାରାଷ୍ଟ୍ରକୁ ପ୍ରତିଶ୍ରୁତିରେ ପୋତିଲେ

ମୁମ୍ବାଇ,୧୧ା୧୧: ମହାରାଷ୍ଟ୍ର ବିଧାନସଭାର ୨୮୮ ଆସନ ପାଇଁ ନଭେମ୍ବର ୨୦ରେ ନିର୍ବାଚନ ଅନୁଷ୍ଠିତ ହେବ। ୨୩ରେ ଫଳାଫଳ ଆସିବ। ମତଦାନକୁ ୧୦ ଦିନ ବାକି ଥିବାବେଳେ ଅଧିକାଂଶ ଆସନରେ ମହାୟୁତି ଏବଂ ଏମ୍‌ଭିଏ ମଧ୍ୟରେ ଦ୍ୱିମୁଖୀ ପ୍ରତିଦ୍ୱନ୍ଦ୍ୱିତା ହେବା ଅନୁମାନ...

ପ୍ରଧାନ ବିଚାରପତି ଭାବେ ଆଜି ଶପଥ ନେବେ ଜଷ୍ଟିସ୍‌ ଖାନ୍ନା

ନୂଆଦିଲ୍ଲୀ,୧୧ା୧୧(ପି.ଟି.): ବହୁ ଗୁରୁତ୍ୱପୂର୍ଣ୍ଣ ସୁପ୍ରିମକୋର୍ଟ ରାୟ ସହ ଜଡ଼ିତ ଥିବା ସର୍ବବରିଷ୍ଠ ବିଚାରପତି ଜଷ୍ଟିସ୍‌ ସଞ୍ଜୀବ ଖାନ୍ନା ସୋମବାର ଭାରତର ୫୧ତମ ପ୍ରଧାନ ବିଚାରପତି (ସିଜେଆଇ) ଭାବେ ଶପଥ ଗ୍ରହଣ କରିବେ। ସୋମବାର ପୂର୍ବାହ୍ନ ୧୦ଟାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...

ବାବା ସିଦ୍ଦିକି ହତ୍ୟା ମାମଲା: ୟୁପିରୁ ଗିରଫ ହେଲେ ମୁଖ୍ୟ ଶୁଟର

ଲକ୍ଷ୍ନୌ,୧୦ା୧୧: ମହାରାଷ୍ଟ୍ରର ପୂର୍ବତନ ମନ୍ତ୍ରୀ ବାବା ସିଦ୍ଦିକି ହତ୍ୟାକାଣ୍ଡର ମୁଖ୍ୟ ଶୁଟର ଶିବକୁମାର ଗୌତମ ଓରଫ ଶିବଙ୍କ ସହ ତାଙ୍କର ୪ ସହଯୋଗୀଙ୍କୁ ଉତ୍ତରପ୍ରଦେଶ ସ୍ପେଶାଲ ଟାସ୍କଫୋର୍ସ (ଏସ୍‌ଟିଏଫ୍‌) ରବିବାର ଗିରଫ କରିଛି। ୟୁପିର ବାହରିଚ୍‌ ଜିଲାରୁ ସେମାନଙ୍କୁ ଧରାଯାଇଛି।...

ମୋଷ୍ଟ ଓ୍ବାଣ୍ଟେଡ୍‌ ଖଲିସ୍ତାନୀ ଆତଙ୍କବାଦୀ ଅର୍ଶଦୀପ୍‌ ଗିରଫ

ନୂଆଦିଲ୍ଲୀ,୧୦ା୧୧: ଖଲିସ୍ତାନୀ ଆତଙ୍କବାଦୀ ଅର୍ଶଦୀପ୍‌ ଡଲ୍ଲାଙ୍କୁ କାନାଡା ପୋଲିସ ଗିରଫ କରିଥିବା ଏକ ସୂତ୍ରରୁ ଜଣାପଡ଼ିଛି। ସେ ଖଲିସ୍ତାନ ଟାଇଗର ଫୋର୍ସର କାର୍ଯ୍ୟକାରୀ ମୁଖ୍ୟ ରହିଥିବା ବେଳେ ହରଦୀପ୍‌ ସିଂ ନଜ୍ଜାରଙ୍କ ସହଯୋଗୀ। ସେ ଭାରତରେ ବିଭିନ୍ନ ଅପରାଧ ସହ...

ଇଞ୍ଜିନ-ପାୱାର କାର ମଧ୍ୟରେ ଚାପି ହୋଇ ମୃତ୍ୟୁ ବରଣ କଲେ ପଏଣ୍ଟସ୍‌ମ୍ୟାନ୍‌; ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ନୂଆଦିଲ୍ଲୀ,୧୦ା୧୧: ବିହାର ବରାଉଣି ଜଙ୍କସନ୍‌ରେ ତାଳମେଳ ଅଭାବରୁ ରେଲଓ୍ବେ ପଏଣ୍ଟସ୍‌ମ୍ୟାନ୍‌ଙ୍କ ମୃତ୍ୟୁ ଘଟଣାରେ ସାମ୍ନାକୁ ଆସିଛି ସାଙ୍ଘାତିକ ସତ। ଭାରତୀୟ ରେଲୱେର ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି ଯେ, ଷଡ଼ଯନ୍ତ୍ର କରି ସହକର୍ମୀଙ୍କୁ ହତ୍ୟା କରିଛନ୍ତି। ରେଲୱେର ତଦନ୍ତ ସମୟରେ...

‘ସେମାନଙ୍କ ସମସ୍ତ ଦୁର୍ନୀତିର ହିସାବନିକାଶ କରିବ ଏନ୍‌ଡିଏ ସରକାର’

ରାଞ୍ଚି,୧୦ା୧୧: ଏନ୍‌ଡିଏ ସରକାର ‘ସେମାନଙ୍କର ସମସ୍ତ ଦୁର୍ନୀତିର ହିସାବନିକାଶ କରିବ’ ବୋଲି କହି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଝାଡ଼ଖଣ୍ଡର ସୋରେନ ସରକାରଙ୍କ ଉପରେ ବର୍ଷିଛନ୍ତି। ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ରବିବାର ବୋକାରୋ ଏବଂ ଗୁମଲାରେ ସାଧାରଣ...

ଅବସର ପରେ କ’ଣ କରିବେ ସିଜେଆଇ ଚନ୍ଦ୍ରଚୂଡ଼? ଜାଣନ୍ତୁ ଭବିଷ୍ୟତର ପ୍ଲାନିଂକୁ ନେଇ କ’ଣ କହିଲେ

ନୂଆଦିଲ୍ଲୀ,୧୦।୧୧: ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ ଶନିବାର ନଭେମ୍ବର ୧୦ରେ ଅବସର ନେବେ। ନଭେମ୍ବର ୧୧ରେ ଜଷ୍ଟିସ ସଞ୍ଜୀବ ଖାନ୍ନା ଦେଶର ୫୧ତମ ପ୍ରଧାନ ବିଚାରପତି ଭାବରେ ଶପଥ ଗ୍ରହଣ କରିବେ। ପ୍ରଧାନ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୂଡ ବୁଲଡୋଜର...

ପେଚକସ୍‌ରେ ଆକ୍ରମଣ କରି ଗୋଟିଏ ପରିବାରର ୩ ଜଣଙ୍କୁ ହତ୍ୟା, ଲହୁ ଲୁହାଣ ଅବସ୍ଥାରେ ମିଳିଲା ମୃତଦେହ

ବିଜନୌର,୧୦।୧୧: ଉତ୍ତର ପ୍ରଦେଶ ବିଜନୋରର ଖାଲିଫା କଲୋନୀରେ ହୋଇଥିବା ଟ୍ରିପଲ ମର୍ଡର ଘଟଣାରେ ଉକ୍ତ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳି ଯାଇଛି। ସ୍ବାମୀ, ସ୍ତ୍ରୀ ଏବଂ ପୁଅକୁ ଏକ ସ୍କ୍ର୍ରିଡ୍ରାଇଭର ବା ପେଚକସ୍‌ରେ ଭୂଷି ହତ୍ୟା କରାଯାଇଥିଲା। ପୋଲିସ ଏବଂ ଫୋରେନସିକ...

ମହାରାଷ୍ଟ୍ରରେ କିଏ ହେବେ ମୁଖ୍ୟମନ୍ତ୍ରୀ ଚେହେରା, ବଡ ସୂଚନା ଦେଲେ ଅମିତ ଶାହା!

ମୁମ୍ବାଇ,୧୦।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନର ଘଣ୍ଟି ବାଜି ସାରିଛି। ଏହି କ୍ରମରେ କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ରବିବାର ମହାରାଷ୍ଟ୍ରରେ ଭାଜପାର ମନିଫେଷ୍ଟୋ ପ୍ରକାଶ କରିଛନ୍ତି। ଏହି ସମୟରେ ଉପ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ, ରାଜ୍ୟ ଭାଜପା ମୁଖ୍ୟ ଚନ୍ଦ୍ରଶେଖର...

‘ସିକନ୍ଦର’ ସେଟରେ ବଢିଲା ସଲମାନଙ୍କ ସୁରକ୍ଷା, ଲରେନ୍ସ ଗ୍ୟାଙ୍ଗର ଧମକ ପରେ…

ମୁମ୍ବାଇ,୧୦।୧୧: ବଲିଉଡ ଦବଙ୍ଗ ସଲମାନ ଖାନ ଏବଂ ରଶ୍ମିକା ମନ୍ଦାନା ଆଗାମୀ ଫିଲ୍ମ ‘ସିକନ୍ଦର’ର ସୁଟିଂ ପାଇଁ ହାଇଦ୍ରାବାଦର ଫାଲକନୁମା ପ୍ୟାଲେସରେ ପହଞ୍ଚିଛନ୍ତି। ଫିଲ୍ମର ସୁଟିଂ ଆରମ୍ଭ ହୋଇସାରିଛି। ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗର ଧମକ ଯୋଗୁଁ ସଲମାନଙ୍କ ସୁରକ୍ଷା ବ୍ୟବସ୍ଥା...

ଭାଜପା ଫସଲରେ ପୋକ ଲାଗିଗଲେଣି, ଏବେ ପେଷ୍ଟିସାଇଡ୍ସ ପକାଇବା ଜରୁରୀ…

ନୂଆଦିଲ୍ଲୀ,୧୦।୧୧: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନକୁ ନେଇ ଉତ୍ତେଜନା ମଧ୍ୟରେ ବରିଷ୍ଠ ଭାଜପା ନେତା ତଥା କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀ ନିତିନ ଗଡକରୀଙ୍କ ବିବୃତ୍ତିକୁ ନେଇ ଚର୍ଚ୍ଚା ହେଉଛି। ନିତିନ ଗଡକରୀ ନିଜେ ରାଜ୍ୟର ନାଗପୁର ଆସନରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri